Physical Address
Sai Samarpanam, Satya Vihar, Bhubaneswar
ଗବେଷଣା ଓ ଉପସ୍ଥାପନା: ଡ. ମନୋରମା ଦାଶ ତ୍ରିପତି ଗାୟକରତ୍ନଙ୍କ ସାରସ୍ଵତ ପ୍ରତିଭା: ଏକ ଆଲୋଚନା ସାହିତ୍ୟ, ସଙ୍ଗୀତାଦି କଳା କ୍ଷେତ୍ରରେ ଅତୀତରେ ଏକ ଗୌରବମୟ ଐତିହ୍ୟ ଅର୍ଜନ କରିଥିବା ପବିତ୍ର ବଡ଼ଖେମୁଣ୍ଡି ମାଟିରେ ୧୮୯୧ ମସିହାରେ ପିତା କୈସାର୍ପୁ ଯୋଗେୟା ଦୋରା ଓ ମାତା ମହାଲକ୍ଷ୍ମୀଙ୍କ ଔରସରେ ଜନ୍ମଗ୍ରହଣ କରିଥିଲେ ତ୍ରିପତି ଗାୟକରତ୍ନ ।…
ଲେଖା: ଡ. ଜୟଶ୍ରୀ ନନ୍ଦ ~ କୋଳଥ ଡାଲି ~ କଥାରେ କହନ୍ତି “ବିରି ମାଡ ଦେଖି କୋଳଥ ଚେପା”। ଉପରୋକ୍ତ ଲୋକକଥାଟିରୁ ତ ଆପଣ ଠଉରାଇ ସାରିବେଣି ଆଜି କାହା ଉପରେ ଏ ଲେଖା । ଆମ ଓଡ଼ିଆ ଘର ଖାଦ୍ୟ ଖୁବ୍ ସନ୍ତୁଳିତ ଖାଦ୍ୟ । ଓଡ଼ିଶା ଯେଣୁ କୃଷିଭିତ୍ତିକ ରାଜ୍ୟ ସମସ୍ତେ ପ୍ରାୟ…
ଲେଖା: ଅମ୍ବରୀଶ ମଙ୍ଗରାଜ ~ ସ୍ମୃତିରେ ତଅପୋଇ ~ ସେଦିନ ରବିବାର ଛୁଟି, ତେଣୁ ଜାଣିଶୁଣି ଭାଇ ଓ ମୁଁ ଖଟରେ ପଡି ରହିଥିଲୁ ହେଲେ ବୋଉ ପାଟିକରି ଉଠେଇବାକୁ ଲାଗିଲା – ବାଡ଼ିରେ ଆଉ ଗୋଟେ ଫୁଲ ନାହିଁ ଘର ଦିଅଁ ପୂଜା ହେବେ କେମିତି ?? ତମେ ଦିଟା ବିଲ ବିକି…
ଲେଖା: ଶିଶିର ମନୋଜ ସାହୁ ~ ହଜିଯାଉଛି ଆମ ପରମ୍ପରା: ହାଣ୍ଡିଧୁଡୁ଼କା~ ଆମ ଅଞ୍ଚଳରେ ଵିଵାହୋତ୍ସଵ ଅଵସରରେ ହାଣ୍ଡିଧୁଡୁ଼କା ବୋଲି ଏକ ପରମ୍ପରା ପୂର୍ଵେ ଵିଶେଷ ଭାବରେ ପ୍ରଚଳିତ ଥିଲା । ହାଣ୍ଡିଧୁଡୁ଼କା ଵିଵାହ ଚତୁର୍ଥୀ ପରଦିନ କରାଯାଇଥାଏ । ଏହିଦିନ ବରର ଭଉଣୀ ଵା ଭାଉଜ ଗୋଟାଏ ହାଣ୍ଡିରେ ଖପରା ଓ ପାଉଁଶ ରଖି…
ସୌରଭିତ ସୃଷ୍ଟି: ଗଳ୍ପସମ୍ରାଟ ମନୋଜ ଦାସ ପ୍ରଥମ ଠାରୁ ଦ୍ଵାଦଶ ଶ୍ରେଣୀ ଓଡ଼ିଆ ସାହିତ୍ୟ ବହିଗୁଡି଼କ ମଧ୍ୟରେ କେଵଳ ପଞ୍ଚମ ଓ ଦ୍ଵାଦଶ ଶ୍ରେଣୀର ସାହିତ୍ୟ ବହିରେ ମନୋଜ ଦାସଙ୍କ ଦୁଇଗୋଟି ଗଳ୍ପ ସ୍ଥାନ ପାଇଛି । ପ୍ରୋକ୍ତ ‘ଉପଯୁକ୍ତ ବେଶ ପକାଇ ଆସ’ କାହାଣୀଟି ପଞ୍ଚମ ଶ୍ରେଣୀ ଓଡ଼ିଆ ସାହିତ୍ୟ ବହିରୁ ସଂଗୃହୀତ ।…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଆମ ଓଡ଼ିଆ ଶବ୍ଦ: ଲସି ! ଆଜି ଦହି, ଚିନି, ବରଫ କିଂଵା ପାଣିରେ ପ୍ରସ୍ତୁତ ପଶ୍ଚିମ ଭାରତୀୟ ପେୟ “ଲସ୍ସୀ” ସାରା ଵିଶ୍ଵରେ ଲୋକପ୍ରିୟ ହୋଇଅଛି । ପୂର୍ଵେ ଓଡ଼ିଶାରେ ଏ ଲସ୍ସୀ ଶବ୍ଦ ଚଳୁନଥିଲା କିନ୍ତୁ ଓଡ଼ିଶାର ଲୋକେ ବହୁପ୍ରାଚୀନ କାଳରୁ ଦହିରେ ଚିନି…
ଉପସ୍ଥାପନା: ଶିଶିର ସାହୁ ମନୋଜ ଵୈରୀଗଞ୍ଜନ ମହାନ୍ତି ଘୁମୁସରର ଅଧିଵାସୀ ଥିଲେ । ସେ ଅତ୍ୟନ୍ତ ଚତୁର, ଵିଚକ୍ଷଣ ଓ ଵୀର ଥିଲେ । ତାଙ୍କ ଗୁଣରେ ମୁଗ୍ଧ ହୋଇ ନୟାଗଡ଼ ରଜା ତାଙ୍କୁ ମନ୍ତ୍ରୀ କରି ନେଇଥିଲେ । ନୟାଗଡ଼ର ରାଣୀ ଥିଲେ ଘୁମୁସର ରାଜାଙ୍କର ସହୋଦରା ଭଗିନୀ । ସେ ଅତ୍ୟନ୍ତ ସୁନ୍ଦରୀ…
ଉପସ୍ଥାପନା: ଦେବାଶିଷ ସେନାପତି ଶୁଆଶାରୀ କଥା ପରି ଆମ ଲୋକ ସାହିତ୍ୟରେ ରହିଛି ଅନେକ କାହାଣୀ, ଯେମିତି ଚାରି ସୁନ୍ଦରୀ ଓ ମେଣ୍ଢା କଥା ଆମେ ହୁଏତ ସେ ସବୁକୁ ପୁସ୍ତକରେ ନ ପାଉ । ତେଣୁ ଏଠାରେ ଆମେ ପରଶିଦେଉଛୁ ସେଇ ଆଈମା’ କାହାଣୀ ଚାରି ସୁନ୍ଦରୀ ଓ ମେଣ୍ଢା କଥା । ~…
ଲେଖା: ଅକ୍ଷୟ ଓଝା ଦୂର ସମ୍ପର୍କକୁ ଚିଠି ମାଧ୍ୟମରେ ନିକଟ କରିବାର ମଣିଷ ସମାଜରେ ଚଳି ଆସୁଥିବା ଚଳନୀ ଆଉ ନାହିଁ । ଚିଠି, ଡାକଘର, ପୋଷ୍ଟକାର୍ଡ, ଲଫାପା, ତାର, ଅନ୍ତର୍ଦେଶୀୟ ପତ୍ର, ପୋଷ୍ଟ ପିଅନ ସବୁ ଯେମିତି ଅତୀତର ଗର୍ଭରେ ଲୁପ୍ତ ପାଇ ଗଲାଣି । ସମୟ ଥିଲା ମଣିଷ ଜୀବନର ସବୁଠୁ ଆବଶ୍ୟକ…
ଲେଖା: ଶ୍ରୀକାନ୍ତ ସିଂହ ~ ତା’ ସାଥେ ମୋର ଭାବ ~ ଏଇ ସନ ଦୋଳପୂର୍ଣ୍ଣିମାରେ ମୋର ଐତିହ୍ୟଦର୍ଶନ ବୁଲାରେ ମୁଁ ପିପିଲି ଜଟଣୀ ରାସ୍ତାରେ ଯାଇ ଚୁଡ଼ାଖିଆ ସୋମନାଥ, କାକୁଡ଼ିଆ ଗୋପୀନାଥ ଦେଖିଲା ପରେ ନିମାପଡ଼ା କାକଟପୁର ରାସ୍ତାରେ ଯାଇ ବୟାଳିଶବାଟିରେ ଗଙ୍ଗେଶ୍ୱରୀ ମନ୍ଦିର ବୁଲି ଦେଖିଲି l ସେଠାରୁ ଫେରିବା ବାଟରେ ଗୋପ…