Physical Address
Sai Samarpanam, Satya Vihar, Bhubaneswar

ଲେଖା: ନିରଞ୍ଜନ ସାହୁ “ହେ ଗୌରୀଶଙ୍କର ଧନ୍ୟ ତୁମର ସାହସ, ଦୀପିକା ଲେଖୁଛ ବସି ତିରିଶ ବରଷ । ନ ମାନି ବିପଦ ବାଧା ନ ଚାହିଁ ଦେହକୁ, ମନପ୍ରାଣ ସମରପି ପାଳିଛ ବ୍ରତକୁ । ଦେଖି ଦେଖି ଢେର ଦିନ ଜାଣିଛି ବିଶେଷ, ଅଟ ତୁମ୍ଭେ ଜଣେ man of business” ବ୍ୟାସକବି ଫକୀରମୋହନଙ୍କ…

ଲେଖା: ଦେଵ ତ୍ରିପାଠୀ ରସାୟନ ବିଜ୍ଞାନର ଅଧ୍ୟାପକ ଭାବରେ ସେ ହୃଦୟଙ୍ଗମ କରିପାରିଥିଲେ ଯେ ଏଇ ବିଜ୍ଞାନର ଉର୍ଦ୍ଧ୍ବରେ ଅନେକ କିଛି ଅଛି ଯାହା ଏହି ବିଜ୍ଞାନ କେବେ ଦେଇପାରିବ ନାହିଁ । ଏଇ ବିଜ୍ଞାନ କେବେ ଆତ୍ମାକୁ ଛୁଇଁ ପାରିବ ନାହିଁ । ଆତ୍ମାକୁ ଛୁଇଁବାର କ୍ଷମତା ଅଛି କେବଳ ସାହିତ୍ୟର ! ତେଣୁ…

ଲେଖା: ବିଜୟ ସାହୁ ବିଶ୍ୱ ଇତିହାସରେ ସଂକଳିତ ସର୍ବକନିଷ୍ଠ ସହୀଦ ବାଜି ରାଉତ ୧୯୩୮ ମସିହା ଅକ୍ଟୋବର ୧୦ ତାରିଖରେ ଢେଙ୍କାନାଳ ଜିଲ୍ଲାର ଭୁବନ ନିକଟସ୍ଥ ନୀଳକଣ୍ଠପୁର ବ୍ରାହ୍ମଣୀ କୂଳ ଘାଟରେ ବ୍ରିଟିଶ ଫଉଜ ଗୁଳିରେ ପ୍ରାଣ ହରାଇଥିଲେ ! ଯାହାଙ୍କ ଚିତା ପାଖରେ ବସି ବିପ୍ଲବୀକବି ସଚି ରାଉତରାୟ ଏହି ସହୀଦକୁ ଲେଖନୀରୁ ଅମର…

ଲେଖା: ଅରବିନ୍ଦ ମହାନ୍ତି ଉତ୍କଳୀୟ ପ୍ରଣିପତ୍ୟ ସନ୍ଥ ମହାପୁରୁଷ ଯଶୋବନ୍ତ ଦାସ ! ୧୫ଶହ ଶତାବ୍ଦୀରେ ଗଜପତି ପ୍ରତାପରୁଦ୍ର ଦେବଙ୍କ ଶାସନ କାଳରେ, ଉତ୍କଳୀୟ ବୈଷ୍ଣବ ପ୍ରଚାରକ ପଞ୍ଚସଖା ଥିଲେ । ସେଥିମଧ୍ୟରୁ ଯଶୋବନ୍ତ ଦାସ ଅନ୍ୟତମ । ମହାପରୁଷ ଯଶୋବନ୍ତ ଜଗତସିଂହପୁରର ଅଢଙ୍ଗଗଡ଼ରେ ଏକ କ୍ଷତ୍ରିୟ କୂଳରେ ଜନ୍ମ ଗ୍ରହଣ କରିଥିଲେ। ପିତାଙ୍କ ନାମ…

ଲେଖା: ନିରଞ୍ଜନ ସାହୁ ବିନୋଦ କାନୁନଗୋ ! ୧୯୫୨ ମସିହାରେ ଗୋଟିଏ ଟଙ୍କା ହାତରେ ଧରି, ନିର୍ବାଚନୀ ବୈତରଣୀ ପାର ନ ହୋଇ ପାରି, ମାତ୍ର ଦଶମ ଶ୍ରେଣୀ ଶିକ୍ଷାଗତ ଯୋଗ୍ୟତା ଥାଇ ଜଣେ ସ୍ଵପ୍ନ ଦେଖିପାରନ୍ତି ଓଡ଼ିଆ ଭାଷାରେ ଜ୍ଞାନକୋଷ ପରି କୋଣାର୍କ ତିଆରି କରିବା ପାଇଁ ! କେତେ ମନୋବଳ ଦୃଢ଼ ହୋଇପାରେ…

ଲେଖା: ଦେଵ ତ୍ରିପାଠୀ ସୁଧାଭକ୍ତିର ଉଦ୍ଗାତା ମହାକବି ଜୟଦେବ ! ଥିଲେ ଜଣେ ଯୁବସାଧୁ । ଗୃହସ୍ଥାଶ୍ରମୀ । ଦିନରାତି ବିଭୁଭକ୍ତିରେ ମଗ୍ନ ରହୁଥିଲେ ସେ । ତାଙ୍କ ହୃଦୟସାଗରରେ ଖେଳୁଥିଲା ଶ୍ରୀରାଧାକୃଷ୍ଣଙ୍କ ମାଧୁର୍ଯ୍ୟରସର ବିବିଧ ଲୀଳାତରଙ୍ଗ । ନିତିଦିନ ଯେଉଁ ଲୀଳା ଅନୁଭବ କରନ୍ତି ତା’କୁ ସୁଲଳିତ ସଂସ୍କୃତ ଛନ୍ଦରେ ଲିପିବଦ୍ଧ କରି ସେ…

~ ନିମାଇଁ ଚରଣ ~ ଲେଖା: ଅମୃତେଶ ଖଟୁଆ “ଚକାଡୋଳା କିମ୍ପା ଡକା, କିମ୍ପା ଡକା ନ ଶୁଣ… ଡକାବଜା ପ୍ରଭୁ ଥକା ହୋଇ ବସି ବିକଶିଲ ତୁମ୍ଭେ ଏ କେଉଁ ଗୁଣ।” ସୁରମାଧୁରୀର ପଟାନ୍ତର ଏକ ହିଁ ଜଗନ୍ନାଥ… ବିଦଗ୍ଧକବି ଅଭିମନ୍ୟୁ ମଧ୍ୟ ଏହିପରି ମାନପୂର୍ବକ ଥର କହି ଦେଇଥିଲେ – “ଦୁଃଖୀ ଜଣାଇଲେ…

ଲେଖା: ଦେଵ ତ୍ରିପାଠୀ କଳାର ଚିରନ୍ତନ ପୂଜାରୀ ସାଧୁ ମେହେର । ସ୍କୁଲରେ ପଢିବାବେଳେ ସେ ଅଭିନୟ କ’ଣ ଜାଣି ନ ଥିଲେ, ମାତ୍ର ମନ ଭିତରେ ଥିଲା ପ୍ରଚଣ୍ଡ ଆଗ୍ରହ । ତେବେ ସେ ରାସ୍ତାରେ ଆଗକୁ ଯିବା ପାଇଁ ନା ଥିଲା ପିତାମାତାଙ୍କର କ୍ଷମତା ନା ତାଙ୍କର କେହି ଥିଲେ ଗୁରୁ ଅବା…

ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ଚଳଚ୍ଚିତ୍ରରେ ସୁବର୍ଣ୍ଣଯୁଗର ଅବଧାରକ ନିତାଇ ପାଲିତ । ସେ ଥିଲେ ଓଡ଼ିଆ କଥାଚିତ୍ର ଜଗତର ଜଣେ ପ୍ରଥିତଯଶା ନାୟକ, ପ୍ରଯୋଜକ, ନିର୍ଦ୍ଦେଶକ ତଥା କାହାଣୀକାର । ସେ ହିଁ ନେଇ ପାରିଥିଲେ ଓଡ଼ିଆ ଚଳଚ୍ଚିତ୍ରକୁ ଜାତୀୟସ୍ତରକୁ, ଗୋଟିଏ ପରେ ଗୋଟିଏ କ୍ଲାସିକ ସ୍ତରର ଚଳଚ୍ଚିତ୍ରମାନ ନିର୍ମାଣ କରି ସେ ଓଡ଼ିଶା…

ଲେଖା: ନିରଞ୍ଜନ ସାହୁ ଚନ୍ଦ୍ରଶେଖର ବେହେରା ଥିଲେ ସମ୍ବଲପୁରରେ ଜାତୀୟ ଆନ୍ଦୋଳନର ଆଦିନେତା। ଓଡ଼ିଶା ତଥା ଓଡିଆ ଜାତିର ସମୂହ କଲ୍ୟାଣ ନିମନ୍ତେ ଯେଉଁ କେତେଜଣ ବୀରପୁରୁଷ ଆଜୀବନ ସଙ୍ଗ୍ରାମ କରି ସ୍ମରଣୀୟ ହୋଇ ଅଛନ୍ତି, ସେମାନଙ୍କ ମଧ୍ୟରେ ସେ ଥିଲେ ଅନନ୍ୟ। ସର୍ବଭାରତୀୟ ଭାବନାରେ ଉଦବୁଦ୍ଧ ହୋଇ ଆଞ୍ଚଳିକ ମନୋଭାବ ଛାଡ଼ି ଉତ୍କଳ ସମ୍ମିଳନୀକୁ…