Physical Address
Sai Samarpanam, Satya Vihar, Bhubaneswar

ଉପସ୍ଥାପନା: ଶିଶିର ସାହୁ ମନୋଜ ଭାରତମଣିଙ୍କ ସୂକ୍ତିମାଳା ଉପସ୍ଥାପନାଟି, ଉତ୍କଳ ସମ୍ମିଳନୀର ଏକ ଅଭିଭାଷଣରେ ଭାରତମଣିଙ୍କ ଦ୍ଵାରା କଥିତ ମୁଖ୍ୟ ମୁଖ୍ୟ ମତରୁ ଆନୀତ । ୧. ଯେଉଁମାନେ ଉତ୍କଳ ଵା ଓଡ଼ିଶାରେ ସମାନ ଆଶା ଆକାଙ୍କ୍ଷା ଧରି ଜନ୍ମ ମରଣରେ ସମ୍ମାନ ଶ୍ରେୟଃ ସ୍ଵାର୍ଥରେ ଵିଜଡି଼ତ, ସେମାନେ ସମସ୍ତେ ଓଡ଼ିଆ ଜାତି । ୨.…

ଲେଖା: ଶିଶିର ସାହୁ ମନୋଜ ଯେତେବେଳେ ସର୍ଵଭାରତୀୟ ସ୍ଥରରେ ସ୍ଵତନ୍ତ୍ରତା ସଂଗ୍ରାମ କ’ଣ ବୋଲି ସାଧାରଣ ଲୋକ ଜାଣିନଥିଲେ ସେତେବେଳେ ସେ ଓଡ଼ିଶାରେ ପ୍ରଥମ ସ୍ଵାଧୀନତା ସଂଗ୍ରାମର ଶଂଖନାଦ କରିଥିଲେ । ଯିଏ ଏହି ଶଙ୍ଖନାଦର ଆଦ୍ଯ ଉଦ୍ଘୋଷକ ସେହି ମହାପୁରୁଷଙ୍କ ଜନ୍ମ ଅଵିଭକ୍ତ ଗଞ୍ଜାମର ଘୁମୁସର ରାଜବଂଶରେ ୧୭୧୯ ମସିହାରେ ହୋଇଥିଲା । ତାଙ୍କୁ…

ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶା ଇତିହାସର ଯୁଗାନ୍ତକାରୀ ବ୍ୟକ୍ତିତ୍ଵ ଖଡ଼ିଆଳ ରାଜା ଆର୍ତ୍ତତ୍ରାଣ ଦେବ । ଲୋକେ କୁହନ୍ତି ଗଡ଼ଜାତ ରାଜାମାନେ ଥିଲେ ନିର୍ଦ୍ଦୟ, କରୁଥିଲେ ଅକଥନୀୟ ଅତ୍ୟାଚାର, ତେବେ ଏକଥା କଣ ଠିକ୍ ?? ଇତିହାସର ପୃଷ୍ଠା ଖୋଲିଲେ ଜଣାପଡ଼େ କେବଳ ଦିଲ୍ଲୀ, ଜୟପୁରର ରାଜ୍ୟ ତଥା ରାଜାମାନେ ନଥିଲେ ସମୃଦ୍ଧ, ସାହିତ୍ୟିକ, କଳାପ୍ରେମୀ…

ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶାର ଆରାଧ୍ୟ ଦେବତା ଜଗନ୍ନାଥଙ୍କ ଅତିପ୍ରିୟ ତୁଳସୀ । ଆଜିର ଦିନରେ କେନ୍ଦୁଝର ଜିଲ୍ଲା ବଡ଼ବିଲ ନିକଟସ୍ଥ ବଣଜଙ୍ଗଲ ଘେରା ଏକ ଆଦିବାସୀ ଅଧ୍ୟୁଷିତ ଗ୍ରାମ କାଇଁଶିରେ ଭାରତ ସ୍ବାଧୀନ ହେବାର ଗୋଟିଏ ମାସ ପୁର୍ବରୁ ଜନ୍ମ ଗ୍ରହଣ କରିଥିଲେ ସେହି ତୁଳସୀ, ଯାହାଙ୍କୁ ସମସ୍ତେ ଜାଣନ୍ତି ପଦ୍ମଶ୍ରୀ ତୁଳସୀ ମୁଣ୍ଡା…

ଲେଖା: ଶିବାଶିଷ ମହାପାତ୍ର “କଷ୍ଟ କଲେ କୃଷ୍ଣ ମିଳେ ଏ ସାର ବଚନ, ମନେ ରଖିଥିବ ସଦା ଆହେ ଶିଶୁ ଗଣ ।” ୧୮୬୮ ମସିହାର ସମ୍ବଲପୁର କଥା । ସେତେବେଳର ଏହି ଅଞ୍ଚଳରୁ ବାହାରିଥିଲେ ଗୋଟିଏ ବାଳକ ମନରେ ଅଦମ୍ୟ ଅଭିଳାଷ ଏବଂ ମ୍ୟାଟ୍ରିକ ପରୀକ୍ଷା ପାସ କରିବାର ଆଶା ନେଇ ।…

~ କିଶନ ପଟ୍ଟନାୟକ ~ ଲେଖା: ଅମୃତେଶ ଖଟୁଆ “କବି, ଦାର୍ଶନିକ ବା ବୁଦ୍ଧିଜୀବୀ ଯେ ରାଜନୈତିକ କ୍ଷମତା ନ ଚାହିଁବ ତାହା ନୁହେଁ। କୌଣସି ଦାର୍ଶନିକ ବା କବି ନିଜର ବୁଦ୍ଧି ଓ ବିଶ୍ଵାସ ପ୍ରତି ବିଶ୍ଵସ୍ତ ରହି ରାଜନୀତିର କର୍ମପ୍ରବାହ ଭିତରୁ କ୍ଷମତାକୁ ଉଠି ନିଜର ଆଦର୍ଶ ଅନୁଯାୟୀ ତା’ର ବ୍ଯବହାର କଲେ…

~ ଦୟାନିଧି ମିଶ୍ର ~ ଲେଖା: ଅମୃତେଶ ଖଟୁଆ “ବୀର ଦରଶନ ମାତ୍ରେ ପ୍ରେମର ପ୍ରବାହେ ଭାସି ଦିବାରାତ୍ର, ସତୀ, ବୀର ପାଦପଦ୍ମେ, ସମର୍ପିଛ ମନପ୍ରାଣ, ଉନ୍ମାଦିନୀ ପ୍ରାୟେ ସ୍ଥାପିଅଛ ବୀରମୂର୍ତ୍ତି ପୂତ ହୃଦସଦ୍ମେ। × × × ହୃଦ-ଉପବନେ ପ୍ରେମ ମାରୁତ ମଳୟ, ସ୍ଵର୍ଗେ ପ୍ରେମ, ପ୍ରେମ ପୁଣି ତ୍ରିଦଶ-ଆଳୟ। (କବିତା – “ସୁଭଦ୍ରା”)…

ଲେଖା: ନିରଞ୍ଜନ ସାହୁ ୧୯୨୧-୧୯୨୨ ମସିହାରେ କନିକା ଗଡ଼ଜାତରେ ଅଞ୍ଚଳରେ କନିକା ପ୍ରଜାମେଳି ସଙ୍ଗଠିତ ହୋଇଥିଲା । ଏହା ଥିଲା ରାଜା ଶ୍ରୀ ରାଜେନ୍ଦ୍ର ନାରାୟଣ ଭଞ୍ଜଦେଓଙ୍କ ବିରୋଧରେ, ଯିଏ କି କୃଷକ ମାନଙ୍କ ଉପରେ ଆଖିବୁଜା କର ବସାଇଥିଲେ । ଏହାହିଁ ହେଉଛି ସେ ସମୟର ଇଂରେଜ…

~ କୃଷ୍ଣପ୍ରସାଦ ବସୁ ~ ଲେଖା: ଅମୃତେଶ ଖଟୁଆ “ଉଠ ଗୋ ଉତ୍କଳ-କମଳା, ଧନଧାନ୍ୟ ବରାଭୟ-ଦାୟିନୀ ତବ ଶଙ୍ଖ-କମଳ-ଦଳବାରି ଢାଳ କଳକଳ ସେ ଏହି ମେଦିନୀ। ଜନନୀ ଗୋ, କେତେ ଯୁଗ ବିତିଗଲାଣି ବଣିଜ କୃଷକ, ଶିଳ୍ପୀ ମୁଖଶାଳା, ଉତ୍କଳ କଙ୍କାଳ ହେଲାଣି।” ଓଡ଼ିଆମାଟିର ସ୍ଵନାମଧନ୍ଯ କଳାବିତ୍। ଉଚ୍ଚ ବୁନିଆଦି ବଂଶଜଙ୍କ…

ଲେଖା: ଦେଵ ତ୍ରିପାଠୀ ୧୮୪୮ ମସିହା, ସେପ୍ଟେମ୍ବର ୨୮, ଅଣଚାଶ ଅଙ୍କ, ୧୨୫୬ ସାଲ କନ୍ୟା ୧୫ ଦିନ, ଆଶ୍ୱିନ ଶୁକ୍ଳ ଦ୍ଵିତୀୟା, ଗୁରୁବାରର ବର୍ଷଣମୁଖର ସନ୍ଧ୍ୟା । କେଦାରପୁର ଗ୍ରାମ । ଜିଲ୍ଲା ବାଲେଶ୍ବର । ଗ୍ରାମର ଜଣେ ପ୍ରତିଷ୍ଠିତ ବ୍ୟକ୍ତି ସୁନ୍ଦର ନାରାୟଣ ରାୟଙ୍କ ଧର୍ମପତ୍ନୀ ତାରିଣୀ ଦେବୀଙ୍କ ଗର୍ଭରୁ ଜନ୍ମ ନିଏ…