Category ଆମ ଭାଷା ଓ ସାହିତ୍ୟ

ଆମ ଢଗଢମାଳି

ଗବେଷଣା: ଶିଶିର ସାହୁ ମନୋଜ ଆମ ଢଗଢମାଳି ! ଆମ ଭାଷା ସାହିତ୍ୟର ଅମୁଲ୍ୟ ବିଭବ ! “ଚାନ୍ଦରେ  କଳଙ୍କ ସୂରୁଜ ଖୁଣଲୋ ଦରିଅା  ପାଣିତ ଲୁଣିଅା କିଏ ଅକଳଙ୍କୀ ରହିଛି ଏଡେଲୋ ହୋଇକି ଅନ୍ଧାରକଣିଅା  ।” ଚନ୍ଦ୍ର  ଶୀତଳତା  ପ୍ରଦାନ  କରେ,  କିନ୍ତୁ ତା’  ଦେହରେ  ଦାଗ।  ସୂର୍ଯ୍ୟ  ବିନା  ଜୀବଜଗତ ତିଷ୍ଟିବା ଅସମ୍ଭବ।…

ଉତ୍କଳ

ତଥ୍ୟ ଓ ଗବେଷଣା: ଶିଶିର ସାହୁ ମନୋଜ ଏ ମାଟିର ଅନେକ ନାମ ତନ୍ମଧ୍ୟରେ କଳିଙ୍ଗ, ଉତ୍କଳ ଓ ଓଡ଼ିଶା ନାମ ସର୍ଵତ୍ର ଲୋକପ୍ରିୟ । ଅଖଣ୍ଡ ଓଡ଼ିଶା ଵା କଳିଙ୍ଗର ଅର୍ଦ୍ଧେକ ଭାଗ ଆଜି ଆଧିକାରିକ ଓଡ଼ିଶା ରାଜ୍ୟ ଭାଵରେ ଜଣାଶୁଣା । ସେଇ କଳିଙ୍ଗର ଆଉ ଏକ ସାହିତ୍ୟିକ—ଵୈଜ୍ଞାନିକ ନାମ ହେଲା ଉତ୍କଳ…

ଉତ୍କଳ ବନ୍ଦନା

ସୌରଭିତ ସୃଷ୍ଟି: ଉତ୍କଳଭାରତୀ ଭାରତ କବିନେତ୍ରୀ ଡାକ୍ତର କୁନ୍ତଳା କୁମାରୀ ସାବତ ଉତ୍କଳ ଜନନୀଙ୍କ ପାଦବନ୍ଦନା କରିବାରେ କେବେ ହେଳା କରିନାହାଁନ୍ତି ଉତ୍କଳୀୟ କବିବୃନ୍ଦ ! କବିସମ୍ରାଟଙ୍କ ଠାରୁ ଗଣକବିଙ୍କ ଯାଏଁ ଜନନୀଙ୍କ ଗାରିମା ଖାଇବାରେ ନିଜକୁ ଭାଗ୍ୟଶାଳୀ ମନେ କରିଛନ୍ତି ! ତେବେ ‘ଉତ୍କଳ ବନ୍ଦନା’ ଟିଏ ରଚିଛନ୍ତି ଆମର ଉତ୍କଳ ଭାରତୀ ଭାରତ…

ଦଧିଚି

ସୌରଭିତ ସୃଷ୍ଟି: ଜାତୀୟ କବି ବୀରକିଶୋର ଦାସ ଭାରତବର୍ଷରେ ମୁକ୍ତି ସଂଗ୍ରାମର କାହାଣୀ ଯେପରି ଅଶ୍ରୁଳ ଓ ବେଦନାଦାୟକ, ସେହିପରି ରୋମାଞ୍ଚକର ଓ ପ୍ରେରଣାପ୍ରଦ । ସ୍ବାଧୀନତା ପ୍ରାପ୍ତିର କେଇ ଦଶନ୍ଧି ମଧ୍ୟରେ ସେ ସଂଗ୍ରାମ ଓ ତ୍ୟାଗର ଇତିହାସ ଆଜି ବିସ୍ମୃତ । କିନ୍ତୁ ଦିନେ ଦେଶର ମୁକ୍ତି ପାଇଁ ବହୁ ଉଚ୍ଚଶିକ୍ଷିତ ନିଜ…

ପଣ୍ଡିତ ଗୋପୀନାଥ ନନ୍ଦଶର୍ମାଙ୍କ ସୂକ୍ତି

ଉପସ୍ଥାପନା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାର ପ୍ରଥମ ଭାଷାଵିତ୍ ପଣ୍ଡିତ ଶ୍ରୀ ଗୋପୀନାଥ ନନ୍ଦଶର୍ମାଙ୍କ ଭାଷା ସମ୍ବନ୍ଧୀୟ ଅମର ଯଥାର୍ଥ ଵିଚାର । ନିମ୍ନରେ ପ୍ରଦତ୍ତ ସମସ୍ତ ସୂକ୍ତି ଶ୍ରୀ ନନ୍ଦଶର୍ମାଙ୍କ “ଓଡି଼ଆ ଶବ୍ଦ ସନ୍ଦର୍ଭ” ପ୍ରବନ୍ଧରୁ ଉଦ୍ଧାର କରାଗଲା ।  ୧. ସଂସ୍କୃତରୁ ଵିକୃତିପ୍ରାପ୍ତ ପ୍ରାକୃତ ଶବ୍ଦାଦି ଓଡ଼ିଆରେ ଯେତେ ଵ୍ଯଵହୃତ, ଅନ୍ଯ…

ଗରିବ ପୁଅ

ସୌରଭିତ ସୃଷ୍ଟି: ଉତ୍କଳଚନ୍ଦ୍ର ପଣ୍ଡିତ ଉପେନ୍ଦ୍ର ତ୍ରିପାଠୀ ପଣ୍ଡିତ ଉପେନ୍ଦ୍ର ତ୍ରିପାଠୀ ଓଡ଼ିଆ ସାହିତ୍ୟର ଜଣେ ପ୍ରଖ୍ୟାତ କବି । ଓଡ଼ିଆ ଶିଶୁ ସାହିତ୍ୟ ରଚନା କ୍ଷେତ୍ରରେ ସେ ଥିଲେ ଅନ୍ୟତମ ବତୀଖୁଣ୍ଟ ସଦୃଶ। ଡ. ମାୟାଧର ମାନସିଂହଙ୍କ ଭାଷାରେ “ଉପେନ୍ଦ୍ର ତ୍ରିପାଠୀ ଓଡ଼ିଆ ସାହିତ୍ୟର ଅନାବାଦୀ ଜମିକୁ ଚାଷ କରି ଏକ ଉତ୍ତମ ଖଳାରେ…

‘ଆଶା’ ଓ ‘ଆସା’

ଗବେଷଣା: ଶିଶିର ସାହୁ ମନୋଜ “ଉଠି ଯେହ୍ନେ ଜଳଧର ପଶ୍ଚିମ-ଆଶାରେ, ଅସ୍ତାଚଳ ପ୍ଳାଵିଦିଏ ଅଜସ୍ର-ଆସାରେ ।।” ସ୍ବଭାଵକଵି ଗଙ୍ଗାଧର ମେହେର ତାଙ୍କ ତପସ୍ଵିନୀ କାଵ୍ଯର (ସୀତା) ପ୍ରଥମ ସର୍ଗରେ ଏହି ପଦ ମଧ୍ୟରେ ଦୁଇଗୋଟି ‘ଆଶାରେ’ ଓ ‘ଆସାରେ’ ଶବ୍ଦ ଵ୍ଯଵହାର କରିଅଛନ୍ତି । ତାହେଲେ କ’ଣ ଆମ ଭାଷାରେ ଦୁଇଗୋଟି ଆଶା ଓ ଆସା…

ଶ୍ରୀ ମଧୁସୂଦନ ଦାସ କେ.ସି.ଆଇ.ଇ

ସୌରଭିତ ସୃଷ୍ଟି: ଜ୍ଞାନସିଦ୍ଧ ବ୍ୟାସକବି ଫକୀରମୋହନ କିଏ କହେ ତାଙ୍କୁ ଶତାବ୍ଦୀର ସୂର୍ଯ୍ୟ, କିଏ କହେ ଜାତି ଐରାବତ, କିଏ କହେ ଉତ୍କଳଗୌରବ, କିଏ କହେ ଓଡ଼ିଶାର ମୁକୁଟବିହୀନ ସମ୍ରାଟ, କିଏ କହେ ଏଜାତି ଗାଲମାଧବ, କିଏ କେତେ କ’ଣ ଉପାଧି/ନାମରେ ନାମିତ କରାନ୍ତି ସେହି ଉତ୍କଳ ଖଣ୍ଡର ଅଗ୍ରସାରଥୀଙ୍କୁ ! ତେବେ ଏ ଜାତିର…

୧୫ ଅଗଷ୍ଟ ୧୯୪୭

~ ୧୫ ଅଗଷ୍ଟ ୧୯୪୭ ~ ସୌରଭିତ ସୃଷ୍ଟି: ପଦ୍ମଶ୍ରୀ ଡ. ସଚ୍ଚି ରାଉତରାୟ ଦୀର୍ଘ ଶତାବ୍ଦୀର ଔପନିବେଶିକ ଶାସନାଧୀନ ରହି ନାନାବିଧ ଘଟଣାଘଟଣରେ ଭାରତୀୟ ସଭ୍ୟତାର ପଟ୍ଟପରିବର୍ତ୍ତନ ହେଇ ସାରିଥାଏ। ପ୍ରଥମେ ଦୁର୍ଦ୍ଧର୍ଷ ଜେନେରାଲ୍ ରବର୍ଟ କ୍ଲାଇଭଙ୍କ ସହ ମିଶି ବିଶ୍ଵାସଘାତକ ସାଜିଥିଲେ ମୀର୍ ଜାଫର୍, ବଙ୍ଗ ନବାବଙ୍କ ସେନାଧ୍ୟକ୍ଷ। ଏହି ବିଶ୍ଵାସଘାତକର ରାଜ୍ୟ-ପିପାସାର…

ଚରମପତ୍ର

~ ଚରମପତ୍ର ~ ସୌରଭିତ ସୃଷ୍ଟି: ବିପ୍ଳବୀ କବି ରବି ସିଂ ଚରମ ପତ୍ର ଦେଲି ଭଗବାନ, ଚରମ ପତ୍ର ଘେନ!              ଆଗାମୀ ଚବିଶ ଘଣ୍ଟା ଭିତରେ             ଆଗାମୀ କାଲିର ଏହି ପ୍ରଭାତରେ ଖାଲିକର ତମେ ଗୋଲୋକ-ସିଂହାସନ              ଘେନ ଭଗବାନ, ଚରମ ପତ୍ର ଘେନ।ଛାଡିଦିଅ ତୁମ ହାତରୁ ବିଶ୍ଵ-ସଂସାର-ଦଣ୍ଡ, ଡୋରି! ନହେଲେ…