Physical Address
Sai Samarpanam, Satya Vihar, Bhubaneswar
ଲେଖା: ଶିଶିର ସାହୁ ମନୋଜ ଆମର ଓ ଜଗାର ଅଭିଧାନ ତଥା ଶବ୍ଦାଦି ମଧ୍ୟରେ କେତେକ ଭିନ୍ନତା ରହିଛି । ଆମେ ପ୍ରଜା ସେ ରଜା, ରଜାଙ୍କ ପରି ସହସ୍ରାଧିକ ଵର୍ଷକାଳ ଶଵର ଓ ଓଡ଼ିଆଙ୍କ ଦ୍ଵାରା ପୂଜିତ ହୋଇଆସୁଛି ସେଇ କଳାଵଦନ ନୀଳାଚଳିଆ । ରଜାଙ୍କ ଦୈନନ୍ଦିନ ଜୀଵନ, ରୀତିନୀତି, ଚଳଣି ଇତ୍ୟାଦିସାଧାରଣ ଜନତାଙ୍କଠାରୁ…
ସୌରଭିତ ସୃଷ୍ଟି: ବ୍ରଜସୁନ୍ଦର ଦାସ ମୁକୁର, ଓଡ଼ିଆଭାଷାରେ ପ୍ରକାଶିତ ଆଦ୍ୟ ସାହିତ୍ୟ ପତ୍ରିକା ମଧ୍ୟରେ ଅନ୍ୟତମ । ଏହା ଏକ ମାସିକ ପତ୍ରିକା ଥିଲା ଏବଂ ଏହାର ପ୍ରକାଶନ ୧୩୧୩ ଉତ୍କଳୀୟ ଵର୍ଷ ବୈଶାଖ ମାସଠାରୁ ଅର୍ଥାତ୍ ଇଂରାଜୀ ୧୯୦୫ ଖ୍ରୀଷ୍ଟାବ୍ଦ ଏପ୍ରିଲ ମାସଠାରୁ ଆରମ୍ଭ ହୋଇଥିଲା । ଏହାର ସମ୍ପାଦକ ଥିଲେ ଵିଶିଷ୍ଟ କଵି…
ଗବେଷଣା: ଶିଶିର ସାହୁ ମନୋଜ ଆମ ଢଗଢମାଳି ! ଆମ ଭାଷା ସାହିତ୍ୟର ଅମୁଲ୍ୟ ବିଭବ ! “ଚାନ୍ଦରେ କଳଙ୍କ ସୂରୁଜ ଖୁଣଲୋ ଦରିଅା ପାଣିତ ଲୁଣିଅା କିଏ ଅକଳଙ୍କୀ ରହିଛି ଏଡେଲୋ ହୋଇକି ଅନ୍ଧାରକଣିଅା ।” ଚନ୍ଦ୍ର ଶୀତଳତା ପ୍ରଦାନ କରେ, କିନ୍ତୁ ତା’ ଦେହରେ ଦାଗ। ସୂର୍ଯ୍ୟ ବିନା ଜୀବଜଗତ ତିଷ୍ଟିବା ଅସମ୍ଭବ।…
ତଥ୍ୟ ଓ ଗବେଷଣା: ଶିଶିର ସାହୁ ମନୋଜ ଏ ମାଟିର ଅନେକ ନାମ ତନ୍ମଧ୍ୟରେ କଳିଙ୍ଗ, ଉତ୍କଳ ଓ ଓଡ଼ିଶା ନାମ ସର୍ଵତ୍ର ଲୋକପ୍ରିୟ । ଅଖଣ୍ଡ ଓଡ଼ିଶା ଵା କଳିଙ୍ଗର ଅର୍ଦ୍ଧେକ ଭାଗ ଆଜି ଆଧିକାରିକ ଓଡ଼ିଶା ରାଜ୍ୟ ଭାଵରେ ଜଣାଶୁଣା । ସେଇ କଳିଙ୍ଗର ଆଉ ଏକ ସାହିତ୍ୟିକ—ଵୈଜ୍ଞାନିକ ନାମ ହେଲା ଉତ୍କଳ…
ସୌରଭିତ ସୃଷ୍ଟି: ଉତ୍କଳଭାରତୀ ଭାରତ କବିନେତ୍ରୀ ଡାକ୍ତର କୁନ୍ତଳା କୁମାରୀ ସାବତ ଉତ୍କଳ ଜନନୀଙ୍କ ପାଦବନ୍ଦନା କରିବାରେ କେବେ ହେଳା କରିନାହାଁନ୍ତି ଉତ୍କଳୀୟ କବିବୃନ୍ଦ ! କବିସମ୍ରାଟଙ୍କ ଠାରୁ ଗଣକବିଙ୍କ ଯାଏଁ ଜନନୀଙ୍କ ଗାରିମା ଖାଇବାରେ ନିଜକୁ ଭାଗ୍ୟଶାଳୀ ମନେ କରିଛନ୍ତି ! ତେବେ ‘ଉତ୍କଳ ବନ୍ଦନା’ ଟିଏ ରଚିଛନ୍ତି ଆମର ଉତ୍କଳ ଭାରତୀ ଭାରତ…
ସୌରଭିତ ସୃଷ୍ଟି: ଜାତୀୟ କବି ବୀରକିଶୋର ଦାସ ଭାରତବର୍ଷରେ ମୁକ୍ତି ସଂଗ୍ରାମର କାହାଣୀ ଯେପରି ଅଶ୍ରୁଳ ଓ ବେଦନାଦାୟକ, ସେହିପରି ରୋମାଞ୍ଚକର ଓ ପ୍ରେରଣାପ୍ରଦ । ସ୍ବାଧୀନତା ପ୍ରାପ୍ତିର କେଇ ଦଶନ୍ଧି ମଧ୍ୟରେ ସେ ସଂଗ୍ରାମ ଓ ତ୍ୟାଗର ଇତିହାସ ଆଜି ବିସ୍ମୃତ । କିନ୍ତୁ ଦିନେ ଦେଶର ମୁକ୍ତି ପାଇଁ ବହୁ ଉଚ୍ଚଶିକ୍ଷିତ ନିଜ…