Physical Address
Sai Samarpanam, Satya Vihar, Bhubaneswar

ଲେଖା: ନିରଞ୍ଜନ ସାହୁ ୧୯୧୨ ମସିହାର କଥା । ଗୋଟିଏ ଓଡ଼ିଆ ପିଲା କଲିକତା ବିଶ୍ୱବିଦ୍ୟାଳୟରେ ସମସ୍ତ ପରୀକ୍ଷାର୍ଥୀମାନଙ୍କ ମଧ୍ୟରେ ସଂସ୍କୃତ ଭାଷାରେ ପ୍ରଥମ ସ୍ଥାନ ଅଧିକାର କରି ଓଡ଼ିଶା ଓ ବଙ୍ଗଳାର ଶିକ୍ଷିତ ମହଲରେ ଚହଳ ସୃଷ୍ଟି କରିଦେଲେ । ତାହାର କାରଣ ଓଡ଼ିଶାରେ ଶିକ୍ଷିତ ସଂଖ୍ୟା କମ ଏବଂ ବଙ୍ଗଳାର ସାଧାରଣ ଲୋକଙ୍କ…

ଲେଖା: ନିରଞ୍ଜନ ସାହୁ ~ ସଂଗ୍ରାମୀ ସାରସ୍ଵତସାଧକ ପୁସ୍ତକ ପ୍ରକାଶକ ଖାଣ୍ଟି ଓଡିଆ ପଣ୍ଡିତ ଗୋବିନ୍ଦ ରଥ ~ ଉନବିଂଶ ଶତାବ୍ଦୀର ଶେଷ ଦଶନ୍ଧି ସମୟରେ ଓଡ଼ିଶାରେ ବ୍ରିଟିଶ ଶାସନର ଏକ ଘଟଣା। ଅଖଣ୍ଡ କ୍ଷମତାର ଅଧିକାରୀ କମିଶନର ମାନେ। ଥରେ କଟକର କମିଶନର କାର୍ଯ୍ୟକ୍ରମ ରଖିଥିଲେ ବାଙ୍କୀ ବାଟେ ଖୋର୍ଦ୍ଧା ଯିବା ପାଇଁ। କଟକରୁ…

ଲେଖା: ନିରଞ୍ଜନ ସାହୁ ଗୋଟିଏ ପରେ ଗୋଟିଏ ସଫଳତାର ସହ ଭାରତର ବିଭିନ୍ନ ରାଜ୍ୟର ଶାସନଭାର ହାତକୁ ନେବାପରେ ଇଂରେଜ ସରକାରଙ୍କ ଦୃଷ୍ଟି ଓଡ଼ିଶା ଉପରୁ ବାଦ୍ ଯାଇନଥିଲା। ନିଜର ଶୌର୍ଯ୍ୟ ପାଇଁ ବିଦିତ ଓଡ଼ିଶାକୁ ଆକ୍ରମଣ କରି ନିଜ ଅକ୍ତିଆରକୁ ନେବା ଥିଲା ଇଂରେଜ ସରକାରଙ୍କ ପାଇଁ ଏକ ବଡ଼ ଆହ୍ବାନ। ୧୮୦୩ ମସିହାରେ…

ସଂସାର ଅଳିକ । ସାରା ଜଗତ ମିଥ୍ୟା, ସମସ୍ତ ଜାଗତିକ ପଦାର୍ଥ ଅନିତ୍ୟ। ଜୀବନ ଯୌବନ କ୍ଷଣସ୍ଥାୟୀ । ଘୋର ଜଞ୍ଜାଳମୟ ଏ ଭବସାଗର। ଚଉରାଅଶୀ ଆଙ୍ଗୁଳ ଚର୍ମ ଘେରି ରହିଥିବା ଏ ଦେହ ଭିତରଟା ନାରଖାର। ଧନ ସମ୍ପତ୍ତି ମୂଲ୍ୟହୀନ, କିନ୍ତୁ ଘୋର ଆସକ୍ତି ମଣିଷର ଏଇଥିପାଇଁ । ଏହାହିଁ ଚିରନ୍ତନ ସତ୍ୟ ! ଏସବୁକୁ ଭଲ ଭାବରେ ହୃଦୟଙ୍ଗମ କରି ଜୀବନ ପ୍ରତି ଅନାସକ୍ତ ଭାବ ଉଦ୍ଦ୍ରେକ ହୋଇଥିଲା ଜଣେ ମହାନ୍ ଓଡ଼ିଆ କବିଙ୍କର . .

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷ ତୃତୀୟାଂଶ ଓଡ଼ିଶାର ଜାତୀୟ ଜୀବନ ପକ୍ଷରେ ଏକ ନବଜାଗରଣର କାଳ । ନଅଙ୍କ ଦୁର୍ଭିକ୍ଷର ଆଘାତ, ପାଶ୍ଚାତ୍ୟ ଶିକ୍ଷା ଓ ସଭ୍ୟତାର ନବବାଣୀ ନିହିତ ପ୍ରେରଣା ଜାତିର ଯୁଗବ୍ୟାପୀ ସୁଷୁପ୍ତି, ନିଷ୍କ୍ରିୟତା, ସ୍ୱାର୍ଥପରତା ଭାଂଗି ଦେଇ ଏହାକୁ ଆତ୍ମସଚେତନ ଓ କର୍ମତପ୍ତର କରିଥିଲା ।ଅତଏବ ସମାଜ ନିମନ୍ତେ…

ମାଟି ସହିତ ମାଟି ହୋଇ ଜୀଉଁଥିବା ଶ୍ରୀଅକ୍ଷର ବିବର୍ଜିତ ସେଇ ଯୁବକଟି ଦିନେ ଓଡ଼ିଆ ଭାଷା ସାହିତ୍ୟର ସ୍ବର୍ଣ୍ଣମୟ ସୌଭାଗ୍ୟକୁ ଡାକିଆଣିଲା; ଆଉ ସମଗ୍ର ଓଡ଼ିଆଜାତିର ପ୍ରତିନିଧିରୂପେ ଜଣେ ସେଇ ଜ୍ଞାନୀ, ସନ୍ଥ, ତତ୍ତ୍ଵଦର୍ଶୀ ଯୁବକବିର ସୃଜନୀ ପ୍ରତିଭା ହେଲା ଅନୁପ୍ରାଣିତ . .

ଲେଖା: ଦେଵ ତ୍ରିପାଠୀ ପଦ୍ମଭୂଷଣ ଡ଼ଃ ଗୋପୀନାଥ ମହାନ୍ତି I ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ସ୍ଵାଧୀନତା ପରବର୍ତ୍ତୀ କାଳର ସାଧାରଣ ଲୋକ, ଆଦିବାସୀ ଓ ଅନ୍ୟାନ୍ୟ ଜନଜାତିର ଗାଉଁଲି ସରଳ, ନିରଳସ ଜୀବନଧାରଣ…

ଲେଖା: ଦେଵ ତ୍ରିପାଠୀ ବିଂଶ ଶତାବ୍ଦୀରେ ଓଡ଼ିଶୀନୃତ୍ୟର ପ୍ରତିଷ୍ଠା, ପରିବ୍ୟାପ୍ତ ତଥା ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଇବାରେ ରହିଥିଲା ତାଙ୍କର ପ୍ରମୂଖ ଭୂମିକା । ଓଡିଶୀର ଆଦିଗୁରୁ ପଦ୍ମଶ୍ରୀ ପଙ୍କଜଚରଣ ଦାସଙ୍କ ରୋପିତ ମହାଦ୍ରୁମକୁ ସୁଦୃଢ, ସୁଦୃଶ୍ୟ, ପଲ୍ଲବିତ ଆଉ ବିକଶିତ କରାଇପାରିଥିଲେ ସେ । ଓଡିଶୀନୃତ୍ୟରେ ନବଜାଗରଣ ସୃଷ୍ଟି କରାଇ, ପ୍ରାୟ ୨୦୦ ଏକକ…

ଲେଖା: ଦେଵ ତ୍ରିପାଠୀ ପିଲାଟି ଦିନରୁ ସେ ଥିଲେ ନାଟ୍ୟମନସ୍କ । ସ୍କୁଲ ସମୟରୁ ହିଁ, ନିଜ ଅଭିନୟ ପ୍ରତିଭା ପାଇଁ ପ୍ରଶଂସିତ ହୋଇଆସିଥିଲେ ସେ । ରେଭେନ୍ସା ମହାବିଦ୍ୟାଳୟରେ ପଢ଼ିବା ସମୟରେ, ସେ ବିଶ୍ୱସ୍ତରୀୟ ନାଟ୍ୟଶାସ୍ତ୍ର ସହ ହୋଇପାରିଥିଲେ ପରିଚିତ । ଏହି ସମୟରେ ସେ, ନିଜ ଗୁରୁ ପି. ଏସ୍. ସୁନ୍ଦରମ୍ ଓ…

ବିଶ୍ୱଭ୍ରାତୃପ୍ରେମର ଜୁଆର ତୋଳୁଥିବା ସେଇ ମହାନ କବିଙ୍କ କବିତାରେ ଛନ୍ଦର ଲାଳିତ୍ୟ, ମଧୁର ପଙ୍କ୍ତି, ପ୍ରକୃତିର ନୈସର୍ଗିକ ଶୋଭାବର୍ଣ୍ଣନା ଓ ଧ୍ୱନିରେ ସଙ୍ଗୀତର ସୁର ତାଙ୍କୁ ସ୍ୱଭାବକବିର ମାନ୍ୟତା ପ୍ରଦାନ କରିଆସିଛି I କେତେବେଳେ ସେ ଲେଖିଛନ୍ତି ପ୍ରଣୟର ବଲ୍ଲରୀ, ପୁଣି କେବେ ସରଳ ଗ୍ରାମ୍ୟ ଚିତ୍ରର ଲୋଟଣି ତାଙ୍କ କବିତାର କଲ୍ଲୋଳ I କେବେ ରାଧାନାଥ ଯୁଗୀୟ ପ୍ରକୃତି ବର୍ଣ୍ଣନା ତ କେବେ ପୁଣି ଭଗବତ ଭାବନାର ସମନ୍ୱୟ, କେବେ ପୁଣି ପୁରାତନ ଯୁଗୀୟ ଛନ୍ଦରେ ଛନ୍ଦମୟ, କେବେ ବିଶ୍ୱଭ୍ରାତୃପ୍ରେମର ଧାରା ତାଙ୍କ କବିତାର ଆଦର୍ଶ . .