Category ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଟିପାତ (ଭାଗ ୫)

ଶ୍ରୀଚୈତନ୍ୟଙ୍କୁ କେନ୍ଦ୍ର କରି ଦଳଗତ ଭାବରେ ଭାଗବତ ପାରାୟଣ, ନଗର କୀର୍ତ୍ତନ ଓ କୃଷ୍ଣନାମ ଭଜନ ଓ ମନନ ନିତ୍ୟ ପରିବେଷିତ ହେଉଥିଲା ଜଗନ୍ନାଥ ଦାସଙ୍କ ତତ୍ୱାବଧାନରେ। କୃଷ୍ଣନାମରେ ଭାବ ସମାଧୀସ୍ଥ ହୋଇଯାଉଥିଲେ ଶ୍ରୀଗୌରଙ୍ଗ। ଚେତନାଶୂନ୍ୟ ହୋଇ ଯାଉଥିଲେ ସେ। ଜଗନ୍ନାଥ ତାଙ୍କ କର୍ଣ୍ଣରେ କୃଷ୍ଣନାମ ଉଚ୍ଚାରଣ ପୂର୍ବକ ସ୍ୱଭାବିକ ଅବସ୍ଥାକୁ ଫେରାଇ ଆଣୁଥିଲେ . .

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଟିପାତ (ଭାଗ ୪)

ଈଶ୍ୱରପ୍ରାପ୍ତିର ଲକ୍ଷ୍ୟ ଯଦି ଭକ୍ତି ହୁଏ, ଜ୍ଞାନ ହେଉଛି ତାହାର ଉପାୟ। ଭକ୍ତିର ଚରମ ସୋପାନରେ ପହଞ୍ଚିଲେ ଆଉ ଜ୍ଞାନର ଆବଶ୍ୟକ ନଥାଏ। ଭକ୍ତିର ଚରମ ସୋପାନରେ ଜୀବ କେବଳ କୃଷ୍ଣପ୍ରେମ ସୁଖ ସାଗରରେ ଭାସମାନ ଥାଏ . .

ଓଡ଼ିଆ ଭାଗବତ

ଲେଖା: ଇଂ ବିଜୟ କେତନ ସାହୁ ~ ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ – ଏକ ଦୃଷ୍ଟିପାତ (Part 2) ~ ଓଡ଼ିଆ ଭାଗବତ ଯେ କେବଳ ତତ୍କାଳୀନ ଜନମାନସରେ ଆଦୃତ ଥିଲା ତାହା ନୁହେଁ, ସେହି ଭାଗବତର ଭକ୍ତିପୂର୍ଣ୍ଣ ପଦାବଳୀକୁ ଶ୍ରବଣ କରି ସ୍ୱୟଂ ମହାପ୍ରଭୁ ଶ୍ରୀଚୈତନ୍ୟ ହୋଇଥିଲେ ପ୍ରେମ-ବିଗଳିତ। କବିଙ୍କର…

ଓଡ଼ିଆ ଭାଗବତ

ଲେଖା: ଇଂ ବିଜୟ କେତନ ସାହୁ ~ ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ – ଏକ ଦୃଷ୍ଟିପାତ (Part 1) ~ ଓଡିଶା ଜନଜୀବନର ପ୍ରାଣନ ସଙ୍ଗୀତ ଓଡ଼ିଆ ଭାଗବତ। ପ୍ରତିଟି ଓଡ଼ିଆର ପ୍ରାଣର ଆବେଗତା ଭରି ରହିଛି ଏଇ ଭାଗବତରେ। ଅତିବଡି ଜଗନ୍ନାଥ ଦାସଙ୍କର ଏଇ ଭାଗବତ କେବଳ ଏକ ପୌରାଣିକ…