Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଅମୃତେଶ ଖଟୁଆ ଉତ୍କଳୀୟ ମାଟିର ଜଣେ ଉଦଯୋଗଶୀଳ ନିରାସକ୍ତ ଜାତୀୟ ଜୀବନରେ ଜଣେ ଅଗ୍ରଗାମୀ କର୍ମୀପୁରୁଷ, ଲକ୍ଷ୍ମୀନାରାୟଣ ପଟ୍ଟନାୟକ । ପୁତ୍ର ଥିଲେ ଆବାଲ୍ଯ ବୀରସୁଲଭ ଦୁଃସାହସିକ ଏବଂ ନିର୍ଭୀକ ଜନନେତୃକାର। ପୁଲିସ୍ ଲାଠି ଖାଇଥିଲେ, ଉଡାଜାହାଜ ଉଡାଇବା ପାଇଁ ପଣ କରିଥିଲେ। ପିତାଙ୍କ ସ୍ପର୍ଶରେ ସେ ପାଇଥିଲେ ଜୀବନରେ ବ୍ୟାପକତାର ସ୍ପର୍ଶ। ପିତା…
ଲେଖା: ଅମୃତେଶ ଖଟୁଆ ଅକୁତୋଭୟ ସାରସ୍ଵତ ଚର୍ଚ୍ଚା, ସଂସ୍କାରଚେତନା, ବୈଜ୍ଞାନିକ ପୁରୋଦୃଷ୍ଟି ସମ୍ମିଳିତ ନିଜର ପ୍ରଜ୍ଞାଦୀପ୍ତ ଜୀବନର ଏକ ସ୍ଵତଃପ୍ରବୃତ୍ତ ଅନୁଷ୍ଠାନ ଜଳନ୍ଧର ଦେବ ସମଗ୍ର ଓଡିଆ ଜାତି ପାଇଁ ଚିରସ୍ମରଣୀୟ । ବାମଣ୍ଡା ଓଡିଆ ସାରସ୍ଵତ କ୍ଷେତ୍ରରେ ଏକ ପ୍ରୀତିପଦ ଉଚ୍ଚାରଣ। #ବୁଧ_ହଂସ_କେଳି_ସର ବାମଣ୍ଡା ଆଧୁନିକ ଓଡିଆ ସାହିତ୍ଯ ସହ ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ…
ଲେଖା: ନିରଞ୍ଜନ ସାହୁ ଭାରତ ଇତିହାସରେ ଏକ ଘଟଣାବହୁଳ ଓ ଅଭିଶପ୍ତ ଅଧ୍ୟାୟ ରଚିତ ହୋଇଥିଲା ଅଷ୍ଟାଦଶ ଶତାବ୍ଦୀର ଦ୍ଵିତୀୟାର୍ଦ୍ଧରେ । ସେହି ସମୟରେ ସାମ୍ରାଜ୍ୟବାଦୀ ଇଂରେଜମାନେ ରବର୍ଟ କ୍ଲାଇବଙ୍କ ନେତୃତ୍ୱରେ ଭାରତରେ ଇଂରେଜ ଶାସନର ମୂଳଭିତ୍ତି ସ୍ଥାପନ କଲେ । ଦେଶ ପାଇଁ କ୍ରମେ କ୍ରମେ ପରାଧୀନତାର ଅମା ଅନ୍ଧାର ମାଡ଼ି ଆସିଲା ।…
ଲେଖା: ନିରଞ୍ଜନ ସାହୁ ୧୮୦୩ ମସିହା ବେଳକୁ ଇଂରେଜମାନେ ସମଗ୍ର ଓଡ଼ିଶା ଦଖଲ କରିନେଲେ । ତା ପୂର୍ବରୁ ସେମାନେ ଓଡ଼ିଶାର ଦକ୍ଷିଣରେ ଆସ୍ଥାନ ଜମେଇ ସାରିଥିଲେ । ଅଷ୍ଟାଦଶ ଶତାବ୍ଦୀର ମଧ୍ୟ ଭାଗରେ ଗଞ୍ଜାମ ଜିଲ୍ଲା ଇଂରେଜ ଶାସନାଧୀନ ହେଲା । ଗଞ୍ଜାମର ଲୋକେ ଥିଲେ ଶୌର୍ଯ୍ୟର ପ୍ରତୀକ । କୌଣସି ଅନ୍ୟାୟ, ଅତ୍ୟାଚାର,…
ଲେଖା: ନିରଞ୍ଜନ ସାହୁ ଭାରତୀୟ ସ୍ଵାଧୀନତା ସଂଗ୍ରାମକୁ ଆମ ଓଡ଼ିଶାର ବରୀ ଅଞ୍ଚଳର ଅବଦାନ କୌଣସି ଗୁଣରେ କମ୍ ନୁହେଁ । ୧୯୪୨ ମସିହା ଅଗଷ୍ଟ ମାସରେ ଗାନ୍ଧିଜୀଙ୍କ ଆହୂତ ‘ଭାରତଛାଡ଼’ ଆନ୍ଦୋଳନ ସାରା ଭାରତରେ ମୁଣ୍ଡ ଟେକି ଉଠିଥାଏ । ବିଦେଶୀ ଇଂରେଜଙ୍କୁ ଏ ଦେଶରୁ ହଟାଇବା ସହ ସ୍ଵରାଜ ପ୍ରତିଷ୍ଠା କରିବାର ସ୍ଵପ୍ନକୁ…
ଲେଖା: ନିରଞ୍ଜନ ସାହୁ ୧୯୩୪ ମସିହା ମଇ ମାସ ୩୧ ତାରିଖର ରୌଦ୍ରଦଗ୍ଧ ମଧ୍ୟାହ୍ନ । ଯାଜପୁର ବରୀ ଅଞ୍ଚଳର ବାଗଦା ଗ୍ରାମର ଚୌଧୁରୀ ବାମନ ଚରଣ ଦାସଙ୍କ ଚଉପାଢ଼ୀ । ସେତେବେଳର ଲଙ୍ଗଳା ଫକୀର ବାପୁଜୀ ବିଶ୍ରାମ ନେଉଥାନ୍ତି ଚଉପାଢ଼ୀ ଉପରେ । ଟିକେ ଦୂରରେ ଥାଆନ୍ତି ଓଡ଼ିଆ ଜାତିର ଚିର ନମସ୍ୟ ଗୋପବନ୍ଧୁ…
ଲେଖା: ନିରଞ୍ଜନ ସାହୁ ପାଠପଢା ମାତ୍ର ପଞ୍ଚମ ଶ୍ରେଣୀ । ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ପାଇଛନ୍ତି ‘ରାଷ୍ଟ୍ରବୀର’ ସମ୍ମାନ । ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦେଇଛନ୍ତି ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି, ମାନ୍ୟବର ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଇଛନ୍ତି ତାମ୍ରଫଳକ ସହ ପ୍ରଶସ୍ତି ପତ୍ର, ଭାରତୀୟ ସ୍ଵାଧୀନତା ସଂଗ୍ରାମୀ ପରିଷଦ, କେନ୍ଦ୍ର ସରକାର, ରାଜ୍ୟ ସରକାର…
ଲେଖା: ନିରଞ୍ଜନ ସାହୁ “ପ୍ରଚଣ୍ଡ ମାର୍ତ୍ତଣ୍ଡ ତାପେ ଦଗ୍ଧକ୍ଲିଷ୍ଟ କ୍ଲାନ୍ତି ପଥଶ୍ରାନ୍ତ ପାନ୍ଥେ ଦେଉ ଛାୟା ଅବିଶ୍ରାନ୍ତ ମହତ ହିତ ବ୍ରତର ଏ କି ତୋ ଦୃଷ୍ଟାନ୍ତ ! ଶିଖାଅ ହେବି ତୋ ସମ ସୁବିନୀତ ନମ୍ର ମନ ଅକାତରେ ଭବସେବା ଯାଉଥିବି କରି ମୋ କ୍ଷୁଦ୍ର ଆୟାସେ ବହୁ କ୍ଲେଶ ନେବି ହରି ପ୍ରତିଦାନେ…
ଲେଖା: ନିରଞ୍ଜନ ସାହୁ ୧୯୩୦ ମସିହାର କଥା । କଟକରେ ଆୟୋଜିତ ହୋଇଥାଏ କବିସମ୍ରାଟଙ୍କ ଉପରେ ଏକ ଆଲୋଚନା ଚକ୍ର । ସଂଯୋଜକ ଭଞ୍ଜ ଭଗୀରଥ ବିଛନ୍ଦ ପଟ୍ଟନାୟକ, ଅଧ୍ୟକ୍ଷତା ଉତ୍କଳ ସାହିତ୍ୟର ପ୍ରାତଃ ସ୍ମରଣୀୟ ବାଗ୍ମୀ ଗୋପାଳ ପ୍ରହରାଜ, ଆଲୋଚକ ଭାବେ ଯୋଗ ଦେଇଥାନ୍ତି ବହୁ ପ୍ରାବନ୍ଧିକ, ବକ୍ତା । ବିଦଗ୍ଧ ଶ୍ରୋତା ମଣ୍ଡଳୀରେ…
ଲେଖା: ନିରଞ୍ଜନ ସାହୁ “ମୁଁ ସାତ ଆଠ ବର୍ଷର ହୋଇଥାଏ । ଧୋବଣୀ ଲୁଗା ନେଇ ଆସିଲା । ମୁଁ ତାକୁ ପଚାରିଲି — ତୁ କି ଜାତି ? ମୋର ଏତିକି କଥା ବାପା ଶୁଣିପାରିଲେ । ସଙ୍ଗେ ସଙ୍ଗେ ମୋ ପାଖକୁ ଚାଲି ଆସି କହିଲେ, “ଶାଶୁଖାଇ ! ଜାତିକଥା କାହାକୁ…