Physical Address
Sai Samarpanam, Satya Vihar, Bhubaneswar
ଲେଖା: ରବୀନ୍ଦ୍ର କୁମାର ରଣା କେଶରକ୍ଷେତ୍ର ଭାବେ ପରିଚିତ ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ନିକଟସ୍ଥ ଚଣ୍ଡେଶ୍ୱର ଗ୍ରାମରେ ଥିବା ଚଣ୍ଡେଶ୍ୱର ମହାଦେବ ମନ୍ଦିର ବା ଚଣ୍ଡିହର ମହାଦେବ ମନ୍ଦିର । ଇତିହାସର ତଥ୍ଯ ଅନୁସାରେ ସୋମବଂଶୀ ରାଜା ଦ୍ଵିତୀୟ ଯଯାତି ଯିଏକି ଚଣ୍ଡିହର ଦେବ ଓ ମହଶିବଗୁପ୍ତ ତୃତୀୟ ନାମରେ ମଧ୍ୟ ପରିଚିତ ତାଙ୍କ ରାଜତ୍ଵ…
ଲେଖା: ସଞ୍ଜୀବ ନନ୍ଦ ପଞ୍ଚଧାର, ପ୍ରକୃତିର ଲୀଳାୟିତ ବୈଚିତ୍ରମୟୀ ଅନନ୍ତ ସୃଷ୍ଟି ମଧ୍ୟରେ ପର୍ବତମାଳା ଅନ୍ୟତମ ଆକର୍ଷଣ । ଭୌଗୋଳିକ ଦୃଷ୍ଟିକୋଣରୁ ଉତ୍କଳ ଜନନୀର ମଧ୍ୟଭାଗରେ ଶୋଭା ପାଉଥିବା ଗିରିବର ପଞ୍ଚଧାର ପର୍ବତ, ଆଠମଲ୍ଲିକ ନିକଟସ୍ଥ ଚିରସ୍ରୋତା ପୁଣ୍ୟତୋୟା ମହାନଦୀର ଟିକରପଡା ସାତକୋଶିଆଠାରେ ମା’ ବିନିକେୟି ପୀଠଠାରେ ନଦୀ ଉପରେ ମୁଁଣ୍ଡଟେକି ଆବହମାନ କାଳରୁ ଦଣ୍ଡାୟମାନ…
ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ ନନ୍ଦପୁରର ବତ୍ରିଶ ସିଂହାସନ ଅବିଭକ୍ତ କୋରାପୁଟ ତଥାର ଓଡ଼ିଶାର ଅନ୍ୟତମ ଐତିହାସିକ ସ୍ଥଳ, ଯାହା ତ୍ରୟୋଦଶ ଶେଷ/ଚତୁର୍ଦଶ ଶତାବ୍ଦୀର ପ୍ରାରମ୍ଭରେ ଶିଳା ବଂଶୀୟ ନରପତିଙ୍କ ଦ୍ଵାରା ନିର୍ମାଣ ହୋଇଥିଲା। ଇତିହାସ କୁହେ, ଯେ ଖ୍ରୀଷ୍ଟପୂର୍ବ ୩୫୦ ବେଳେ ଏହି ଅଞ୍ଚଳ ମହାକାନ୍ତର ରୂପେ ପରିଚିତ ଥିଲା। ଖ୍ରୀଷ୍ଟାବ୍ଦ ୨୦ …
ଉପସ୍ଥାପନା: ଶିବାଶିଷ ମହାପାତ୍ର ଶଙ୍ଖ ଚକ୍ର ତ୍ରିଶୂଳ ଡମ୍ବରୁ ଖଡ଼ଗ ଖର୍ପର ଧାରିଣୀ ଧନୁର୍ବାଣ କୁଠାର ମଙ୍କୁଶ ଦାନବ କୁଳ ଛେଦିନୀ ଜଟାଜୁଟ ସୁଚାରୁ ମଣ୍ଡିତ ରକ୍ତବସ୍ତ୍ର ସୁମେ ଖଳା ଘୋର ଘର୍ଘର ଘୋର ଗର୍ଜିତଂ ଧୂମ୍ରଲୋଚନୀ ତ୍ରାହିମାଂ …. ଶୁକ ଗୌତମ ବ୍ରହ୍ମା ନାରଦ ବ୍ୟାସ କଶ୍ୟପ ଧ୍ୟାୟିନୀ ଇନ୍ଦ୍ର ଚନ୍ଦ୍ର କୁବେର ଦଶଦିଗପାଳ…
ଲେଖା: ଶିବାଶିଷ ମହାପାତ୍ର ଉତ୍କଳ ଏପରି ଏକ ପ୍ରଦେଶ ଯାହା ନିଜର କଳା, ସଂସ୍କୃତି, ପରମ୍ପରା ତଥା ସ୍ଥାପତ୍ୟ ପାଇଁ ପରିଚିତ। ଓଡ଼ିଶାର କୋଣ ଅନୁକୋଣରେ ଏପରି ଲୋକକଥା ତଥା ପରମ୍ପରା ସବୁ ଦେଖିବାକୁ ମିଳେ ଯାହାର କେବେହେଲେ ପୁନରାବୃତ୍ତି ଅନ୍ୟ କୌଣସି ସ୍ଥାନରେ ଦେଖିବାକୁ ମିଳେ ନାହିଁ । ଓଡ଼ିଶା ପ୍ରଦେଶର ଏକ ଛୋଟ…
ଲେଖା: ଅରବିନ୍ଦ ମହାନ୍ତି ଶ୍ରୀକ୍ଷେତ୍ରାଧିଶ୍ଵରୀ ଦେବୀ ବିମଳା ଓ କ୍ଷେତ୍ରାଧିଶ୍ବର ଜଗନ୍ନାଥ ହେଉଛନ୍ତି ଶଙ୍ଖକ୍ଷେତ୍ରର ପ୍ରାଣକେନ୍ଦ୍ର। ଦେବୀ ବିମଳା ଶ୍ରୀମନ୍ଦିର ପରିସରରେ ସିଦ୍ଧତମା ବେଶରେ ଦଣ୍ଡାୟମାନ ଭଙ୍ଗୀରେ ପୂଜିତା। ଏହି ପୀଠରେ ସତୀଙ୍କ ପାଦ ପତନ ହେଇଥିବାରୁ ଏହା ପ୍ରାଚୀନ ଶକ୍ତିପୀଠ ମଧ୍ୟରୁ ଅନ୍ୟତମ ଅଟେ ଏବଂ ଏହି ପାଦପୀଠ ପରମ ଗୋପନୀୟ ଓ ସିଦ୍ଧ…
ଉପସ୍ଥାପନା: ଇଂ ବିଷ୍ଣୁ ମୋହନ ଅଧିକାରୀ ନିଗାଡ଼ିଯେ ଏ ଜାତିର ଏ ଦେଶର ଅନ୍ଧ ରନ୍ଧ୍ରକୂପେ ଭରିଦେଲା ଆଲୋକର ଉଛ୍ୱlସ ପ୍ଲାବନ ସ୍ତରେ ସ୍ତରେ ।। ସହଜାତ ମୁକୁଟ ଓହ୍ଲାଇ ମାଥୁ ଯେ ଶିରେ ସାଦରେ ।। ଜନତାର ଶିରସ୍ତ୍ରାଣ ପିନ୍ଧି ଚଳାଇଲା ଜାତି ଚୈତ୍ର ରଥ ବିରଗର୍ଭା ବସୁନ୍ଧରା ଗର୍ଭେ ଆଜି ଏଠି ସେ…
ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ ଷୋଡଶ ଶତାବ୍ଦୀର ମଧ୍ୟଭାଗରେ ପୁରୁଣାପଟଣାରୁ ରାଜଧାନୀ ପୁଣ୍ୟପୀଠ ପାରଳାକୁ ସ୍ଥାନାନ୍ତର ପରେ ରାଜା ଗଜପତି ଅନନ୍ତପଦ୍ମନାଭ ଦେବଙ୍କ କାଳରେ ଅନେକ ମନ୍ଦିର ଓ ମଠ ନିର୍ମାଣ ହେଲା, ତନ୍ମଧ୍ୟରୁ ଲିହୁରୀ, ଭାଲେରୀ ଓ ପାରଳାର ଗୋପୀନାଥ ମନ୍ଦିର ଅନ୍ୟତମ। ଏକଦା ରାଜାଙ୍କୁ ସ୍ୱପ୍ନାଦେଶ ହୁଏ, ନିକଟବର୍ତ୍ତୀ ପଶ୍ଚିମ ବାତ୍ତିଲି…
ଲେଖା: ରବୀନ୍ଦ୍ର କୁମାର ରଣା ନୟାଗଡ ଜିଲ୍ଲା ଖଣ୍ଡପଡ଼ା ବ୍ଲକ୍ ଅନ୍ତର୍ଗତ କୋଶକା ପଞ୍ଚାୟତର ଅଁଳାପଟା ଗ୍ରାମରେ ରହିଛି ନବମ ଶତାବ୍ଦୀର ପ୍ରସିଦ୍ଧ ଯୋଗୀ ଯୋଗିଆଣି ବୌଦ୍ଧପୀଠ । ପାହାଡ଼ ଜଙ୍ଗଲ ଘେରା ସୁନ୍ଦର ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ପରିବେଶରେ ଏହି ବୌଦ୍ଧ ପୀଠଟି ଅବସ୍ଥିତ । ଗୋଟିଏ ଛୋଟିଆ ଆସ୍ଥାନ ଉପରେ ବିଭିନ୍ନ ମୁଦ୍ରାରେ ବସିଥିବା…
By: Rusiraj Pattanayak Have you ever seen a Maa Durga idol having four hands, armed with “trisul, khanda and kharpar” and seated on lion so calm, harmonious and cheerful ? She is our revered beloved Maa Ambika, the presiding deity…