Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ସୂର୍ଯ୍ୟଙ୍କର ସ୍ଵନକ୍ଷତ୍ର ଦିବସ ହେଉଛି ମାଘସପ୍ତମୀ । ସୂର୍ଯ୍ୟ ସକଳ ଶକ୍ତିର ଆଧାର ହୋଇଥିବାରୁ ପୁରାଣଯୁଗଠାରୁ ଆରମ୍ଭ କରି ପ୍ରାଚୀନ ଇତିହାସ ଏବଂ ଆଜି ମଧ୍ୟ ସୂର୍ଯ୍ୟଙ୍କ ଉପାସନା ଦେଖିବାକୁ ମିଳେ । ବିଶେଷତଃ ଜନ୍ମତିଥି ଅବସରରେ ଏହା ଭାରତର ସର୍ବତ୍ର ପାଳିତ ହୋଇଥାଏ । ଆମ ରାଜ୍ୟର ଲୋକସଂସ୍କୃତିରେ ସୂର୍ଯ୍ୟଦେବ…

ଲେଖା: ଦେଵ ତ୍ରିପାଠୀ ଯେଉଁ ପବିତ୍ର ମାଟିରେ ଜନମି ଲୀଳାଖେଳା କରିବା ପାଇଁ ଭଗବାନ ମଧ୍ୟ ସୈାଭାଗ୍ୟ ମଣନ୍ତି ସେଇ ପବିତ୍ର ମାଟିକୁ ପୂଜା ଆରାଧନା କରି ଓଡ଼ିଆ ଚଷାପୁଅ ପ୍ରସ୍ତୁତ ହୁଏ ଚାଷକାମ ପାଇଁ । ସେଇ ସ୍ବର୍ଗାଦପି ଗରୀୟସୀ ମାଟି ମା’ ଆମକୁ ଯୋଗାଇଥାଏ ଖାଦ୍ୟ, ବାସ ଓ ବସ୍ତ୍ର । ଜନନୀସ୍ବରୂପା…


ଲେଖା: ଦେଵ ତ୍ରିପାଠୀ ପ୍ରଥମ ଜମ୍ବୁଦ୍ଵୀପେ ସାର, ବେଢିଛି ଲବଣ ସାଗର । ତହିଁରେ ରାଜା ତାଳଧ୍ୱଜ, ବହୁତ ଆୟତନ ରାଜ୍ୟ । ବହୁତ ସାଧବ ଅଛନ୍ତି, ବୋଇତ ବାଣିଜ୍ୟ କରନ୍ତି । ତହିଁରେ ଏକ ସାଧବର, ତନୟବନ୍ତ ନାମ ତା’ର । ଝିଅର ନାମ ତଅପୋଇ, ସବୁହୁଁ ଦୁଲଣା ଅଟଇ । ୰ ଗୋପୀନାଥ…

ଲେଖା: ଅରବିନ୍ଦ ମହାନ୍ତି ଏକାମ୍ରକ୍ଷେତ୍ର ଭୁବନେଶ୍ୱରର ଅଧିଷ୍ଟାତ୍ରୀ ଦେବୀ ଭାବେ ସୁପରିଚିତା ଦେବୀ ଭୁବନେଶ୍ଵରୀ। ଏକାମ୍ରକ୍ଷେତ୍ର ଯେପରି ଗୁପ୍ତ ସେଇଭଳି ଗୁପ୍ତ ରହସ୍ୟା ଯୁକ୍ତ ଦେବୀଙ୍କ ତତ୍ଵ ମଧ୍ୟ। ସେ ମହାପ୍ରଭୁ ତ୍ରିଭୁବନେଶ୍ଵରଙ୍କ ଶକ୍ତି ସ୍ୱରୁପା। ସେଥିଲାଗି ତାଙ୍କ ନାମ ମଧ୍ୟ ତ୍ରିଭୁବନେଶ୍ଵରୀ। ତ୍ରିଭୁବନେଶ୍ଵରୀ ଶବ୍ଦରୁ ପରବର୍ତ୍ତୀ କାଳରେ ଭୁବନେଶ୍ଵରୀ ନାମ ଉଦ୍ଧୃତ ହୋଇଅଛି। ଏକାମ୍ର…

ଲେଖା: ଡ଼ାଃ କୁମାର ଅରୋଜ୍ୟୋତି କାର୍ତ୍ତିକ ମାସ ଶୁକ୍ଳପକ୍ଷ ନବମୀ ତିଥି “ଅଁଳା ନବମୀ” ରୂପେ ପାଳିତ ହୁଏ। ଏହି ତିଥିରେ ଦାନ-ପୁଣ୍ୟାଦି କର୍ମ କଲେ ସୌଭାଗ୍ୟ ଅର୍ଜିତ ହୁଏ ବୋଲି ବିଶ୍ୱାସ ରହିଛି। ଏହି “ଅଁଳା ନବମୀ” ତିଥିରେ କରାଯାଇଥିବା ପୁଣ୍ୟାଦି କେବେହେଲେ କ୍ଷୟ ହୁଏନାହିଁ ବା ଅକ୍ଷୟ ରହିଥାଏ, ତେଣୁ ଏହାକୁ…

ଲେଖା: ଶିବାଶିଷ ମହାପାତ୍ର ପଶ୍ଚିମ ଓଡ଼ିଶାର ଲୋକନୃତ୍ୟ, ସଂସ୍କୃତି, ପରମ୍ପରା ତଥା ଚାଲିଚଳନ ପୂର୍ବ ଓଡ଼ିଶାନୁ ଅଲଗା । ଅଲଗା ଇତାର ଭାଷା ତଥା ନାଚ ତଥା ଗୀତ । ଆଜିବି ଇ ଯାଗା ତଥା ବିଭିନ୍ନ ସମିଆରେ ପାରମ୍ପରିକ ଲୋକଗୀତ ଆଉ ଲୋକନୃତ୍ୟ କେ ନୁରା ଯାଏସି ଲୋକବାଦ୍ୟର ସାଙ୍ଗେ । ଗୋଡ଼୍ ମାନେ…

