Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ବନ୍ଧନ ଦଳାଇ ଓଡିଆଙ୍କ ଘରେ “ବାରମାସରେ ତେରପର୍ବ” ଭାଦ୍ରବ ମାସରେ ପାଳନୀୟ ଅନେକ ଓଷାବ୍ରତ ମଧ୍ୟରୁ ‘ବୁଧେଇଓଷା‘ ଅନ୍ୟତମ। ଭାଦ୍ରବ ମାସର ପ୍ରଥମ ବୁଧବାର ଦିନ ପାଳନ ହୁଏ ଏହି ଓଷା। ଏହାକୁ ‘ବୁଧିବାମନ ଓଷା‘ ମଧ୍ୟ କୁହନ୍ତି। ନବଗ୍ରହଙ୍କ ମଧ୍ୟରୁ ବୁଧଙ୍କୁ ରାଜାକୁମାର ରୁପେ ବରଣ କରାଯାଏ । ଏହିବାରରେ ଏହା ଅନୁଷ୍ଠିତ…
ଲେଖା: ଅରବିନ୍ଦ ମହାନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନ୍ୟତମା ଶକ୍ତି ରୂପେ ଦେବୀ ବସୁଧା ବା ଭୂଦେବୀଙ୍କ ପରିଚୟ। ସମଗ୍ର ସଂସାରକୁ ଧାରଣ କରିଥିବା ହେତୁ ସେ ମଧ୍ୟ ବିଶ୍ୱଧାତ୍ରୀ ନାମେ ପ୍ରସିଦ୍ଧା। ଭଗବାନ ବିଷ୍ଣୁଙ୍କ ତୃତୀୟ ଅବତାର ତାଙ୍କ ସୁରକ୍ଷା ପାଈଁ ସୃଷ୍ଟି। ହିରଣାକ୍ଷ ଦୈତ୍ୟକୁ ମୁକ୍ତି ପ୍ରଦାନ କରି ଭୂଦେବୀଙ୍କୁ ବରାହ ରୂପେ ଉଦ୍ଧାର…
ଉତ୍କଳୀୟ ସାଂସ୍କୃତିକ ପରମ୍ପରା ସୁପ୍ରାଚୀନ ନିର୍ଦିଷ୍ଟ ଶୃଙ୍ଖଳାବୋଧ ସମନ୍ୱିତ ଚେତନା ସହିତ ଉଡ୍ର ସଂସ୍କୃତିର ମୌଳିକତା, ବୈଦିକ ସଂସ୍କୃତିର ଗାମ୍ଭୀର୍ଯ୍ୟ, ବୈଷ୍ଣବ ପରମ୍ପରାର ଆତ୍ମୀୟତା ତଥା ଚୈତନ୍ୟ ପରମ୍ପରାର ସତ୍ତ୍ୱପ୍ରେମର ଅପୂର୍ବ ସମନ୍ୱୟରେ ଉନ୍ମେଷିତ ଓ ବିକଶିତ ହୋଇ ମହାର୍ଘ ପରିବେଶ ମଧ୍ୟରେ ଗୌରବାନ୍ୱିତ ହୋଇଛି ପ୍ରାଚୀନ ଉକ୍ରଳୀୟ ପର୍ବର୍ବାଣିସବୁ . .
ଲେଖା: କାର୍ତ୍ତିକ ପରିଚ୍ଛା ମହାଭାରତ କଥା ଅନୁଯାୟୀ ନିଜ ମାଁ ଗଙ୍ଗା ଠାରୁ ଇଚ୍ଛାମୃତ୍ୟୁ ବରଣର ବର ପ୍ରାପ୍ତ ଭୀଷ୍ମ ଶରଶଯ୍ୟାରେ ପଡ଼ି ଅପେକ୍ଷା କରିଥିଲେ ଏହି ଉତ୍ତରାୟଣ ଦେବତ୍ଥାନ ସମୟକୁ, କାର୍ତ୍ତିକ ମାସକୁ । ଏହି ସମୟରେ ସେଠାରେ ଉପସ୍ଥିତ ବାସୁଦେବ ପାଣ୍ଡବମାନଙ୍କୁ ଭୀଷ୍ମ ପାଖକୁ ନେଇ ତାଙ୍କୁ ଶିକ୍ଷା ଭିକ୍ଷା ପାଇଁ କହିଥିଲେ…
ଲେଖା: ବିଶ୍ୱରଞ୍ଜନ ମହାପାତ୍ର ~ ବଡ଼ଓଷା ଓ ଗଜମଣ୍ତା ଭୋଗ ~ କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ ଓ ଚତୁର୍ଦଶୀରେ ବଡ଼ଓଷା ଅତି ନିଷ୍ଠାର ସହ ପାଳନ କରାଯାଏ । ଏହି ଓଷା ପାଳନ ଅବସରରେ ମହାଦେବଙ୍କ ଠାରେ ସ୍ୱତନ୍ତ୍ର ଭୋଗ ଲାଗିହୁଏ । ଏହାକୁ ‘ଗଜପିଠା’ କୁହାଯାଏ । ଗଜପିଠା ଦେଖିବାକୁ ପୂରା ଧଳା ଧବଳ…
ଲେଖା: ସନ୍ତୋଷ ପଟ୍ଟନାୟକ ~ପଞ୍ଚୁକ ~ କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ I ଏହି ପଞ୍ଚୁକ ପାଞ୍ଚଦିନରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି I ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନ…
ଲେଖା: ଦେଵ ତ୍ରିପାଠୀ ~ ଚିତାଲାଗି ଅମାବାସ୍ୟା ~ କାଇଁ କେଉଁ ଯୁଗରୁ ମନୁଷ୍ୟ ବିରାଟ, ଭୟଙ୍କର, କ୍ଷତିକାରୀ ଓ ଉପକାରୀ ପଦାର୍ଥ ଅବା ଜୀବଜନ୍ତୁଙ୍କର ପୂଜା କରିଆସୁଛି । ଗୋରୁଗାଈ, ହାତୀ, ସାପ, ମାଛଶୁଖୁଆ, ବିଲେଇ, ଗେଣ୍ଡା ସଭିଙ୍କୁ ପୂଜା କରି ଶିଖିଛି । ଆଜି ଏସବୁକୁ ଆଧୁନିକ ଜନସମାଜ ସିନା ହସି ଉଡ଼ାଇଦିଏ,…
ଲେଖା: ଅରବିନ୍ଦ ମହାନ୍ତି ଅକ୍ଷୟ ତୃତୀୟା ଠାରୁ ଶ୍ରୀକ୍ଷେତ୍ର ସହିତେ ଏକାମ୍ରକ୍ଷେତ୍ର, କନକପୁରର ଦେବୀ ଶାରଳାଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହୁଏ। ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନଯାତ୍ରା ପାଳନ କରାଯାଏ । ଏହା ହେଉଛି ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଶ୍ରୀକ୍ଷେତ୍ରେ ଚନ୍ଦନ ଯାତ୍ରା ଏହା ଅକ୍ଷୟ…
ଲେଖା: ବିଶ୍ୱରଞ୍ଜନ ମହାପାତ୍ର ପୌଷମାସ ଶୁକ୍ଳପକ୍ଷରେ ଯେଉଁ ଏକାଦଶୀ ପଡେ ତାହାକୁ ପୁତ୍ରଦା ଏକାଦଶୀ କୁହାଯାଏ । ପୁତ୍ରଦା ଏକାଦଶୀରେ ନାମମନ୍ତ୍ର ଜପ କରିବା ସହ ଶ୍ରୀହରିଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ । ଏକାଦଶୀ ତିଥିରେ ଦୀପଦାନ ସହ ସମସ୍ତ ଫଳ ପୂଜାକରିବା ବିଧାନ ରହିଛି । ଭଗବାନ୍ ଶ୍ରୀକୃଷ୍ଣ ଧର୍ମରାଜ ଯୁଧିଷ୍ଠିରଙ୍କୁ ଏହି ବ୍ରତର ମହତ୍ତ୍ୱକୁ…
ଲେଖା: ମିହିର ପଟ୍ଟନାୟକ ଓଡ଼ିଆ ଘରର ସବୁ ପର୍ବପର୍ବାଣୀ ଜଗନ୍ନାଥଙ୍କ ସହ ଯୋଡି ହୋଇରହିଛି। ଯାହା ଘରେ ଘରେ ପର୍ବ ହୋଇ ପାଳନ ହୁଏ ସେଇଟା ଟିକେ ନିଆରା ଢଙ୍ଗରେ ନୀତି ହୋଇ ମହାପ୍ରଭୁଙ୍କ ପାଖରେ ଲାଗି ହୁଏ। କିନ୍ତୁ ମାଣବସା ଗୋଟିଏ ଏମିତି ପର୍ବ ଯାହା ଶ୍ରୀମନ୍ଦିର ନୀତି ସହ କୌଣସି ସମ୍ପର୍କ ରଖେନାହିଁ।…