Physical Address
Sai Samarpanam, Satya Vihar, Bhubaneswar

ଉପସ୍ଥାପନା: ନିରଞ୍ଜନ ସାହୁ ସେ ଭୂମି ବୈଷ୍ଣବ କ୍ଷେତ୍ର। ପୂର୍ବ ଭାରତର ବୃନ୍ଦାବନ। ଶତାବ୍ଦୀ ଶତାବ୍ଦୀ ଧରି କଳ୍ପଦୃମ ସଦୃଶ ।ଐତିହାସିକ, ଭୌଗୋଳିକ, ପୌରାଣିକ ଓ ସାଂସ୍କୃତିକ ଦୃଷ୍ଟିକୋଣରୁ ଏହି କ୍ଷେତ୍ର ରମ୍ୟ । ଏହାର ବ୍ୟାପକତା, ବିବିଧ ରୂପତା, ସମନ୍ଵୟତା, ଉଦାର ହୃଦୟତା, ପୌରାଣିକ ଭିତ୍ତି, ଭକ୍ତି ରସାପ୍ଳୁତ ପରିବେଶ ଅବର୍ଣ୍ଣନୀୟ । ଏ…

ଲେଖା: ଦେଵ ତ୍ରିପାଠୀ “ତଟିନୀବଳୟିତ ତରୁକୁଳପୁଲକିତ ବାଳ ମହୀଧରବାସିନ୍, ଜୟ ଜୟ ଶଙ୍କର ସର୍ବଶୁଭଙ୍କର ଭକ୍ତ ବିପତ୍ତିବିନାଶିନ୍ II” (କବିବର ରାଧାନାଥ ରାୟ) ମା’ କଟକଚଣ୍ଡୀ, ଗଡଚଣ୍ଡୀ ପରି ପ୍ରାଚୀନ ଶକ୍ତିପୀଠ ପାଇଁ କଟକ ମହାନଗର ଶକ୍ତିପୀଠ ଭାବେ ଖ୍ୟାତିମାନ ହୋଇଥିଲେ ମଧ୍ୟ ନଗର ମଧ୍ୟରେ ପ୍ରତିଷ୍ଠିତ ଅମରେଶ୍ୱର ମନ୍ଦିର ତଥା ମହାନଗର ସୀମାସଂଲଗ୍ନ ଭାବରେ…

ଲେଖା: ଦେଵ ତ୍ରିପାଠୀ “ବାଙ୍କୀଗଡେ ମା’ ଚର୍ଚ୍ଚିକା ସିନ୍ଦୂର ମଣ୍ଡିତା, ଅଷ୍ଟଚଣ୍ଡୀ ମଧ୍ୟେ ନାମ ଉତ୍କଳ ବନ୍ଦିତା, ଭକ୍ତଙ୍କ ହିତ ସାଧନେ ବାଙ୍କୀଗଡ଼େ ଉଭା ଯୁଗେ ଯୁଗେ ମା’ ଚର୍ଚ୍ଚିକା ବିରାଜନ୍ତି ଶୋଭା, ଭକ୍ତଙ୍କୁ କୋଳକୁ ଟାଣି, କପାଳରେ ହାତ ଦେଇ ବରଷନ୍ତି କୃପାଜଳ ଅବିରତ II” ମାତୃଶକ୍ତି ଯୁଗେ ଯୁଗେ ବନ୍ଦନୀୟା । ସେ…

ଲେଖା: ଦେଵ ତ୍ରିପାଠୀ ପ୍ରାକୃତିକ ଶୋଭାସମ୍ପଦରେ ପରିପୂର୍ଣ୍ଣ, ସାଂସ୍କୃତିକ ବିଭବରେ ବିମଣ୍ଡିତ ତଥା କଳାସଙ୍ଗୀତ, ସାହିତ୍ୟ, କାରୁକାର୍ଯ୍ୟ ଓ ଧାର୍ମିକ ଚେତନାରେ ଋଦ୍ଧିମନ୍ତ ଆମରି ଗଞ୍ଜାମ ଜିଲ୍ଲା । ଜିଲ୍ଲାର ଗ୍ରାମେ ଗ୍ରାମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଥିଲେ ମଧ୍ୟ ଶୈବ ଓ ଶାକ୍ତମାନେ ଗାଁ ଠାକୁରାଣୀ କିମ୍ବା ଗ୍ରାମଦେବତୀଙ୍କୁ ଆରାଧନା କରିବା ଦେଖାଯାଇଥାଏ ।…

ଲେଖା ବିଶ୍ୱରଞ୍ଜନ ମହାପାତ୍ର ଗନ୍ଧରାଡ଼ି ଯାଆଁଳା ମନ୍ଦିର ଅବା ଚାରିଶମ୍ଭୁ ମନ୍ଦିର ଓଡ଼ିଶାର ବୌଦ୍ଧ ଜିଲ୍ଲାରେ ଅବସ୍ଥିତ ଏକ ପ୍ରସିଦ୍ଧ ଯାଆଁଳା ଶିବ ଓ ବିଷ୍ଣୁ ମନ୍ଦିର । ବଉଦ ସହର ଠାରୁ ୧୬ କି.ମି ଦୂରରେ ଅବସ୍ଥିତ ଜଗତି ଗାଆଁରେ ଏହି ପ୍ରସିଦ୍ଧ ମନ୍ଦିର ଅବସ୍ଥିତ । ସ୍ଥାନୀୟ ଲୋକେ ଯାଆଁଳା ମନ୍ଦିରକୁ ଚାରିଶମ୍ଭୁ…

ଲେଖା: ଦେଵ ତ୍ରିପାଠୀ ୧୫୦୬ ମସିହା, ଯୋଵ୍ରା, କଟକ । ଉତ୍ତର ଭାରତର ଅଗଣିତ ତୀର୍ଥ ସ୍ଥାନ ସମେତ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ ସାରି ସନ୍ଥ ଜଣେ ଫେରନ୍ତା ବାଟରେ ଦଣ୍ଡେ ଅଟକିଗଲେ ମହାନଦୀ କୂଳରେ ! ଫୁଲେଇ ମହାନଦୀ ଆଉ ନଦୀଗର୍ଭର ପଠାରେ କାଶତଣ୍ଡୀ ଜଙ୍ଗଲ ସହିତ କଟକର ମାଟି, ଆକାଶ, ନଦୀ ଓ…

ଲେଖା: ଦେଵ ତ୍ରିପାଠୀ ଜଗତର ହିତ ନିମନ୍ତେ ହଳାହଳ ବିଷ ପାନକରି ନୀଳକଣ୍ଠ ଭାବେ ଖ୍ୟାତ ମହାଦେବଙ୍କ ପ୍ରତ୍ୟେକ ମନ୍ଦିରରେ ଭକ୍ତଙ୍କ ଦ୍ବାରା ଜଳାଭିଷେକ ଦୈନିକ ପୂଜାର୍ଚ୍ଚନାର ଏକ ପ୍ରମୁଖ ଅଂଶ ହୋଇଥିବା ବେଳେ ନଦୀର ଜଳପତ୍ତନ ବୃଦ୍ଧି ଯୋଗୁଁ ବର୍ଷରେ ଅନ୍ୟୂନ ଚାରିମାସ ଜଳ ମଧ୍ୟ ରେ ଅବସ୍ଥାନ କରନ୍ତି କେନ୍ଦୁଝର ଜିଲ୍ଲା ଆନନ୍ଦପୁର…

ଲେଖା: ଦେଵ ତ୍ରିପାଠୀ ରେଶମନଗରୀ ବ୍ରହ୍ମପୁର ଠାରୁ ପ୍ରାୟ ୭୫କି.ମି. ଦୂରରେ ଅବସ୍ଥିତ ମନୋମୁଗ୍ଧକର ପ୍ରାକୃତିକ ପରିବେଶ, ନୈସର୍ଗିକ ଶୋଭା ଏବଂ ପ୍ରାଚୀନ ଐତିହାସିକ କୀର୍ତ୍ତିରାଜି ବିମଣ୍ଡିତ କ୍ଷୁଦ୍ର ସହର ବୁଗୁଡ଼ା । ସମଗ୍ର ଦେଶରେ ଯେଉଁ ମନ୍ଦିର ପାଇଁ ଏହା ସୁଖ୍ୟାତି ଅର୍ଜନ କରିଛି ତାହା ହେଉଛି ବିରାଟ ରଥସଦୃଶ ସମ୍ପୂର୍ଣ୍ଣ କାଷ୍ଠନିର୍ମିତ ବୁଗୁଡ଼ା…

ଲେଖା: ଅରବିନ୍ଦ ମହାନ୍ତି ~ ଦେଉଳ ବିଷୟରେ କିଛି ~ ପୁରୁଣା ଭୁବନେଶ୍ୱର ଠାରେ କେଦାରଗୌରୀ ମନ୍ଦିରର ଅନତି ଦୂରରେ ପର୍ଶୁରାମେଶ୍ବର ଦେଉଳ ଅବସ୍ଥିତ। ଏହାର ନିର୍ମାଣ ଖ୍ରୀ.ଅ. ୭ମ ରୁ ୮ମ ଶତାବ୍ଦୀ ମଧ୍ୟରେ ଶୈଳଦଭବ ବଂଶ ରାଜତ୍ୱ କାଳରେ ହୋଇଥିଲା। ଏହି ଦେଉଳ ମୁଖ୍ୟତଃ ଦୁଇଟି ଭାଗରେ ବିଭକ୍ତ ଗର୍ଭଗୃହ ଏବଂ ଜଗମୋହନ।…

ଲେଖା: ଦେଵ ତ୍ରିପାଠୀ ଭବିଷ୍ୟବାଣୀ କ୍ଷେତ୍ରରେ ନଷ୍ଟ୍ରାଡମସଙ୍କ ସ୍ଥାନ ବହୁ ଉଚ୍ଚରେ, ତାଙ୍କର ବାଣୀ ମାନ ବହୁସଂଖ୍ୟାରେ ସତ୍ୟ ପ୍ରମାଣିତ ହେବାର ପ୍ରବାଦ ଅଛି । ସେହିପରି ଆମ ରାଜ୍ୟରେ କଥାକଥାରେ ଦୃଷ୍ଟାନ୍ତ ଦିଆଯାଏ ମାଳିକାର । ସେହି ମାଳିକାର ସ୍ରଷ୍ଟା ଭାବେ ଦେବାଂଶୀ ସନ୍ଥ, ସିଦ୍ଧପୁରୁଷ ଅଚ୍ୟୁତାନନ୍ଦଙ୍କ ନାମ ସୁବିଦିତ । ଓଡ଼ିଆ ସାହିତ୍ୟ…