Physical Address
Sai Samarpanam, Satya Vihar, Bhubaneswar

ଲେଖା: ନୟାଗଡ଼ ଇତିହାସ ~ ନୟାଗଡ଼ ସହର (ନିଜିଗଡ଼) ସ୍ଥାପନ ତଥ୍ୟ ~ ବ୍ରିଟିଶ ଲେଖକ ହଣ୍ଟର ସାହେବଙ୍କ ଲିଖିତ ପୁସ୍ତକ “ଓଡିଶା ଗଡ଼ଜାତ ଇତିହାସ” ଏବଂ ଶ୍ରୀ କୈଳାଶଚନ୍ଦ୍ର ପାଣିଗ୍ରାହୀଙ୍କ “ନୟାଗଡ଼ ଇତିହାସ” ପୁସ୍ତକରେ ଆଜିର ନୟାଗଡ଼ ସହର, ଯାହାର ଅନ୍ୟ ନାମ “ନିଜିଗଡ଼” ଅର୍ଥାତ ରାଜା ନିଜେ ଏଠି ରହୁଥିବାରୁ ଏହାର ଅନ୍ୟନାମ ନିଜିଗଡ଼…

ଗବେଷଣା ଓ ଲେଖା: ଶିଶିର ମନୋଜ ସାହୁ ~ ଢେଙ୍କାନାଳର କଥା – ୧ ~ ଢେଙ୍କାନାଳର “ଢେଙ୍କାନାଳ ସଦର” ବ୍ଲକରେ କେତେକ ପ୍ରାଚୀନ ଗ୍ରାମ ରହିଛି ତନ୍ମଧ୍ୟରୁ ନାଗେନା ଗ୍ରାମ ଅନ୍ୟତମ । ଆଜି ନାଗେନା ନାମଯୁକ୍ତ ଚାରୋଟି ଗ୍ରାମ ଢେଙ୍କାନାଳ ସଦରରେ ଥିଵା ଦେଖାଯାଏ । ଯଥା – ବଡ଼ନାଗେନା, ସାନନାଗେନା, ନାଗେନା ରୟତି…

ଲେଖା: ତେଜସ୍ୱ ତ୍ରିପାଠୀ ~ ବାହୁନୁଛି ଦୁର୍ଗ ବାରବାଟୀ ~ ବାରବାଟୀ ଷ୍ଟାଡିୟମର ଆଗରେ ଥିବା ଖୋଲା ପଡ଼ିଆରେ ଥରେ ବୁଲୁଥିଲା ମନ୍ଦମଳୟର ସ୍ପର୍ଶରେ ମନ ଆନ୍ଦୋଳିତ ହେଉଥାଏ l ହଠାତ ଶୁଣାଗଲା ପବନରେ ଏକ ଅସ୍ପଷ୍ଟ କାନ୍ଦଣାର ସ୍ୱର l ସତେ ଅବା ଗୁମୁରି ଗୁମୁରି କିଏ କାନ୍ଦୁଚି l ମାତ୍ର କିଏ ସେ…

ଲେଖା: ଅମ୍ବିକା ପଟ୍ଟନାୟକ ~ ବିଲୁପ୍ତଐତିହ୍ୟ: ଶିଶୁପାଳଗଡ଼ ~ “ତକୀ ଖାଁର ଲସ୍କର ମାନେ ଶିଶୁପାଳଗଡ଼ ସୀମା ମାଡିବାକୁ ପ୍ରଥମେ ଭରସୁ ନ ଥିଲେ l ଅତୀତରେ ବହୁ ଦନ୍ତା ଦନ୍ତା ଫୌଜଦାର ଶିଶୁପାଳଗଡ଼ର ପାଇକମାନଙ୍କ ମାଡ଼ରେ ମୁହଁ ମାଡ଼ି ପଡ଼ିଛନ୍ତି l କଳାପାହାଡ଼ ସୁଦ୍ଧା ଶିଶୁପାଳଗଡ଼ ଯୋଗୁଁ ଲିଙ୍ଗରାଜ ମନ୍ଦିରରେ ଟିପ ଦେଇ ପାରି…

ଲେଖା: ତେଜସ୍ବ ତ୍ରିପାଠୀ ~ ବାରବାଟୀ ~ “ବାରବାଟୀ” ଏ ନାମ ହିଁ ଯଥେଷ୍ଟ l ଏ ନାମ ନିଜେ ହିଁ ନିଜର ପରିଚୟ l ଏ ନାମ ଉଚ୍ଚାରଣ ମାତ୍ରେ ପ୍ରତି ଉତ୍କଳୀୟ ଧମନୀର ପ୍ରତି ରକ୍ତ ବିନ୍ଦୁରେ ଦେଶପ୍ରୀତି ଜାଗ୍ରତ ହୁଏ l ଆଉ ଶତ୍ରୁ ବୁକୁରେ ଖେଳିଯାଏ ଅଜଣା ଭୟର ଆତଙ୍କ…

ଲେଖା: ଅମ୍ବିକା ପଟ୍ଟନାୟକ ~ ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ ~ ଶ୍ରୀଜଗନ୍ନାଥ ଆମ ଅସ୍ମିତାର ପ୍ରତୀକ l ତାଙ୍କ ମନ୍ଦିର ଶ୍ରୀମନ୍ଦିର, ଦାଣ୍ଡ ବଡ଼ଦାଣ୍ଡ, ପ୍ରସାଦ ମହାପ୍ରସାଦ, ବାନା ପତିତପାବନ l ଧର୍ମଶାସ୍ତ୍ର, କିମ୍ବଦନ୍ତୀ ଅନୁସାରେ ଇନ୍ଦ୍ରଦ୍ୟୁମ୍ନ ଆଦ୍ୟ ମନ୍ଦିର ନିର୍ମାତା ଥିଲେ ହେଁ ବର୍ତ୍ତମାନ ଆମେ ଯେଉଁ ଶ୍ରୀବତ୍ସ ଖଣ୍ଡାଶାଳ ପ୍ରାସାଦ ଶ୍ରୀମନ୍ଦିର ଦେଖୁଛୁ…

ଲେଖା: ରୁଦ୍ର ନାରାୟଣ ସାହୁ ~ ନବତଳ ପ୍ରାସାଦ ବାରବାଟୀ ଦୁର୍ଗ ~ ବାରବାଟୀ ଦୁର୍ଗ ମଧ୍ୟରେ ରାଜା ମୁକୁନ୍ଦଦେବ ଗୋଟିଏ ପ୍ରକାଣ୍ଡ ନବତଳ ପ୍ରାସାଦ ନିର୍ମାଣ କରାଇ ତହିଁରେ ବାସ କରୁଥିଲେ ଏବଂ ଆଶ୍ଚର୍ଯ୍ୟର କଥା ଏହା ଯେ ପ୍ରାସାଦଟି ଏଡ଼େ ପ୍ରକାଣ୍ଡ ଏବଂ ତାହା ପୁଣି ଧଳାମୁଗୁନି ପଥରରେ ନିର୍ମିତ ହୋଇଥିଲା ।…

ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଷଢ଼େଇକଳାର ସ୍ୱତନ୍ତ୍ରତା ଦାବି ~ ଓଡ଼ିଆ ଭାଇଭଉଣୀମାନେ ଜାଣିଛନ୍ତି ସେ ଅନ୍ୟାୟର କାହାଣୀ ଯାହା ଏ ଦେଶରେ ଓଡ଼ିଆଙ୍କ ସହିତ ହୋଇଥିଲା ? ଜାଣିଛନ୍ତି ସୁପ୍ରିମ କୋର୍ଟର ପ୍ରଥମ ମକଦ୍ଦମା ଥିଲା ଓଡ଼ିଶା ସମ୍ବନ୍ଧୀୟ, କିନ୍ତୁ ଅନ୍ୟାୟ କରି ଓଡ଼ିଆଙ୍କୁ ସେମାନଙ୍କ ନାର୍ଯ୍ୟ ଦାବି ଦିଆଯାଇ ନଥିଲା ?…

ଦୀନବନ୍ଧୁ ମିଶ୍ର ~ ଷଢେ଼ଇକଳା ଓ ଖରସୁଆଁ ମିଶ୍ରଣ ~ ବହୁଵର୍ଷ ଧରି ଓଡ଼ିଶାଵାସୀ ଷଢେ଼ଇକଳା ଓ ଖରସୁଆଁ ମିଶ୍ରଣର ଦାବି ଆଗତ କରି ଆସୁଛନ୍ତି। ଵର୍ତ୍ତମାନ ‘ଵନାଞ୍ଚଳ ରାଜ୍ୟଗଠନ ପ୍ରସଙ୍ଗରେ ଏହି ଦାବୀ ପୁନର୍ଵାର ଉତ୍ଥାପିତ ହୋଇଅଛି । ୧୯୪୭ ମସିହା ଡିସେମ୍ବର ଦଶ ତାରିଖ ଦିନ ସରଦାର ବଲ୍ଲଭଭାଇ ପଟେଲଙ୍କ ଉପସ୍ଥିତିରେ ଗଡଜାତ…

ଲେଖା: ଜିତ ରାଉତ ~ କୁଜଙ୍ଗ ଗଡ଼ ~ ଅତୀତରେ ଉପକୂଳ ଓଡିଶାରେ ଖଣ୍ଡାୟତମାନଙ୍କ ଦ୍ୱାରା ଅନେକ ସାମୁଦ୍ରିକ ଗଡ଼ ଗୁଡିକ ନିର୍ମାଣ ହେଇଥିଲା । ଏହା ଦ୍ୱାରା ଶତ୍ରୁର ଆକ୍ରମଣକୁ ପ୍ରତିହିତ କରିବା ସହିତ ନିଜ ଶକ୍ତିଶାଳୀ ନୌବାହିନୀ ସାହାଯ୍ୟରେ ଦକ୍ଷିଣପୂର୍ବ ଏସିଆ ରାଷ୍ଟ୍ରଗୁଡିକ ଉପରେ ଉପନିବେଶ ସ୍ଥାପନା କରିପାରୁଥିଲେ। ଏହି ସାମୁଦ୍ରିକ ଗଡ଼ମାନଙ୍କ…