Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ କାଇଁ କେଉଁ କାଳର କଥା ! ଅବକ୍ଷୟମୁଖୀ ସମାଜକୁ ସୁସ୍ଥ ସଂହତ ରଖିବା ଲକ୍ଷ୍ୟରେ ତଥା ମୂଲ୍ୟବୋଧର ବାର୍ତ୍ତା ସଂଚରିତ କରିବା ଉଦ୍ଦେଶ୍ୟରେ ରାମାୟଣ ଅଭିନୟ ପାଇଁ ଉତ୍କଳୀୟ ଗ୍ରାମାଞ୍ଚଳରେ ଦିନେ ସୃଷ୍ଟି ହୋଇଥିଲା ଆଖଡ଼ାଘର ! ‘ମହାଭାରତ’ର ପଟ୍ଟଭୂମି ଓ ଚରିତ୍ର ବଡ଼ ବ୍ୟାପକ ଓ ଜଟିଳ ଥିବାରୁ ତା’ର…

ଲେଖା ଦେଵ ତ୍ରିପାଠୀ ୧୯୦୩ ମସିହା । ଶ୍ମଶାନିତ ହୋଇ ସରୀସୃପ ନିଦ୍ରାରେ ଶୋଇ ପଡିଥିବା ଇତିହାସ ପ୍ରସିଦ୍ଧ ଜାତିଟି କଡ଼ ଲେଉଟିବାକୁ ଆରମ୍ଭ କରିଥିଲା। ଯୁଗପୁରୁଷ ମଧୁବାବୁଙ୍କ ପ୍ରଭାବରେ ରାଜ୍ୟର ବହୁ ପ୍ରାନ୍ତ, ବହୁ ମୂଲକରୁ ଶୁଭୁଥିଲା ରଣହୁଙ୍କାର । ସ୍ତିମିତପ୍ରାୟ ଧିମେଇ ରହିଥିବା ବହୁ ଆଗ୍ନେୟଉତ୍ସ ସାମିଲ ଥିଲେ ସେଇ ମହାସ୍ରୋତରେ !…

ଲେଖା: ଶିଶିର ସାହୁ ମନୋଜ ଵର୍ତ୍ତମାନ ଯୁଗରେ କାଳିଚରଣ ପଟ୍ଟନାୟକ ଜନସମାଜ ମଧ୍ୟରେ କଵିଚନ୍ଦ୍ର ଭାବେ ପରିଚିତ ତେବେ ତାଙ୍କ ପୂର୍ଵରୁ ଆହୁରି ଅନେକ ସାହିତ୍ୟ ସ୍ରଷ୍ଟା କଵିଚନ୍ଦ୍ର ଉପାଧି ଲାଭକରିଛନ୍ତି । ୧. କଵିଚନ୍ଦ୍ର ନାରାୟଣ ଶର୍ମା ● କଵିଚନ୍ଦ୍ର ନାରାୟଣ ଶର୍ମା ଅଷ୍ଟମ ଶତାଦ୍ଦୀର ଜନୈକ କଵି । ଏ ‘ଏକାମ୍ରଚନ୍ଦ୍ରିକା’ ଗ୍ରନ୍ଥର…

~ କୃଷ୍ଣପ୍ରସାଦ ବସୁ ~ ଲେଖା: ଅମୃତେଶ ଖଟୁଆ “ଉଠ ଗୋ ଉତ୍କଳ-କମଳା, ଧନଧାନ୍ୟ ବରାଭୟ-ଦାୟିନୀ ତବ ଶଙ୍ଖ-କମଳ-ଦଳବାରି ଢାଳ କଳକଳ ସେ ଏହି ମେଦିନୀ। ଜନନୀ ଗୋ, କେତେ ଯୁଗ ବିତିଗଲାଣି ବଣିଜ କୃଷକ, ଶିଳ୍ପୀ ମୁଖଶାଳା, ଉତ୍କଳ କଙ୍କାଳ ହେଲାଣି।” ଓଡ଼ିଆମାଟିର ସ୍ଵନାମଧନ୍ଯ କଳାବିତ୍। ଉଚ୍ଚ ବୁନିଆଦି ବଂଶଜଙ୍କ…

~ କିଶୋରୀ ଚରଣ ଦାସ ~ ଲେଖା: ଅମୃତେଶ ଖଟୁଆ “କଥା, ଲୁହ ଓ ହସର ଭାଷା ତଳେ ଯେଉଁ ଅଦୃଶ୍ୟ ଚେତନ ଗୋବର ଗଦା ରହିଛି ତା’ର ସନ୍ଧାନ ପାଇଛ ? ସେଥିରୁ କେତେବେଳେ କେତେ ରକମର ବାଷ୍ପ ବାହାରେ ତା’ର ହିସାବ ରଖିଛ ? ପାରିବ ନାହିଁ। ତୁମ ଗୋବର ଗଦା ତା’…

ଲେଖା: ଦେଵ ତ୍ରିପାଠୀ “ଆଉ କାନ୍ଦନାରେ ବିଧୂବଦନା, ବିଶ୍ୱାସରେ ବିଷ ଦେଇ ନାହିଁ ମୁଁ ନାରୀଶ, ତୁ ମୋତେ ଦୋଷ ଦେଇ ବନ୍ଦନା” ।। (ଅମର ବିଳାସ) କଟକ ଜିଲ୍ଲାର ଏକ ମଫସଲି ଅଞ୍ଚଳ । ମଞ୍ଚରେ ଅଭିନିତ ହେଉଛି ‘ଅମର ବିଳାସ’ ନାଟକ । ନାଟକର ମହାନାୟକ ଅମରକୁ ହତ୍ୟା କରିବା ପାଇଁ ହତ୍ୟାକାରୀମାନଙ୍କ…

ଲେଖା: ଦେଵ ତ୍ରିପାଠୀ ନିହାତି ପିଲାଦିନର କଥା । ଗାଁକୁ କେବେ ଯାତ୍ରା ଆସିଲେ ଘରେ ଘରେ ବନ୍ଧୁବାନ୍ଧବ ପହଞ୍ଚିଯା’ନ୍ତି । ଆମେ ପିଲାମାନେ ଖରାବେଳୁ ସଞ୍ଜ ନଇଁବା ଯାଏଁ ମାତିଯାଉ ବେଲୁନ ଆଉ କଣ୍ଢେଇ କିଣିବାରେ । ସଞ୍ଜ ନଇଁଗଲେ ସପମଶିଣା, ଚଟେଇ ଖଣ୍ଡେ କାଖରେ ଜାକି ଧାଇଁ ଯାଉ ଯାତ୍ରାପଡିଆକୁ, ପରିବାର ଲୋକ…