Category ଭାଷା ଓ ସାହିତ୍ୟ

ଶୂନ୍ୟ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ “ଶୂନ୍ୟ ‘୦’ ସଂଖ୍ୟା” ~ ଆଜଟେକ୍ସ, ଇନକା ଓ ଇଜିପ୍ଟର ପ୍ରାଚୀନ ମାନଵ ସଭ୍ୟତାରେ ମଧ୍ୟ ଶୂନ୍ୟ ଆକାରର ଵିଭିନ୍ନ ଚିହ୍ନ ଆଵିଷ୍କାର ହୋଇଥିଲା । ପ୍ରାଚୀନ ଇଜିପ୍ଟରେ nfr (?) ବୋଲି ଏକ ଚିହ୍ନ ଵ୍ୟଵହାର ହେଉଥିଲା । ପ୍ରାଚୀନ ଇଜିପ୍ଟରେ ଏହାକୁ Nefertiti,…

ବାଘ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଶା, ଓଡ଼ିଆ ଓ ବାଘ ~  ପରଜା ଉପନ୍ୟାସରେ ଗୋପୀନାଥ ମହାନ୍ତି ‘ବାଘଡୁମ୍ମା’ ବୋଲି ଏକ ଶବ୍ଦ ଵ୍ୟଵହାର କରି ଲେଖିଛନ୍ତି, ❛❛ଦି ପହରେ ବାଘଡୁମ୍ମା ବୁଲେ । ଯେତେ ଲୋକଙ୍କୁ ବାଘ ଖାଇଥାଏ, ତାଙ୍କରି ପ୍ରେତ ସେ । ପିଲାପରି ଚେହେରା, ମାଈ ଅଣ୍ଡିରା…

ଦିନବନ୍ଧୁ ଓ ଦୀନବନ୍ଧୁ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଦିନବନ୍ଧୁ ଓ ଦୀନବନ୍ଧୁ ~ ଓଡ଼ିଆ ସାହିତ୍ୟାକାଶରେ ବିଜୁଳି ଓ ଇନ୍ଦ୍ରଧନୁ କଳିର ସୁତ୍ରପାତ ହୋଇଯାଇଥାଏ । ଗୋଟିଏ ପଟେ ଇନ୍ଦ୍ରଧନୁରେ କଵିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସମର୍ଥନରେ ଲେଖା ବାହାରୁଥିଵା ବେଳେ ବିଜୁଳୀ ପକ୍ଷରୁ ଆଧୁନିକ ସାହିତ୍ୟିକ କଵିଵର ରାଧାନାଥ ରାୟଙ୍କ ସମର୍ଥନରେ ଲେଖା ପ୍ରକାଶିତ…

ଆମ ଲୋକସାହିତ୍ୟ

ଲେଖା: ଶୁଭ ରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ “ଆ ଜହ୍ନ ମାମୁଁ ଶରଦଶଶୀ ମୋ କୁନା ହାତରେ ପଡ଼ ତୁ ଖସି . . “, ମା’ର ପିଲାକୁ କୋଳରେ ଝୁଲେଇ ଜହ୍ନ ଦେଖେଇ ଖୋଇଦେବାର ଦୃଶ୍ୟ ! ଆହା ! ଏଥିରେ ମା’ର ମମତା ଯେତିକି ପରିଦୃଶ୍ୟ, ଜହ୍ନକୁ ନେଇ ତାର…

ଆମ ଲୋକସାହିତ୍ୟ

ଲେଖା: ଶୁଭରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ (ଭାଗ ୩) “ନଣନ୍ଦ ଗୋରୀ, ଚଉ ପାହାରୀ ବସିଥାଏ ପାଆ ଭାଗେ, ଟିକିନିଖି କରି ଫୋଡ଼ି ଦେଉଥାଏ ଭାଇ ଘଇତାର ଆଗେ !” ଇସ ! କି ଅବାଗିଆ କଥାଗୁଡ଼ା ! ! ସାଧାରଣତଃ ଏଇଭଳି ଘୃଣାଭରା ମନ୍ତବ୍ୟ ମିଳେ ଆମ ଶିକ୍ଷିତ ଓଡ଼ିଆଙ୍କ ଠାରୁ…

ଆମ ଲୋକସାହିତ୍ୟ

ଗବେଷଣା ଓ ଉପସ୍ଥାପନା: ଡ. ସୁରେନ୍ଦ୍ର କୁମାର ମହାରଣା ~ ଆମ ଲୋକସାହିତ୍ୟ ~ (ଭାଗ ୨) ଆମେ ଜାଣୁ ଆମ ଲୋକସାହିତ୍ୟ ଅବା ଲୋକଗୀତର ରଚୟିତା ଜଣେ ନୁହେଁ, ଅଗଣିତ । ପୁଣି ଏହା କୌଣସି ଏକ ନିର୍ଦ୍ଦିଷ୍ଟ ଦଳ ବା ସମ୍ପ୍ରଦାୟର ନୁହେଁ । ଏହା ଅନେକ ଗ୍ରାମ୍ୟ ଅଶିକ୍ଷିତ ଜନତାଙ୍କ ବିଚକ୍ଷଣ…

ଆମ ଲୋକସାହିତ୍ୟ

ଗବେଷଣା ଓ ଲେଖା: ଡ. ସୁରେନ୍ଦ୍ର କୁମାର ମହାରଣା ~ ଆମ ଲୋକସାହିତ୍ୟ ~ ଓଡ଼ିଆ ଭାଷାରେ ବିଧିବଦ୍ଧ ସାହିତ୍ୟ ଲିଖିତ ହେବାର ବହୁପୂର୍ବରୁ #ଢଗଢ଼ମାଳି, ନୀତିବଚନ, #କାନ୍ଦଣା, #କୃଷକଗୀତ, #ଦୋଳିଗୀତି, ନାନା ପ୍ରକାର #ଲୋକକାହାଣୀ ଇତ୍ୟାଦି ଲୋକମୁଖରେ ପ୍ରଚଳିତ ହୋଇ ଆସୁଥିବାରୁ ଏସବୁକୁ ମୌଖିକ ସାହିତ୍ୟ, କଥିତ ସାହିତ୍ୟ ବା #ଲୋକସାହିତ୍ୟ ଭାବରେ ଗ୍ରହଣ…

ପଦ୍ମାଵତୀ ରାଣୀ

ଲେଖା: ଶିଶିର ସାହୁ ମନୋଜ କଂସର ଘରଣୀ ପଦ୍ମାଵତୀ ରାଣୀ . . !  ଏହି ପଦ୍ମାଵତୀ ରାଣୀ କିଏ . . ? ପାଟଣାଗଡ଼ ନିଵାସୀ ଲେଖକ ‘କୋକିଳ ମେହେର’ ତାଙ୍କ ‘କୁଆଁରୀପାଟଣା’ ପୁସ୍ତକରେ ❛ପଦ୍ମାଵତୀ ରାଣୀ❜ଙ୍କ କାହାଣୀ ଲେଖିଛନ୍ତି । ତାଙ୍କ ଅନୁସାରେ ୫୬ ଖ୍ରୀଷ୍ଟପୂର୍ଵରେ ❛ଶତ୍ରୁଘାତି❜ ବୋଲି ଜଣେ ରାଜା ପାଟଣାଗଡ଼ର…

ରଜଦୋଳି ଗୀତ

ଉପସ୍ଥାପନା: ବନ୍ଧନ ଦଳେଇ ରଜପର୍ବ ଆମ ଓଡ଼ିଶାର ଏକ ନିଜସ୍ବ ପର୍ବ । ମୁଖ୍ୟତଃ ଝିଅବୋହୂଙ୍କ ଦ୍ଵାରା ପାଳିତ ହୁଏ ଏଇ ପର୍ବ । ମିଥୁନ ସଂକ୍ରାନ୍ତିକୁ ମିଶାଇ ଚାରିଦିନ ଏହି ପର୍ବ ପାଳିତ ହୁଏ । କିଶୋରୀ ଓ ବଧୂଗଣ ପୋଡ଼ପିଠା ଓ ରଜମୁଢ଼ି ଖାଇ ନୂତନ ବସ୍ତ୍ର ପରିଧାନ କରି ଦୋଳି ଖେଳରେ…

ପୁରୀ ଜିଲ୍ଲାର ଆଞ୍ଚଳିକ ଶବ୍ଦ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ପୁରୀ ଜିଲ୍ଲାର ଆଞ୍ଚଳିକ ଶବ୍ଦ ! ଓଡ଼ିଶାର ସବୁ ଜିଲ୍ଲାର ଶବ୍ଦ ଓ ଶୈଳୀରେ ରହିଛି ନିଆରାପଣ । ସବୁ ଜିଲ୍ଲାର ଶୈଳୀରେ ଏହି ବୈଶିଷ୍ଟ୍ୟ ଯୋଗୁଁ ଓଡ଼ିଆ ଭାଷା ହୋଇଛି ସମୃଦ୍ଧ । ଏଠାରେ ପୁରୀ ଜିଲ୍ଲାର ସେଇଭଳି କିଛି ନିଆରା ଆଞ୍ଚଳିକ ଶବ୍ଦର ସୂଚୀ…