Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶିଶିର ସାହୁ ମନୋଜ ସଂଗ୍ରାମୀକଵି ଶ୍ରୀ ଉଦୟନାଥ ଷଡ଼ଙ୍ଗୀ ! ଓଡ଼ିଶାରେ ଏମିତି ଅନେକ କଵି ଲେଖକ ଓ ସ୍ଵାଧୀନତା ସଂଗ୍ରାମୀ ଜନ୍ମ ଲଭିଛନ୍ତି ଯାହାଙ୍କ ଵିଷୟରେ ଵର୍ତ୍ତମାନର ଯୁଵପିଢି଼ ଜାଣିଵା ତ ଦୂରେ ଥାଉ ତାଙ୍କ ନାମ ସୁଦ୍ଧା ଜାଣି ନଥାନ୍ତି । ଏକଵିଂଶ ଶତାବ୍ଦୀରେ ଓଡ଼ିଶାର ଯୁଵପିଢି଼ କ୍ରମଶଃ ହିନ୍ଦୀ ଓ…

ଲେଖା: ଦେଵ ତ୍ରିପାଠୀ “ସହସ୍ର ବହିତ୍ର ପୁଣି ଶୁକ୍ଳ କରି ବାରିଧି ଉରସେ ଚଳିଲା, ଦୋହଲି ମନ୍ଦେ ପବମାନ ମଧୁର ପରଶେ ! ଦମ୍ଭଭରେ, ସିନ୍ଧୁପାରେ ଖୋଜିବାକୁ ଅଜ୍ଞାତ ବିଦେଶ, ଦେବାକୁ ଜଗତଜନେ ଜଗତର ଅଜ୍ଞାତ ସନ୍ଦେଶ ସ୍ଥାପିବାକୁ ତୋହରି ମା’ ଯୁଗ-ଯୁଗ ବ୍ୟାପିନୀ କିରତି ଅୟି ଭାଗ୍ୟବତୀ !” (ଡ. ମାୟାଧର ମାନସିଂହ) ଦିନ…

ଲେଖା: ଓମ୍ ପ୍ରକାଶ ବିଶ୍ୱାଳ ~ ବିରଞ୍ଚିନାରାୟଣ ମନ୍ଦିର ~ କୂଅର ପାଣି ବଢ଼ିଚାଲିଥିଲା। ପାଣି ଉଛୁଳି ମନ୍ଦିର ବେଢା ଜଳମଗ୍ନ ହେଲାଣି। ମନ୍ଦିର, ଗଛ ,ପତ୍ର ସବୁ ଯେମିତି ପାଣି ଭିତରେ ମିଳେଇଯାଉଥିଲେ। ମୋ ଚାରିପଟରେ କଣ ଘଟିଯାଉଥିଲା ମୁଁ କିଛି ବୁଝିପାରୁନଥିଲି। ବିରଞ୍ଚିନାରାୟଣ ମନ୍ଦିର ବେଢାରେ ଥିବା କୁଅର ଚାନ୍ଦିନୀ ଉପରେ ବସିଥିଲି…

~ ମୁକ୍ତ୍ଯାର ରାମଚନ୍ଦ୍ର ଦାସ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ମାଟିରେ ଯେଉଁ ମହାପୁରୁଷଙ୍କ ଆବିର୍ଭାବ ଘଟିଛି, ସେମାନଙ୍କ କୀର୍ତ୍ତିପୂତ ଜୀବନୀ ଆମ ପାଇଁ ସଦା ପାଥେୟ। ତେବେ ସେହିମାନଙ୍କ ମଧ୍ୟରୁ ଅନ୍ୟତମ ଥିଲେ ଉତ୍କଳମଣି ଗୋପବନ୍ଧୁଙ୍କ ଅନ୍ୟତମ ଆଦର୍ଶ ତଥା ଦିଗଦ୍ରଷ୍ଟା ମୁକ୍ତ୍ଯାର ରାମଚନ୍ଦ୍ର ଦାସ। “ଈପ୍ସିତଂ ତଦବଜ୍ଞାନାଦ୍ଵିଦ୍ଧି ସାର୍ଗଳମାତ୍ମନଃ। ପ୍ରତିବଦ୍ଧ୍ନାତି ହି…

ଲେଖା: ଅରବିନ୍ଦ ମହାନ୍ତି #ଅର୍ଦ୍ଧନାରୀଶ୍ୱର #କିଏ_ଇଏ?? ଅର୍ଦ୍ଧ ଅଙ୍ଗରେ ନାରୀଙ୍କୁ ଧାରଣ କରିଥିବା ଇଶ୍ୱର ହେଉଛନ୍ତି ଅର୍ଦ୍ଧନାରୀଶ୍ୱର। ସେ ନାରୀ ପୁଣି କିଏ? ସେ କେବଳ ନାରୀ ତ ନୁହଁନ୍ତି ସେ ସକଳ ଶକ୍ତିର ଆଧାର ଆଦ୍ୟାଶକ୍ତି। ସଦାଶିବ ନିଜ ଅର୍ଦ୍ଧେକ ଅଙ୍ଗରେ ଶକ୍ତିଙ୍କୁ ଧାରଣ କରି ଅର୍ଦ୍ଧନାରୀ ହୋଇଛନ୍ତି। ସୃଷ୍ଟିର ମୂଳ ହେଉଛନ୍ତି ସେହି ପ୍ରକୃତି…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓଡ଼ିଶାରେ କୁମାରପୂର୍ଣ୍ଣିମା ଠାରୁ କାର୍ତ୍ତିକପୂର୍ଣ୍ଣିମା ଯାଏଁ ଆକାଶଦୀପ ପ୍ରତିଷ୍ଠା କରାଯାଇଥାଏ । ବୁଦ୍ଧିଜୀବୀ ଗଣଙ୍କ ମଧ୍ୟରେ ଆକାଶଦୀପକୁ ନେଇ ଭିନ୍ନ ଭିନ୍ନ ମତ ପ୍ରଚଳିତ । ~ ଧର୍ମମତ ~ କାର୍ତ୍ତିକ ମାସ ବେଳକୁ ପିତୃପକ୍ଷ ଆରମ୍ଭ ହୋଇଯାଇଥାଏ । ପ୍ରେତପୁରୁଷ ତଥା ପିତୃଗଣଙ୍କୁ ପଥ ପ୍ରଦର୍ଶନ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଦ୍ରୋଣ ଶବ୍ଦକୁ ବୁଝିବାକୁ ହେଲେ ତାହାର ନିରୁକ୍ତୀ ବିଜ୍ଞାନକୁ ବୁଝିବାକୁ ହେବ । ଏ ଶବ୍ଦଟି ‛ଦ୍ରୁ ଧାତୁ’ ସହ ‛ଣ’ ଯୁକ୍ତ ହୋଇ ଗଠିତ ହୋଇଛି । ‘ଦ୍ରୁ’ ଧାତୁର ଅନେକ ଅର୍ଥ ମଧ୍ୟରେ ଦୁଇଟି ମୁଖ୍ୟ ଅର୍ଥ ହେଉଛି ୧. ଗମନ କରିବା ୨.…
ଲେଖା: ଶ୍ରୀକାନ୍ତ ସିଂହ “ଉଠ ଉଠ ଜଗନ୍ନାଥ, କାଶୀ ବିଶ୍ୱନାଥ” ଦେବୋତ୍ଥାପନ ଏକାଦଶୀରେ ରାଜପୁତ ପରିବାରରେ ଚୌକଲେଖା ହୋଇ ପୂଜା ହୁଏ l ଏହାକୁ ଚିତା ବା ଝୋଟି ବୋଲି କୁହା ନ ଯାଇ ଲେଖା ବୋଲି କୁହାଯାଏ l ନିଶ୍ଚିତ ଭାବେ ଚୌକଲେଖା ଏକ ଅନନ୍ୟ ପରମ୍ପରା ଯାହା ଆଧୁନିକ ସମୟରେ କ୍ଵଚିତ ପରିବାରରେ…

ଲେଖା: ଦେଵ ତ୍ରିପାଠୀ ୧୮୬୬ ମସିହା । କଟକ । ନଅଙ୍କ ଦୁର୍ଭିକ୍ଷ ପରବର୍ତ୍ତୀ କାଳ । ଓଡ଼ିଆ ଲୋକଙ୍କ ପାଇଁ ବଙ୍ଗଦେଶ କିମ୍ବା ଅନ୍ୟାନ୍ୟ ଅଞ୍ଚଳରୁ ଆବଶ୍ୟକୀୟ ପଦାର୍ଥ ଆଣିବା କିମ୍ବା ପଠାଇବା ପାଇଁ ନିର୍ଭର କରିବାକୁ ପଡ଼ୁଥିଲା ଜଳପଥ ଉପରେ । ଓଡ଼ିଶାରେ ଏକ ଅନୁକୂଳ ସାମୁଦ୍ରିକ ବନ୍ଦରର ଆବଶ୍ୟକତା ଅନୁଭବ କରି…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାରେ ଏମିତି ଅନେକ ଶବ୍ଦ ରହିଛି ଯାହା ଅନ୍ଯ ଭାରତୀୟ ଭାଷାରେ ଦୃଷ୍ଟିଗୋଚର ହୁଏନାହିଁ । ଏହି ଶ୍ରେଣୀୟ ଏକ ଶବ୍ଦ ହେଉଛି ‛ପଝାରି’ । ଏ ଶବ୍ଦର ମୂଳକୁ ନେଇ ନାନା ମତ ରହିଛି । ତନ୍ମଧ୍ୟରୁ କେତୋଟିର ଏଠାରେ ଆଲୋଚନା କରାଯାଉ, ■…