Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଦେଵ ତ୍ରିପାଠୀ ଶୀତ ଆସିଲେ ଆମେ କେବେ କେବେ ଯୋଜନା କରୁ ଚିଲିକା ବୁଲିବା ପାଇଁ ! ପ୍ରକୃତିର ସେଇ ସନ୍ତାନସନ୍ତତିମାନେ ମଧ୍ୟ ଯୋଜନା କରନ୍ତି ଚିଲିକା ବୁଲିବା ପାଇଁ, କେହି ଅବା ଇଚ୍ଛନ୍ତି ଓଡ଼ିଶା ଭୂଇଁର ଆଉ ଏକ ଅପୂର୍ବ ପ୍ରାକୃତିକ ନୈସର୍ଗିକ ଶୋଭାର ଭଣ୍ଡାର ତଥା ଗୌରବମୟ ଐତିହ୍ୟର ଭଣ୍ଡାର ଭିତରକନିକାକୁ…
ଲେଖା: ରବୀନ୍ଦ୍ର କୁମାର ରଣା ମଧ୍ୟଯୁଗୀୟ ଓଡ଼ିଶାର ପ୍ରାଚୀନ କଳା ଓ ସଂସ୍କୃତି ସମ୍ପନ୍ନ ଐତିହାସିକ ଗ୍ରାମ ହେଉଛି ଗଞ୍ଜାମର ଆଠଗଡ଼ପାଟଣା । ସପ୍ତଦଶ ଓ ଅଷ୍ଟାଦଶ ଶତାବ୍ଦୀର ୧୫ରୁ ଉର୍ଦ୍ଧ୍ବ ପ୍ରାଚୀନ କିର୍ତ୍ତିରାଜି ଏହି ଗ୍ରାମରେ ଦେଖିବାକୁ ମିଳେ । ଇତିହାସର ତଥ୍ୟାବଳୀ ଅନୁଯାୟୀ ତକି ଖାଁର ଜଗନ୍ନାଥ ମନ୍ଦିର ଆକ୍ରମଣ ସମୟରେ ଏହି…
ଲେଖା: ଦେଵ ତ୍ରିପାଠୀ ୧୯୧୭ ମସିହା, କଟକ । ଓଡ଼ିଆ ବଜାରର ସେଇ ଦୁଇ ମହଲା ପ୍ରାସାଦର ନିରୋଳା କୋଠରୀରେ ବସି ପରାଧୀନ ଭାରତର ବାସ୍ତବ ରୂପକୁ ନିରେଖି ଦେଖୁବାକୁ ଚେଷ୍ଟା କରୁଥିଲା ୨୦ ବର୍ଷର ଯୁବକ ଜଣେ ! ଏ ଜତିର ଗତିକୁ ନେଇ ସେ ଥିଲା ବ୍ୟଥିତ, ବିବ୍ରତ ! ପ୍ରଥମ ଥର…
ଲେଖା: ସୁକାନ୍ତି ସାହୁ ପୁରାଣ ଶାସ୍ତ୍ର ମାନଙ୍କ ମଧ୍ୟରେ ମତ୍ସ୍ୟ ପୁରାଣ, ସ୍କନ୍ଧ ପୁରାଣ, କାଳିକା ପୁରାଣ ଓ ଦେବୀ ଭାଗବତ ଇତ୍ୟାଦି ଗ୍ରନ୍ଥରେ ଏକଶହ ଆଠଗୋଟି ତନ୍ତ୍ରପୀଠର ନାମ ସମ୍ପର୍କରେ ସୂଚନା ଅଛି। କିନ୍ତୁ ତନ୍ତ୍ରସାର ଗ୍ରନ୍ଥରେ ଭାରତବର୍ଷରେ ଏକାବନ ଗୋଟି ତନ୍ତ୍ରପୀଠର ପ୍ରାଧାନ୍ୟ ସ୍ଵୀକାର କରାଯାଇଛି। ଏହି ଏକାବନ ଗୋଟି ତନ୍ତ୍ରପୀଠର ଐତିହାସିକ…
ଲେଖା: Odisha Stories ଅନନ୍ୟ ଭାରତର ଇତିହାସ, ସଂସ୍କୃତି, ପରମ୍ପରା ତଥା ଐତିହ୍ୟ । ମା’ଙ୍କ ଅନେକ ରୂପ ଯଥା ଶକ୍ତି, ସୁନ୍ଦର ତଥା ଭୟଙ୍କର ଭାବରେ ପରିଚିତ । ଓଡ଼ିଶାର ଏକ ପ୍ରସିଦ୍ଧ ଦେବୀ ସିଏ ପୁଣି ପୂଜା ପାଆନ୍ତି ପାକିସ୍ତାନ, ଆଫଗାନିସ୍ତାନ ତଥା ସୁଦୁର ଆସାମରେ । ଓଡ଼ିଶାର ଅନୁଗୋଳ ଜିଲ୍ଲାର ସିଙ୍ଗଡ଼ା…
ଲେଖା: ବନ୍ଧନ ଦଳାଇ ଶୈବଧର୍ମ ଓ ଶୈବ ସଂସ୍କୃତି ହେଉଛି ଉତ୍କଳ ଭୂଖଣ୍ଡର ଏକ ଆଧ୍ୟାତ୍ମିକ ଧାରା। ଭଗବାନ୍ ଶିବ ହେଉଛନ୍ତି ସତ୍, ଚିତ୍ ଓ ଆନନ୍ଦର ପ୍ରତୀକ ଓ ସକଳ କାର୍ଯ୍ୟର ମଙ୍ଗଳମୟ ଦେବତା । ମହାରୁଦ୍ରଙ୍କ ସର୍ବ ବ୍ୟାପକତା ଓ ମଙ୍ଗଳମୟ ଲୀଳା ସମ୍ପର୍କରେ ସପ୍ତର୍ଷି କୁହନ୍ତି ,’ସେ ଅନନ୍ତ, ଅବ୍ୟକ୍ତ ଓ…
ଲେଖା: ଋଷିରାଜ ପଟ୍ଟନାୟକ ବାମଣ୍ଡା ରାଜ୍ୟ ଥିଲା ଓଡ଼ିଶାର ଏକ ଆଦର୍ଶ ଗଡ଼ଜାତ ରାଜ୍ୟ । ଶୁଣାଯାଏ, ଉତ୍କଳର ଗଜପତି କପିଳେନ୍ଦ୍ର ଦେବଙ୍କ ପୁତ୍ର ସୁଭକ୍ତ ଏଠାରେ ରାଜୁତି କରୁଥିଲେ । ଫଳରେ ବାମଣ୍ଡାର ରାଜବଂଶ ନିଜକୁ ଗଙ୍ଗବଂଶୀ ବୋଲି କହିଥାଆନ୍ତି । କିନ୍ତୁ ପ୍ରଶ୍ନ ସୃଷ୍ଟି ହୁଏ ଗଜପତି କପିଳେନ୍ଦ୍ର ଦେବ ଯଦି ସୂର୍ଯ୍ୟବଂଶୀ…
By: Shibashish Mahapatra ~ Palaces of Western Odisha ~ A Palace is the residence of the royal or the home to a state head. The Odisha state was once home to fifty or more Gadajata Rajyas or Feudatory States. These…
ଲେଖା: ସନ୍ତୋଷ ପଟ୍ଟନାୟକ ~ ମାରଦା ମନ୍ଦିରର ଅନନ୍ୟ ଗାଥା ~ ଜଗନ୍ନାଥଙ୍କ କରୁଣାରୁ ଏ ସୃଷ୍ଟି ଜୀବନ ପାଇଛି । ଗତିଶୀଳ ଅଛି ପୁଣି ଆଗାମୀ ବଂଶଧରମାନଙ୍କ ପାଇଁ ଆଗକୁ ବି ବଞ୍ଚିରହିବ। ଏ ଅନନ୍ତ ବ୍ରହ୍ମାଣ୍ଡର କେହି ଜଣେ ନିଶ୍ଚିତ ନିୟାମକ ଅଛନ୍ତି ଏଥିରେ ଦ୍ୱିରୁକ୍ତି ନାହିଁ। ଦେଖନ୍ତୁ ଅନୁଭବ କରନ୍ତୁ କେତେ…
ଲେଖା: ଅରବିନ୍ଦ ମହାନ୍ତି Astha Sambhu Temple ! ଦିନେ କୋଟିଲିଙ୍ଗର କ୍ଷେତ୍ର ବୋଲାଉଥିବା ଭୁବନେଶ୍ୱର, ସମୟର ଗତିରେ ଏହାର ବହୁ ମନ୍ଦିର ଓ ବିଗ୍ରହ ଲୁପ୍ତ ଓ ଲୁଣ୍ଠିତ ହୋଇ ପଡ଼ିଥିଲେ। ଏଥି ମଧ୍ୟରୁ ଅଷ୍ଟଶମ୍ଭୁ ମନ୍ଦିର ଅନ୍ୟତମ। ପବିତ୍ର ବିନ୍ଦୁସାଗରର ଉତ୍ତର ଦିଗରେ ଓ ଗୋଦାବରୀ ତୀର୍ଥ ଏବଂ ଉତ୍ତରେଶ୍ବରଙ୍କ ନିକଟରେ…