Physical Address
Sai Samarpanam, Satya Vihar, Bhubaneswar

ଲେଖା: ତ୍ରିଲୋଚନ ସ୍ୱାଇଁ ~ ତେନ୍ତୁଳିପଦାର ବିଲ ଶାରଳା ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ…

ଲେଖା: ତ୍ରିଲୋଚନ ସ୍ୱାଇଁ ~ କୁଆଲୋ ଅଷ୍ଟଶମ୍ଭୁ ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ କଳାରେ…

ଲେଖା: ନିରଞ୍ଜନ ସାହୁ ~ ବିଶ୍ଵପ୍ରସିଦ୍ଧ ମହିମା ଗାଦି ଓ ଯୋରନ୍ଦା ମେଳା ~ ମଳୟ ଶିଖରୀ ଶିରୀ ଚୋରି କରି ବସିଲାଣି ମନ୍ଦ ସମୀର ସୁମନାକୁ ବାସ ଚୋରାଇ ନେବଟି ବୋଲି କହିଲାଣି ଭ୍ରମର । କେଶର କେଶରେ ହେଲାଣି ମଞ୍ଜୁଳ କେଶରେ ମଣ୍ଡନ କରିବା ଭଳିରେ ଫୁଟିଲାଣି କେତେ ବଞ୍ଜୁଳ । (ଲାବଣ୍ୟବତୀ/କବିସମ୍ରାଟ/ବସନ୍ତ…

ଲେଖା: କୈବଲ୍ୟ ପଣ୍ଡା ~ ସିଦ୍ଧେଶ୍ୱର ମହାଦେବ ~ ଏକ ଅଳସୀ ଶୀତୁଆ ଅପରାହ୍ନରେ ଆମେ ପହଂଚି ଯାଇଥିଲୁ ମହାନଦୀ ଉପତ୍ୟକାର ଅନୁଚ୍ଚ ପର୍ବତ ଶିଖରରେ ଥିବା ସିଦ୍ଧେଶ୍ଵର ମହାଦେବ ମନ୍ଦିରରେ। ଖୁବ୍ ସୁନ୍ଦର ଏଇ ଧବଳ ସିଦ୍ଧେଶ୍ୱର ମହାଦେବ ମନ୍ଦିରଟିର ଅବସ୍ଥିତି ହେଉଛି କଟକ ନରାଜ ଠାରୁ ତଳଘର ରାସ୍ତାରେ, ପାହାଡ଼ ପାଦଦେଶରେ ଥିବା…

ଲେଖା: ଦେଵ ତ୍ରିପାଠୀ ~ ତୀର୍ଥମଠ ~ ଅନ୍ତରଙ୍ଗ କଳିଙ୍ଗ ଐତିହ୍ୟ ଯାତ୍ରାର ପ୍ରାଥମିକ ରୂପରେଖ ପ୍ରସ୍ତୁତି ସମୟରେ #ଜଗତସିଂହପୁର ଜିଲ୍ଲାର ଐତିହ୍ୟସ୍ଥଳୀ ଗୁଡ଼ିକର ତାଲିକା ପ୍ରସ୍ତୁତି ପାଇଁ ଯେତେବେଳେ ସେଠାକାର ବନ୍ଧୁମାନଙ୍କୁ ଜିଜ୍ଞାସା କଲି, ସେମାନଙ୍କର କୁଣ୍ଠିତ ତଥା ନକରାତ୍ମକ ଉତ୍ତରରେ ବିସ୍ମିତ ହୋଇ ନ ଥିଲି ଆଦୌ ! ମନେ ପଡ଼ୁଥିଲା, #କଥାଶିଳ୍ପୀ…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଜିମିନି ମାଆ, ନିମ ଶାରଳା, ଚାମୁଣ୍ଡା ଏବଂ ତାରା ଦେବୀ ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି,…

ଲେଖା: ବନ୍ଧନ ଦଳେଇ ~ ଯାଜପୁର ବାସିନୀ ମା’ ବିରଜା ~ କରୁଣାର ଝରଣାରୁପେ ସର୍ବଜନଙ୍କଠାରେ କୃପା କରିଛନ୍ତି ମା’ କୃପାମୟୀ। ବିରଞ୍ଚିଙ୍କ ଯଜ୍ଞରୁ ଯାତ ମା’ ବିରଜା (ବିରଞ୍ଚି) ଅର୍ଥାତ୍ ବ୍ରହ୍ମାଙ୍କ (ଯାଗ) ଯଜ୍ଞରୁ ମା’ ବିରଜା ଜନ୍ମ ହୋଇଥିଲେ, ଏବଂ ରଜ, ତମ, ଗୁଣ ନଥାଇ ସତ୍ୱ ଗୁଣକୁ ଧରି ପରମ ବୈଷ୍ଣବୀ ରୁପେ…

ଲେଖା: ବନ୍ଧନ ଦଳେଇ ~ ଗୋପାଳଜୀଉ ମଠ ~ ବିପୁଳ ଓ ବ୍ୟାପକ ସନାତନ ଧର୍ମ କେଉଁ ଆବାହମାନ କାଳରୁ ଆର୍ଯ୍ୟଭୂମି ଭାରତରେ ଅନୁସୃତ ହୋଇଆସୁଛି ଏହି ଧର୍ମଧାରାକୁ ଅକ୍ଷୁର୍ଣ୍ଣ ଓ ଅବ୍ୟାହତ ରଖିବାପାଇଁ ମଠଗୁଡ଼ିକ ସର୍ବଦା ତତ୍ପର ରହିଆସିଛନ୍ତି । ଆଦି ଶଙ୍କରାଚାର୍ଯ୍ୟ ପ୍ରଥମେ ମଠସଂସ୍କୃତିର ପରିକଳ୍ପନା ଓ ପ୍ରତିଷ୍ଠା କରିଥିଲେ ବୋଲି ଐତିହାସିକ…

ଲେଖା: ଦେଵ ତ୍ରିପାଠୀ ~ କିଲା ଡାଳିଯୋଡ଼ା ~ ପ୍ରତି ମଣିଷର ଶୈଶବର ସ୍ମୃତିରେ ବିଜଡ଼ିତ କେତେ ରାଜା ଓ ରାଣୀଙ୍କ ଗାଥା ! ଇତିହାସ ପୃଷ୍ଠାରେ ହିଁ ରହିଯାଇଛି କେତେ କେତେ ସମ୍ରାଟ ଓ ସାମ୍ରାଜ୍ୟର କଥା ! ମ୍ଳାନ ଗୋଧୂଳିର ଅପରାହ୍ଣ ପରି କ୍ଷୀଣ, ଅତୀତର ସେହି ସମୟ ! ଜରାଜୀର୍ଣ୍ଣ ପଞ୍ଜୁରୀ…

ଲେଖା: ଶ୍ରୀକାନ୍ତ ସିଂହ ~ ପୂର୍ଵକଚ୍ଛର ଲକ୍ଷ୍ମୀନୃସିଂହ ମନ୍ଦିର ~ ପଞ୍ଚଦଶ ଶତାବ୍ଦୀର ଶେଷ ଭାଗ । ସୂର୍ଯ୍ୟବଂଶୀ ସମ୍ରାଟ #ପୁରୁଷୋତ୍ତମ_ଦେବ ମହାନଦୀର ଉତ୍ତର ତୀରବର୍ତ୍ତୀ ଅଞ୍ଚଳରେ ‘ଛଅଶହ ଭାଗ’ ଶାସନ ଓ ବହୁ ଜନବସତି ବସାଇଥିଲେ । ପ୍ରଜାମାନଙ୍କ ହିତ ପାଇଁ ଯେପରି ସେ ଏହି ଜନବସତି ଗୁଡ଼ିକରେ ଅଗଣିତ ପୁଷ୍କରିଣୀ ଖୋଳାଇଥିଲେ ଆଧ୍ୟାତ୍ମିକ…