Physical Address
Sai Samarpanam, Satya Vihar, Bhubaneswar

~ ୧୫ ଅଗଷ୍ଟ ୧୯୪୭ ~ ସୌରଭିତ ସୃଷ୍ଟି: ପଦ୍ମଶ୍ରୀ ଡ. ସଚ୍ଚି ରାଉତରାୟ ଦୀର୍ଘ ଶତାବ୍ଦୀର ଔପନିବେଶିକ ଶାସନାଧୀନ ରହି ନାନାବିଧ ଘଟଣାଘଟଣରେ ଭାରତୀୟ ସଭ୍ୟତାର ପଟ୍ଟପରିବର୍ତ୍ତନ ହେଇ ସାରିଥାଏ। ପ୍ରଥମେ ଦୁର୍ଦ୍ଧର୍ଷ ଜେନେରାଲ୍ ରବର୍ଟ କ୍ଲାଇଭଙ୍କ ସହ ମିଶି ବିଶ୍ଵାସଘାତକ ସାଜିଥିଲେ ମୀର୍ ଜାଫର୍, ବଙ୍ଗ ନବାବଙ୍କ ସେନାଧ୍ୟକ୍ଷ। ଏହି ବିଶ୍ଵାସଘାତକର ରାଜ୍ୟ-ପିପାସାର…

ଲେଖା: ଡାକ୍ତର ପ୍ରଳୟ ନାୟକ “ଜଇଆ ପଛେ ଜୀବନ ଦେଲା ନୁଆଇଁ ନାହିଁ ମଥା…” ଏ ଧାଡ଼ିଟି ମାତ୍ର ଶୁଣି ଯଦି କୋଉ କଳିଙ୍ଗୀର ପ୍ରାଣ ପୁରି ନଉଠୁଛି ଆତ୍ମଶ୍ଳାଘାରେ, ଶୋକ ଓ ଗର୍ବରେ ଯଦି ବିଦାରି ନ ହେଉଛି ବକ୍ଷ, ସେମାନଙ୍କୁ ମୁଁ କହୁଚି, ସେମାନେ ନ ପଢ଼ନ୍ତୁ ଏ ଲେଖା । ଅବିଜିତ…

ଲେଖା: ନିରଞ୍ଜନ ସାହୁ ଗୋଟିଏ ପରେ ଗୋଟିଏ ସଫଳତାର ସହ ଭାରତର ବିଭିନ୍ନ ରାଜ୍ୟର ଶାସନଭାର ହାତକୁ ନେବାପରେ ଇଂରେଜ ସରକାରଙ୍କ ଦୃଷ୍ଟି ଓଡ଼ିଶା ଉପରୁ ବାଦ ଯାଇନଥିଲା। ନିଜର ଶୌର୍ଯ୍ୟ ପାଇଁ ବିଦିତ ଓଡ଼ିଶାକୁ ଆକ୍ରମଣ କରି ନିଜ ଅକ୍ତିଆରକୁ ନେବା ଥିଲା ଇଂରେଜ ସରକାରଙ୍କ ପାଇଁ ଏକ ବଡ଼ ଆହ୍ବାନ। ୧୮୦୩ ମସିହାରେ…

ଉପସ୍ଥାପନା: ଦେଵ ତ୍ରିପାଠୀ ଓଡ଼ିଶାର ପ୍ରଥମ ବିଦ୍ୟାଳୟ । ଓଡ଼ିଶାକୁ ଇଷ୍ଟଇଣ୍ଡିଆ କମ୍ପାନୀ ୧୮୦୩ରେ ମରହଟ୍ଟାମାନଙ୍କ କବଳରୁ ଦଖଲ କଲା ମାତ୍ର ୩/୪ ଘଣ୍ଟାର ଲଢ଼େଇ ପରେ । ଇଂରେଜମାନଙ୍କ ନିକଟରୁ ପରାସ୍ତ ହୋଇ ମରହଟ୍ଟାମାନେ ଓଡ଼ିଶାର ରାଜଧାନୀ କଟକର ବାରବାଟୀ ଦୁର୍ଗରୁ ପଳାୟନ କରିଥିଲେ । ମାତ୍ର ଇଂରେଜମାନଙ୍କୁ କ୍ରମାଗତ ଭାବେ ଓଡ଼ିଶାର ସ୍ଥାନୀୟ…

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (ପ୍ରଥମ) ~ ଅନ୍ତରଙ୍ଗ କଳିଙ୍ଗର ପ୍ରଥମ ଅବଦାନ ! ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ ! ଅତି ସାଧାରଣ ଲୋକଙ୍କ ସମାଜ ଭିତରେ ମଝିରେ ମଝିରେ ଅସାଧାରଣ ଲୋକ ଜନ୍ମଗ୍ରହଣ କରନ୍ତି ! ଆଉ ସେମାନେ ସାଜନ୍ତି ମାନବଜାତିର ପଥପ୍ରଦର୍ଶକ ! ଦିଅନ୍ତି ବିପୁଳଶକ୍ତି, ନୂତନ ଜୀବନ ଏବଂ…

~ ପୂଜ୍ୟପୂଜା ବେଦିକା ~ ଅନ୍ତରଙ୍ଗ କଳିଙ୍ଗର ପ୍ରଥମ ଅବଦାନ ! #ପୂଜ୍ୟପୂଜା_ବେଦିକା ନିକଟ ଇତିହାସରେ ଓଡ଼ିଶାର ସାହିତ୍ୟ, ସଂସ୍କୃତି, ପରମ୍ପରା ଓ ଜନଜୀବନରେ ଆସିଛି କାଇଁ କେତେ ଜୁଆର ଭଟ୍ଟା । ଓଡ଼ିଶାର ସାମାଜିକ ଜୀବନ ଠାରୁ ସାଂସ୍କୃତିକ ସ୍ରୋତରେ ଆସିଛି ଅନେକ ମୋଡ଼ । କେତେ ବେଳେ ସ୍ୱାଧୀନତାର ସଙ୍ଗୀତରେ ବିଭୋର ମଣିଷ,…

~ କହଇ ଜଗନ୍ନାଥ ଦାସ ~ ଲେଖା: ଅମୃତେଶ ଖଟୁଆ “ତୋଷ ନୁହଁଇ ମୋର ଚିତ୍ତ, କହଇ ଦାସ ଜଗନ୍ନାଥ” II ଭାରତବର୍ଷର ଉତ୍ତର ଦକ୍ଷିଣ ସଂସ୍କୃତିକୁ ପୂର୍ବ ଏସିଆ ମହାଦେଶର ଅନୁଭାଗ ସହିତ ସାମୁଦ୍ରିକ ସମ୍ପର୍କ ଘେନି ଯୋଡୁଥିବା ଏକ ଭୂମିର ପ୍ରାଚୀନ ଅବତାରଣା ― ସେ ଉତ୍କଳ, ସେ କଳିଙ୍ଗ ଓ ଉଡ୍ର…

ଲେଖା: ବିଷ୍ଣୁ ମୋହନ ଅଧିକାରୀ ଓଡ଼ିଆ ଭାଷା ଓ ଜାତିର ବିପର୍ଯ୍ୟୟର ଗଡ଼ଢାଳିକା ମଧ୍ୟରେ ପ୍ରସ୍ଫୁଟିତ ହୋଇଥିଲେ କେତେକ ବହୁମୁଖୀ ପ୍ରତିଭାର ପ୍ରଜ୍ଞାପୁରୁଷ ନାଟ୍ୟକାର ଆପନ୍ନା ପରିଚ୍ଛା । ସେ ଥିଲେ ଏକଧାରରେ କବି, ନାଟ୍ୟକାର, ସମାଜସେବୀ, ଜାତିପ୍ରେମୀ ଓ ସର୍ବୋପରି ପ୍ରାକୃତିକ ଓଡ଼ିଶାର ପ୍ରଥମ ଭ୍ରାମ୍ୟମାଣ ରାସଦଳର ପ୍ରତିଷ୍ଠାତା। ୧୮୭୯ ମସିହା ମଇ ମାସ…