Physical Address
Sai Samarpanam, Satya Vihar, Bhubaneswar

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓ କଵି ସନ୍ତୋଷ ପଟ୍ଟନାୟକ ପଶ୍ଚିମ ଓଡ଼ିଶାରେ ଗଉଡ଼ଶ୍ରେଣୀୟ ଗ୍ରାମସେଵକଙ୍କୁ ‛ନରିହା’ କୁହାଯାଉଥିଲା ଏଵଂ ଏ ଶବ୍ଦର ଓଡ଼ିଆ ମାନକୀକରଣ ‛ନରିଆ’ ସାହିତ୍ୟରେ ମଧ୍ୟ ଵ୍ୟଵହୃତ ହୋଇଛି । ରାଜାମାନଙ୍କ ନଅରକୁ ପାଣି ବୁହାଇବା ଗଉଡ଼କୁ ପଶ୍ଚିମ ଓଡିଶାରେ ନରିଆ ଓ ପୂର୍ଵାଞ୍ଚଳରେ ପାଣିଆଁ ଗଉଡ଼ କୁହାଯାଉଥିଲା…

ଲେଖା: ଶିଶିର ସାହୁ ମନୋଜ “ଦାରୁ” ଭାରୋପୀୟ ଭାଷାପରିଵାରର ଶବ୍ଦ ନା ଏକ ଆଷ୍ଟ୍ରୋଏସୀୟ ଶବ୍ଦ ? ଖଡି଼ଆ, ମୁଣ୍ଡା ଓ ହୋ ଆଦି ଜନଜାତୀୟ ଭାଷାରେ ଗଛକୁ ଦାରୁ କୁହାଯାଏ ବୋଲି କିଛି ଲୋକ ଭାଵନ୍ତି ଏହି ଦାରୁ ଶବ୍ଦଟି ଜନଜାତୀୟ ମୂଳର ଶବ୍ଦ ହୋଇଥିଵ । ତେବେ ଋକଵେଦ ଓ ମହାଭାରତ ଇତ୍ଯାଦି…

ଉପସ୍ଥାପନା: ଶିଶିର ସାହୁ ମନୋଜ ସ୍ଵର୍ଗଲୋକରେ ବସନ୍ତକ ଗନ୍ଧର୍ବର ସୁରେଖା ଅପ୍ସରା ପ୍ରତି ଅନୁରାଗ ଉତ୍ପନ ହେଲା । ଦିନେ ଯେବେ ସେ ଦିହେଁ ପରସ୍ପର ପ୍ରୀତି ବାର୍ତ୍ତାଳପରେ ନିମଗ୍ନ ଥିଲେ ଦେବରାଜ ଇନ୍ଦ୍ର ସୁରେଖା ଅପ୍ସରାକୁ ନୃତ୍ୟ ହେତୁ ସ୍ମରଣ କଲେ । ବସନ୍ତକର କାନ୍ତା ବିନା ବିରହ ବେଦନା ଅସହ୍ୟ ହେଲାରୁ ସେ…

ଲେଖା: ଶିଶିର ସାହୁ ମନୋଜ ବ୍ରେକ୍’ର ଆଵିଷ୍କାର କିଏ କରିଥିଲା ପଚାରିଲେ ଲୋକେ କହିଵେ ପାଶ୍ଚାତ୍ୟ ଦେଶର ଲୋକେ କିନ୍ତୁ ଆମ ଦେଶର ବହୁତ ଅଳ୍ପ ଲୋକଙ୍କୁ ଜଣାଥିଵ ଯେ ଶ୍ରୀମନ୍ଦିରର ରଥଗୁଡି଼କରେ ସହସ୍ରାଧିକ ଵର୍ଷ ଆଗରୁ ରହିଆସିଛି ଏହି ବ୍ରେକ୍ ଵ୍ଯଵସ୍ଥା । ରଥରେ ଥିଵା ଏହି ବ୍ରେକ୍’କୁ ଆମ ଭାଷାରେ କୁହାଯାଏ ହଡ଼ିକାଠ…

ଲେଖା: ଶିଶିର ସାହୁ ମନୋଜ ପ୍ରାଚୀନ କାଳରୁ ଓଡ଼ିଆରେ ପ୍ରଚଳିତ ହିଁ ନୁହେଁ ଵରଂ ଅତି ପ୍ରଚଳିତ ହୋଇ ଆସିଛି ବୋଇତ ଶବ୍ଦ । ଭାରତର ଅନ୍ୟ କୌଣସି ପ୍ରାଦେଶିକ ଭାଷାରେ ଏହି ଶବ୍ଦ ନାହିଁ । ୧. ହିନ୍ଦୀରେ – ନୈହର, ନୟା, କସ୍ତୀ, କିସ୍ତୀ ଶବ୍ଦ ରହିଛି ୨. ବଙ୍ଗଳାରେ ତୋରୀ, ଡୋଙ୍ଗା,…

ଉପସ୍ଥାପନା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷବେଳକୁ ଭାରତରେ ନବଯୁଗର ପ୍ରବର୍ତ୍ତନ ହେଲା କହିଲେ ଅତ୍ୟୁକ୍ତି ହେବନାହିଁ । ଶିକ୍ଷାର ପ୍ରସାର, ଗମନାଗମନର ସୁବିଧା, ଡାକବ୍ୟବସ୍ଥାର ଉନ୍ନତି, ମୁଦ୍ରଣଯନ୍ତ୍ରର ସ୍ଥାପନ ହେତୁ ବିଭିନ୍ନ ଅଞ୍ଚଳର ଅଧିବାସୀଙ୍କ ମଧ୍ୟରେ ମାନସିକ ନୈକଟ୍ୟ ସ୍ଥାପିତ ହେଲା । ସାମାଜିକ ଦୃଷ୍ଟିଭଙ୍ଗୀରେ ପରିବର୍ତ୍ତନ ସଞ୍ଚାରିତ ହେବା ସହ ଜାତିଗତ ବନ୍ଧନ,…

ଲେଖା: ନିରଞ୍ଜନ ସାହୁ ବିଂଶ ଶତାବ୍ଦୀର ପ୍ରଥମ ଭାଗ ଓଡ଼ିଶାରେ ରେନେସାଁ କାଳର ଏକ ଉଲ୍ଲେଖନୀୟ ସମୟ । ଭାଷାଭିତ୍ତିରେ ରାଜ୍ୟ ଗଠନର ଆବଶ୍ୟକତା ଯେତିକି ଥିଲା, ସେତିକି ଥିଲା ଭାଷାକୁ ଭାରତୀୟ ସାହିତ୍ୟରେ ଉପଯୁକ୍ତ ମାନ୍ୟତା ଦେବା ପାଇଁ ସାଂସ୍କୃତିକ ଆନ୍ଦୋଳନ । ନଅଙ୍କ ଦୁର୍ଭିକ୍ଷ ପରେ ଆରମ୍ଭ ହୋଇଥିବା ଜାଗରଣ ଆହୁରି ଆଗକୁ…

ଲେଖା: ନିରଞ୍ଜନ ସାହୁ ମହର୍ଷି ବ୍ୟାସଦେବକୃତ ଶ୍ରୀମଦଭାଗବତ ସଂସ୍କୃତ ବାଙମୟ ମଧ୍ୟରେ ଏକ ପରମୋତ୍କୃଷ୍ଟ ପରିଣତି । ଏହାର ଆଧ୍ୟତ୍ମିକ ଓ କାବ୍ୟିକ ମୂଲ୍ୟବୋଧ ତଥା ଏଥିରେ ବର୍ଣ୍ଣିତ ସାଧନାଭକ୍ତି, ଜ୍ଞାନ, ବୈରାଗ୍ୟ, ସମାଜ ଗଠନ ପ୍ରଣାଳୀ ପ୍ରଭୃତି ସମଗ୍ର ବିଶ୍ବ ପାଇଁ ଅତ୍ୟନ୍ତ ଉପାଦେୟ । ମାନବର ପରମ କଲ୍ୟାଣ ନିମନ୍ତେ କୃଷ୍ଣଦ୍ଵୈପାୟନ ବ୍ୟାସଦେବ…