Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଗବେଷଣା ଓ ଉପସ୍ଥାପନା: ଡ. ବାୟାମନୁ ଚର୍ଚି ଘୁଡ଼ୁକି ଏକ ବାଦ୍ୟ । ପତର ସଉରା ଓ କେଳା ସମ୍ପ୍ରଦାୟର ଲୋକେ ପୂର୍ବେ ଏକ ବାଦ୍ୟଯନ୍ତ୍ରକୁ ବ୍ୟବହାର କରି, ଗୀତ ଗାଇ ଗାଇ, ଗାଁ ଗାଁ ବୁଲି ବୁଲି ଭିକ୍ଷା କରୁଥିଲେ । ଏହି ଘୁଡ଼ୁକି ବଜାଇଲେ ଘୁ.ଡୁ. . . ଘୁଡୁ ଶବ୍ଦ ସୃଷ୍ଟି…
ଲେଖା: କୁମାରେଶ ନାୟକ ~ ମୟୂରଭଞ୍ଜ ମାଟିର ପ୍ରସିଦ୍ଧ ନୃତ୍ୟକଳା ଛଉ ନୃତ୍ୟ ~ ଛଉ ନୃତ୍ୟ ଏକ ପ୍ରସିଦ୍ଧ ପୂର୍ବ-ଭାରତୀୟ ନୃତ୍ୟକଳା। ଅନେକ ଏହାକୁ ସେମିକ୍ଲାସିକାଲ ନୃତ୍ୟ ପର୍ଯ୍ୟାୟ ଭୁକ୍ତ ଭାବରେ ବିବେଚନା କରୁଥିଲେ ମଧ୍ୟ ଛଉନୃତ୍ୟର ବିଭବକୁ ଅବଲୋକନ କଲେ ଏହାର ବିବିଧତା ଦୃଷ୍ଟିରୁ ଏହାର ସ୍ବତନ୍ତ୍ରତା ସ୍ବତଃ ବାରି ହୋଇପଡେ। ଛଉ…
By: Prem Sahoo Chhau Dance, also spelled as Chau or Chhau, is a semi classical Indian dance with martial, tribal and folk with origins in the eastern Indian states of Odisha. The Dance ranges from celebrating martial arts, acrobatics and…
By: Rusiraj Pattanayak ~ History of World Famous Mayurbhanj Chhau ~ The Mayurbhanj Chhau dance is primarily maskless and renowned for its ‘Taandava’ (vigorous) and ‘Laasya’ (soft) dance substance. This Chhau dance is essentially a ritual based dance of Siva…
ଲେଖା: ଆଦିତ୍ୟ କୁମାର ନାୟକ ଓଡ଼ିଶାର ଅନାଲୋଚିତ ଲୋକନୃତ୍ୟ ଚାଙ୍ଗୁନୃତ୍ୟ । ପାହାଡ଼ି ଝରଣାର ମନମତାଣିଆ କୁଳୁକୁଳୁ ନାଦ ପରି ଆଦିବାସୀଙ୍କର ଜୀବନର ପ୍ରତିଟି ମୁହୂର୍ତ୍ତ ନୃତ୍ୟସଙ୍ଗୀତରେ ପରିପୂର୍ଣ୍ଣ । ନୃତ୍ୟ ଗୀତ ଆଦିବାସୀଙ୍କର ଜୀବନର ଏକ ଅବିଛେଦ୍ୟ ଅଙ୍ଗ । ଆଉ ସବୁଠୁ ବଡ଼ କଥା ହେଲା ଅନ୍ୟ ନର୍ତ୍ତକନର୍ତ୍ତକୀ ଅନ୍ୟର ମନରଞ୍ଜନ ପାଇଁ…
ଲେଖା: ନିରଞ୍ଜନ ସାହୁ ପାଲା ! ଓଡ଼ିଶାର ନିଜସ୍ଵ ଲୋକସଂସ୍କୃତି ! ସଂସ୍କୃତି ଏକ ବେଗଗାମୀ ସ୍ରୋତସ୍ଵିନୀ । ଏହା ଚିର ପ୍ରବହମାନ । ଉନ୍ନତ ଚିନ୍ତା, ମାର୍ଜିତ ରୁଚି, ଶାଳୀନତା ଯୁକ୍ତ ପରମ୍ପରା – ଏ ସବୁକୁ ନେଇ ପ୍ରକାଶିତ ହୁଏ ସଂସ୍କୃତି । ପର୍ବତ କନ୍ଦରରୁ କଳକଳ ନାଦ କରି ବହି ଆସୁଥିବା…
ଲେଖା: ଅଶୋକା ନାୟକ ପୁରୀର ସାହିଯାତ। ସାହିଯାତ ଶୁଣିଦେଲେ ହିଁ ଲୋମ ଟାଙ୍କୁରି ଯାଏ। ଏହା ପୁରୀର ଅନନ୍ୟ ଏବଂ ଅଦ୍ୱିତୀୟ ପରମ୍ପରା। ସାହିଯାତ ହେଉଛି ସବୁଠାରୁ ପୁରାତନ, ବ୍ୟାପକ ଆଉ ଭବ୍ୟ ମୁକ୍ତାକାଶ ଯାତ୍ରା। ଏହା ପୁରୀର ସାତ ସାହି ବୟାଳିଶ କନ୍ଦିର ଯାତ୍ରା। ଶ୍ରୀମନ୍ଦିର ଓ ସାତ ସାହିର ଯାଗାଘର ଏଥିରେ ପ୍ରତ୍ୟକ୍ଷ…
ଲେଖା: ଦେଵ ତ୍ରିପାଠୀ ଆମ ଓଡ଼ିଶାର ଯେଉଁ ଅଞ୍ଚଳଟି ବିଗତ କେଇ ଦଶନ୍ଧି ଧରି, କ୍ଷୁଧା ଓ ଦାରିଦ୍ର୍ୟର ତାଡ଼ନାରେ ମା’ଟିଏ କୋଳର ଶିଶୁକୁ ବିକିବା ଓ ନାରୀଟିଏ ଦେହ ବିକିବାକୁ ନେଇ ସମଗ୍ରବିଶ୍ଵରେ ବଦନାମୀ ବ୍ରାଣ୍ଡ ‘କେବିକେ’ର ଅଂଶଭାବେ ପରିଚିତ, ସେ ଅଞ୍ଚଳର ନାମ କଳାହାଣ୍ଡି । ଅପରପକ୍ଷରେ, କଳାର ଦେଶ ଉତ୍କଳର ବୈଚିତ୍ର୍ୟମୟ,…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓ ସନ୍ତୋଷ ପଟ୍ଟନାୟକ ଢୁମ୍ପା ସଙ୍ଗୀତ ଗଞ୍ଜାମର ପ୍ରସିଦ୍ଧ ଲୋକକଳା । ଢୁମ୍ପା ସଙ୍ଗୀତର ଇତିହାସ ଜାଣିବାକୁ ହେଲେ ଆମକୁ ଅଷ୍ଟାଦଶ ଶତାବ୍ଦୀକୁ ଯିବା ପାଇଁ ପଡିବ। ଗଞ୍ଜାମର ବଡଖେମୁଣ୍ଡିରେ ୧୭୮୯ ମସିହାରେ ଜନ୍ମଗ୍ରହଣ କରିଥିଲେ ବାଣୀ ବରପୁତ୍ର କବିସୂର୍ଯ୍ଯ ବଳଦେବ ରଥ। ୧୮୪୫ ମସିହାରେ ତାଙ୍କର…
ଲେଖା: ଦେଵ ତ୍ରିପାଠୀ “ଵଉଳଗାଡିଆ ପଥର ଛାତିରେ ହସେ ଆମ ଚାରୁକଳା, ମୋଗଲ ତାମସା ସ୍ମୃତି ଓ ସଂସ୍କୃତି ଚିରକାଳ ମଧୁବୋଳା” । ଖାଇବର ଗିରିପଥ ଦେଇ ଭାରତକୁ ପ୍ରବେଶ କରି ପରାକ୍ରମୀ ବାବର ମୋଗଲ ସାମ୍ରାଜ୍ୟ ପ୍ରତିଷ୍ଠା କରିଥିଲେ । ସାମାଜିକ ଓ ପ୍ରଶାସନିକ ବ୍ୟବସ୍ଥାର ତଦାରଖ ତଥା ମୋଗଲ ଶାସନର ପ୍ରଭୁତ୍ୱ ବିସ୍ତାର…