Category ଓଡ଼ିଶାର ବରପୁତ୍ର

ନାରାୟଣ ପ୍ରସାଦ ସିଂହ

~ ନାରାୟଣ ପ୍ରସାଦ ସିଂହ ~ ଲେଖା: ଅମୃତେଶ ଖଟୁଆ ସୁରଜଗତର ରସରାଜ ନାରାୟଣ ପ୍ରସାଦ ସିଂହ ! ସଂସ୍କୃତରେ ଗୋଟିଏ ସୁନ୍ଦର ଧାଡିଟିଏ ଅଛି – “ଏକଶବ୍ଦଃ ସୁଜ୍ଞାତଃ ସୁପ୍ରଯୁକ୍ତଃ ସ୍ଵର୍ଗଲୋକେ କାମଧୃଗ୍-ଭବତି।” ଏକ ଶବ୍ଦକୁ ଯଦି ସୁନ୍ଦର ଭାବରେ ଅନୁଭୂତିରେ ଅବଗାହନ କରାଯାଇ ଯଦି ତାହାକୁ ରସସିକ୍ତ କରି ପ୍ରୟୋଗ କରାଯାଏ, ତାହା…

ଜଗନ୍ମୋହନ ଲାଲା

ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ସାରଥୀ ଜଗନ୍ମୋହନ ଲାଲା ।  ଓଡ଼ିଶାର ଆଦି ନାଟକର ନାୟକ ଜଗନ୍ମୋହନ ଲାଲା ଆଜି ସମୟର କ୍ଷିପ୍ର ସୁଅରେ ନିଖୋଜ I ଓଡ଼ିଆ ନାଟ୍ୟସାହିତ୍ୟକୁ ତାଙ୍କର ଆଦ୍ୟ ଅବଦାନ, ବିତର୍କିତ ନାଟକ “ବାବାଜୀ” I ନାଟକ ମାଧ୍ୟମରେ ସତୀପ୍ରଥା ବିରୁଦ୍ଧରେ ତାଙ୍କର ସ୍ୱର ଉତ୍ତୋଳନ ତତ୍କାଳୀନ…

ଭିକାରୀ ବଳ

~ ଭିକାରୀ ବଳ ~ ଲେଖା: ଅମୃତେଶ ଖଟୁଆ “ମାନ ଉଦ୍ଧାରଣ କର ହେ କାରଣ…”, “ଆହେ ନୀଳଗିରି…”, “ଚାଲ ସଖି ଆମ୍ଭେ ଦର୍ଶନ କରିବା…”, “ପୀତବାସ, ନିଃଶ୍ଵାସକୁ ନାହିଁରେ ବିଶ୍ଵାସ….”, “ମନରେ ହରିଭଜନ….”, “ଜଗାକାଳିଆ ନୀଳାଚଳିଆ…”, “ହରିବୋଲ ସଙ୍ଗେ ହୁଳହୁଳି ଦିଅ ହୋ ଭକତେ….” , “ମନ ପାରାରେ, ଶ୍ରୀକ୍ଷେତ୍ର ଯିବୁ ଉଡି ଉଡି…”…

ସୁରେନ୍ଦ୍ର ସାଏ

ଲେଖା: ଦେଵ ତ୍ରିପାଠୀ ସମ୍ବଲପୁର ଠାରୁ ପ୍ରାୟ ୪୦କି.ମି. ଦୂର ଏଲଏଣ୍ଡଟି ରୋଡ଼ ପାର୍ଶ୍ଵରେ ବୃକ୍ଷରାଜି ପରିବେଷ୍ଟିତ ଛୋଟ ଗାଁ ଖିଣ୍ଡା । ସମୟର ସ୍ତିମିତ ଗୋଧୂଳିରେ ପାଣ୍ଡୁର ଦୃଶ୍ୟପଟ ପରି ଗାଁ ଖିଣ୍ଡା । ସହରୀ କୋଳାହଳର ନିରାପଦ ଦୂରତାରେ ସଭ୍ୟତାର ଆଲୋକକୁ ପଛ କରି କାହିଁ କେଉଁ କାଳୁ ଆକାଶମୁହାଁ ହୋଇ ଠିଆ…

ବକ୍ସି ଜଗବନ୍ଧୁ 

ଲେଖା: ଦେଵ ତ୍ରିପାଠୀ ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାଏ (ଲୋକମୁଖରେ ବକ୍ସି ଜଗବନ୍ଧୁ ଓ ପାଇକ ବକ୍ସି ନାମରେ ଜଣା) ଖୋର୍ଦ୍ଧା ମହାରାଜାଙ୍କର ସେନାପତି ଓ ବକ୍ସି ଥିଲେ । ଭାରତୀୟ ମୁକ୍ତି ସଂଗ୍ରାମର ଆଦ୍ୟକାଳରେ ସେ ଥିଲେ ଜଣେ ପ୍ରଚଣ୍ଡ ଯୋଦ୍ଧା । ପାଇକ ବିପ୍ଳବୀମାନେ ତାଙ୍କର ନେତୃତ୍ୱରେ ୧୮୧୭ ମସିହାରେ ଫିରିଙ୍ଗି…

ଗୋକୁଳାନନ୍ଦ ମହାପାତ୍ର

ଲେଖା: ଦେଵ ତ୍ରିପାଠୀ ଥିଲେ ଜଣେ ବିଚକ୍ଷଣ ଓଡ଼ିଆ ବୈଜ୍ଞାନିକ । ବିଜ୍ଞାନର ନିରବଚ୍ଛିନ୍ନ ଗବେଷଣା ଓ ଅଧ୍ୟାପନାରୁ ସେ ଜୀବନରେ ପାଇଥିଲେ ମହତ୍ତର ଉପଲବ୍ଧି । ମାତ୍ର ବିଜ୍ଞାନର କରାମତି ତଥା ମାନବ ଜୀବନରେ ବିଜ୍ଞାନର ଭୂମିକା ଓ ଉପାଦେୟତା ବାବଦରେ ଓଡିଆଏ ଅବଗତ ନ ଥିବା ସେ ଅନୁଭବ କରିଥିଲେ । କଳାସାହିତ୍ୟ…

ଜଳନ୍ଧର ଦେବ

ଲେଖା: ନିରଞ୍ଜନ ସାହୁ ବିଦ୍ୟା ଓ ସଂସ୍କୃତି ସଚେତନ ବାମଣ୍ଡା ରାଜ୍ୟରେ ଊନବିଂଶ ଶତାବ୍ଦୀର ଦ୍ଵିତୀୟାର୍ଦ୍ଧରେ ଜନ୍ମ ନେଇଥିଲେ ଓଡ଼ିଆ ସାହିତ୍ୟର ଏକ ବିସ୍ମୟ ପ୍ରତିଭା।ସାର୍ ବାସୁଦେବ ସୁଢଳଦେବ କର୍ତ୍ତୃକ ବାମଣ୍ଡାରେ ସମ୍ଭୂତ ନବ-ଜାଗରଣର ନୂତନ ଚିନ୍ତା ଓ ଚେତନାର ପୁଷ୍ପିତ ଉଦ୍ୟାନର ମହୀୟାନ ଫଳ ‘ଜଳନ୍ଧର ଦେବ’ । ଜଳନ୍ଧର ସ୍ରଷ୍ଟା ମାନସ ବାମଣ୍ଡାରେ…

ଗୋପାଳ ଛୋଟରାୟ

ଲେଖା: ଦେଵ ତ୍ରିପାଠୀ ଥିଲେ ଜଣେ ମହାନ ନାଟ୍ୟକାର । ଜଣେ ସରଳ ଗ୍ରାମ୍ୟ ବାଳିକାର ଏକ ଜଟିଳ ଭବିତବ୍ୟ ଭିତରେ ବଡ ହୋଇ ଉଠିବାର ଏକ ବହୁକୋଣୀୟ ଅଭିଜ୍ଞତାକୁ ନେଇ ସେ ରଚିଥିଲେ ‘ନଷ୍ଟଉର୍ବଶୀ’ ନାଟକ । ସେଇ ଉପଜୀବ୍ୟ କାହାଣୀର କଥାବସ୍ତୁ ଯେତିକି ଗ୍ରାମ ଆଉ ସହର ସହିତ ସଂପୃକ୍ତ ସେତିକି ପ୍ରେମ…

ରେଭେନ୍ସା ସାହେବ

ଲେଖା: ନିରଞ୍ଜନ ସାହୁ “ଧନ୍ୟ ଧନ୍ୟ ଧନ୍ୟ ଧନ୍ୟଟି ରେଭେନ୍ସା ଚିରକାଳ ତୁମ କୀର୍ତ୍ତି ଗାଇବ ଓଡ଼ିଶା, କେତେ କମିଶନ ଆସିଥିଲେ ଓଡ଼ିଶାକୁ ମାତ୍ର କେତେଜଣ ଲୋକ ଚିହ୍ନନ୍ତି ତାହାଙ୍କୁ ? ହେ ରେଭେନ୍ସା ପୁଣ୍ୟଶ୍ଳୋକ ଧର୍ମପରାୟଣ ଧନ୍ୟ ମୁହିଁ ତୁମ୍ଭ ନାମ କଲି ଉଚ୍ଚାରଣ। ଓଡ଼ିଶାର ମାଆବାପ କାହିଁ ତୁମ୍ଭ ପରି ଜଣେ ଓଡ଼ିଶା…

ଲକ୍ଷ୍ମୀନାରାୟଣ ସାହୁ 

ଲେଖା: ନିରଞ୍ଜନ ସାହୁ 1890 ମସିହା ଅକ୍ଟୋବର ମାସ ତିନି ତାରିଖରେ ବାଲେଶ୍ଵର ସହର ଓଲନ୍ଦା ସାହିରେ ଜନ୍ମିତ ପିଲାଟିଏ ‘ସେବକ ଶ୍ରେଷ୍ଠ’ ଭାବେ ପରବର୍ତ୍ତୀ କାଳରେ ବିଦିତ ହେଲେ । ସେ ହେଉଛନ୍ତି ପଦ୍ମଶ୍ରୀ ଲକ୍ଷ୍ମୀନାରାୟଣ ସାହୁ। ତାଙ୍କ ଜୀବନ ଆଦର୍ଶବାଦର ଏକ ଜୀବନ୍ତ ଉପନ୍ୟାସ । ଓଡ଼ିଶାରେ ଯେଉଁ କେତୋଟି ପ୍ରତିଭା ଓଡ଼ିଆର…