Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
~ ବୃନ୍ଦାବତୀ ~ ଲେଖା: ଡ. ଜୟଶ୍ରୀ ନନ୍ଦ ହିନ୍ଦୁ ପୁରାଣରେ ବୃନ୍ଦାବତୀ ବା ତୁଳସୀଙ୍କୁ ଦେବୀ ମାନ୍ୟତା ଦିଆଯାଇଛି। ବେଳେବେଳେ ତାଙ୍କୁ ବିଷ୍ଣୁଙ୍କ ପତ୍ନୀ ଆଖ୍ୟା ଦିଆଯାଇଥିବାରୁ ତାଙ୍କୁ ବିଷ୍ଣୁପ୍ରିୟା ବା ବିଷ୍ଣୁଙ୍କ ପ୍ରେୟସୀ ବୋଲି ମଧ୍ୟ କୁହାଯାଏ। ହିନ୍ଦୁ ପୁରାଣ ଅନୁସାରେ ତୁଳସୀ ବୃକ୍ଷ ପୂର୍ବ ସମୟରେ ବୃନ୍ଦାବତୀ ବା ବୃନ୍ଦା (ତୁଳସୀର…
ଉପସ୍ଥାପନା: ନିରଞ୍ଜନ ସାହୁ ~ ଢିଙ୍କି ~ ଆଗେ ଏମିତି ଗୋଟିଏ ଗାଁ ନଥିବ ଯେଉଁଠି ସାତ ଆଠଟା ଢିଙ୍କି ଦେଖିବାକୁ ମିଳିବ ନାହିଁ ! ତିନି ଚାରି କୁଟୁମ୍ବର ମଝିରେ ମଝିରେ ଗୋଟିଏ ଢିଙ୍କି ଥିବା ଥୟ, ନହେଲେ ଚାଉଳ ଠୁଁ ଆରମ୍ଭ କରି ଚୂନା ପର୍ଯ୍ୟନ୍ତ ପାଇବେ କିମିତି ? ସଂସାର ଚଳିବ…
ଲେଖା: ଡ. ଜୟଶ୍ରୀ ନନ୍ଦ ~ କଂସାବାସନ ~ ଆମ ରାଜ୍ୟ ପରା ଶ୍ରୀଜଗନ୍ନାଥଙ୍କର ପୁର ବା ଶ୍ରୀଜଗନ୍ନାଥଙ୍କର ଧାମ । ଯେଉଁ ସ୍ଥାନକୁ ସ୍ବୟଂ ବିଷ୍ଣୁ ବାଛିଥିଲେ ଭୋଜନ ପାଇଁ । ଆମ କଳାସାଆନ୍ତ ପରା ଭୋଜନ କରନ୍ତି ସୁନା ଥାଳିରେ । ତେଣୁ ଏଇ କଥାରୁ ଜଣାଯାଏ ଆମ ପରମ୍ପରା ସଂସ୍କୃତି ଚଳଣି…
ଲେଖା: ଡ. ଜୟଶ୍ରୀ ନନ୍ଦ ~ ତୁଳସୀ ପୂଜା ~ ତୁଳସୀ ପୂଜା ପ୍ରତି ଓଡ଼ିଆ ଘରର ପରମ୍ପରା । ସକାଳର ପୂଜା, ତୁଳସୀ ମୂଳେ ଜଳଦାନ, ଦୀପ ଭୋଗ ନୈବେଦ୍ୟ ଅର୍ପଣ ପ୍ରତିଦିନର ଆଦ୍ୟ ପୂଜା ମାଆ ତୁଳସୀଙ୍କ ପାଖରେ ହୁଏ । ତୁଳସୀ ପତ୍ର ନାରାୟଣଙ୍କୁ ଅର୍ପଣ କରାଯାଏ । ଶ୍ରୀଜଗନ୍ନାଥଙ୍କର…
ଲେଖା: ଡ. ଜୟଶ୍ରୀ ନନ୍ଦ ~ ତୁଳସୀ ଚଉଁରା ~ ଶ୍ରୀତୁଳସୀ ପ୍ରତିଘରେ ପୂଜା ପାଆନ୍ତି। ସୁଖ ଶାନ୍ତି ପ୍ରଦାୟିନୀ । ଓଡିଆ ଘରରେ ପ୍ରତିଦିନ ପ୍ରଥମ ପୂଜା ଆରମ୍ଭ ମାଆ ବୃନ୍ଦାବତୀଙ୍କ ପାଖରେ ହୁଏ । ଶ୍ରୀଜଗନ୍ନାଥଙ୍କର ଅତିପ୍ରିୟ ତୁଳସୀ । ତୁଳସୀ ପତ୍ର ବିନା ମହାପ୍ରଭୁ ଶ୍ରୀଜଗନ୍ନାଥ/ଶ୍ରୀହରି/ଶ୍ରୀବିଷ୍ଣୁଙ୍କୁ ଭୋଗ ଅର୍ପଣ କରାଯାଏ ନାହିଁ…
ଲେଖା: ଅଶୋକା ନାୟକ ~ ଆମ ପରମ୍ପରା ଖଡ଼ିଛୁଆଁ ~ ଗଣେଶ ପୂଜା ଆସିଗଲେ ଛୋଟ ଛୋଟ ପିଲାଙ୍କର ବିଦ୍ୟାରମ୍ଭ କଥା ବି ବାପା ମା’ମାନେ ଚିନ୍ତା କରନ୍ତି। ବହୁ ବର୍ଷ ଆଗରୁ ବିଦ୍ୟାରମ୍ଭ ପାଇଁ ନିର୍ଦ୍ଦିଷ୍ଟ ଦିନ ଧାର୍ଯ୍ୟ କରା ହେଉଥିଲା। ଶିଶୁକୁ ଚାରି ବର୍ଷ, ଚାରି ମାସ ଓ ଚାରି ଦିନରେ ବିଦ୍ୟାରମ୍ଭ…
ଲେଖା: ତେଜସ୍ୱ ତ୍ରିପାଠୀ ~ ଦେଶୋ ନାସ୍ତି ମହୀତଳେ ~ ତୁଙ୍ଗ-ଶିଖରୀ, କୁଞ୍ଜ-କାନନ, ପୁଣ୍ୟ-ଜଳଧିର ତ୍ରିବେଣୀ ସଂଗମ ଆମ ଉତ୍କଳ l ପୂତ ପୟୋନିଧିର ପବିତ୍ରଜଳ ସ୍ପର୍ଶରେ ପ୍ରତି ଧୂଳି କଣା ଏହାର ପତିତପାବନୀ l ଏ ସେହି ଭୂମି ଯେଉଁଠାରେ ପାଦ ପକେଇ ଶିବଙ୍କ ବ୍ରହ୍ମହତ୍ୟା ପାପମୋଚନ ହୋଇଛି ଆଉ ଚଣ୍ଡା ଶୋକ ଧର୍ମାଶୋକ…
ଲେଖା: ଈଶ୍ୱର ଗୁରୁ ମୁଁ ଓଡ଼ିଶାର ଗର୍ବ ! ମୋରି ଛାତିରେ ଲେଖାଯାଇଛି ଓଡ଼ିଶାର ଇତିହାସ, ମୁଁ ହିଁ ତିଆରିଛି ଓଡ଼ିଶାର ଭବିଷ୍ୟତ ! ମୋରି ବୁକୁରେ ପାଦ ଥାପି ଓଡ଼ିଆ ପୁଅ ଲଙ୍ଘିବାର ଯୋଜନା କରିଛି ସାତ ସମୁଦ୍ର ତେର ନଈ ! ମୋରି ମାଟିକୁ ମଥାରେ ମାରି ଓଡ଼ିଆ ବୀର ଜିଣିଛି ଗଙ୍ଗାରୁ…
ଉପସ୍ଥାପନା: ନିରଞ୍ଜନ ସାହୁ ~ ମୁଁ ଓଡ଼ିଆରେ କାହିଁକି ଲେଖିବି ~ ସବୁ ଦେଶର ଲେଖକ-ଜାତି ଦରିଦ୍ର ! Suffering is the badge of our tribe! ଲାଞ୍ଛନା ଆମ୍ଭମାନଙ୍କର ଲାଞ୍ଛନ । ଲାଞ୍ଛନା ଓ ଦୁଃଖ, ସାଧନା ଓ ଅନୁଭୂତିର ଜନନୀ ଓ ଧାତ୍ରୀ । ସାଧନା ଓ ଅନୁଭୂତି ସାହିତ୍ୟ-ସୃଷ୍ଟିର ମେରୁଦଣ୍ଡ…
ଉପସ୍ଥାପନା: ନିରଞ୍ଜନ ସାହୁ ~ ମୁଁ ଓଡ଼ିଆ ଜାତିକୁ ଭଲପାଏ ~ ଡ. ମାୟାଧର ମାନସିଂହ କେବଳ ଜଣେ ସଫଳ କାବ୍ୟ ସ୍ରଷ୍ଟା ନୁହନ୍ତି । ଓଡ଼ିଆ ସାହିତ୍ୟରେ ବିବିଧ ବିଭାଗରେ ଲେଖନୀ ଚାଳନା କରି ସାର୍ଥକତା ଲାଭ କରିଥିବା ଜଣେ ସୁପରିଚିତ ଓ ସୁପ୍ରତିଷ୍ଟିତ ଲେଖକ ଆମର ସର୍ବପୂଜ୍ୟ ଭାବରେ ବିଦିତ ଡ. ମାୟାଧର…