Search Results for କୋଣାର୍କ

ନିଆଳି

~ ପ୍ରାଚୀ ଅଧିତ୍ୟକାରେ ଶିଶିରାବସର: ନିଆଳି ମାଧବ ~ ଲେଖା: ଅମୃତେଶ ଖଟୁଆ ସେଦିନ ପ୍ରଥମାଷ୍ଟମୀ । ମଗୁଶିର ବାର ପାହାନ୍ତି କାଳ ଆଗତ । ଶୀତାଭ ଋତୁର ଶ୍ୟାମାୟିତ ସ୍ପର୍ଶ ତଳେ ଖରାର କୋପ ଅନୁଭବଯୋଗ୍ୟ ମନେ ହୁଏନାହିଁ । ସେ ଯେ କାକର ଭିଜା ହରିତ ପଲ୍ଲବଦୋଳରେ ଆପଣା ବିଚ୍ଛୁରିତ ଶୋଭାକୁ ଲୋଟାଇ…

ବାଲିପାଟଣା

~ ବାଲିପାଟଣା ଗ୍ରାମାଞ୍ଚଳରେ ଗୋଧୂଳିର ଐତିହ୍ୟ ~ ଲେଖା: ଅମୃତେଶ ଖଟୁଆ ଗ୍ରୀଷ୍ମ ଅବକାଶ ଆରମ୍ଭ ହେବାକୁ ଅନେକ ଦିନ ହେଇଯିବଣି । ଗ୍ରୀଷ୍ମଦଗ୍ଧ ଅପରାହ୍ଣରେ ତପ୍ତ ଧରଣୀ କାଞ୍ଚନ ଭଳି ଖଞ୍ଜି ହେଇ ଯିବା ଭଳି ମନେ ହୁଏ ସନ୍ଧ୍ୟା ହେବାର ବେଳେ । ଦୂରବିସ୍ତୃତ ଦିଗ୍ ବଳୟରେ ଅସ୍ତାୟମାନ ନିଦାଘ ରବି ବୃକ୍ଷାବଳୀକୁ ଆଢୁଆଳ…

ବାରବାଟୀ ଦୁର୍ଗ

ଲେଖା: ତେଜସ୍ବ ତ୍ରିପାଠୀ ~ ବାରବାଟୀ ~ “ବାରବାଟୀ” ଏ ନାମ ହିଁ ଯଥେଷ୍ଟ l ଏ ନାମ ନିଜେ ହିଁ ନିଜର ପରିଚୟ l ଏ ନାମ ଉଚ୍ଚାରଣ ମାତ୍ରେ ପ୍ରତି ଉତ୍କଳୀୟ ଧମନୀର ପ୍ରତି ରକ୍ତ ବିନ୍ଦୁରେ ଦେଶପ୍ରୀତି ଜାଗ୍ରତ ହୁଏ l ଆଉ ଶତ୍ରୁ ବୁକୁରେ ଖେଳିଯାଏ ଅଜଣା ଭୟର ଆତଙ୍କ…

ଓଡ଼ିଶାର ପର୍ଯ୍ୟଟନ

ସୌରଭିତ ସୃଷ୍ଟି: ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର  ~ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଓଡିଶା ~ ପ୍ରାଚୀନ ଯୁଗରୁ ଓଡ଼ିଶା ଭୂଖଣ୍ଡ ଓଡ୍ର, ଓଡ୍ରବିଷୟ, ଉଡ୍ର, କଳିଙ୍ଗ, ଉତ୍‌କଳିଙ୍ଗ, ତୋଷଳ, ଓଡ଼ିଶା ପ୍ରଭୃତି ବହୁ ନାମରେ ପରିଚିତ ଥିଲା। ଉତ୍ତରରେ ପୁଣ୍ୟତୋୟା ଗଙ୍ଗା, ଦକ୍ଷିଣରେ ପାପନାଶିନୀ ଗୋଦାଵରୀ, ପୂର୍ଵରେ ମହାତୀର୍ଥ ମହୋଦଧି ଏବଂ ପଶ୍ଚିମରେ ଗିରିତୀର୍ଥ ଅମରକଣ୍ଟକ…

ଦେଶୋ ନାସ୍ତି ମହୀତଳେ

ଲେଖା: ତେଜସ୍ୱ ତ୍ରିପାଠୀ ~ ଦେଶୋ ନାସ୍ତି ମହୀତଳେ ~ ତୁଙ୍ଗ-ଶିଖରୀ, କୁଞ୍ଜ-କାନନ, ପୁଣ୍ୟ-ଜଳଧିର ତ୍ରିବେଣୀ ସଂଗମ ଆମ ଉତ୍କଳ l ପୂତ ପୟୋନିଧିର ପବିତ୍ରଜଳ ସ୍ପର୍ଶରେ ପ୍ରତି ଧୂଳି କଣା ଏହାର ପତିତପାବନୀ l ଏ ସେହି ଭୂମି ଯେଉଁଠାରେ ପାଦ ପକେଇ ଶିବଙ୍କ ବ୍ରହ୍ମହତ୍ୟା ପାପମୋଚନ ହୋଇଛି ଆଉ ଚଣ୍ଡା ଶୋକ ଧର୍ମାଶୋକ…

ସୋମନାଥ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଶ୍ରୀ ସୋମନାଥ ମନ୍ଦିର ~ ସୋମନାଥ ମନ୍ଦିର, ତ୍ରୟୋଦଶରୁ ଚତୁର୍ଦ୍ଦଶ ଶତାବ୍ଦୀ ମଧ୍ୟରେ ନିର୍ମାଣ ହୋଇଥିବା କଳିଙ୍ଗ ସ୍ଥାପତ୍ୟ ଶୈଳୀର ଏକ କାରୁକାର୍ଯ୍ୟପୂର୍ଣ୍ଣ ପ୍ରାଚୀନ ମନ୍ଦିର l ଏହି ମନ୍ଦିରଟି ନିମାପଡ଼ା ବଜାର ଠାରୁ ମାତ୍ର ଦୁଇ କିଲୋମିଟର ଦୂରରେ ଥିବା ବିଷ୍ଣୁପୁର ଗ୍ରାମର କରଞ୍ଜି ସାହିରେ ଅବସ୍ଥିତ l…

ବଣିବକ୍ରେଶ୍ୱର ମନ୍ଦିର

ଲେଖା: ତ୍ରିଲୋଚନ ସ୍ୱାଇଁ ~ ବଣିବକ୍ରେଶ୍ୱର ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ…

ଗୋପାଳଚନ୍ଦ୍ର ପ୍ରହରାଜ

ଲେଖା: ଅମ୍ବିକା ପଟ୍ଟନାୟକ ~ ଗୋପାଳ ଚନ୍ଦ୍ର ପ୍ରହରାଜ ~ ୧. ନେତାମାନେ ଓଡିଶା ମାତାକୁ କେତେବେଳେ ପାଟପତନୀ, କେତେବେଳେ ପିଚାପାଡ଼ିଆ ଶାଢ଼ୀ, କେତେ ବେଳେ କେଳୁଣୀ କଛା, କେତେବେଳେ ଗାଉନ, କେତେ ବେଳେ ବାହୁ ଖଡ଼ୁ, କେତେବେଳେ ବ୍ରାସଲେଟ ଏବଂ କେତେ ବେଳେ ଯାହା ମନ ତାହା ପିନ୍ଧେଇ ମଞ୍ଚ ଉପରେ ତାମସା କରନ୍ତି…

ଭ୍ରିଙ୍ଗେଶ୍ୱର ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଭ୍ରିଙ୍ଗେଶ୍ୱର ମନ୍ଦିର ~ ପ୍ରାଚୀନ ଓଡ଼ିଶାକୁ ଖୋଜିବାଠୁ ପ୍ରାଚୀନ ଓଡ଼ିଶାର ପରିକଳ୍ପନା କରିବା ବହୁତ କଷ୍ଟ l ତତ୍କାଳୀନ ସମାଜର ଚିନ୍ତା ଓ ଚେତନା, ମଣିଷର ଜୀବନଶୈଳୀ, ସେ କାଳର ସାମାଜିକ ରୀତିନୀତି, ରାଜନୀତି, ଚାଲି ଓ ଚଳଣୀ, ତଥା ଧର୍ମୀୟ ଭାବଧାରାକୁ ତର୍ଜମା କରି ସେ ସମୟର ନିର୍ମାଣ…

କଳାହାଣ୍ଡି

ଲେଖା: ଦେଵ ତ୍ରିପାଠୀ ~ କଳାହାଣ୍ଡି ~ ପ୍ରତି ମଣିଷର ଶୈଶବର ସ୍ମୃତିରେ ବିଜଡ଼ିତ କେତେ ରାଜା ଓ ରାଣୀଙ୍କ ଗାଥା ! ଇତିହାସ ପୃଷ୍ଠାରେ ହିଁ ରହିଯାଇଛି କେତେ କେତେ ସମ୍ରାଟ ଓ ସାମ୍ରାଜ୍ୟର କଥା ! ମ୍ଳାନ ଗୋଧୂଳିର ଅପରାହ୍ଣ ପରି କ୍ଷୀଣ, ଅତୀତର ସେହି ସମୟ ! ଜରାଜୀର୍ଣ୍ଣ ପଞ୍ଜୁରୀ ପରି…