Category ଆମ ଭାଷା ଓ ସାହିତ୍ୟ

ନନ୍ଦିକେଶ୍ଵରୀ

ସୌରଭିତ ସୃଷ୍ଟି: କବିବର ରାଧାନାଥ ରାୟ ~ ନନ୍ଦିକେଶ୍ଵରୀ ~ ଊନବିଂଶ ଶତାବ୍ଦୀର ଉପୋଦ୍ଘାତରେ ଯେତେବେଳେ ଓଡ଼ିଆ ମାଟି ନବଜାଗରଣ ପର୍ଯ୍ୟାୟରେ ପଦକ୍ଷେପ ଜନିତ ସାରସ୍ଵତ ଓ ସାଂସ୍କୃତିକ ପୃଷ୍ଠଭୂମିରେ ଆବର୍ତ୍ତିତ ହେଉଥିଲା, ସେହି ସମୟରେ ଓଡ଼ିଆ ଜନପ୍ରାଣକୁ ପରମୁଖାପେକ୍ଷୀ ସତ୍ତାର କବଳିତ ଶାଙ୍କୋଳିରୁ ମୁକ୍ତି ଦେଇଥିଲେ ଆମ୍ଭର ପରମ ସଦାଶୟମାନଙ୍କ ସମୁଚ୍ଚୟୀ ପ୍ରଯତ୍ନର ସ୍ଵେଦଲଗା…

ଆମ ଲୋକସାହିତ୍ୟ

ଉପସ୍ଥାପନା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ:  ~ ଇଏ କୋଉ ଅସିଆ କାଳର ମସିଆ କଥା ! ଆମ ଓଡ଼ିଆ ଘରର ଝିଅ ବାହାଘର ! ଝିଅ ବିଦା ହବ ! ଏ ଯାଏଁ ବଢ଼ିଆସିଥିବା ଗୋଟେ ଆପଣାର ପରିବେଶ, ଅନ୍ତରଙ୍ଗ ଆସରକୁ ପରକରି ଚାଲିଯିବ ଝିଅ ! ସବୁ ଅଳିଅର୍ଦ୍ଦଳି, ଅଭିଯୋଗ ଶୁଣୁଥିବା,…

ମାଣ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଆ ଭାଷାର ମାଣ ଶବ୍ଦ ; ଏକ ଆଲୋଚନା ~ ଓଡ଼ିଶାରେ ଲୋକେ ଵିଶ୍ଵାସ କରନ୍ତି ଯେ #ମାଣ ଶବ୍ଦଟି ସିଂହଭୂମି ଅଞ୍ଚଳର ଶବ୍ଦ ମାଣକି (କୋହ୍ଲ ସମ୍ପ୍ରଦାୟର ଗ୍ରାମମୁଖ୍ୟ ବା ମୁଣ୍ଡା ସର୍ଦ୍ଦାରଙ୍କୁ ମାଣକି କହନ୍ତି) ରୁ ସୃଷ୍ଟି ହୋଇଅଛି । ଅର୍ଥାତ୍ ମାଣକି…

ଶୂନ୍ୟ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ “ଶୂନ୍ୟ ‘୦’ ସଂଖ୍ୟା” ~ ଆଜଟେକ୍ସ, ଇନକା ଓ ଇଜିପ୍ଟର ପ୍ରାଚୀନ ମାନଵ ସଭ୍ୟତାରେ ମଧ୍ୟ ଶୂନ୍ୟ ଆକାରର ଵିଭିନ୍ନ ଚିହ୍ନ ଆଵିଷ୍କାର ହୋଇଥିଲା । ପ୍ରାଚୀନ ଇଜିପ୍ଟରେ nfr (?) ବୋଲି ଏକ ଚିହ୍ନ ଵ୍ୟଵହାର ହେଉଥିଲା । ପ୍ରାଚୀନ ଇଜିପ୍ଟରେ ଏହାକୁ Nefertiti,…

ବାଘ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଶା, ଓଡ଼ିଆ ଓ ବାଘ ~  ପରଜା ଉପନ୍ୟାସରେ ଗୋପୀନାଥ ମହାନ୍ତି ‘ବାଘଡୁମ୍ମା’ ବୋଲି ଏକ ଶବ୍ଦ ଵ୍ୟଵହାର କରି ଲେଖିଛନ୍ତି, ❛❛ଦି ପହରେ ବାଘଡୁମ୍ମା ବୁଲେ । ଯେତେ ଲୋକଙ୍କୁ ବାଘ ଖାଇଥାଏ, ତାଙ୍କରି ପ୍ରେତ ସେ । ପିଲାପରି ଚେହେରା, ମାଈ ଅଣ୍ଡିରା…

କୁମ୍ଭାରଚକ

ସୌରଭିତ ସୃଷ୍ଟି: କଵିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ~ ତିଗିରିଆ ଗଡ଼ (କୁମ୍ଭାରଚକ) ~ ବାଙ୍କୀରେ ପଢ଼ୁଥିବାବେଳେ ମହାନଦୀ ପାରହୋଇ ଛୁଟିମାନଙ୍କରେ ମୁଁ ବଡ଼ାମ୍ବା ଓ ତିଗିରିଆକୁ ଯାଏଁ । ତିଗିରିଆରେ ବାପାଙ୍କ ମାମୁଁଘର । ବାପାଙ୍କ ମାମୁଁପୁଅ ଭାଇ ରାମକୃଷ୍ଣ ପଟ୍ଟନାୟକେ ଥାଆନ୍ତି #ଦିଆନ । ଚମ୍ପକ ଦ୍ବାଦଶୀ ଯାତ୍ରାଟା ତିଗିରିଆର ପ୍ରଧାନ ଉତ୍ସଵ ।…

ଦିନବନ୍ଧୁ ଓ ଦୀନବନ୍ଧୁ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଦିନବନ୍ଧୁ ଓ ଦୀନବନ୍ଧୁ ~ ଓଡ଼ିଆ ସାହିତ୍ୟାକାଶରେ ବିଜୁଳି ଓ ଇନ୍ଦ୍ରଧନୁ କଳିର ସୁତ୍ରପାତ ହୋଇଯାଇଥାଏ । ଗୋଟିଏ ପଟେ ଇନ୍ଦ୍ରଧନୁରେ କଵିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସମର୍ଥନରେ ଲେଖା ବାହାରୁଥିଵା ବେଳେ ବିଜୁଳୀ ପକ୍ଷରୁ ଆଧୁନିକ ସାହିତ୍ୟିକ କଵିଵର ରାଧାନାଥ ରାୟଙ୍କ ସମର୍ଥନରେ ଲେଖା ପ୍ରକାଶିତ…

ଆମ ଲୋକସାହିତ୍ୟ

ଲେଖା: ଶୁଭ ରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ “ଆ ଜହ୍ନ ମାମୁଁ ଶରଦଶଶୀ ମୋ କୁନା ହାତରେ ପଡ଼ ତୁ ଖସି . . “, ମା’ର ପିଲାକୁ କୋଳରେ ଝୁଲେଇ ଜହ୍ନ ଦେଖେଇ ଖୋଇଦେବାର ଦୃଶ୍ୟ ! ଆହା ! ଏଥିରେ ମା’ର ମମତା ଯେତିକି ପରିଦୃଶ୍ୟ, ଜହ୍ନକୁ ନେଇ ତାର…

ରାଣୀ ଶୁକଦେଈ

ସୌରଭିତ ସୃଷ୍ଟି: ଡ. ମାୟାଧର ମାନସିଂହ ଓଡ଼ିଆ ସାହିତ୍ୟ ଜଗତରେ ଜଣେ ବିସ୍ମୟ ପ୍ରତିଭା ଡ. ମାୟାଧର ମାନସିଂହ  । ସାହିତ୍ୟର ସବୁ ଦିଗରେ ତାଙ୍କର ଲେଖନୀ ଚାଳନା । କାବ୍ୟ କବିତା, ନାଟକ, ଇତିହାସ, ପ୍ରବନ୍ଧ, ସମାଲୋଚନା, ଗଳ୍ପ, ଉପନ୍ୟାସ ଆଦିରେ ଭରପୂର ତାଙ୍କ ସୃଜନିକା । ଶିଶୁ ସାହିତ୍ୟ ମଧ୍ୟ ସୃଷ୍ଟି କରିବା…

ଆମ ଲୋକସାହିତ୍ୟ

ଲେଖା: ଶୁଭରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ (ଭାଗ ୩) “ନଣନ୍ଦ ଗୋରୀ, ଚଉ ପାହାରୀ ବସିଥାଏ ପାଆ ଭାଗେ, ଟିକିନିଖି କରି ଫୋଡ଼ି ଦେଉଥାଏ ଭାଇ ଘଇତାର ଆଗେ !” ଇସ ! କି ଅବାଗିଆ କଥାଗୁଡ଼ା ! ! ସାଧାରଣତଃ ଏଇଭଳି ଘୃଣାଭରା ମନ୍ତବ୍ୟ ମିଳେ ଆମ ଶିକ୍ଷିତ ଓଡ଼ିଆଙ୍କ ଠାରୁ…