ସୃଷ୍ଟିସମଗ୍ର

କି ହେଵ ଏ ମୁଣ୍ଡକଟା ଦେଶକୁ ଘେନି

ସୌରଭିତ ସୃଷ୍ଟି: କଵି ବାଞ୍ଛାନିଧି ମହାନ୍ତି ଜାତୀୟ କଵି ବାଞ୍ଛାନିଧି ମହାନ୍ତି ଦେଶ ମିଶ୍ରଣ କାଳରେ ଏହି କଵିତାଟି ଲେଖିଛନ୍ତି । ଆଜି ଭାରତକୁ ସ୍ଵାଧୀନତା ମିଳିଥିଲା…

4 years ago

Lakshmi Purana

By: Er. Bijaya Ketan Sahu First Thursday of Indian month 'Margashir'. In Odishan holy culture, all the Thursdays of Margashir…

4 years ago

ପହିଲି ରଜ

ସୌରଭିତ ସୃଷ୍ଟି: ଡ. ସଚ୍ଚିଦାନନ୍ଦ ରାଉତରାୟ ବହୁବିଧ ସଂସ୍କୃତି, ପରମ୍ପରା ଓ ପାର୍ବଣର ଅନୁଭବ କେବଳ ଓଡ଼ିଶାରେ ହିଁ ଉପଲବ୍ଧ ହୋଇଥାଏ। ସଂସ୍କୃତି-ପରମ୍ପରାରେ ମଗ୍ନ ଏହି ମାଟିର…

4 years ago

ଉଦବୋଧନୀ

ସୌରଭିତ ସୃଷ୍ଟି: ଭାରତମଣି ଗୋପବନ୍ଧୁ ଦାସ ପଣ୍ଡିତ ଗୋପବନ୍ଧୁଙ୍କ ରଚିତ ଏହି 'ଉଦବୋଧନୀ' କଵିତାଟି ୧୯୦୩ରେ ପ୍ରକାଶିତ ଶ୍ରୀନୀଳମଣି ଵିଦ୍ଯାରତ୍ନଙ୍କ ଦ୍ଵାରା ସଙ୍କଳିତ “ଜାତୀୟ ସଙ୍ଗୀତ” ପୁସ୍ତକରେ…

4 years ago

ଭାଇ

ସୌରଭିତ ସୃଷ୍ଟି: ପଣ୍ଡିତ ଗୋଦାବରୀଶ ମିଶ୍ର ପଣ୍ଡିତ ଶ୍ରୀ ଗୋଦାବରୀଶ ମିଶ୍ର, ସତ୍ୟଵାଦୀ ଵନଵିଦ୍ୟାଳୟର ଶିକ୍ଷକ ଥିଵା ସମୟରେ ଦୂର ଅଧିଵାସୀ ଏକ ଛାତ୍ରର ଅକାଳ ଵିୟୋଗରେ…

4 years ago

ଜଣେ ଈଶ୍ବରଙ୍କ ଜନ୍ମ ହେବାର ବେଳ

ସୃଷ୍ଟି: ଜ୍ଞାନେନ୍ଦ୍ର କୁମାର ପଣ୍ଡା ବ୍ୟାସକବି ଫକୀରମୋହନଙ୍କ ଉପରେ ଆମ ସମୟର ଯୁବକବି ଜ୍ଞାନେନ୍ଦ୍ରଙ୍କର ଏକ ଅନନ୍ୟ ପ୍ରତିବେଦନ ଏଇ କବିତା 'ଜଣେ ଈଶ୍ବରଙ୍କ ଜନ୍ମ ହେବାର…

4 years ago

ଛବିଶି ଜାନୁଏରୀ

ସୌରଭିତ ସୃଷ୍ଟି: ଗୋଦାବରୀଶ ମହାପାତ୍ର ଜନ୍ମଭୂମି ସତତ କୀର୍ତ୍ତିଶାଳିନୀ ପୂତବିଭା ଧାରିଣୀ । ଜନ୍ମଭୂମିର ଗୁରୁଗାନରେ ଅବହିତ ଜାତୀୟ ସ୍ଵାତନ୍ତ୍ର୍ୟ ହିଁ ଆମ ମଧ୍ୟରେ ଜାତିର ମହାମନ୍ତ୍ର…

4 years ago

ନିଶବଦ ଶାରଦ ପ୍ରାତେ

ସୌରଭିତ ସୃଷ୍ଟି: ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଯୁଗର ଅନ୍ୟତମ କୃଚ୍ଛ୍ର ସାଧକ ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଏକ କବିତା ଉପସ୍ଥାପନା ସହିତ ଅନେକ ସହୃଦୟ ପ୍ରଣିପାତ। ~ ନିଶବଦ ଶାରଦ ପ୍ରାତେ…

4 years ago

ବିରହିଣୀ

ସୌରଭିତ ସୃଷ୍ଟି: ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଯୁଗର ଅନ୍ୟତମ କୃଚ୍ଛ୍ର ସାଧକ ବୈକୁଣ୍ଠନାଥ ପଟ୍ଟନାୟକଙ୍କ 'ବିରହିଣୀ' କବିତା ଉପସ୍ଥାପନା ସହିତ ଅନେକ ସହୃଦୟ ପ୍ରଣିପାତ। ~ ବିରହିଣୀ ~…

4 years ago

କବି ଶରଣ ଦାସ

ଲେଖା: ନିରଞ୍ଜନ ସାହୁ ପ୍ରସ୍ଫୁଟିତ ହେଲେ ବଣମଲ୍ଲୀ ଭାବେ । ବାସ ଚହଟାଇଲେ ଏବଂ ଝଡି଼ଗଲେ କବି ଶରଣ ଦାସ ! ଋତୁରାଜ ବସନ୍ତଙ୍କ ଆଗମନ ।…

4 years ago