Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ଶିଶିର ସାହୁ ମନୋଜ ବାଲେଶ୍ଵରର ନାମକରଣ ପଛରେ କେତେ କଥା ଅଛି ! ଏହାକୁ ନେଇ ଆମ୍ଭ ଦେଶର ଵିଦ୍ଵାନମାନଙ୍କ ମଧ୍ୟରେ ନାନା ମତ ପ୍ରଚଳିତ । ତେଵେ କେତେକ ଜଣାଶୁଣା ମତ ଏଠାରେ ଉପସ୍ଥାପନ କରାଗଲା । Etmology 1 ‘ଓଡ଼ିଆ ଭାଷାର ଉନ୍ମେଷ ଓ ଵିକାଶ’ ପୁସ୍ତକରେ ଡ. ଵାସୁଦେଵ ସାହୁ…
ଲେଖା: ଶିଶିର ସାହୁ ମନୋଜ ବଙ୍ଗଳା ଅଧୀନରେ ଥିବା ଉପକୂଳବର୍ତ୍ତୀ ଓଡ଼ିଶା ଅଞ୍ଚଳ ଯେତେବେଳେ ନ’ଅଙ୍କ ଦୂର୍ଭିକ୍ଷର କରାଳ କାୟାରେ କବଳିତ ହୋଇ ଅର୍ଦ୍ଧାଧିକ ଓଡ଼ିଆଙ୍କୁ ହରାଇ ନିଜ ସ୍ଥିତି ସୁରକ୍ଷିତ ରଖିବାର ପ୍ରୟାସରତ ଥିଲା, ସେତେବେଳେ ଓଡ଼ିଆ ଭାଷା, ଜାତି ଓ ସଂସ୍କୃତିର ସୁରକ୍ଷା ପାଇଁ କନ୍ଧମାଳ ଭଳି ନିଘଞ୍ଚ ଜଙ୍ଗଲ ଓ ସୁଉଚ୍ଚ…
ଲେଖା: ଅରବିନ୍ଦ ମହାନ୍ତି ସୂର୍ଯ୍ୟ ମାସର ଶେଷ ଦିନକୁ ମାସାନ୍ତ କୁହାଯାଏ। ଏହାର ଅର୍ଥ ହେଉଛି ମାସର ଅନ୍ତ – ମାସାନ୍ତ । ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ…
ଲେଖା: ଅରବିନ୍ଦ ମହାନ୍ତି ସମୟ ଥିଲା ଯେତେବେଳେ ଏ ଦେଉଳ ଓଡ଼ିଶାର ବଡ଼ ଦେଉଳର ପରିଚୟ ପାଇଥିଲା। ଏହା ଥିଲା ଏକାଦଶ ଶତାବ୍ଦୀର କଥା । କିନ୍ତୁ ପରବର୍ତ୍ତୀ ସମୟରେ ଦ୍ୱାଦଶ ଓ ତ୍ରୟୋଦଶ ଶତାବ୍ଦୀରେ ଆଉ ଦୁଇ ଗୋଟି ବଡ଼ ଦେବାଳୟ ଗଠିତ ହେଲା। ଗୋଟିଏ ହେଲା ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ଦେଉଳ ଏବଂ…
ଲେଖା: ଶିଶିର ମନୋଜ ସାହୁ ଢେଙ୍କାନାଳ ଗଡ଼ଜାତରେ ରାଜାଙ୍କୁ ସମ୍ମାନ ଦେଵାର ଏକ ଵିଚିତ୍ର ଵ୍ଯଵସ୍ଥା ବିଂଶ ଶତାବ୍ଦୀର ପ୍ରାରମ୍ଭିକ ଦଶନ୍ଧିଯାଏ ଚଳୁଥିଵାର ଜଣାଯାଏ । ଏହି ସମ୍ମାନ ପ୍ରଦର୍ଶନ ପରମ୍ପରାକୁ ସେ ସମୟରେ ତ୍ରିଖଣ୍ଡି ମଜୁରା କୁହାଯାଉଥିଲା । ଢେଙ୍କାନାଳ ରାଜା ସୁରପ୍ରତାପ ମହେନ୍ଦ୍ର ବାହଦୁର ଜଣେ ପ୍ରଜାଵତ୍ସଳ ରାଜପୁରୁଷ ଥିଲେ ଓ ପୁରୀ…
ଲେଖା: ଅରବିନ୍ଦ ମହାନ୍ତି ସମସ୍ତେ ଜାଣନ୍ତି ଯେ ଗ୍ରହ ପଟିରେ ନବଗ୍ରହ ପୂଜା ପାଇଥାନ୍ତି। ଯଥା ସୂର୍ଯ୍ୟ, ଚନ୍ଦ୍ର, ମଙ୍ଗଳ, ବୁଧ, ବ୍ରୁହସ୍ପତି, ଶୁକ୍ର, ଶନି, ରାହୁ ଓ କେତୁ। କିନ୍ତୁ ଏହି ଦେଉଳରେ ନବଗ୍ରହ ସ୍ଥାନରେ ଅଷ୍ଟଗ୍ରହ ପୂଜା ହେଉଛନ୍ତି। କେତୁ ଗ୍ରହ ଏଠି ନାହାଁନ୍ତି। ଏଠାରେ କୁହାଯାଇଛି ପୁରୁଣା ଭୁବନେଶ୍ୱରର ମାର୍କଣ୍ଡେଶ୍ବର ଦେଉଳର…
ଲେଖା: ରାଜେଶ ପାତ୍ର ଆମ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଲିଜେଣ୍ଡରୀ ନେତା ବିଜୁ ପଟ୍ଟନାୟକଙ୍କ ଜନ୍ମଜୟନ୍ତୀ ଅବସରରେ ପାଳିତ ହୁଏ ପଞ୍ଚାୟତରାଜ ଦିବସ । ସେଦିନ ରାଜ୍ୟର ୬୨୩୪ ପଞ୍ଚାୟତରେ ଏହି ଦିବସ ଧୁମଧାମରେ ପାଳନ କରାଯାଇଥାଏ । ତେବେ ପ୍ରଶ୍ନ ଉଠେ, ସାରା ଦେଶ ଏପ୍ରିଲ ୨୪କୁ ପଞ୍ଚାୟତରାଜ ଦିବସ ଭାବ ପାଳନ…
ଲେଖା: ଅରବିନ୍ଦ ମହାନ୍ତି କୁହାଯାଏ, ରୁକୁଣା ରଥ ଅଣଲେଉଟା ! ସେଇ ରୁକୁଣା ରଥର ତତ୍ତ୍ୱ ଆମ ଜୀବନ ଭଳି, ଥରେ ଜୀବରୁ ଜୀବନ ଗଲେ ଆଉ ଫେରେ ନାହିଁ ସେଇ ଭଳି ଏହି ରୁକୁଣା ରଥର ବାହୁଡା ନାହିଁ। ଆମ ଶରୀର ଯେମିତି ପୃଥିବୀରୁ ତିଆରି ସେଇଭଳି ରୁକୁଣା ରଥର ଶରୀର ବି ପୃଥିବୀ।…
ଲେଖା: ଦେଵ ତ୍ରିପାଠୀ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମହାର୍ଘ ସ୍ବାଦ ଅନୁଭବ କରିବାର ସୁଯୋଗ ପାଇଥିବା ସମୟରେ କବି କାମପାଳ ମିଶ୍ର, ମୋହନ ସୁନ୍ଦର ଦେବ ଗୋସ୍ୱାମୀ, ପ୍ରିୟନାଥ ଗାଙ୍ଗୁଲି, ହରିଚରଣ ମହାନ୍ତି, ଚଣ୍ଡୀଚରଣ ସାହା ଉଗେରଙ୍କ ସାଧନାର ଫଳସ୍ବରୂପ ସୃଷ୍ଟି ହୋଇଥିଲା ଓଡ଼ିଆ କଥାଚିତ୍ର ସୀତାବିବାହ । ତେବେ ଏତେ ନିଷ୍ଠା ଓ…
ଲେଖା: ନିରଞ୍ଜନ ସାହୁ ‘ଉତ୍କଳ ଦୀପିକା’ ଏବେ ସୁଦ୍ଧା ଆବିଷ୍କୃତ ହୋଇଥିବା ପତ୍ରପତ୍ରିକା ମଧ୍ୟରେ ପ୍ରଥମ ସାପ୍ତାହିକ ସଂବାଦପତ୍ର । ଊନବିଂଶ ଶତାବ୍ଦୀର ଦ୍ଵିତୀୟ ଭାଗ ପ୍ରାରମ୍ଭ ବେଳକୁ ଓଡ଼ିଶା ଭୂମିରେ ଦେଖା ଦେଇଥିଲା ସାମାଜିକ, ସାଂସ୍କୃତିକ ବିପର୍ଯ୍ୟୟର ଧୂମକେତୁ । ସେହି ସମୟକୁ ପ୍ରାକୃତିକ ବିପର୍ଯ୍ୟୟ ନଅଙ୍କ ଦୁର୍ଭିକ୍ଷ ଏବଂ ତା ସହ ଓଡ଼ିଆ…