Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ କଟକ ଶବ୍ଦର ବ୍ୟାଖ୍ୟା: କଟ=ବେଷ୍ଟନ କରିବା+କର୍ତ୍ତୃ. ଅକ ଏ ଶବ୍ଦର ସଂସ୍କୃତ ବିଶେଷ୍ୟ ହିସାବରେ ଯେଉଁ ଅର୍ଥ ସବୁ ଭାଷାକୋଷରେ ଅଛି ତାହା ଏଠାରେ ଦିଆଗଲା …. ୧●ସାନୁ; ପର୍ବତର ମଧ୍ୟଦେଶ★ ୨● ବଳୟ; ହାତଖଡ଼ୁ ୩●ଗୋଡ଼ଖଡ଼ୁ ୪●ଚକ୍ର ★ ୫● ନଗର; ରାଜଧାନୀ★ ୬●ସୈନ୍ୟ★ ୭●…
ସେ ଥିଲେ ଓଡ଼ିଆ ଜାତୀୟ ଜୀବନର ମନ୍ତ୍ରଦାତା, ଦିଗହରା ଓଡ଼ିଆ ଜନଜୀବନର ମୁକ୍ତିଦାତା। ପ୍ରାତଃସ୍ମରଣୀୟ ତ୍ରାଣକର୍ତ୍ତା । ଅସ୍ମିତା ଓ ସ୍ବାଭିମାନର ସିଂହପୁରୁଷ । ସେ ଥିଲେ ଏ ଜାତି ଓ ମାଟିର ଗୌରବ । ପୁଣି ଆପଣା ମାଟିର ଯଶଗୌରବର ମାର୍ଫତଦାର, ପ୍ରଭାବଶାଳୀ ପ୍ରତିନିଧି । ସେ ଥିଲେ ମାଟିର ସେନାପତି, ଅଦମନୀୟ ଯୋଦ୍ଧା । ଓଡ଼ିଶା ଏବଂ ଓଡ଼ିଆଙ୍କ ସ୍ବାର୍ଥରକ୍ଷା ଥିଲା ତାଙ୍କ ଜୀବନର ବ୍ରତ । ଏହି ଜାତି, ମାଟିର ଉତ୍ଥାନ ପାଇଁ ସେ ନିଜର ସର୍ବସ୍ୱ ସମର୍ପି ଦେଇଥିଲେ । ପ୍ରାପ୍ତି-ଅପ୍ରାପ୍ତିର ହିସାବ କେବେ ରଖିନଥିଲେ । ବ୍ୟକ୍ତିଗତ ପ୍ରାପ୍ତି ତାଙ୍କ ପାଇଁ ମୂଲ୍ୟହୀନ ଥିଲା । ସେ ଉତ୍କଳଗୌରବ, କୁଳବୃଦ୍ଧ ମଧୁବାବୁ I କବି ମାୟାଧର ମାନସିଂହଙ୍କ କଲମ ମୁନରେ ଏ ମାଟିର ଇଷ୍ଟପୁରୁଷ . .
ତାଙ୍କ ଆଖି କେବଳ ଓଡ଼ିଶା ଓ ଓଡ଼ିଆଙ୍କ ଉନ୍ନତିର ସ୍ୱପ୍ନ ଦେଖୁଥିଲା । ତାଙ୍କ କାନ ଶୁଣୁଥିଲା ଓଡ଼ିଶାର ଅତୀତ ଗୌରବ ଗାଥା ।
ଉପସ୍ଥାପନା: ଦେଵ ତ୍ରିପାଠୀ ଗଞ୍ଜାମ କହିଲେ ସାଧାରଣ ଭାବରେ ଆଖି ଆଗରେ ନାଚି ଉଠେ ପୂତିଗନ୍ଧମୟ ଗାଁଗଣ୍ଡା, ଅପରିଛନିଆ ସହରୀ ବସ୍ତି, ଦେଶୀମଦର କାରବାର, ପୁଣି ମନକୁ ଆସିଯାଏ ଅପରାଧର ତାଲିକା କିମ୍ବା ନଷ୍ଟ ପରିମଳର ଦୁଃଖଦ କଳାତାଲିକା । ଗଞ୍ଜାମ କହିଲେ ଅନ୍ୟ ଅଞ୍ଚଳର ଓଡ଼ିଆଙ୍କ କୁଞ୍ଚିତନାସିକା ଓ ମୁଖମଣ୍ଡଳରୁ ସ୍ପଷ୍ଟ ପଢିହୁଏ ‘ଭିନ୍ନ…
ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ ~ ତୁହି ମା ଜନମଭୂମି ~ ତୁହି ମା ଜନମ ଭୂମି ପବିତ୍ର ଭାରତ ଭୂମି ତୋହରି ସନ୍ତାନ ଆମ୍ଭେ ଅଟୁ ସରବେ, ତୋର ଶ୍ରୀଚରଣ ସେବା ପାଇଁ ମନପ୍ରାଣ ଦେବା ଗାଇବା ତୋହରି ନାମ ଆନନ୍ଦ ରବେ, ତୋ ଆନନ୍ଦେ…
ଉପସ୍ଥାପନା: ଦେଵ ତ୍ରିପାଠୀ ପଲ୍ଲୀଜୀବନ ର ନିଖୁଣ ଗାଥା ତଥା ପଲ୍ଲୀପ୍ରକୃତିର ଅପୂର୍ବ ବର୍ଣ୍ଣନା ଖୋଜିବସିଲେ ସର୍ବାଗ୍ରେ ମନେ ପଡ଼ନ୍ତି ପଲ୍ଲୀକବି ନନ୍ଦକିଶୋର । ଆମ ରାଜ୍ୟର ପାଣିପବନ, ଗ୍ରାମ୍ୟଜୀବନ ଆଦିକୁ ଯେଭଳି ସରଳ ଭାଷା ଓ ଛନ୍ଦରେ ରୂପାୟିତ କରିଯାଇଛନ୍ତି ପଲ୍ଲୀକବି ତାହା ସତରେ ବିରଳ ! ପାଠକର ମନରେ ଅପୂର୍ବ ଆବେଗ ସୃଷ୍ଟି…