Category ନୃତ୍ୟ ସଙ୍ଗୀତ

ଢୁମ୍ଫା 

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓ ସନ୍ତୋଷ ପଟ୍ଟନାୟକ ଢୁମ୍ପା ସଙ୍ଗୀତ ଗଞ୍ଜାମର ପ୍ରସିଦ୍ଧ ଲୋକକଳା । ଢୁମ୍ପା ସଙ୍ଗୀତର ଇତିହାସ ଜାଣିବାକୁ ହେଲେ ଆମକୁ ଅଷ୍ଟାଦଶ ଶତାବ୍ଦୀକୁ ଯିବା ପାଇଁ ପଡିବ। ଗଞ୍ଜାମର ବଡଖେମୁଣ୍ଡିରେ ୧୭୮୯ ମସିହାରେ ଜନ୍ମଗ୍ରହଣ କରିଥିଲେ ବାଣୀ ବରପୁତ୍ର କବିସୂର୍ଯ୍ଯ ବଳଦେବ ରଥ। ୧୮୪୫ ମସିହାରେ ତାଙ୍କର…

ମୋଗଲ ତାମସା

ଲେଖା: ଦେଵ ତ୍ରିପାଠୀ “ଵଉଳଗାଡିଆ ପଥର ଛାତିରେ ହସେ ଆମ ଚାରୁକଳା, ମୋଗଲ ତାମସା ସ୍ମୃତି ଓ ସଂସ୍କୃତି ଚିରକାଳ ମଧୁବୋଳା” । ଖାଇବର ଗିରିପଥ ଦେଇ ଭାରତକୁ ପ୍ରବେଶ କରି ପରାକ୍ରମୀ ବାବର ମୋଗଲ ସାମ୍ରାଜ୍ୟ ପ୍ରତିଷ୍ଠା କରିଥିଲେ । ସାମାଜିକ ଓ ପ୍ରଶାସନିକ ବ୍ୟବସ୍ଥାର ତଦାରଖ ତଥା ମୋଗଲ ଶାସନର ପ୍ରଭୁତ୍ୱ ବିସ୍ତାର…

ଭାରତଲୀଳା ଦୁଆରୀନାଟ

ତଥ୍ୟ ଓ ଉପସ୍ଥାପନା: ସନ୍ତୋଷ ପଟ୍ଟନାୟକ ଭାରତଲୀଳା ଗାରିମାମୟ ଗଞ୍ଜାମ ଜିଲ୍ଲାର ଏକ ପ୍ରସିଦ୍ଧ ଲୋକନାଟକ (ଲୀଳାନାଟକ ଶୈଳୀ) । ଏଥିରେ ମହାଭାରତ ଆଧାରିତ ପ୍ରସଙ୍ଗ ଅଭିନୀତ ହେଉଥିବାରୁ ଏହାକୁ ଭାରତଲୀଳା କୁହାଯାଏ । ଦୁଆରୀ ଚରିତ୍ରର ଗୁରୁତ୍ୱକୁ ନେଇ ଏହାକୁ ଦୁଆରୀନାଟ ମଧ୍ୟ କୁହାଯାଏ । ଏହାଛଡ଼ା ବିଷୟବସ୍ତୁ ଦୃଷ୍ଟିରୁ ଏହାକୁ ସୁଭଦ୍ରାହରଣ ନାଟ…

ଲୋକନାଟ୍ୟ ଲୋକନୃତ୍ଯ ଓ ଲୀଳାର ଭୂମି ଗଞ୍ଜାମ

ଲେଖା: ସନ୍ତୋଷ ପଟ୍ଟନାୟକ   ଗଞ୍ଜାମରେ ଅଷ୍ଟାଦଶ ଶତାଦ୍ଦୀର ପଞ୍ଚମ ଦଶକରୁ ବିଂଶ ଶତାବ୍ଦୀର ମଧ୍ୟଭାଗ ଯାଏଁ ଲୋକନାଟକର ପଦଚିହ୍ନ ଥିଲା । ଏହି ସମୟକୁ ଗଞ୍ଜାମ ଲୋକନାଟକର ସୁବର୍ଣ୍ଣ ଯୁଗ ବୋଲି କୁହାଯାଇପାରେ । ସବୁ ଗାଁରେ ମଠମନ୍ଦିର ଥିଲା । ପୂଜାପାର୍ବଣ ଅନୁଷ୍ଠିତ ହେଉଥିଲା । ଧର୍ମୀୟ ଉତ୍ସବରେ ଲୋକନାଟ୍ୟ ପରିବେଷିତ ହେଉଥିଲା…

ରାଧାପ୍ରେମ ଲୀଳା

ଲେଖା: ସନ୍ତୋଷ ପଟ୍ଟନାୟକ ଆବାହମାନ କାଳରୁ ସାମାଜିକ ଜୀବରେ ଲୋକନୃତ୍ୟ, ଲୋକସଙ୍ଗୀତ ଓ ଲୋକବାଦ୍ୟ ସର୍ବଦା ବିଶେଷ ଭୂମିକା ନେଇଆସିଛି । ବିଶେଷକରି ଦୈନନ୍ଦିନ ଜୀବନର ବ୍ୟସ୍ତତା ମଧ୍ୟରେ  କିଛି ଆନନ୍ଦ ଓ କିଛି ସାମାଜିକ ତୃଷ୍ଟି ନିମନ୍ତେ ସନ୍ଧ୍ୟାରେ ଗ୍ରାମ ଦାଣ୍ଡରେ, କୋଠଘରେ କିମ୍ବା ଭାଗବତ ଟୁଙ୍ଗୀରେ ଦାସକାଠୀ, ସଖିନାଟ, ଘୁଡ଼ୁକି, ପାଲା ଓ…

ରାବଣଛାୟା 

ଲେଖା: ଦେଵ ତ୍ରିପାଠୀ ଗାଁ ମୁଲକର ସଞ୍ଜ ସତରେ ନିଆରା, ଅଭୁଲା । ସାରାଦିନର ଅକ୍ଲାନ୍ତ ପରିଶ୍ରମ ପରେ ଘରକୁ ଫେରନ୍ତି ଚଷାଭାଇମାନେ, ଖଟିଖିଆ ମାନେ, ପକ୍ଷୀମାନେ ହୋଇ ଯା’ନ୍ତି ନୀଡ଼ ମୁହାଁ । ଘଣ୍ଟଘଣ୍ଟା ଓ କରତାଳ ମିଶା ହରିଭଜନ ଭାସିଆସେ ଅଦୂରର କେଉଁ ମନ୍ଦିର କି ଗ୍ରାମଦେବତୀ ପୀଠରୁ । ସହରରେ ସିନା…

ଡାଲଖାଇ

ଓଡ଼ିଶାରେ ଲୋକନାଟ୍ୟ, ନୃତ୍ୟ ପରମ୍ପରା ବହୁ ପୁରାତନ ଓ ପାରମ୍ପରିକ ଅଟେ।ଆମ ରାଜ୍ୟର ସଂସ୍କୃତି, କଳା ଓ ଧର୍ମଧାରଣାର ଏହା ଏକ ସମନ୍ୱିତ ରୂପବିଭବ। ସହସ୍ରାଧିକ ଲୋକମାନଙ୍କର ମନୋରଞ୍ଜନ ନିମନ୍ତେ ଉଦ୍ଦିଷ୍ଟ। ଗ୍ରାମବହୁଳ ଓଡ଼ିଶାର ଜୀବନଯାତ୍ରା ସହ ଜଡ଼ିତ ମେଳା ମହୋତ୍ସବ ମାନଙ୍କରେ ସାମୟିକ ଆନନ୍ଦ ପାଇଁ ଏହି ଲୋକନୃତ୍ୟ ମାନ ଅନୁଷ୍ଠିତ ହୋଇଥାଏ . .

ପ୍ରହ୍ଲାଦନାଟକ

ଗାଁରେ ତିନୋଟି ମନ୍ଦିର, ଗୋଟିଏ ପଟେ ମହାଦେବ, ଅନ୍ୟପଟେ ମହାବିଷ୍ଣୁ । ମନ୍ଦିର ଦୁଇଟିକୁ ଦେଖିଲେ ଗାଁଟିର ପ୍ରାଚୀନ ବାସ୍ତୁକଳାକୁ କାଳର ଅବକ୍ଷୟ ସ୍ପର୍ଶ କରି ନ ଥିବା ପରି ମନେହୁଏ । ହାତଗଣତି କେତୋଟି ପରିବାରକୁ ନେଇ ଗଢ଼ିଉଠିଥିବା ଲୋକସଂସ୍କୃତିର ମନ୍ଦିର "ପ୍ରହ୍ଲାଦନାଟକ ପୁଞ୍ଜା", ଏହା ହିଁ ସେ ଗାଁର ତୃତୀୟ ମନ୍ଦିର . .

ବାଘନୃତ୍ୟ

ଲେଖା: ଦେଵ ତ୍ରିପାଠୀ ମୟୁର କେଶ ତୋଳି ମୟୁରୀକୁ ପ୍ରଲୁବ୍ଧ କରେ, ସିଂହର କେଶର ତାକୁ ଦିଏ ପୁରୁଷାକାର, ଶୁଆର ହରିତପକ୍ଷ ଠାରୁ ପ୍ରଜାପତିର ବିଚିତ୍ର ରଙ୍ଗୀନ ଡ଼େଣା ଯାଏଁ ବର୍ଣ୍ଣବିଭା ଜଙ୍ଗଲରୁ ଜୀବନ ଆରମ୍ଭିଥିବା ମନୁଷ୍ୟକୁ ଯେପରି ମୁଗ୍ଧ ଓ ଆକର୍ଷିତ କରିଆସିଛି, କୋଇଲିର କୂଜନଠାରୁ ବାଘର ହେଣ୍ଟାଳ ତାକୁ କେବେ ବିଭୋର ତ…

ଦାସକାଠୀ

ତଥ୍ୟ ସଂଗ୍ରହ ଓ ଉପସ୍ଥାପନା: ଶିଶିର ସାହୁ ଓ ସନ୍ତୋଷ ପଟ୍ଟନାୟକ  ଆବାହମାନ କାଳରୁ ସାମାଜିକ ଜୀବନରେ ଲୋକନୃତ୍ଯ, ଲୋକସଙ୍ଗୀତ ଓ ଲୋକବାଦ୍ୟ ଇତ୍ୟାଦିର ସର୍ବଦା ବିଶେଷ ଭୂମିକା ନେଇଆସିଛି  । ଏ ଦିଗରେ ଗଞ୍ଜାମ ବହୁ ଆଗରେ ରହିଆସିଛି  ।  ଗଞ୍ଜାମ  ଜିଲ୍ଲାର ମୌଳିକ ନୃତ୍ୟାନୁଷ୍ଠାନ ରୂପେ ଦାସକାଠୀ ସୁପରିଚିତ । ଜିଲ୍ଲାର ଅନ୍ୟ …