Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶିଶିର ସାହୁ ମନୋଜ Buprestidae ପରିଵାରର ପୋକଗୁଡି଼କୁ ଇଂରାଜୀରେ jewel beetles ଓ ଆମ ଭାଷାରେ ଗୁଞ୍ଜରା ଵା ଗୁଞ୍ଜୁରା କୁହାଯାଏ । ଯେମିତି ଜୀଵ ଭେଦରେ ଉକୁଣୀଙ୍କ ଵିଭିନ୍ନ ଜାତି ରହିଛି ଠିକ୍ ସେଇଭଳି ଵୃକ୍ଷଭେଦରେ ଭିନ୍ନ ଭିନ୍ନ ଗୁଞ୍ଜରା ଦେଖାଯାଇଥାନ୍ତି । ଏହି ଜୀଵପରିଵାରର Sternocera ଜାତୀୟ ପୋକଙ୍କୁ ଆମେ ଚାକୁଣ୍ଡାଦି…

ଲେଖା: ଶିଶିର ସାହୁ ମନୋଜ ଗଡଜାତ ଅଞ୍ଚଳରେ ପାଣ୍ଡୋଇ ଵା ଚପଲର Y ଆକାର ଵିଶିଷ୍ଟ ଫିତାକୁ ବଧୀ କୁହାଯାଏ । ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ବଧି, ବଦ୍ଧି ଓ ବଧୀ ଆଦି ଶବ୍ଦ ସହିତ ଏହାର ସମ୍ପର୍କ ଥାଇପାରେ । ଭାଷାକୋଷରେ ଦେଶଜ ବଧି ଶବ୍ଦକୁ ଶାସ୍ତ୍ରୀୟ ବଦ୍ଧି ଓ ବନ୍ଧନୀ ସହିତ ସମଧୃତ ଦର୍ଶାଯାଇଛି…

ଉପସ୍ଥାପନା: ଦେଵ ତ୍ରିପାଠୀ ଗଭୀର ବୈଷ୍ଣବତତ୍ତ୍ଵ ସମ୍ବଳିତ ଗ୍ରନ୍ଥ ଆମରି ଓଡ଼ିଆ ଭାଗବତ । ସମାଜରେ ସଂହତି, ସମନ୍ୱୟ ରକ୍ଷାରେ ଏହାଠାରୁ ବଳି ବଡ଼ ସାଧନ ଅତୀତ କାଳରେ କିଛି ନ ଥିଲା । ବ୍ୟାସଦେବକୃତ ସଂସ୍କୃତ ବ୍ୟତୀତ ପୂର୍ବରୁ ଅର୍ଥାତ୍ ଷୋଡ଼ଶଶତାବ୍ଦୀ ପୂର୍ବରୁ, ଅନ୍ୟଭାଷାରେ ଭାଗବତ ନ ଥିଲା । ସଂସ୍କୃତ ଭାଷାର ଭାଗବତ…

ଉପସ୍ଥାପନା: ଦେଵ ତ୍ରିପାଠୀ ଓଡ଼ିଆ ସଂସ୍କୃତି ତଥା ଧାର୍ମିକ ଚେତନାର ପ୍ରାଣକେନ୍ଦ୍ର ଭାଗବତ ଟୁଙ୍ଗୀ । ସଞ୍ଜ ନଇଁ ଆସିଲାଣି । ତୁଳସୀ ଚଉରା ମୂଳେ ସଳିତା ଜାଳିସାରିଲାଣି ବୋହୂ । ଗୋଟି ଗୋଟି ହୋଇ ତାରା ଫୁଟି ଉଠିଲେଣି ଆକାଶରେ । ଗଛ ମଥାନ ବି ଟିକେ ଚହଲିବାକୁ ନାହିଁ, ଦିନସାରା ଡହ ଡହ…

~ ଝୁଲଣ ଯାତ୍ରା ~ ଉପସ୍ଥାପକ: ଦୁର୍ଗାମାଧବ ମହାନ୍ତି ଚଳିତ ବର୍ଷ ଶ୍ରୀମନ୍ଦିର ସହ ବିଭିନ୍ନ ମଠରେ ଝୁଲଣ ଯାତ୍ରା ଶ୍ରାବଣ ଶୁକ୍ଳ ଦଶମୀ ଠାରୁ ଭାଦ୍ରବ କୃଷ୍ଣ ପ୍ରତିପଦ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଅଛି। “ଆଷାଢେ ଗୁଣ୍ଡିଚା ଯାତ୍ରା ଶ୍ରାବଣେ କୁଞ୍ଜମନ୍ଦିରମ୍।” ତ୍ରୟୋଦଶ ଯାତ୍ରା ମଧ୍ୟରେ ଝୁଲଣ ଯାତ୍ରା ଅନ୍ତର୍ଭୁକ୍ତ ନ ହେଲେ ମଧ୍ୟ ଉପଯାତ୍ରାମାନଙ୍କ…

~ ମାତୃଭାଷା ~ ଲେଖା: ଡ. ଜୟଶ୍ରୀ ନନ୍ଦ ଯେ ମାଆକୁ ଚିହ୍ନି ନାହିଁ ଯେ ଗାଁ କୁ ଚିହ୍ନି ନାହିଁ ଯେ ନିଜ ଭାଷା ଜାଣେ ନାହିଁ ତାହାର ବା ନିଜର ଠିକଣା କାହିଁ । ଏମିତି ଜଣେ ବୁଢୀ ମାଆ ଥରେ କହିଲେ । ପ୍ରଥମ ପ୍ରଶ୍ନ ଥିଲା “ତୋର ପିଲାମାନେ ମାତୃଭାଷା ଶିଖିଛନ୍ତି ନା ?…

~ ବଳରାମ ଦାସ କୃତ ‘ଲକ୍ଷ୍ମୀ ପୁରାଣ’ର ସାଂସ୍କୃତିକ ଭୂମିକା ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରନ୍ତି, ଯାହା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ…

ଲେଖା: ଅମ୍ବିକା ପଟ୍ଟନାୟକ ∼ ଆଚାର୍ଯ୍ୟ ଶ୍ରୀଧର ସ୍ୱାମୀ : ଭାବାର୍ଥ ଦୀପିକା ବାଣୀ ∼ ମୂକଂ କରୋତି ବାଚାଳମ ପଙ୍ଗୁ ଲଙ୍ଘୟତେ ଗିରିଂ ଯତକୃପା ତମହଂ ବନ୍ଦେ ପରମାନନ୍ଦ ମାଧବଂ…. ବହୁ ଉଚ୍ଚାରିତ ଆଦୃତ ଏ ବନ୍ଦନା ପ୍ରାୟ ଆମେ ସମସ୍ତେ ଶୁଣିଥାଉ ଓ ଆବୃତ୍ତି କରିଥାଉ l ତେବେ କେବେ ଏ କୌତୁହଳ…

~ ଲକ୍ଷେଶ୍ଵର ମନ୍ଦିର ଓ କୁଆଖାଇ ~ ଲେଖା: ଅମୃତେଶ ଖଟୁଆ ନିଃସର୍ଗର ଦେଶ ଉତ୍କଳ । ଅସ୍ମିତାର ଆଗ୍ନେୟ ତେଜପୁଞ୍ଜରେ ଏହାର ଦଗ୍ଧକନକ ସଦୃଶ ପ୍ରାକୃତିକ ନିଚ୍ଛକତା ଓ ସୁଷମାସମୃଦ୍ଧି ସମଗ୍ର ଭାରତବର୍ଷରେ ଅନବଦ୍ୟ ସୌନ୍ଦର୍ଯ୍ୟର ବିଜ୍ଞାପକ ଅଟେ । ଏହାର ମୃତ୍ତିକାର ମୂର୍ତ୍ତିମନ୍ତ ପରିଗ୍ରହ ଭାବସମୁଦ୍ରର ରସସମ୍ବେଦୀ ତଟିନୀମାନଙ୍କ ଦ୍ବାରା ପରିପାଳିତ । ଏହାର…

ଗବେଷଣା ଓ ଲେଖା: ଶିଶିର ମନୋଜ ସାହୁ ~ ହଜିଯାଇଥିଵା ଏକ ପ୍ରାଚୀନ ଓଡ଼ିଆ ଶବ୍ଦ ‘ଦାରାକ୍ଷ’ ~ ଅଙ୍ଗୁର କୋଳିକୁ କିଏ ନ ଜାଣେ ? ସାରା ପୃଥିଵୀର ଯେକୌଣସି ହାଟବଜାରରେ ଆଉ କିଛି ମିଳୁ କି ନ ମିଳୁ ଅଙ୍ଗୁର କୋଳି ନିଶ୍ଚୟ ମିଳିଯାଏ । ସାଧାରଣତଃ Vitis ପ୍ରଜାତିର ୮୧ରୁ…