Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ଇଏ କୋଉ ଅସିଆ କାଳର ମସିଆ କଥା । ବାହାଘର ହବ । ଗାଁ ଟା ଯାକ ଲୋକଙ୍କ ଖୁସି କାହିଁରେ କ’ଣ ! ମୁରବିମାନେ ଲାଗିପଡିଥିବେ ଯେଝା କାମରେ । ଘର ଗୋଟାକ ନୂଆ ଦୁଶୁଥିବ ! ବରକନ୍ୟାଙ୍କ ମଙ୍ଗୁଳାଘରେ ମଙ୍ଗନକୃତ୍ୟ ଦିନ ବିବାହ ବିଷୟକ ଚିତ୍ରସବୁ ଅଙ୍କାଯିବ !…

ଲେଖା: ମିହିର ପଟ୍ଟନାୟକ ଶାସ୍ତ୍ରୀୟମତେ ଶ୍ରୀ ଜଗନ୍ନାଥଙ୍କ ପ୍ରଥମ ନାମ ହେଉଛି ପୁରୁଷୋତ୍ତମ, ହେଲେ ସାଧାରଣ ଭାବେ ଯଦି ମହାପ୍ରଭୁଙ୍କ ପ୍ରଥମ ନାମ ସମ୍ପର୍କରେ କାହାକୁ ପଚରାଯାଏ ତେବେ ସେ ନିଶ୍ଚିତ କହିବ ନୀଳମାଧବ, ନ ହେଲେ ମାଧବ । ଏହି ନାଁଟି ହିଁ ଶାବରୀୟ ସଭ୍ୟତା ଓ ଆର୍ଯ୍ୟ ସନାତନୀ ସଭ୍ୟତାର ସମନ୍ୱୟ ସେତୁ।…

ଉପସ୍ଥାପନା: ଦେଵ ତ୍ରିପାଠୀ “ସାଧୁସନ୍ଥ ଜନଙ୍କର ପରମ କାରଣ ଦୁଷ୍ଟ ଜନଙ୍କର ଗର୍ବର ଗଞ୍ଜନ, ସନ୍ଥ ପ୍ରାଣୀଙ୍କର ଆରତ ତରୁଥିବ ରାମ ରାମ ବାଇଲେ କି ଛାଡିଯିବ ପାପ ଏ ଘଟରୁ ମୁକ୍ତ କରହେ ପ୍ରଭୁ ରାମ ସଦା ତୁଣ୍ଡେ ନେଉ ଅଛି ତୁମ୍ଭରି ହେ ନାମ ।” ମାଣବସା, ସୁଦଶାବ୍ରତ, ବାଟଓଷା ଭଳି ବ୍ରତ…