Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ଦେଵ ତ୍ରିପାଠୀ ~ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ~ ଭଦ୍ରକ । ଜିଲ୍ଲା ସମ୍ମିଳନୀ । ତତ୍କାଳୀନ ନବଜାଗ୍ରତ ଉତ୍କଳର ଅପ୍ରତିଦ୍ଵନ୍ଦୀ ନେତା ସନ୍ଥମହାତ୍ମା ଭାରତମଣି ଗୋପବନ୍ଧୁ ସେ ସଭାରେ ଉପସ୍ଥିତ । ସଭାର ପ୍ରାରମ୍ଭରେ ଗାନ ହେଲା ଆବାହନୀ ସଙ୍ଗୀତ: “ଉଡାଇ ନିଶାଣ, ବଜାଇ ଭେରୀ ଜଗାଇ ବିପୁଳ ପୁଲକ କମ୍ପ, ମନ୍ତ୍ରପୂତ…
ଲେଖା: ଦେବ ତ୍ରିପାଠୀ “ଘୃଣା, ବିଦ୍ୱେଷ, ଈର୍ଷା ଦେଇ ମୋତେ ସେଇ ଋଣ ପରିଶୋଧ କରିବାକୁ ପଡିଲା ଇନିସପେକ୍ଟର . . !” ବହୁଚର୍ଚ୍ଚିତ ଅଶାନ୍ତଗ୍ରହ ନାଟକର ନାୟକ ପିତୃପରିଚୟ ହୀନ ହେମନ୍ତ ଏପରି ଛାତିଥରା ସଂଳାପ ଅବା ‘ତିମିରତୀର୍ଥ’ରେ କୁମାର ସାହେଵ, ‘ଜନନୀ’ରେ ପାଗଳା ସୁବାସର ପାଗଳାମି ଅବା ‘ଡ଼ାକବଙ୍ଗଳା’ର ବିବେକ ଚରିତ୍ରର ହୃଦୟଛୁଆଁ…
ଲେଖା: ଦେଵ ତ୍ରିପାଠୀ ତୁମ ମାଟି ଦେହ ଗ୍ରାସିଛି ଶ୍ମଶାନ, ମାତ୍ର ଯଶୋଦେହେ ତୁମେ ଆୟୁଷ୍ମାନ ।” କେତେ ବଡ଼ କଥା କହିଛନ୍ତି କବିବର ! ଗଙ୍ଗଶିଉଳି ଫୁଲ । ସଞ୍ଜରେ ଫୁଟେ, ସକାଳକୁ ଝଡ଼ିଯାଏ । କିନ୍ତୁ ରୂପରେ, ରସରେ, ବାସରେ ବିହ୍ଵଳିତ କରେ ସଭିଙ୍କୁ ! ସେ ଫୁଲର କଳ୍ପନାରେ ବି ଅନୁଭୂତ…
ଲେଖା: ଦେଵ ତ୍ରିପାଠୀ ଚଳିତ ଦଶନ୍ଧିରେ ଯଦି କୌଣସି ବୁଦ୍ଧିଜୀବି ମୌଳିକ ତଥା କ୍ଲାସିକ ଓଡ଼ିଆ ଚଳଚ୍ଚିତ୍ରମାନ ଦେଖିବାକୁ ଇଛା କରନ୍ତି ତେବେ ନଜରକୁ ଆସେ “ଶଳାବୁଢା”, “ଆଦିମବିଚାର” ପରି ବହୁ ସମ୍ମାନଜନକ ଆନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଚଳଚ୍ଚିତ୍ର I ଉଭୟ ବ୍ୟବସାୟିକ ଓ ସମାନ୍ତରାଳ ଚଳଚ୍ଚିତ୍ରରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ମହାନ ଯଶସ୍ୱୀ ନିର୍ଦ୍ଦେଶକ କଳିଙ୍ଗରତ୍ନ ସବ୍ୟସାଚୀ ମହାପାତ୍ରଙ୍କ…
ଲେଖା: ନିରଞ୍ଜନ ସାହୁ ~ ଓଡ଼ିଆ ବୀରାଙ୍ଗନା ରାଣୀ ଶୁକଦେଇ ~ “ହେ ଉତ୍କଳ ! କହିପାରୁ ନାହିଁ, ରାଣୀ ଦୁର୍ଗାବତୀ, ଭୀମସିଂ ଗୃହିଣୀ ପଦ୍ମିନୀ, ଝାନ୍ସୀ ରାଣୀ ଲକ୍ଷ୍ମୀବାଇ ପ୍ରଭୃତି ବୀରାଙ୍ଗନା ମାନଙ୍କର ଅଦ୍ଭୁତ ଚରିତ ତୁମ୍ଭ ମାନସରେ ଅଦ୍ଭୁତ ସାହସ ପ୍ରଦାନ କରେ ଏବଂ ମନରେ ସ୍ଥିର କରି ନିଶ୍ଚୟ ନାରୀ ଜାତିର…
ଲେଖା: ନିରଞ୍ଜନ ସାହୁ ଅନନ୍ୟ ପ୍ରତିଭାର ଅଧିକାରୀ ସେ ମଣିଷ। ଦୂର ପାହାଡ଼, ଜହ୍ନରାତିର ରୂପେଲି କିରଣ, ପୋଖରୀ ଭିତରେ ଚନ୍ଦ୍ରର ପ୍ରତିଛବି,ସବୁଜ ବନାନୀ, ଅଗଣିତ ତାରାଫୁଲ, ମଣିଷର ଅନ୍ତର୍ବେଦନା, ଦାର୍ଶନିକ ତତ୍ତ୍ଵ, ଅବିକଳ ପ୍ରତିଛବି, ପ୍ରାକୃତିକ ଶୋଭା, କଳ୍ପନାପଟରେ କେତେ କଥାର ଜୀବନ୍ତ ଚିତ୍ରର ଚିତ୍ରକର ଶିଳ୍ପୀ ବିମ୍ବାଧର ବର୍ମା, ଯାହାଙ୍କ ଚିତ୍ର ମଉନ ନୁହେଁ ବରଂ…
ଲେଖା: ଦେଵ ତ୍ରିପାଠୀ “ଗାଅ ସ୍ୱାଧୀନ ଭାରତ, ସ୍ୱାଧୀନ ଭାରତ ସ୍ୱାଧୀନ ସ୍ୱାଧୀନ ସ୍ୱାଧୀନରେ ଗାଏ ସାଗର ଭୂଜର ଅମ୍ବର ଚୁମ୍ବିତ ଭାଲ ହିମାଚଳ ଗିରିବର କମ୍ପିତ ସ୍ୱାଧୀନ ସ୍ୱାଧୀନ ସ୍ୱାଧୀନରେ ।” ଯୁବକଟିଏ । ପ୍ରାଣରେ ପ୍ରାଚୁର୍ଯ୍ୟ, ଛାତିରେ ଉଦ୍ଦାମତା, ମନରେ ଜାତୀୟତାର ଫଲ୍ଗୁ, ନିର୍ଦ୍ଧାରିତ ତା’ର ଜୀବନର ଲକ୍ଷ୍ୟ: ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ…
ଲେଖା: ଦେଵ ତ୍ରିପାଠୀ “ମୁଁ ଜାଣେ ମୋ ସପନ ଦିନେ ସତ ହୋଇବ, ମୋ ମନର ରୂପାଡ଼ାଳେ ସୁନାଫୁଲ ଫୁଟିବ ।” ସପନ ଦେଖିଥିଲା ସେଇ ୨୧ ବର୍ଷର ଯୁବକଟି, ରଙ୍ଗୀନ ଦୁନିଆଁରେ ପାଦ ଥାପିବା ପାଇଁ, ସେଇ ସପନ ହିଁ ତାକୁ ମୟୁରଭଞ୍ଜର ଅଖ୍ୟାତ ନୂଆଗାଁ ମାଟିରୁ ଟାଣି ଆଣିଥିଲା କଟକ ମାଟିକୁ !…
ଲେଖା: ଦେଵ ତ୍ରିପାଠୀ ୧୯୨୦ ସାଲ । ନଇବଢ଼ି ସମୟ । ବନ୍ୟାବିଧ୍ୱସ୍ତ ଜେନାପୁର ଓ ଅନ୍ୟ ଗ୍ରାମଗୁଡିକରେ ବନ୍ୟାପ୍ରପୀଡ଼ିତ ଲୋକଙ୍କ ଅବସ୍ଥା ଦେଖି କାନ୍ଦି ଉଠିଲା ଯାଜପୁରର ତତ୍କାଳୀନ ଡେପୁଟି ମାଜିଷ୍ଟ୍ରେଟଙ୍କ ଦରଦୀ ହୃଦୟ । ସରକାରୀ ସାହାଯ୍ୟକୁ ଅନୁଧ୍ୟାନ କରି ସେତକ ଦେଖି ଯଥେଷ୍ଟ ନୁହେଁ ବୋଲି ଅଧିକ ସାହଯ୍ୟ ନିମନ୍ତେ ଦାବି…
ଲେଖା: ଦେଵ ତ୍ରିପାଠୀ ଇତିହାସର ବହୁଚର୍ଚ୍ଚିତ ମହାତ୍ମା ଅବା ମହାନାୟକ ମାନଙ୍କୁ ମନେପକାଇବା ବେଳେ ଅନ୍ତରାଳେ ରହିଯାଏ ଭାରତୀୟ ସ୍ବାଧୀନତା ସଂଗ୍ରାମର କେତେ କେତେ ଅକୁହା କାହାଣୀ, ଦୁର୍ଗମ ପାହାଡ଼ ଜଙ୍ଗଲ ଘେରା ଶ୍ଵାପଦସଙ୍କୁଳ ରାସ୍ତାରେ ରାଷ୍ଟ୍ରୀୟ ଜୀବନ ଆଡ଼କୁ ଏହି ଅଳ୍ପଜ୍ଞାତ ମୁକ୍ତିସଂଗ୍ରାମର ସେତୁ ଯୋଡିଥିବା ନାୟକମାନଙ୍କ କାହାଣୀ ଓ ଗାଥା । ଆମେ…