Category ମହାମନିଷୀଗଣ

ଫକୀର ଚନ୍ଦ୍ର ପରିଡ଼ା

ଲେଖା: ଦେଵ ତ୍ରିପାଠୀ କଟକ ସହରର କୁମ୍ଭାରସାହିର ପିଲାଟିଏ । ପାଠପଢାରେ ମନ ଲାଗୁ ନଥିଲା ସିନା, ହେଲେ ବିଧାତା ତା’ଠି ଖଞ୍ଜିଥିଲେ ଅପୂର୍ବ ପ୍ରତିଭା !  ଆଠ ବର୍ଷର କୋମଳ ବୟସରେ ସେ କିନ୍ତୁ ମନ ବଳାଇଲା ମୂର୍ତ୍ତି ତିଆରି ପାଇଁ ! ପରିବାରରେ ବାପାଭାଇଙ୍କ ସହ ମିଶି ପାରମ୍ପରିକ ମୂର୍ତ୍ତି ତିଆରି କରି…

ବାଳକୃଷ୍ଣ ଦାଶ

ଲେଖା: ଦେଵ ତ୍ରିପାଠୀ ନବମ ଶ୍ରେଣୀରେ ପାଠ ପଢୁଥିବା ବାଳକଟି ଛୁଟିରେ ଘରକୁ ଆସିଥାଏ । ହଠାତ୍ ଘରର ଛାତ ଉପରେ ଉଡି ଆସି ବସିଗଲା ପେଚାଟିଏ । ଅନେକ କହିଲେ ଏହା ଅଶୁଭ । କେହି କେହି ତାକୁ ଘଉଡାଇବା ପାଇଁ ପାଟିଗୋଳ କଲେ । ବାଳକଟି ମଧ୍ୟ ଟେକାଟିଏ ମାରିବାକୁ ଉଦ୍ୟତ ହେଲା…

ବିକଳାନନ୍ଦ କର

ଲେଖା: ଦେଵ ତ୍ରିପାଠୀ ଆମ କଟକ ଜିଲ୍ଲାର କଥା !  ଥିଲା ଜଣେ ଅଧ୍ୟବସାୟୀ କିଶୋର । ପଇସା ଅଭାବରୁ ସିନା ପାଠ ପଢ଼ି ପାରିଲାନି, ହେଲେ ମନରେ ଥାଏ ଆଗକୁ ବଢ଼ିବାର ସ୍ପୃହା ! ପରିସ୍ଥିତିରେ ପଡ଼ି ଘରଦ୍ଵାର ଛାଡ଼ି ଦିନେ ବିଦେଶମାଟିରେ ଜୀବନ ଜୀଇଁବା ପାଇଁ ହୋଟେଲରେ କାମ କଲା । ବ୍ରାହ୍ମଣ…

ଶ୍ରୀବତ୍ସ ପଣ୍ଡା 

ଲେଖା: ଦେଵ ତ୍ରିପାଠୀ ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆମ ରାଜ୍ୟର ଜାତୀୟ ଜୀବନରେ ସମାଜସଂସ୍କାର, ଅସ୍ପୃଶ୍ୟତା ନିବାରଣ, ନାରୀଶିକ୍ଷା, ଓଡ଼ିଆ ଭାଷାର ସୁରକ୍ଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ସ୍ବାଧୀନତା ଆନ୍ଦୋଳନ, ସାହିତ୍ୟ ସୃଷ୍ଟି, ଗୋରକ୍ଷା, ଧର୍ମସଂସ୍କାର କ୍ଷେତ୍ରରେ ସାହସିକ ପଦକ୍ଷେପ ନେଇ ଇତିହାସ ରଚିଥିଲେ ସେ ! କେବଳ ଓଡ଼ିଶା ନୁହେଁ, ଭାରତଭୂଖଣ୍ଡର ସେ ଥିଲେ…

ଶରତ ପୂଜାରୀ

ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଥମ ରୋମାଣ୍ଟିକ ଚିରସବୁଜ ସୁପରଷ୍ଟାର ଅଭିନେତା, ନିର୍ଦ୍ଦେଶକ,  ସମାଲୋଚକ, ଲେଖକ, ଅଧ୍ୟାପକ ଓ ସଂଗଠକ ତଥା ସମ୍ମାନନୀୟ ଜୟଦେବ ପୁରସ୍କାର ସମେତ ବହୁ ଜାତୀୟ ଓ ଅନ୍ତର୍ଜାତୀୟ ପୁରସ୍କାରରେ ସମ୍ମାନିତ ଓ ଉଦ୍ଭାସିତ ଅମର ପ୍ରତିଭା ଶରତ ପୂଜାରୀ ! ନୟାଗଡ଼ ଜିଲ୍ଲା ଖଣ୍ଡପଡାରେ ଜନ୍ମିତ ଏହି…

ବ୍ୟୋମକେଶ ତ୍ରିପାଠୀ

~ ବ୍ୟୋମକେଶ ତ୍ରିପାଠୀ ~ ଲେଖା: ଅମୃତେଶ ଖଟୁଆ ଗୋଟିଏ ସାକ୍ଷାତକାରରେ ସେ କହିଥିଲେ, “Theatre is mediation to me. . . I have a long straight nose and I would like to follow the long, straight path.” ଦେହାବସାନ ପୂର୍ବରୁ ଭୁବନେଶ୍ଵରରେ ବିଦଗ୍ଧ ବିଶ୍ଵନାଟକ ପ୍ରଯୋଜନା…

ଦିନନାଥ ପାଠୀ

ଲେଖା: ଦେବ ତ୍ରିପାଠୀ ଦିଗନ୍ତ ବିସ୍ତାରି ପାହାଡ଼ର ପହଣ୍ଡି ‘ଦିଗପହଣ୍ଡି’ । ଦିଗ ଓ ପୁଦିଆ ସର୍ଦ୍ଦାରଙ୍କ କିମ୍ବଦନ୍ତୀର ଗାଁ ଦିଗପହଣ୍ଡି । ଭୀମସେନ ପାଣିଗ୍ରାହୀଙ୍କ ‘ଖେମୁଣ୍ଡି ଇତିହାସ’ (୧୯୦୯) ବିବର୍ତ୍ତିତ ଇତିହାସର ସ୍ବାକ୍ଷର ବହନ କରେ ଦିଗପହଣ୍ଡି । ଢୁମ୍ପା, କଳାସଂସ୍କୃତି, ସାହିତ୍ୟ, ଗଡ଼ଜାତୀୟ ଇତିହାସ ଓ ଐତିହ୍ୟ ସୁରଭିତ ଦିଗପହଣ୍ଡି ମାଟି ମଧ୍ୟ…

ଫୁଟାଡଙ୍ଗାର ନାଉରୀ

ଲେଖା: ଓଁ ଅଭିଜ୍ଞାନ ସାହୁ ଫୁଟାଡଙ୍ଗାର ନାଉରୀ ! ଫତୁରାନନ୍ଦଙ୍କ ଭଳି ଏକ ବିରାଟ କ୍ୟାନଭାସ୍ କୁ ଅଳ୍ପରେ ଆଙ୍କିବାକୁ ଚେଷ୍ଟା କରିବା ହୁଏତ ମୋ ପକ୍ଷରେ ଧୃଷ୍ଟତା ହୋଇପାରେ । ଚେଷ୍ଟା କରୁଛି ଅଳ୍ପରେ ତାଙ୍କ ପ୍ରତି ଥିବା ମୋର ପ୍ରଗାଢ ଭକ୍ତି ଓ ଭଲ ପାଇବାକୁ ଚିତ୍ରଣ କରିବା ପାଇଁ । ଆଧୁନିକ…

ଶୈଳବାଳା ଦାସ

~ ଶୈଳବାଳା ଦାସ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ମୁଖ୍ୟ ଭୂମିକାରେ ଅବତୀର୍ଣ୍ଣା ହେବା ସହ ମଧୁବାବୁଙ୍କ ସ୍ଵପ୍ନର ରାଇଜରେ ଏକ ସୁଦୃଢ଼ ସମାଜକୁ ଖୋରାକ ଦେଇଥିଲେ ଶୈଳବାଳା ଦାସ। ୧୮୭୫ ମାର୍ଚ୍ଚ ୨୫ରେ କୋଲକାତାର ଭବାନୀପୁର ସ୍ଥିତ ମଧୁସୂଦନଙ୍କ ଚକ୍ରବାରିଆ ରୋଡ୍‌ ଭଡ଼ା ଘରେ ଶୈଳବାଳା ଜନ୍ମଗ୍ରହଣ କରିଥିଲେ।…

ନୀଳମଣି ବିଦ୍ୟାରତ୍ନ

ବଙ୍ଗଳା, ବିହାର ଓ ତେଲେଙ୍ଗାମାନଙ୍କର ଓଡ଼ିଆ ଭାଷା ପ୍ରତି ଯେଉଁ ଅସୂୟା ଭାବ ଥିଲା, ତାହାକୁ ସେମାନଙ୍କ ଆଗରେ ବୀରଦର୍ପରେ ବଖାଣିବା ନିମନ୍ତେ ସେ ଓଡ଼ିଆ ଭାଷାର ସ୍ଥାୟିତ୍ୱ ଓ ଅବିନଶ୍ୱର ରୂପକୁ ପ୍ରତିଷ୍ଠିତ କରାଇଥିଲେ । ଏଇ ମାଟିର ଭାଷା ବଦଳରେ ସମ୍ବଲପୁରରେ ହିନ୍ଦୀଭାଷା ଏବଂ ଗଞ୍ଜାମରେ ତେଲୁଗୁଭାଷା ପ୍ରୟୋଗର ଘୋର ବିରୋଧ ତଥା ପତ୍ରିକା ମାଧ୍ୟମରେ ସଂଗ୍ରାମର ବାର୍ତ୍ତାପ୍ରେରଣ କରି ସେ ମଧ୍ୟ ଆକ୍ରୋଶର ଶିକାର ହୋଇଥିଲେ ହୀନମନା ହିନ୍ଦୀଭାଷୀ ଓ ତେଲେଙ୍ଗାମାନଙ୍କର । କେବଳ ଦେଶଗଠନ ପାଇଁ ଯେ ତାଙ୍କର ଭୂମିକା ଥିଲା ଗୁରୁତ୍ଵପୂର୍ଣ୍ଣ ତାହା ନୁହେଁ, ବ୍ରିଟିଶ ସରକାର ବିରୋଧରେ ପତ୍ରିକା ମାଧ୍ୟମରେ ରଣହୁଙ୍କାର ଦେଇ ଓ ଜନଜାଗରଣ ସୃଷ୍ଟି କରି ସେ ବ୍ରିଟିଶ ସରକାରର ବନିଯାଇଥିଲେ ମହାଶତ୍ରୁ . .