Physical Address
Sai Samarpanam, Satya Vihar, Bhubaneswar

ଲେଖା: ଅରବିନ୍ଦ ମହାନ୍ତି ବିଗତ କିଛି ଦୁଇ ତିନି ଦଶନ୍ଧି ଧରି ଓଡ଼ିଶାରେ ପ୍ରସିଦ୍ଧି ଲାଭ କରିଥିବା ପର୍ବ ହେଉଛି ଶ୍ରାବଣ ସୋମବାର। ଉତ୍କଳ ପରମ୍ପରା କି ଦେବ ନୀତିରେ ସ୍ଥାନ ନ ପାଇ ମଧ୍ୟ ଏହା ଯେପରି ଶ୍ରାବଣ ମାସର ପର୍ବ ସହ ଅଭିନ୍ନ ଭାବେ ଯୋଡ଼ି ହୋଇଯାଇଅଛି। ଭାବ ଭକ୍ତିରେ ଏହି ଶ୍ରାବଣ…

ଲେଖା: ଅରବିନ୍ଦ ମହାନ୍ତି ଶ୍ରୀ ଶେଷନାଗ ଅନନ୍ତଙ୍କୁ ସମର୍ପିତ ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥି। ଏହା ଅନନ୍ତ ଚତୁର୍ଦ୍ଦଶୀ ନାମରେ ଖ୍ୟାତ। ସବୁ ଅବତାରରେ ଭଗବାନ ବିଷ୍ଣୁଙ୍କ ସହଚର ଭାବେ ଅନନ୍ତ ଦେବ ଜନ୍ମ ଗ୍ରହଣ କରିଥାନ୍ତି। ତେଣୁ ତାଙ୍କର ମହତ୍ତ୍ୱ ତ୍ରିଦେବଙ୍କ ପରି ଗୁରୁତ୍ୱପୂର୍ଣ୍ଣ ମନେ ହୁଏ। ମହାମୁନି କଶ୍ୟପଙ୍କ ଔରସରୁ ଏବଂ…

ଲେଖା: ବନ୍ଧନ ଦଳାଇ ଭାଦ୍ରବ ପୂର୍ଣ୍ଣିମାର ସଞ୍ଜ ନଇଁ ଆସିବ ସୂରୁଜ ଦେବତା ମା’ କୋଡକୁ ଯିବା ପରେ ପରେ । ସମୟ ସମୟରେ ମେଘମୁକ୍ତ ଥିବ ଆକାଶ, ପୁଣି ବେଳେ ବେଳେ ଖଣ୍ଡି ଖଣ୍ଡି ବାଦଲ ଆସି ଢାଙ୍କିଦେଉଥିବେ ଚନ୍ଦ୍ରମାଙ୍କୁ । ଛାଇଆଲୁଅର ଖେଳ ମଧ୍ୟରେ ସଂଧ୍ୟା ହେଉଥିବ ମନୋରମ, ସ୍ନିଗ୍ଧ, ଶୀତଳ ।…

ଲେଖା: ବନ୍ଧନ ଦଳାଇ ଯାତ୍ରା-ମହୋତ୍ସବ ଓ ପର୍ବପର୍ବାଣି ଅନୁଷ୍ଠାନ ମଧ୍ୟରେ ଯେ କୌଣସି ଜାତିର ଜାତୀୟଜୀବନ ଚିତ୍ର ପ୍ରତିଫଳିତ ହୁଏ, ଏବଂ ଏହାକୁ ଭିତ୍ତି କରି ଗଢିଉଠେ ପରମ୍ପରା, ଯାହାର ନିର୍ଯ୍ୟାସକୁ ନେଇ ସଂସ୍କୃତିରୂପ ଗ୍ରହଣ କରେ। ସେହି ଦୃଷ୍ଟିରୁ ବିଚାର କଲେ ଭାଦ୍ରବ ମାସରେ ଅନୁଷ୍ଠିତ ହେଉଥିବା ମା’ମଙ୍ଗଳାଙ୍କ ଖୁଦୁରୁକୁଣି ଓଷା। ଏହି ଓଷାର…

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ कश्यपोत्रिर्भरद्वाजो विश्वामित्रोथ गौतमः। जमदग्निर्वसिष्ठश्च सप्तैते ऋषयः स्मृताः॥ दहन्तु पापं सर्व गृह्नन्त्वर्ध्यं नमो नमः’॥ ଓଡିଶାର ପର୍ବପର୍ବାଣି ମଧ୍ୟରେ ଋଷି ପଞ୍ଚମୀ ଅନ୍ୟତମ। ଏହା ଭାଦ୍ରବ ଶୁକ୍ଳ ପକ୍ଷ ପଞ୍ଚମୀ ତିଥରେ ପାଳନ କରାଯାଏ। ଋଷି ପଞ୍ଚମୀ ବ୍ରତଟି ବିଶେଷଭାବେ ରଜରହିତ ନାରୀମାନେ ଋଷି ଆଶୀର୍ବାଦରେ …

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ ଲଙ୍ଗଳଧୁଆ ପୁନେଇଁ ଅବା ଗହ୍ମାପୂର୍ଣ୍ଣମୀ ଆମ ଓଡିଶାର ଏକ ପ୍ରାଚୀନ ପର୍ବ। ଏବେ ଜାଣିବା ଦକ୍ଷିଣ ଓଡିଶାର ପୁଣ୍ୟପୀଠ ପାରଳା ସହରର କିଛି ଦୃଶ୍ୟ। ଏହି ଦିନରେ ମହାପ୍ରଭୁ ବଳଭଦ୍ର ଜନ୍ମଗ୍ରହଣ କରିଥିଲେ। ଏହି ଦିନଟି ଭାରତ ବର୍ଷରେ ରକ୍ଷାବନ୍ଧନ ରୁପେ ପରିଚିତ। ତେବେ ଏହି ଦିନ…

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ ପୋଲରୀ ଅମାବାସ୍ୟା, ପତ୍ରପକା ଉଆଁସ, ବଜ୍ରମହାକାଳୀ ବ୍ରତ, ମହାଳୟା ବା ଭିକମଗା ଉଆଁସ ଆମ ଓଡ଼ିଶାର ଏକ ପ୍ରାଚୀନ ପର୍ବ। ଯାହା ଆଶ୍ୱିନ ଅମାବାସ୍ୟାରେ ପାଳନ କରାଯାଏ। ପୁତ୍ର ପୌତ୍ରଙ୍କ ଆୟୁ ଆରୋଗ୍ୟ କାମନା କରି ନାରୀମାନେ ଏହି ବ୍ରତ କରନ୍ତି। ଏହି ଦିନ ଘରର ଛୋଟ…

ଲେଖା: ଅରବିନ୍ଦ ମହାନ୍ତି କାର୍ତ୍ତିକ ମାସ ଏଭଳି ଏକ ମାସ ଯେଉଁଥିରେ ନିରାକାର ପରମେଶ୍ୱରଙ୍କ ସାକାର ରୂପ ଦର୍ଶନ ମିଳିଥାଏ। କାର୍ତ୍ତିକ କୃଷ୍ଣପକ୍ଷ ପ୍ରତିପଦ ଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ପ୍ରତ୍ୟହ ସକାଳଧୂପ ଓ ସନ୍ଧ୍ୟାଧୂପ ପରେ ତ୍ରିଭୁବନେଶ୍ୱର ମହାପ୍ରଭୁଙ୍କ ଦୁର୍ଲ୍ଲଭ ଦାମୋଦର ବେଶ ଅନୁଷ୍ଠିତ ହୋଇଥାଏ। ଏହି ବେଶରେ ତ୍ରିଭୁବନମୋହନ ଶ୍ରୀମୁଖ ସାଙ୍ଗକୁ ତ୍ରିନୟନ…

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ କଥାରେ ଅଛି ବାର ମାସେ ତେର ପର୍ବ, କିନ୍ତୁ ଦେଖିବାକୁ ଗଲେ ପ୍ରତ୍ୟେକ ମାସରେ ଓଡ଼ିଆ ଗୃହରେ ପାଳନ ହୋଇଥାଏ ଅତିକମ୍’ରେ ଚାରିଟିରୁ ପାଞ୍ଚଟି ପର୍ବ। ସମଗ୍ର ଓଡିଶାର ପର୍ବପର୍ବାଣି ପରୋକ୍ଷ କିମ୍ବା ପ୍ରତ୍ୟକ୍ଷ ଭାବରେ ଜଗନ୍ନାଥ ସଂସ୍କୃତି ଓ କୃଷିକାର୍ଯ୍ୟ ସହ ଜଡ଼ିତ। ଏପରି ଏକ ପର୍ବ…

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ ଆମ ଉତ୍କଳରେ ବାରମାସେ ତେର ପର୍ବ। ଏହା ସଭିଙ୍କୁ ଗୋଚର। ମହାପ୍ରଭୁ ଲୀଳାମୟ ଜଗନ୍ନାଥଙ୍କ ଅନେକ ପର୍ବ ମଧ୍ୟରୁ ତ୍ରିରାସ ଅନ୍ୟତମ । ତନ୍ମଧ୍ୟରୁ ଝୁଲଣ ଉତ୍ସବଟି ପ୍ରଧାନ। ବର୍ଷକରେ ଥରେ ଏହା ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ ପ୍ରତିପଦା ଯାଏଁ ପାଳନ ହୁଏ। ଏଥିରେ ସୁନ୍ଦର ଯୁଗଳ…