Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶିଶିର ସାହୁ ମନୋଜ ସମୟ ସହ ଗୋଟିଏ ସମାଜ ଓ ତତ୍ ସମ୍ପର୍କିତ ଭାଷାରେ ଅନେକ ଛୋଟବଡ଼ ପରିଵର୍ତ୍ତନ ଦେଖାଦେଇଥାଏ । ମହାଭାରତୀୟ ସମାଜ ତଥା ଜଗନ୍ନାଥ ସଂସ୍କୃତିରେ ମଧ୍ୟ ଗତ ଦୁଇଶତ ଵର୍ଷ ମଧ୍ୟରେ ଅନେକାନେକ ପରିଵର୍ତ୍ତନ ହୋଇଛି । ସମାଜ ଓ ଦେଶ ସହ ସେଠାକାର ଭାଷା ମଧ୍ୟ ଅଙ୍ଗାଙ୍ଗୀ ଭାଵେ…

ଲେଖା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାରେ “କରି” ଶବ୍ଦ ବହୁ ଅର୍ଥଯୁକ୍ତ ଏଵଂ ଏହାର ଵ୍ଯାପକ ଵ୍ଯଵହାର ଆମ ଓଡ଼ିଶାରେ ରହିଛି । ଆମ ଭାଷାରେ କରି ଶବ୍ଦର ସର୍ଵାଧିକ ଵ୍ଯଵହାର ଏକ ଦେଶଜ କ୍ରିୟା ଭାଵେ ହୋଇଥାଏ ଏଵଂ ଏହା ସଂସ୍କୃତ କୃ ଧାତୁ ସହିତ ସମଦ୍ଧୃତ । ଏଇ ଶବ୍ଦ ଓଡ଼ିଆ…

ଲେଖା: ଶିଶିର ସାହୁ ମନୋଜ କଏବାର ଏକ ଲୁପ୍ତପ୍ରାୟ ଓଡ଼ିଆ ଶବ୍ଦ ଯାହାର ବହୁଳ ଵ୍ଯଵହାର ପ୍ରାଚୀନ ପଦ୍ଯଗୁଡି଼କରେ ହେଉଥିଲା । ସ୍ତୁତିପାଠ, ଜୟଜୟକାର, ଯଶୋଗାନ ଅର୍ଥରେ ଏଇ ଶବ୍ଦର ଵ୍ଯଵହାର ସାରଳା ମହାଭାରତରେ ହୋଇଥିଵା ଦୃଷ୍ଟିଗୋଚର ହୋଇଥାଏ । ଯଥା: “ଯାତ୍ରାଵେଳେ କଏବାର କରନ୍ତିଟି ନାରୀ” (ସାରଳା ମହାଭାରତ, ବିରାଟ ପର୍ଵ) ପୁଣି ସ୍ତୁତିପାଠକ…

ଲେଖା: ଶିଶିର ସାହୁ ମନୋଜ ଯେଉଁମାନେ ଉପରୋଧ ନ ରଖି ଯାହା ଇଚ୍ଛା ତାହା କହିଦିଅନ୍ତି ତାଙ୍କୁ ହରମୁହାଁ କୁହାଯାଏ । ଏ ଶବ୍ଦ ଆଗେ ଗଡ଼ଜାତରେ ଚଳୁଥିଵା ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ଉଲ୍ଲେଖ ରହିଛି । ଏ ଶବ୍ଦରେ ଥିଵା “ହର” ଶବ୍ଦଟି ଏକ ଆରବୀ ଶବ୍ଦ ଯାହା ମୁହଁ ଶବ୍ଦ ସହିତ ଯୁକ୍ତ ହୋଇ…

ଲେଖା: ଶିଶିର ସାହୁ ମନୋଜ ପୁତ୍ର ଶବ୍ଦ ସହ ଓଡ଼ିଆ ପୁଅ ଓ ପୋ ଶବ୍ଦ ସମଦ୍ଧୃତ । ସାଧାରଣତଃ ଓଡ଼ିଶାର ପଶ୍ଚିମାଞ୍ଚଳରେ ପୋ ଶବ୍ଦଟି ପୁଅ ଅର୍ଥରେ ଵ୍ଯଵହୃତ ହୋଇଥାଏ, କିନ୍ତୁ ଆଜିକାଲି ବେଟା ଶବ୍ଦ ସ୍ଥାନୀୟ ଲୋକ ବହୁତ ଵ୍ଯଵହାର କଲେଣି । ପୋ ଶବ୍ଦକୁ ନେଇ ଅନେକ ସମ୍ଵଲପୁରୀ ପ୍ରଵଚନ ରହିଛି…

ଲେଖା: ଶିଶିର ସାହୁ ମନୋଜ ଗୋଲାପ ଫୁଲ ଭଳି ଦେଖାଯାଉଥିଵା ଏକ ଜାତୀୟ ବାସହୀନ ପାଦପକୁ ଓଡ଼ିଶାରେ “ଟେବୁଲୁ ଗୋଲାପ” ଫୁଲଗଛ କୁହାଯାଏ । ଏହାର ଵୈଜ୍ଞାନିକ ନାମ Portulaca grandiflora ଅଟେ । Portulacaceae ପାଦପ ପରିବାରର ଏହି ଟେବୁଲୁ ଗୋଲାପ ପୁଷ୍ପଗଛଟି ମୂଳତଃ ଦକ୍ଷିଣ ଆମେରକୀୟ ଗଛ । ପରେ ଏହା ସର୍ଵତ୍ର…

ଉପସ୍ଥାପନା: ଶିଶିର ସାହୁ ମନୋଜ ଭାରତୀୟଙ୍କ ମଧ୍ୟରେ ଓଡ଼ିଆମାନେ ହିଁ ଥିଲେ ବୋଇତଯାତ୍ରାରେ ପ୍ରବୀଣ, ତେଣୁ ଆମ ଭାଷାରେ ଚଳୁଅଛି ଶହ ଶହ ବୋଇତିଆ ଅବା ଜାହାଜିଆ ଶବ୍ଦ, ପୁଣି ଭୌଗୋଳିକ ଦିଗନିର୍ଣ୍ଣୟ ହେତୁ ରହିଛି ସ୍ଵତନ୍ତ୍ର ଦିକ୍ଵାଚକ ନାମ । ନିମ୍ନରେ ସେହି ଦିକ୍ଵାଚକ ଶବ୍ଦଗୁଡ଼ିକର ବୋଇତିଆ ପ୍ରତିଶବ୍ଦ ଦିଆଗଲା . . ଗାହି…

ଲେଖା: ଶିଶିର ସାହୁ ମନୋଜ ଓଡ଼ିଶାରେ ଶ୍ରୀଜଗନ୍ନାଥଙ୍କୁ ଭକ୍ତିଭାଵରେ ‘ଶ୍ରୀଜୀଉ’ ସମ୍ଭୋଧନ କରାଯାଏ । ଏ ଶବ୍ଦ ସମ୍ବନ୍ଧରେ କେତେକ ଗଵେଷକ ମତଦିଅନ୍ତି ଯେ ମଧ୍ଯଯୁଗରେ ରାମାନନ୍ଦୀ ନିମ୍ବାର୍କ ଆଦି ଵୈଷ୍ଣଵମତ ପ୍ରଚାରକମାନଙ୍କ ପ୍ରଭାବରେ ତାଙ୍କର ବିଷ୍ଣୁଙ୍କୁ “ଶ୍ରୀଜୀ” ସମ୍ବୋଧନଟି ବୋଧହୁଏ ପୂର୍ଵଭାରତରେ “ଶ୍ରୀଜୀଉ” ହୋଇଯାଇଛି । ତେଵେ କେତେ ଶତାବ୍ଦୀ ପୂର୍ଵରୁ ଉତ୍ତରଭାରତରେ ଏହି…

ଲେଖା: ଶିଶିର ସାହୁ ମନୋଜ ସମା ଓ ଶମା ! ଏ ଉଭୟ ଶବ୍ଦର ଭିନ୍ନ ଭିନ୍ନ ଅର୍ଥ ରହିଛି ତେଣୁ ଉଭୟ ଶବ୍ଦର ଅର୍ଥ ଆଧାରରେ ଏ ଶବ୍ଦର ଵ୍ଯଵହାର ହେଵା ଉଚିତ । ସମା ଶବ୍ଦର ନିମ୍ନୋକ୍ତ ଅର୍ଥରେ ଵ୍ଯଵହାର ଦୃଷ୍ଟିଗୋଚର ହୁଏ । ?୧. ସମ୍ବତ୍ସର ଵା ଵର୍ଷ: ଏହାର ପ୍ରାକ୍…

ଲେଖା: ଶିଶିର ସାହୁ ମନୋଜ ଆମ ଭାଷାରେ ଇଂରାଜୀର Doctor ଶବ୍ଦଟି ଡାକ୍ତର ହୋଇ ଚଳୁଅଛି । କ’ଣ ଓଡ଼ିଆ ଭାଷାରେ କୌଣସି ଶବ୍ଦ ନାହିଁ ଯେ ଏହି ଵୈଦେଶିକ ଶବ୍ଦଟି ଚଳୁଅଛି ? ନା ! ଆମ ପାଖରେ Doctorର ଭାରତୀୟ ପ୍ରତିଶବ୍ଦ ବହୁତ ଅଛି, ଯଥା: ✓ଅଗଦଂକାର—ଅଗଦଂ ଵା ମନୁଷ୍ଯକୁ ଯେ ନୀରୋଗ…