Physical Address
Sai Samarpanam, Satya Vihar, Bhubaneswar

ଲେଖା: ନିରଞ୍ଜନ ସାହୁ ୧୯୩୪ ମସିହାରେ ଆରମ୍ଭ ହେଲା ଗାନ୍ଧିଜୀଙ୍କ ପଦଯାତ୍ରା ଓଡ଼ିଶାର ପୁରୀରୁ । ପୁରୀରୁ କାଜିପାଟଣା ଆସିବା ରାସ୍ତାରେ ତେଲେଙ୍ଗାପେଣ୍ଠରେ ରହିଲେ ବାପୁ । ରହଣିର ସବୁ ବ୍ୟବସ୍ଥା କରୁଥିଲେ ମା’ ରମାଦେବୀ ଓ ତାଙ୍କର ଜଣେ ସହକର୍ମୀ । ଟିକେ ଅବସର ପାଇଲେ ଗାନ୍ଧିଜୀଙ୍କୁ କିଛି ପ୍ରଶ୍ନ କରିବାକୁ ମନସ୍ଥ କଲେ…

ଲେଖା: ମାମାପ୍ରବା ଉଗିଷୁ କଟିକିଆଙ୍କୁ ଚିହ୍ନିବ କିପରି ? ଦହିବରା ଆଳୁଦମ୍ କହେ: ଚିହ୍ନିବାର ସରଳ ଉପାୟ ହେଲା: ସ୍ପେନ୍ ଷଣ୍ଢକୁ ନାଲି କପଡା ଦେଖଉଥିବା ଲୋକଗୁଡାକ ହିଁ କଟିକିଆ ! ସେ ନେତାଜୀ ହୁଅନ୍ତୁ ବା ଖୋକା ଭାଇ, ନିଜ ନିଜ କ୍ଷେତ୍ରରେ ସେମାନେ ନିଜ ନିଜର ଛାପ ଛାଡି ଯାଇଛନ୍ତି ! ଯାହା…

ଲେଖା: ବିଶ୍ୱଜିତ ରାଉତରାୟ ବିଂଶ ଶତାବ୍ଦୀର ଆରମ୍ଭରେ ଓଡ଼ିଶା ମାଟିରେ ଜଣେ ଯୁଗପୁରୁଷଙ୍କର ଜୀବନଯାତ୍ରା ଆରମ୍ଭ ହୋଇଥିଲା। ସାଲ ଥିଲା ୧୯୦୧ । ଜଗତସିଂହପୁରର ଏକ ଅଜଣା ପଲ୍ଲୀରେ ଜନ୍ମଲାଭ କରିଥିଲେ ସେ । ପିଲାଟି ଦିନରୁ ପାଠରେ ସେ ଭାରି ଆଗୁଆ । ସେହି କାଳରେ ଯେଉଁ ବୟସର ପିଲାମାନେ ଅବଧାନଠାରେ ଖଡିଛୁଆଁ ଆରମ୍ଭନ୍ତି…

ଲେଖା: ନିରଞ୍ଜନ ସାହୁ “ପ୍ରଥମ ଯୌବନରେ ବାପା-ମାଆ-ଭାଇ-ଭଉଣୀଙ୍କ ଉପସ୍ଥିତି ସତ୍ତ୍ୱେ ଏକ ନିସଙ୍ଗତା ପ୍ରତ୍ୟେକ ଜୀବନରେ ଆସେ – ଏହା ପ୍ରାୟ ସାର୍ବଜନୀନ । ତେବେ ପିତୃ-ମାତୃ-ଭ୍ରାତୃହୀନ ଏକ ନିସଙ୍ଗ ତରୁଣକୁ ଯେଉଁମାନେ ସଖ୍ୟଦାନ କରି ତାକୁ ଅନୁଗୃହୀତ କଲେ, ତାଙ୍କର ମହିମ୍ନ ସ୍ତବ ଗାଇବା ତା’ ପକ୍ଷରେ କି ବିଚିତ୍ର ବ୍ୟାପାର ?” (ଧୂପ…

ଲେଖା: ଅମ୍ବିକା ପଟ୍ଟନାୟକ ଓଡ଼ିଆ ଜାତିର ମହା ବିପ୍ଲବୀ ବୀର ସୁରେନ୍ଦ୍ର ସାଏ l ୨୩ ଜାନୁଆରୀ ୧୮୦୯ରେ ଜନ୍ମିତ ସମ୍ବଲପୁର ରାଜ ସିଂହାସନର ଦାବୀଦାର ଏଇ ଚୌହାନ ଯୋଦ୍ଧାଙ୍କୁ ଇଂରେଜମାନେ ଅନ୍ୟାୟ ଭାବେ ବଞ୍ଚିତ କରିଥିଲେ l ପ୍ରତିବାଦରେ ଇଂରେଜ ରାଜଶକ୍ତି ବିରୁଦ୍ଧରେ ମାତ୍ର ୧୮ ବର୍ଷ ବୟସ ବେଳୁ ସଶସ୍ତ୍ର ବିଦ୍ରୋହ l…

ଲେଖା: ନିରଞ୍ଜନ ସାହୁ ସମାଜସେବା, ସ୍ବଦେଶପ୍ରୀତି, ବଦାନ୍ୟତାର ପ୍ରତୀକ ଏହି ରାଜନ୍ ଙ୍କୁ ୧୮୮୭ ମସିହା ଫେବୃଆରୀ ମାସ ୧୬ ତାରିଖରେ ବ୍ରିଟିଶ ସରକାର ଅତ୍ୟନ୍ତ ପ୍ରୀତ ହୋଇ ଦେଇଥିଲେ ଏକ ସନନ୍ଦ: ROYAL MEMORIAL BEARING SANAND To Raja Shyamananda Dey of Balasore, Orissa I hereby confer upon you…

ଲେଖା: ନିରଞ୍ଜନ ସାହୁ “ପଡ଼ିବ ଯଦି ଦରକାର, ଲେଖିବି ସବୁ ଅତ୍ୟାଚାର । ହାକିମ ଚିଡ଼ିଲେ ଚିଡ଼ନ୍ତୁ, ରାଇଜ ଭିତରୁ ତଡ଼ନ୍ତୁ । ତନୁରୁ ମାଉଁସ ଝାଡ଼ନ୍ତୁ, ଅଥବା ମସ୍ତକ ମୋଡ଼ନ୍ତୁ । ଜୀବନ ପଛେ ଗଲେ ଯାଉ, କଥନେ ନ ଡ଼ରିବି ଆଉ । ମରଣ ପଛେ ମୋତେ ହେଉ, କାହାରି ବିପଦ ନ…

ଲେଖା: ନିରଞ୍ଜନ ସାହୁ ସେ ଥିଲେ ଜଣେ ଗୃହୀ ବୈଷ୍ଣବ । ବୈଷ୍ଣବ ଜନୋଚିତ ନମ୍ରତାର ପରିଚାୟକ ମଣିଷ ଗୋଟିଏ । ସେଥିପାଇଁ ନିଜର ବାସସ୍ଥାନ, ପରିବାର ସମ୍ପର୍କରେ ଏକାନ୍ତ ଭାବରେ ନୀରବ । ତେଣୁ ରହସ୍ୟ ଘେର ଭିତରେ ରହିଗଲେ ରହସ୍ୟ ମଞ୍ଜରୀର କବି । ଏମିତିକି ତାଙ୍କର କାଳ ନିରୂପଣ ମଧ୍ୟ ଆଜି…

~ ଯଦୁମଣି ମହାପାତ୍ର ~ ଲେଖା: ଅମୃତେଶ ଖଟୁଆ ଉତ୍କଳମାଟିରେ ମହମ୍ମଦ ତକି ଖାଁର ଆକ୍ରମଣ ସମୟରେ ତଦାନୀନ୍ତନ ଗଜପତି ରାମଚନ୍ଦ୍ର ଦେବଙ୍କ ପରିବାର ଓ ଓଡିଶାର ସାର୍ବଭୌମାଧିପତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସସମ୍ମାନେ ଆଶ୍ରୟ ଦେଇଥିଲେ ଗଞ୍ଜାମର ଆଠଗଡ଼ ରାଜା । ୧୫୪୦ ମସିହାରେ ମହାରାଜା ପ୍ରତାପରୁଦ୍ରଙ୍କ ନିଧନାନ୍ତେ ତାଙ୍କ ସେନାପତି ବେନୁ କ୍ଷତ୍ରିବର ସିଂହଙ୍କ…

ଲେଖା: ଫ୍ରାନସିସ୍ ଶତପଥୀ କଟକକୁ ଭଲପାଉଥିବା, କଟକକୁ ଜୀଇଁଥିବା, କଟକର ନାଁ ରଖିଥିବା ମଣିଷଙ୍କ ନାଁ ଯଦି ନିଆଯାଏ, ତେବେ ଅକ୍ଷୟ ମହାନ୍ତିଙ୍କ ବିନା ସେ ଅପୂର୍ଣ୍ଣ ରହିବ ନିଶ୍ଚୟ। ଯା’ର ଚାଲି କଟକୀ, ବୋଲି କଟକୀ, ପ୍ରେମ କଟକୀ ଆଉ ନଖରାମି ବି କଟକୀ । ଏଇ ଐତିହାସିକ ସହରର ଗଳିକନ୍ଦିକୁ ଅତି ପାଖରୁ…