ଆନନ୍ଦ ଦାଶ ଓ ହାରାଦେବୀଙ୍କ କୋଳମଣ୍ଡନ କଲା ପୁତ୍ରସନ୍ତାନଟିଏ। ସାତଟି କନ୍ୟା ସନ୍ତାନର ଜନକଜନନୀ ବାଲିଆର ନୀଳକଣ୍ଠେଶ୍ଵର ମହାଦେବଙ୍କ ପାଖରେ ଅଧିଆ ପଡି ସନ୍ତାନଟିଏ ପାଇଥିବାରୁ ପୁଅର ନାଁ ସରାଗରେ ଦେଲେ ନୀଳକଣ୍ଠ । କିନ୍ତୁ ଦାଶ ଦମ୍ପତି କି ଜାଣିଥିଲେ ସେ ପିଲା ଦିନେ ନିଜ ନାମକୁ ସାର୍ଥକ କରି ‘ନୀଳକଣ୍ଠ’ ବନିଯିବ — ସମାଜର କଳୁଷପଙ୍କର ବିଷକୁ ପିଇ ପିଇ ! ସମାଜର ତାଡନା ସହି ସହି . .
ହେ ପ୍ରଭୁ, ଭବିଷ୍ୟତରେ ମୋତେ ଆଉ ପୁଅ ଦିଅନା, ନହେଲେ ସଂସାର ବନ୍ଧନରେ ମୁଁ ଦୁନିଆଁ ଭୁଲିଯିବି . . !
ଉପସ୍ଥାପନା: ନିରଞ୍ଜନ ସାହୁ ଓଡ଼ିଶାର ରଣପୁର । ତଦନାନ୍ତୀନ ରଣପୁର ରାଜ୍ୟ। ପ୍ରଜା ଆନ୍ଦୋଳନରେ ଭୀତତ୍ରସ୍ତ ରାଜା ଏବଂ ବ୍ରିଟିଶ ଶାସନ। ପ୍ରଜାମାନଙ୍କର ଅସନ୍ତୋଷ ଦିନୁଁ ଦିନ […]
ଲେଖା: ଦେଵ ତ୍ରିପାଠୀ ୧୯୪୨ ସନ୍, ଅଗଷ୍ଟ ୮ । କୋରାପୁଟ ଜିଲ୍ଲା ମାଲ୍ୟବନ୍ତ ତାଲୁକର ମାତିଲି ଗ୍ରାମ । ସେଇ ଅଗଷ୍ଟ ଅତ୍ୟାଚାର କାଳରେ ଭୟାବହ ଘଟଣା […]
ଉପେନ୍ଦ୍ର ଭଞ୍ଜଙ୍କ ସବୁ କ୍ଲିଷ୍ଟତା ଓ ଦୁର୍ବୋଧ୍ୟତା ସତ୍ତ୍ୱେ, ତାହାର ଅନ୍ତର୍ନିହିତ ସାଙ୍ଗୀତିକତା ଓଡ଼ିଆଙ୍କ ହୃଦୟରେ ଓ ଓଡ଼ିଶାର ପୁରପଲ୍ଲୀରେ ଜନସାଧାରଣଙ୍କୁ ଆଦୃତ କରି ରଖିଅଛି। ତାଙ୍କର ପ୍ରଭାବ ଦୀର୍ଘ ଦୁଇ ଶତାବ୍ଦୀ ଧରି କ୍ଲାନ୍ତହୀନ ଭାବେ ଆଗକୁ ଆଗକୁ ଚାଲିଛି। ସେଇଥିପାଇଁ ସେ ଯଶଦେହୀ, କବିସମ୍ରାଟ . .
ଲେଖା: ନିରଞ୍ଜନ ସାହୁ ~ ଓଡ଼ିଆପୁଅ ଜୟଦେବ ~ “ଲଳିତଲବଙ୍ଗଲତା ପରିଶୀଳନ କୋମଳ ମଳୟ ସମୀରେ ମଧୁକରନିକର କରଂବିତ କୋକିଳ କୂଜିତ କୁଞ୍ଜକୁଟୀରେ, ବିହରତି ହରିରିହ ସରସ […]
ଲେଖା: ଦେଵ ତ୍ରିପାଠୀ ~ ଉତ୍କଳଭାରତୀ ଭାରତ କବିନେତ୍ରୀ ଡାକ୍ତର କୁନ୍ତଳା କୁମାରୀ ସାବତ ~ କ୍ଷୁଦ୍ର ମୁହିଁ ଦୀନ ମୁହିଁ ରେଣୁକଣା ଜଗତେ ଚାହିଁଲେ […]
ଲେଖା: ନିରଞ୍ଜନ ସାହୁ “ହେ ଗୌରୀଶଙ୍କର ଧନ୍ୟ ତୁମର ସାହସ, ଦୀପିକା ଲେଖୁଛ ବସି ତିରିଶ ବରଷ । ନ ମାନି ବିପଦ ବାଧା ନ ଚାହିଁ […]
ଏକୋଇଶିଆ ଦିନ ଶିଶୁପୁତ୍ର ଏ କୋଳରୁ ସେ କୋଳ ହେଉଛି, କେତେ ବେଳକେ ଆସିଲା ମା’ ପାର୍ବତୀଙ୍କ କୋଳକୁ ! ଛାତିରେ ଜାକି ଧରିଲେ ପୁଅକୁ, ମନେପଡି ଯାଉଛି ନାହାକଙ୍କ କଥା ପଦକ, “ଏ ପୁଅ ଦିନେ ବଡ଼ ମଣିଷ ହେବ, ଅସାଧ୍ୟ ସାଧ୍ୟ କରିବ, କାଳକାଳକୁ ନାଁ ରଖିବ . .
ଲେଖା: ଦେଵ ତ୍ରିପାଠୀ ବିରୂପା ନଦୀକୂଳରେ ଯେଉଁ ମହିୟସୀ ନାରୀଙ୍କ ଆତ୍ମୋତ୍ସର୍ଗ ଯେ ସ୍ବାଧୀନ ତଥା ସ୍ବର୍ଣ୍ଣିମ ଉତ୍କଳ ଗଠନ ପାଇଁ ଅଭିପ୍ରେରିତ କରିଥିଲା, ସମ୍ପୃକ୍ତ ଅଞ୍ଚଳଟି […]