Physical Address
Sai Samarpanam, Satya Vihar, Bhubaneswar

ଘଣ୍ଟପାଟୁଆ ଲେଖା: ଅମୃତେଶ ଖଟୁଆ “ବରଗଛ ଘାଉଁ ଘାଉଁ, ଗାଉଣି ଭାଇକି ପଚାରୁ ଅଛି ଘଟ ଜନମିଲା କାହୁଁ । ଘଟ ଜନମିଲା ଈଶ୍ଵରଙ୍କ ଠାରୁ . . .” ଓଲଟ କଳସରେ ଚିତ୍ରିତ ଦେବୀଙ୍କ ପଞ୍ଚମୁଖୀ ଚଳନ୍ତି ଘଟ ସହ ସେଥିରେ ପବିତ୍ର ନଦୀ ଘାଟରୁ ପାଣି ତୋଳି ସୂର୍ଯ୍ୟ ଦେବତାଙ୍କର ଉପସ୍ଥିତିରେ ରାଉଳ…

~ ‘ଅଲାଗିପାଳି’ ଓ ମାଣବସା ଗୁରୁବାରର ‘ଧାନମାଣିକା’ ମାହାତ୍ମ୍ୟ ~ ଲେଖା: ଅମୃତେଶ ଖଟୁଆ ଉଜ୍ଜ୍ବଳ ସୁବର୍ଣ୍ଣମୟ ସୂର୍ଯ୍ୟାସ୍ତ ସହ ମାର୍ଗଶିର ମାସର ହେମନ୍ତ ଆକାଶ ସୁସଜ୍ଜିତ ହୋଇ ରହିଥାଏ ନବଶସ୍ୟର ଅମଳ ନିମନ୍ତେ । ରବି ଶସ୍ୟର ସବୁଜିମା କ୍ଷେତଗୁଡ଼ିକୁ ନିଆରା ରଙ୍ଗ ତୂଳୀରେ ବର୍ଣ୍ଣିଳ କରିସାରିଛି । ଏଥିରେ ଲକ୍ଷ୍ମୀ ଦେବୀଙ୍କର ସ୍ବର୍ଗୀୟ…

~ ଧାନମାଣିକା ଓଷା, ମାଣବସା ଗୁରୁବାର ~ ଲେଖା: ଅମୃତେଶ ଖଟୁଆ ପ୍ରଶାନ୍ତ ବନରାଜିନୀଳାର ଶ୍ୟାମଳ ପ୍ରକୃତିକୁ ଆଶ୍ରୟ କରି ଆର୍ଯ୍ୟେତର ବନବାସୀ ସମାଜର ଉପକ୍ରମ ସଙ୍ଗେ ପ୍ରାଚୀନ ଆରଣ୍ୟକ ଜନବସତିଠାରୁ ପୁନଶ୍ଚ ପୃଥକ ହୋଇ କ୍ରମେ ଦ୍ରାବିଡ଼ାଦି ଗଣଙ୍କ ଆଗମନରୁ ସାମୂହିକ ଜନସମାଜ ମଧ୍ୟରେ ଅରଣ୍ୟଜୀବୀ ଓ ଆର୍ଯ୍ୟ ପ୍ରଭୃତି ରାଜକୀୟ ବର୍ଗ ଏକତ୍ର…

~ ବଳରାମ ଦାସ କୃତ ‘ଲକ୍ଷ୍ମୀ ପୁରାଣ’ର ସାଂସ୍କୃତିକ ଭୂମିକା ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରନ୍ତି, ଯାହା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ…

~ ଚିତୋଉ ପିଠା ~ ଲେଖା: ଅମୃତେଶ ଖଟୁଆ ସିନ୍ଦୂରା ଫାଟିବା ସହିତ ଫୁଟି ଉଠିବ ଶୂନ୍ୟ ତରା । ନବ ଊଷସୀର ଦେଦୀପ୍ୟ ଆଲୁଅ ପସରା ଦିଗବିଦିଗ ବିଛୁରି ଯିବ । ସତେ ଅବା ସେ ବିପୁଳ ରଶ୍ମିରାଶିରେ ନୁଆଁଣିଆ ଆକାଶରେ କେତେ ପୁଲକ, କେତେ ଉତ୍ସାହ । ସେହି ଆଲୁଅରେ ଆଲୋକିତ ଆଜି…

~ ମାଣବସା ଗୁରୁବାର ~ ଉପସ୍ଥାପନା: ଅମୃତେଶ ଖଟୁଆ ଲକ୍ଷ୍ମୀ ମାଆ ଦେଖିଲେ ଯାଇ ନଗରୀ-ପ୍ରାନ୍ତରେ ଚଣ୍ଡାଳର କୁଟୀରଟିଏ ଅତୁଳ ଛବି ଧରେ । ଗୋମୟ ଲିପା ଅଗଣାତଳ ଦିଶୁଚି କେଡ଼େ ସୁନିରିମଳ ନୟନ ମନ ନେଉଚି ହରି ପିଠଉ-କମ-ଝୋଟି ଶତେକ ଦଳେ ହୋଇଚି ଲେଖା ପଦ୍ମଫୁଲ ଗୋଟି । (ଛନ୍ଦକବି ରାଧାମୋହନ ଗଡ଼ନାୟକଙ୍କ ‘ଶ୍ରୀୟା…

ଗବେଷଣା ଓ ଉପସ୍ଥାପନା: ଡ. ବାୟାମନୁ ଚର୍ଚି ଘୁଡ଼ୁକି ଏକ ବାଦ୍ୟ । ପତର ସଉରା ଓ କେଳା ସମ୍ପ୍ରଦାୟର ଲୋକେ ପୂର୍ବେ ଏକ ବାଦ୍ୟଯନ୍ତ୍ରକୁ ବ୍ୟବହାର କରି, ଗୀତ ଗାଇ ଗାଇ, ଗାଁ ଗାଁ ବୁଲି ବୁଲି ଭିକ୍ଷା କରୁଥିଲେ । ଏହି ଘୁଡ଼ୁକି ବଜାଇଲେ ଘୁ.ଡୁ. . . ଘୁଡୁ ଶବ୍ଦ ସୃଷ୍ଟି…

ଲେଖା: ନିରଞ୍ଜନ ସାହୁ ~ ମହିମା ମେଳା ~ ଯାହା ମନେପଡ଼େ ଏମିତିରେ ପ୍ରାୟ ଅନେକ କିଛି ବର୍ଷ ତଳର କଥା। ଭାରି ସୁକୁମାରିଆ ପିଲାଦିନ ସେତେବେଳେ। ଗାଁ ମାନଙ୍କର ପରିବେଶ ଆଉ ଏବର ଦିନ ଭିତରେ ଯେମିତି ଯୋଜନ ବ୍ୟାପୀ ଫରକ । ସେ ସମୟର କଥା କେତେ ସୁନ୍ଦର ଥିଲା ସତେ !…

Dipak Samantarai ~ Chhinnamasta Kali ~ Near the embankment of river Kathjodi, at Bakhrabad, Cuttack, idol of #ChhinnamastaKali, is being worshipped for more than six decades. This has given the area a distinct identity. No one is sure how it…

Dipak Samantarai ~ Raja: Festival of Fertility ~ Celebrated in the month of June, from 14th to 17th, after a spell of dry summer. Raja (Odia:ରଜ) marks the onset of the long awaited monsoon. Odisha, a predominantly agrarian state, celebrates…