Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
~ ଖଲ୍ଲିକୋଟ ଜଗନ୍ନାଥ ମନ୍ଦିର ~ ଗବେଷଣା ଓ ଉପସ୍ଥାପନା: ସନ୍ତୋଷ କୁମାର ପଟ୍ଟନାୟକ ଖଲ୍ଲିକୋଟ ଜଗନ୍ନାଥ ମନ୍ଦିରର ଇତିହାସ ଗଞ୍ଜାମ ଜିଲ୍ଲାର ରାଜନୈତିକ, ସାଂସ୍କୃତିକ ଓ ଧାର୍ମିକ ପରମ୍ପରା ସହ ଗଭୀର ଭାବେ ଜଡ଼ିତ। ଏହି ମନ୍ଦିର ଖଲ୍ଲିକୋଟର ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ହୋଇଥିଲା, ଯାହା ଓଡ଼ିଶାର ପୂର୍ବତନ ରାଜକୀୟ ଇତିହାସର ଏକ ଅଂଶକୁ…
~ ବଡ଼ମ୍ବାର ଜଗନ୍ନାଥ ମନ୍ଦିର ~ ଉପସ୍ଥାପକ: ଆୟୁଷ୍ମାନ ଆର୍ଯ୍ୟ ଓଡ଼ିଶାର ସଂସ୍କୃତି, ପରମ୍ପରା, ଲୋକବିଶ୍ୱାସରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନ ସର୍ବାଗ୍ରେ l ମହାପ୍ରଭୁଙ୍କୁ ନେଇ ଉତ୍କଳର ଜନଜୀବନ ଗତିଶୀଳ l ଉତ୍କଳର ପ୍ରାକ୍ତନ ଗଡ଼ଜାତ ଗୁଡ଼ିକରେ ଥିବା ପ୍ରାଚୀନ ଜଗନ୍ନାଥ ମନ୍ଦିର ଏହାର ଦ୍ୟୋତକ l କଟକ ଜିଲ୍ଲାର ବଡ଼ମ୍ବାଗଡ଼ ଓଡ଼ିଶାର ଛବିଶ ଗଡ଼ଜାତ…
~ ତ୍ରିଲୋଚନେଶ୍ୱର ମହାଦେବ ମନ୍ଦିର ~ ଲେଖା: ତ୍ରିଲୋଚନ ସ୍ୱାଇଁ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ। ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର। ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ କଳାରେ…
~ ରଘୁନାଥ ମଠ ~ ଲେଖା: ଶ୍ରୀକାନ୍ତ ସିଂହ ମହା ଐତିହ୍ୟକ୍ଷେତ୍ର କଟକ ସହରରେ ଯେଉଁ କେତୋଟି ପ୍ରାଚୀନ ମଠ ରହିଛି ତନ୍ମଧ୍ୟରେ ତୁଳସୀପୁର ମଠସାହିରେ ଥିବା ‘ରଘୁନାଥ ମଠ’ ହେଉଛି ଅନ୍ୟତମ। ଏହି ମଠର ଅବସ୍ଥିତିକୁ ନେଇ ସାହିର ନାମ ମଠସାହି ଏବଂ ସନ୍ଥ ତୁଳସୀଦାସଙ୍କ ଦ୍ୱାରା ମଠଟି ପ୍ରତିଷ୍ଠା ହୋଇ ଥିବାରୁ ଏହି…
~ ନାଭିଗୟା ଓ ବ୍ରହ୍ମାକୁଣ୍ଡ ~ ଲେଖା: ଶ୍ରୀକାନ୍ତ ସିଂହ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ବିରଜାଙ୍କ ବିଗ୍ରହକୁ ଅନୁଧ୍ୟାନ କରି ଐତିହାସିକ ଡ. କୃଷ୍ଣଚନ୍ଦ୍ର ପାଣିଗ୍ରାହୀ ଏହାଙ୍କୁ ଗୁପ୍ତଯୁଗୀୟ କଳାକୃତି ବୋଲି ମତ ଦିଅନ୍ତି। ଏହି ପବିତ୍ର କ୍ଷେତ୍ର, ବିରଜା କ୍ଷେତ୍ର, ଗଦାକ୍ଷେତ୍ର, ନାଭିଗୟା କ୍ଷେତ୍ର, ହରିହର କ୍ଷେତ୍ର, ବୈତରଣୀ ତୀର୍ଥ, ଯଜ୍ଞପୁର ବା ଯାଜପୁର…
~ ଗଙ୍ଗାମାଧବ ~ ଲେଖା: ଶ୍ରୀକାନ୍ତ ସିଂହ ଗଙ୍ଗାମାଧବ ! କୁରାଙ୍ଗ ଶାସନ ପଞ୍ଚାୟତର ଗଙ୍ଗେଶ୍ୱର ଗ୍ରାମରେ ଥିବା ଭଗବାନ ଶ୍ରୀକୃଷ୍ଣଙ୍କ ଅତୀବ କମନୀୟ ତଥା କାରୁକାର୍ଯ୍ୟପୂର୍ଣ୍ଣ ଖୁବ ସୁନ୍ଦର ପ୍ରତିମାଟିଏ ! ଏହି ପ୍ରତିମାଟିର ସୁକ୍ଷ୍ମ ତଥା ନିଖୁଣ କାରୁକାର୍ଯ୍ୟକୁ ଯେତେ ପ୍ରଶଂସା କଲେ ବି ତାହା କମ ହେବ l ସେ କାଳର…
~ ଦର୍ପଣୀ କୋଠି ~ ଲେଖା: ଶ୍ରୀକାନ୍ତ ସିଂହ ଅଶିଣର ବର୍ଷଣକ୍ଳାନ୍ତ ଶରଦ ପ୍ରାତଃ। ପଶ୍ଚିମାକାଶରେ ଅସ୍ତଗାମୀ ନିଷ୍ପ୍ରଭ ଶଶାଙ୍କ, ଆଉ ଉଦିତ ରବିଙ୍କ ରକ୍ତିମ ଆଭାରେ ଉଦ୍ଭାସିତ ପୂର୍ବାଚଳର ନିର୍ମଳ ଆକାଶ। ବୃନ୍ତଚ୍ୟୁତ ସଜଫୁଟା ଶୁଭ୍ର-ନାରଙ୍ଗୀ ଶେଫାଳୀ ସାଥେ ମଧୁମାଳତୀ, ତରାଟ, କନିଅର, ଟଗର, କାଠଚମ୍ପା, ମଲ୍ଲୀ, ଜୁହି-ଜାଇ, ହେନା, ସ୍ବର୍ଣ୍ଣଚମ୍ପା, ରଙ୍ଗଣୀ ଆଦି…
~ ପତିତପାବନ ଜଗନ୍ନାଥ ମନ୍ଦିର ~ ଲେଖା: ଶ୍ରୀକାନ୍ତ ସିଂହ “ପତିତ ଜନକୁ ଉଦ୍ଧରିବା ପାଇଁ ଉଡ଼ାଉ ଅଛ ପତାକା, ବାହୁ ଟେକି ତୁମ୍ଭେ ବସି ଚାହୁଁ ଚାହୁଁ ଵିପତ୍ତି କରୁଛି ଡକା ।। ନାଶ ଗଲେ ପଛେ ଥାଉ କି କରିବା କରୁଣା ଭଣ୍ଡାର ଫେଇ, ଦୁଖୀ ଗଲେ ନାଶ ଅର୍ଜିବା କି ଯଶ…
~ ସୋମେଶ୍ୱର ତୀର୍ଥ ଓ ମୁଦ୍ଗଳ ମାଧବ ~ ଲେଖା: ଅମୃତେଶ ଖଟୁଆ କାକଟପୁର-କୋଣାର୍କ ରାସ୍ତାରେ ଗଲା ବେଳକୁ ଦକ୍ଷିଣପୂର୍ବ ଦିଗକୁ ପ୍ରାୟ ଛଅ କିଲୋମିଟର ପରେ ପଡ଼ିବ ବାଜପୁର ଛକ । ମା’ ମଙ୍ଗଳାଙ୍କ ପୀଠରୁ ସଳଖ ପୂର୍ବ ଦିଗ ଅଭିମୁଖେ ଗସ୍ତ କରିଲେ ଆଗକୁ ସବ୍-ରେଜିଷ୍ଟ୍ରି କାର୍ଯ୍ୟାଳୟ ଓ ରାସ୍ତାର ବିପରୀତ ପଟେ…
~ ଗୋପୀନାଥପୁର ~ ଲେଖା: ଅମୃତେଶ ଖଟୁଆ ନାତିଦୂର ବିଜନତାରେ ସବୁଜ ପଲ୍ଲୀଭୂମି ଦେଇ ସେଦିନ ପହିଲି ଶ୍ରାବଣର ଆଗମନ । କଜଳ ମେଘ ଉହାଡ଼ରେ ଗୋଟାପଣେ ଆଚ୍ଛନ୍ନ ମେଦୂର ଗଗନର ନୀଳ ବର୍ଣ୍ଣରାଜି । ଗ୍ରାମର ପଥେ ପଥେ ପଡ଼ିଥିଲା ତିଳ-ତଣ୍ଡୁଳିତ ଖରା । ଏହାର ପଥରୋଧ କରୁଥିବା ଊର୍ଦ୍ଧ୍ବମୁଖ ତରୁ ତଳ ଛାୟାଘନ…