ଆମ ଭାଷା ଓ ସାହିତ୍ୟ

ଶରଣପଞ୍ଜର

ସୌରଭିତ ସୃଷ୍ଟି: ଅଚ୍ୟୁତାନନ୍ଦ ଦାସ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ଅମଳିନ କବିତା ଶରଣପଞ୍ଜର I ~ ଶରଣପଞ୍ଜର ~ ନମୋ ଜଗତ ଜୀବନ ମୁରାରୀ ନମୋ କମଳ କମ୍ବୁ ଚକ୍ରଧାରୀ…

4 years ago

କାଇପଡା ଗୁଳିକାଣ୍ଡ ସ୍ମରଣେ

ଲେଖା: ଅଧ୍ୟାପକ ଲଳିତ ମୋହନ ରାୟ ଇଂରେଜ ସରକାରଙ୍କ ଅକଥନୀୟ ଅତ୍ୟାଚାର ଓ ନଛୋଡବନ୍ଧା ନୀତିକୁ ଦୃଷ୍ଟିରେ ରଖି ମହାତ୍ମାଗାନ୍ଧୀ ୧୯୪୨ ମସିହା ଅଗଷ୍ଟ ମାସ ୮…

4 years ago

ଉତ୍କଳ ଦିବସ

ଲେଖା: ଫ୍ରାନସିସ ଶତପଥୀ ଆମ ସମୟର ଉଦୀୟମାନ ଯୁବକବି ଫ୍ରାନସିସ ଶତପଥୀଙ୍କ ସୃଷ୍ଟିରେ ଉତ୍କଳ ଜନନୀଙ୍କ ଜୟଗାନ 'ଉତ୍କଳ ଦିବସ' କବିତା . . ~ ଉତ୍କଳ…

4 years ago

ସବୁଥିରୁ ବଞ୍ଚିତ କରି

ସୌରଭିତ ସୃଷ୍ଟି: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବିଧାତାର ଅଭିସମ୍ପାତରେ ଦାରୁଣ ବ୍ୟାଧିଗ୍ରସ୍ତ କବିମଣିଷ ସିଏ! ତଥାପି ଓଡ଼ିଆ ଜାତୀୟ ସଙ୍ଗୀତର ପ୍ରାଣବନ୍ତ କବି। କାନ୍ତକୋମଳ ଲଳିତ ପଦାବଳୀରେ…

4 years ago

ଚକାନୟନକୁ ପତିତ କେହି

ସୌରଭିତ ସୃଷ୍ଟି: ଚନ୍ଦନ ହଜୁରୀ (ଚାଖିଖୁଣ୍ଟିଆ) ସେ ଥିଲେ ସିପାହୀ ବିଦ୍ରୋହର ଅନ୍ୟତମ ରଥୀ। ଦେଶପ୍ରେମୀ। ପୁଣି ଶ୍ରୀଜଗନ୍ନାଥଙ୍କ ପରମ ସେବକ। ସେ ଚନ୍ଦନ ହଜୁରୀ, ସିପାହୀ…

4 years ago

ପତିତ ଜନଙ୍କୁ

ସୌରଭିତ ସୃଷ୍ଟି: କବି ନିତ୍ୟାନନ୍ଦ ଦାସ ଯୁଗେ ଯୁଗେ ଓଡ଼ିଆ ସାହିତ୍ୟରେ ଜଗନ୍ନାଥ ଜଣାଣ ବହୁ କବିଙ୍କର ଲେଖନୀ ଚଳଚଞ୍ଚଳ କରିଛି। ଜୟଦେବ, ସାରଳା ଦାସଙ୍କ ଠାରୁ…

4 years ago

ଭାରତୀ ରୋଦନ

ସୌରଭିତ ସୃଷ୍ଟି: ସ୍ଵଭାବକବି ଗଙ୍ଗାଧର ମେହେର ଖ୍ରୀ.ଅ. ୧୮୯୬ ସାଲ ଜାନୁଆରୀ ପହିଲାରୁ ସମ୍ବଲପୁର ଅଞ୍ଚଳର କଚେରୀ ମାନଙ୍କରୁ ଓଡ଼ିଆ ଭାଷାର ଉଛେଦ କରାଯାଇ ହିନ୍ଦୀ ଭାଷା…

4 years ago

ବାଣ

ଲେଖା: ଶିଶିର ସାହୁ ମନୋଜ କିଛି ବୁଦ୍ଧିଜୀବୀ ଫେସବୁକ୍ ମାଧ୍ୟମରେ ପ୍ରଚାର କରୁଛନ୍ତି ଯେ ଓଡ଼ିଆ ଭାଷାଟା ନିତାନ୍ତ ଅଵୈଜ୍ଞାନିକ ଭାଷା କାରଣ ଓଡ଼ିଆ ଭାଷାରେ fire…

4 years ago

ପ୍ରାଚୀନ ଓଡ଼ିଆ ଭାଷା

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଆନୁମାନିକ ଖ୍ରୀଷ୍ଟଜନ୍ମର ଚାରିଶହ ଵର୍ଷ ପୂର୍ବେ ରଚିତ ଭରତମୁନୀଙ୍କ କର୍ତ୍ତୁକ ନାଟ୍ୟଶାସ୍ତ୍ରରେ ଉଡ୍ର ଵିଭାଷାର ଉଲ୍ଲେଖ ମିଳେ ଯାହାକୁ…

4 years ago

ଜଗତେ କେବଳ

ସୌରଭିତ ସୃଷ୍ଟି: କବିସୂର୍ଯ୍ୟ ବଳଦେବ ରଥ ରାଗ 'ଆଷାଢ଼ ଶୁକ୍ଳ' ତଥା 'ଆଦ୍ୟଯମକ' ଅଳଙ୍କାରରେ ସୌରଭିତ କବିସୂର୍ଯ୍ୟ ବଳଦେବ ରଥଙ୍କ ରଚିତ କବିତା ଜଗତେ କେବଳ .…

4 years ago