Category ଭାଷା ଓ ସାହିତ୍ୟ

ଆମ ଲୋକସାହିତ୍ୟ

ଲେଖା: ବନ୍ଧନ ଦଳେଇ ~ ଆମ ଲୋକସାହିତ୍ୟ ~ “ଚଇତି ସକାଳ ନିର୍ମଳ ଜଳ, ଜଳେ ହସୁଛନ୍ତି କଇଁ କମଳ । ଦଳ ପିମ୍ପୁଡ଼ି ଡାହୁକ ଗର୍ଜନ, କୁମ୍ଭାଟୁଆ ହୁଁ ହୁଁ କରୁଚି ଶୁଣ । ବିଲ ମାଳେ ଗଲେ ଟିଁ ଟିଁ ଗାଇ, ଜାଲ ନେଇଗଲେ କେଉଟ ରାଇ।” (#ଚଇତିଘୋଡ଼ା_ଗୀତ) ଚଇତିଘୋଡ଼ା ଗୀତ !…

ଆମ ଲୋକସାହିତ୍ୟ

ଲେଖା: ବନ୍ଧନ ଦଳେଇ ~ ଆମ ଲୋକସାହିତ୍ୟ ~ ଇଏ ଆମ ଗାଁ ଗହଳିର ଅସିଆ କାଳର ମସିଆ କଥା ! ବେଳବୁଡ଼ି ଆସିଲା ବେଳକୁ ବଳଦ ଆଡ଼େଇ ଶଗଡ଼କୁ ଘରମୁହାଁ କରାଉଥିବ ଚଷାପୁଅ ! ଲହରା ସୁର ତା’ର ଭାସି ଆସୁଥିବ କାଇଁ କେତେ ଦୂରରୁ ! “ଦୂରକୁ ସୁନ୍ଦର ତ ପରବତମାଳ ଗାଆଁକୁ…

ଆମ ଲୋକସାହିତ୍ୟ

ଲେଖା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ ~ “ସାଧୁସନ୍ଥ ଜନଙ୍କର ପରମ କାରଣ ଦୁଷ୍ଟ ଜନଙ୍କର ଗର୍ବର ଗଞ୍ଜନ, ସନ୍ଥ ପ୍ରାଣୀଙ୍କର ଆରତ ତରୁଥିବ ରାମ ରାମ ବାଇଲେ କି ଛାଡିଯିବ ପାପ ଏ ଘଟରୁ ମୁକ୍ତ କର ହେ ପ୍ରଭୁ ରାମ ସଦା ତୁଣ୍ଡେ ନେଉ ଅଛି ତୁମ୍ଭରି ହେ ନାମ ।”…

ଆମ ଲୋକସାହିତ୍ୟ

ଲେଖା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ ~ “ଧର୍ମରୁ ଜୟ କେବଳ ଅଧର୍ମରୁ କ୍ଷୟ ଧର୍ମ ଥିଲା ପ୍ରାଣୀକୁ ନ ପଡେ ଅପ୍ରମେୟ। ଧର୍ମ ହିଁ କାଳେ କାଳେ ପଦାର୍ଥ କେତେ କାଳେ ସର୍ବେସିନା ଚଳିଯିବା ରହି କାଳବଳେ II *** *** *** *** ସତ୍ୟ ଲାଗି ହରିଶ୍ଚନ୍ଦ୍ର ଶ୍ମଶାନ ଜଗିଲେ, ସତ୍ୟ…

ମୃଗତୃଷ୍ଣା

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ମୃଗତୃଷ୍ଣା ଶବ୍ଦ ଓ ଓଡ଼ିଆ ଭାଷା~  ମୃଗତୃଷ୍ଣା ଶବ୍ଦଟି ଓଡ଼ିଶାର ଅନେକ ଲୋକେ ଜାଣି ନଥାଇ ପାରନ୍ତି କିନ୍ତୁ ଯେଉଁମାନେ ସାହିତ୍ୟିକ ଵା ସାହିତ୍ୟ ସମ୍ବନ୍ଧରେ ଜ୍ଞାନ ରଖନ୍ତି ସେମାନେ ଏ ଶବ୍ଦକୁ ନିଶ୍ଚିତ ଭାବରେ ଜାଣିଥିବେ । ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ଅନୁସାରେ ମୃଗତୃଷ୍ଣା ଶବ୍ଦଟି…

କୁଆ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ କୁଆ ଓ ତତ୍ ସମ୍ବନ୍ଧୀୟ ଅନ୍ୟ ଓଡ଼ିଆ ଶବ୍ଦ ~ କାକ ଵା କାଉର ଆଉ ଏକ ଓଡ଼ିଆ ପ୍ରତିଶବ୍ଦ କୁଆ । ପୁଣି ଲକ୍ଷଣାର୍ଥ କୁଆ ପରି ଗୋଳମାଳ ଗଣ୍ଡଗୋଳ ହୋହଲ୍ଲା କରିଵା ଵ୍ୟକ୍ତିକୁ ମଧ୍ୟ କୁଆ କୁହାଯାଏ । ଯେଉଁମାନେ ଅଇଁଠା ଓ ଅମେଧ୍ଯ…

ଦୀପାଵଳି

ଲେଖା: ଶିଶିର ମନୋଜ ସାହୁ ଦୀପାଵଳି ଆସିଲେ ଗୋଟିଏ ପ୍ରଶ୍ନ ବହୁତ ଲୋକ ପଚାରନ୍ତି ଯେ ଦୀପାଵଳିର ଠିକ୍ ବନାନଟି କ’ଣ ! ୧. ଦୀପାବଳୀ ୨. ଦୀପାବଳି ୩. ଦିପାବଳୀ ୪. ଦିପାବଳି ୫. ଦୀପାୱଳୀ ୬. ଦୀପାୱଳି ପ୍ରଥମତଃ ଏଠାରେ ଯେତେ ଶବ୍ଦ ଲେଖା ହୋଇଛି ସେ ସମସ୍ତ ଶତକଡ଼ା ଶହେ ଠିକ୍…

ଆମ ଲୋକସାହିତ୍ୟ

ଉପସ୍ଥାପନା : ଶୁଭରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ “ଜହ୍ନିଫୁଲ ଠୋ ଠା, କାକୁଡିଫୁଲ ଠୋ ଠା, ଗୁଣ୍ଡୁଚିମୂଷା କହିଯାଇଛି, ଚାଉଳ ମୁଠେ ରଖିଥା” ।। #କୁଆଁର_ପୁନେଇଁ ରାତି ! ଜ୍ୟୋତ୍ସ୍ନା ମାୟାରେ ବର୍ଷାଧୂଆ ଓ କାକରଭିଜା ଧୂଳିକଣା ବିରହିତ ପବନରେ ମନ ଆଜି ମତୁଆଲା ! ଉଚ୍ଚାଟ ଆଜି କୁଆଁରୀଝିଅଙ୍କ ମନ !…

ଆମ ଲୋକସାହିତ୍ୟ

ଉପସ୍ଥାପନା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ:  ~ ଇଏ କୋଉ ଅସିଆ କାଳର ମସିଆ କଥା ! ଆମ ଓଡ଼ିଆ ଘରର ଝିଅ ବାହାଘର ! ଝିଅ ବିଦା ହବ ! ଏ ଯାଏଁ ବଢ଼ିଆସିଥିବା ଗୋଟେ ଆପଣାର ପରିବେଶ, ଅନ୍ତରଙ୍ଗ ଆସରକୁ ପରକରି ଚାଲିଯିବ ଝିଅ ! ସବୁ ଅଳିଅର୍ଦ୍ଦଳି, ଅଭିଯୋଗ ଶୁଣୁଥିବା,…

ମାଣ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଆ ଭାଷାର ମାଣ ଶବ୍ଦ ; ଏକ ଆଲୋଚନା ~ ଓଡ଼ିଶାରେ ଲୋକେ ଵିଶ୍ଵାସ କରନ୍ତି ଯେ #ମାଣ ଶବ୍ଦଟି ସିଂହଭୂମି ଅଞ୍ଚଳର ଶବ୍ଦ ମାଣକି (କୋହ୍ଲ ସମ୍ପ୍ରଦାୟର ଗ୍ରାମମୁଖ୍ୟ ବା ମୁଣ୍ଡା ସର୍ଦ୍ଦାରଙ୍କୁ ମାଣକି କହନ୍ତି) ରୁ ସୃଷ୍ଟି ହୋଇଅଛି । ଅର୍ଥାତ୍ ମାଣକି…