Physical Address
Sai Samarpanam, Satya Vihar, Bhubaneswar
ଲେଖା: ଶିଶିର ମନୋଜ ସାହୁ ~ ଓଡ଼ିଶାର ପିମ୍ପେଇ ଅମାଵାସ୍ୟା ~ କାର୍ତ୍ତିକ ଅମାଵାସ୍ୟାକୁ ଓଡ଼ିଶାରେ ଆଜି ଅଧିକାଂଶ ଦୀପାଵଳି (ଅମାଵାସ୍ୟା), ଦିଆଲି ଓ ଦେଵାଲୀ ବୋଲି ଜାଣିଛନ୍ତି କିନ୍ତୁ ଏହାକୁ ଓଡ଼ିଶାରେ ପୟା ଅମାଵାସ୍ୟା, ପୟାଁ ଅମେଇସା ଓ ବଡ଼ବଡ଼ିଆଡକା ଉଆଁସ ମଧ୍ୟ କୁହାଯାଏ । ଦକ୍ଷିଣ ଓଡ଼ିଶାରେ ଏହାକୁ ଫଟାକି ଉଆଁସ ମଧ୍ୟ…
ଲେଖା: ଅମ୍ବିକା ପଟ୍ଟନାୟକ ~ ଗର୍ଭଣା ସଂକ୍ରାନ୍ତି ~ ଓଡ଼ିଆରେ ଗୋଟେ ଢ଼ଗ ଅଛି.. “ଆଗେ ବୁଣ ପଛେ ବୁଣ, ଗର୍ଭଣାକୁ ଟୁଣ ଟୁଣ l” କୃଷି ଭିତ୍ତିକ ରାଜ୍ୟ ଓଡ଼ିଶାରେ ଅକ୍ଷିତୃତୀୟା ଦିନ ଅକ୍ଷି ମୁଠି ଅନୁକୂଳ କରାଯାଇ ଚାଷ କାମର ଅୟମାରମ୍ଭ ଶୁଭାୟ ଭବତୁ କରା ଯାଇଥାଏ l ଏଵେ ସିନା ଉନ୍ନତ…
By: Arpan Gourav Dash ~ Naga (ନାଗା) ~ The idol of Naga represents the age old Jaga Akhada culture of Puri. According to scholars, Nagas are saint of Shaiva sect who were practicing bodybuilding, wrestling and protecting the Temple from…
ଲେଖା: ସୁଦର୍ଶନ ସାହୁ ~ଆମ ଓଡ଼ିଆ ପରମ୍ପରାରେ କଂସାଥାଳି ~ ଉତ୍କଳୀୟ ପରମ୍ପରାରେ କଂସାଥାଳି ର ବ୍ୟବହାର କାହିଁ କେବେଠୁ ରହିଆସିଛି । ପିଢ଼ା, ପାଣି ଥୋଇବା ପରେ କଂସାଥାଳିରେ ଭାତ ବଢ଼ାଯାଏ #ଓଡ଼ିଆଣୀ ହାତରେ ! ଏହା ଛଡ଼ା ଗ୍ରାମଦେବତୀଙ୍କ ଠାରେ ଉଖୁଡ଼ା ଭୋଗ, ବିଷ୍ଣୁ ମନ୍ଦିରରେ ଶଙ୍ଖୁଡ଼ି (ଖେଚୁଡ଼ି) ଭୋଗ, ଅତିଥି, ଅଭ୍ୟାଗତ,…
ଲେଖା: ଦେଵ ତ୍ରିପାଠୀ ~ କଂସାର କୁଣୁଆ ~ ନଵେ ଦଶକର କୌଣସି ଏକ ସନ୍ଧ୍ୟା । ତତ୍କାଳୀନ ବମ୍ବେ ବିଶ୍ୱବିଦ୍ୟାଳୟର ଅଡିଟୋରିୟମ୍ । ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାର ପୁରସ୍କାର ବିଜେତାଙ୍କ ନାମ ଘୋଷଣା ପୂର୍ବରୁ ଉପସ୍ଥାପକଙ୍କ କଣ୍ଠରୁ ନିଃସୃତ ହେଲା ଭାବଗର୍ଭକ କେଇପଦକଥା ! କଣ୍ଠରେ ଅଦ୍ଭୁତ ଉଚ୍ଛ୍ୱାସ ରଖି ସେ ବଖାଣି ଚାଲିଥିଲେ…
ଲେଖା: ଦାମୋଦର ମହାନ୍ତି ~ ଶ୍ରୀକ୍ଷେତ୍ରରେ ଗୋସାଣୀ ଯାତ ~ ଶ୍ରୀକ୍ଷେତ୍ରରେ ପ୍ରଚଳିତ ସମସ୍ତ ପ୍ରଥା ଓ ପରମ୍ପରା ଅନନ୍ୟ ଓ ନିଆରା । ଶାକ୍ତ ପରମ୍ପରା ଅନୁଯାୟୀ ଦୁର୍ଗା ପୂଜା ମଧ୍ୟ ଶ୍ରୀକ୍ଷେତ୍ରରେ ଅତି ପ୍ରାଚୀନ ଏବଂ ଗୌରବୋଜ୍ଜ୍ଵଳ ପରମ୍ପରା ଉପରେ ପର୍ଯ୍ୟବେସିତ । ଦେବୀ ପୂରାଣ ଅନୁଯାୟୀ ଦକ୍ଷ ଯଜ୍ଞ ବେଳେ ଅପମାନିତ…
ଲେଖା: ଅମ୍ବିକା ପଟ୍ଟନାୟକ ~ ଆଶ୍ୱିନ ଅମାବାସ୍ୟା: ମହାଳୟା ଓ ପୋଲରୀ କଥା ~ ମହାଳୟା ନାମରେ କଥିତ ଆଶ୍ୱିନ ଅମାବାସ୍ୟା ପିତୃପକ୍ଷ/ଅପରପକ୍ଷର ଶେଷଦିନ l ଏକ କୃତଜ୍ଞ ସମାଜ ପିତୃପକ୍ଷଙ୍କୁ ଶ୍ରାଦ୍ଧତର୍ପଣ କରେ l ଶ୍ରାଦ୍ଧ ଆଉ କଣ କି, ଶ୍ରଦ୍ଧା ସହ ପୂର୍ବଜ ମାନଙ୍କୁ ସ୍ମରଣ କରିବା ହିଁ ଶ୍ରାଦ୍ଧ l ତେବେ…
ଗବେଷଣା ଓ ଉପସ୍ଥାପନା: ସୁଦର୍ଶନ ସାହୁ (ବିଶିଷ୍ଟ କଳାକୃତି ସଂଗ୍ରାହକ ଓ ଗବେଷକ) ~ଆମ ଓଡ଼ିଆ ପରମ୍ପରାରେ କଂସାଥାଳି ~ ଉତ୍କଳୀୟ ପରମ୍ପରାରେ #କଂସାଥାଳି ର ବ୍ୟବହାର କାହିଁ କେବେଠୁ ରହିଆସିଛି । ପିଢ଼ା, ପାଣି ଥୋଇବା ପରେ କଂସାଥାଳିରେ ଭାତ ବଢ଼ାଯାଏ #ଓଡ଼ିଆଣୀ ହାତରେ ! ଏହା ଛଡ଼ା ଗ୍ରାମଦେବତୀଙ୍କ ଠାରେ ଉଖୁଡ଼ା ଭୋଗ,…
ଲେଖା: ଶିଶିର ସାହୁ ମନୋଜ ~ ଓଡ଼ିଶା ଓ ଶ୍ରାଵଣ ଅମାଵାସ୍ୟା ~ ଶ୍ରାଵଣ ଅମାଵାସ୍ୟା ଓଡ଼ିଶାରେ ଚିତଉ ଅମାଵାସ୍ୟା ଵା ଚିତାଲାଗି ଅମାଵାସ୍ୟା କୁହାଯାଏ । ଓଡ଼ିଆ ଭାଷାରେ ଚିତାଲାଗି ହେଵା କ୍ରିୟାର ଅର୍ଥ “ଦେହରେ ଚନ୍ଦନ ବୋଳି ହେଵା” କିନ୍ତୁ ଶ୍ରୀମନ୍ଦିରରେ ସ୍ନାନପୂର୍ଣ୍ଣିମା ରାତିରେ ତିନିଠାକୁରଙ୍କୁ ଅଣସର ଘରେ ଯେଉଁ ରତ୍ନ ଅଳଙ୍କାର…
ଲେଖା: ଉତ୍ପଳ ପତି ରଜମଉଜ ! ରଜପର୍ବର ନିଆରା ମଉଜ ! ରଜ ମୁଖ୍ୟତଃ ୩ ଦିନ ପାଳିତ ହେବା ସହ ପ୍ରଥମ ରଜର ପୂର୍ବଦିନ ଓ ଶେଷରଜର ପରଦିନ ମଧ୍ୟ ଏହି ପର୍ବ ପାଳିତ ହୋଇଥାଏ। ଶରୀର ପାଇଁ ବିଶ୍ରାମ ଆଉ ମନ ପାଇଁ ଆନନ୍ଦର ଅବସର ଏହି ରଜପର୍ବ। ରଜମଉଜ କେବଳ ଏହି…