Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶିଶିର ସାହୁ ମନୋଜ ଆଜିକାଲି ରଜ ଶବ୍ଦର ଭାଵନାତ୍ମକ ଵ୍ଯାଖ୍ଯା କରାଯାଉଛି । ର+ଜ=ରଜ *‘ର’ ର ଅର୍ଥ ସଂସାର, *‘ଜ’ ର ଅର୍ଥ ଯୋଚିଵା ତେବେ ଏଭଳି ଶହ ଶହ ଵ୍ଯାଖ୍ଯା କରାଯାଇପାରେ, ଯଥା: *‘ର’ ର ଅର୍ଥ ରଚନା *‘ଜ’ ର ଅର୍ଥ ଜଳ କିନ୍ତୁ ଶବ୍ଦର ଏଭଳି ଵ୍ଯାଖ୍ଯା ଯେତେ…

ଲେଖା: ନିରଞ୍ଜନ ସାହୁ ୧୯୨୧-୧୯୨୨ ମସିହାରେ କନିକା ଗଡ଼ଜାତରେ ଅଞ୍ଚଳରେ କନିକା ପ୍ରଜାମେଳି ସଙ୍ଗଠିତ ହୋଇଥିଲା । ଏହା ଥିଲା ରାଜା ଶ୍ରୀ ରାଜେନ୍ଦ୍ର ନାରାୟଣ ଭଞ୍ଜଦେଓଙ୍କ ବିରୋଧରେ, ଯିଏ କି କୃଷକ ମାନଙ୍କ ଉପରେ ଆଖିବୁଜା କର ବସାଇଥିଲେ । ଏହାହିଁ ହେଉଛି ସେ ସମୟର ଇଂରେଜ…

ଲେଖା: ସୁକାନ୍ତି ସାହୁ ପୁରାଣ ଶାସ୍ତ୍ର ମାନଙ୍କ ମଧ୍ୟରେ ମତ୍ସ୍ୟ ପୁରାଣ, ସ୍କନ୍ଧ ପୁରାଣ, କାଳିକା ପୁରାଣ ଓ ଦେବୀ ଭାଗବତ ଇତ୍ୟାଦି ଗ୍ରନ୍ଥରେ ଏକଶହ ଆଠଗୋଟି ତନ୍ତ୍ରପୀଠର ନାମ ସମ୍ପର୍କରେ ସୂଚନା ଅଛି। କିନ୍ତୁ ତନ୍ତ୍ରସାର ଗ୍ରନ୍ଥରେ ଭାରତବର୍ଷରେ ଏକାବନ ଗୋଟି ତନ୍ତ୍ରପୀଠର ପ୍ରାଧାନ୍ୟ ସ୍ଵୀକାର କରାଯାଇଛି। ଏହି ଏକାବନ ଗୋଟି ତନ୍ତ୍ରପୀଠର ଐତିହାସିକ…

ଲେଖା: ଅରବିନ୍ଦ ମହାନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନ୍ୟତମା ଶକ୍ତି ରୂପେ ଦେବୀ ବସୁଧା ବା ଭୂଦେବୀଙ୍କ ପରିଚୟ। ସମଗ୍ର ସଂସାରକୁ ଧାରଣ କରିଥିବା ହେତୁ ସେ ମଧ୍ୟ ବିଶ୍ୱଧାତ୍ରୀ ନାମେ ପ୍ରସିଦ୍ଧା। ଭଗବାନ ବିଷ୍ଣୁଙ୍କ ତୃତୀୟ ଅବତାର ତାଙ୍କ ସୁରକ୍ଷା ପାଈଁ ସୃଷ୍ଟି। ହିରଣାକ୍ଷ ଦୈତ୍ୟକୁ ମୁକ୍ତି ପ୍ରଦାନ କରି ଭୂଦେବୀଙ୍କୁ ବରାହ ରୂପେ ଉଦ୍ଧାର…

ଉତ୍କଳୀୟ ସାଂସ୍କୃତିକ ପରମ୍ପରା ସୁପ୍ରାଚୀନ ନିର୍ଦିଷ୍ଟ ଶୃଙ୍ଖଳାବୋଧ ସମନ୍ୱିତ ଚେତନା ସହିତ ଉଡ୍ର ସଂସ୍କୃତିର ମୌଳିକତା, ବୈଦିକ ସଂସ୍କୃତିର ଗାମ୍ଭୀର୍ଯ୍ୟ, ବୈଷ୍ଣବ ପରମ୍ପରାର ଆତ୍ମୀୟତା ତଥା ଚୈତନ୍ୟ ପରମ୍ପରାର ସତ୍ତ୍ୱପ୍ରେମର ଅପୂର୍ବ ସମନ୍ୱୟରେ ଉନ୍ମେଷିତ ଓ ବିକଶିତ ହୋଇ ମହାର୍ଘ ପରିବେଶ ମଧ୍ୟରେ ଗୌରବାନ୍ୱିତ ହୋଇଛି ପ୍ରାଚୀନ ଉକ୍ରଳୀୟ ପର୍ବର୍ବାଣିସବୁ . .

~ ବ୍ରଜସୁନ୍ଦର ଦାସ ~ ଲେଖା: ଅମୃତେଶ ଖଟୁଆ “ଅଶରୀରୀ, ସଞ୍ଜ ପବନ ବଂଶଧାରା ନଈ ସେପାରିରୁ ବହି ଆଣୁଛି ତୁମରି ବାଣୀ – ‘ବାବା ସରି ନାହିଁ ତ।’ ନିର୍ଜନ ଏହି ଦି’ ତାଲାର କୋଠରୀ। କାହାର ଏ ସ୍ଵର? ପୁଣି ବାଜୁଛି କାନରେ, ‘ବାବା ସରିନାହିଁ ତ।’ ତୁମେ ତେବେ ଅଛ? କାଲିପରି…

ଲେଖା: ନିରଞ୍ଜନ ସାହୁ ଅଷ୍ଟାଦଶ ଶତାବ୍ଦୀ ଥିଲା ଓଡ଼ିଆ କାବ୍ୟସାହିତ୍ୟର ଅପୂର୍ବ ଯୁଗ । ରୀତି ଓ ଗୀତିଯୁଗ ନାମରେ ନାମିତ ଏହି ଯୁଗରେ ଉତ୍କଳ ସାହିତ୍ୟାକାଶରେ ଆବିର୍ଭାବ ଘଟିଥିଲା ବହୁ ବିଶିଷ୍ଟ କବିମାନଙ୍କର। ଆମେ ଯେତେବେଳେ ସର୍ବାଗ୍ରେ ସ୍ମରଣ କରୁ କବିସମ୍ରାଟଙ୍କୁ, ସେତିକିବେଳେ ଅନ୍ୟାନ୍ୟ ପ୍ରତିଭାପୁଞ୍ଜ ଆମ ଦୃଷ୍ଟି ସମ୍ମୁଖରେ ଉଦଭାସିତ ହୋଇଉଠନ୍ତି, ଅଭିମନ୍ୟୁ,…

ଲେଖା: ଦେଵ ତ୍ରିପାଠୀ “ଗଦାକ୍ଷେତ୍ରଞ୍ଚ ବିରଜାମେକାମ୍ରଂ ଚକ୍ର ସଜ୍ଞକମ୍, କୋଣାର୍କଂ ପଦ୍ମକ୍ଷେତ୍ରଞ୍ଚ ଶଙ୍ଖକ୍ଷେତ୍ରଂ ନୀଳାଚଳମ୍ II” ଭଗବାନ ମହାବିଷ୍ଣୁଙ୍କର ଚତୁର୍ଭୁଜରେ ଶୋଭାପାଏ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ । ‘ବାମଦେବ ସଂହିତା’ ଅନୁଯାୟୀ, ପୁରୁଷୋତ୍ତମ କ୍ଷେତ୍ର ନୀଳାଚଳ ପୁରୀକୁ ଭଗବାନଙ୍କ ଆୟୁଧ ଶଙ୍ଖ ସହ ସଂପୃକ୍ତ କରାଯାଇ ଶଙ୍ଖକ୍ଷେତ୍ର, ଏକାମ୍ରନଗରକୁ ଚକ୍ର ସହ ସଂଯୁକ୍ତ…

~ ଗୋପାଳଙ୍କ ଓଗାଳ ~ ଲେଖା: ନିରଞ୍ଜନ ସାହୁ ଆଜି ପବିତ୍ର ଫଗୁଦଶମୀ। ପୁରପଲ୍ଲୀ ଉତ୍ସବ ମୁଖର। ନନ୍ଦସୁତ କହ୍ନାଇ ଖେଳିବେ ଅବିର ପ୍ରାଣସଖି ରାଧିକା ସହ, ପୁର ପରିକ୍ରମା କରି ଭକ୍ତମାନଙ୍କୁ ଦର୍ଶନ ଦେବେ। କୀର୍ତ୍ତନ ହେବ, ନାଚିବେ ଭକ୍ତବୃନ୍ଦ। ସ୍ବଜାତି ଗୋପାଳ ଭାଇମାନଙ୍କ କାନ୍ଧରେ ବିମାନରେ ବସି ଘରକୁ ଘର ଯାଇ ଭୋଗ…

~ ଉଠ କଙ୍କାଳ ରଚନାର ପୃଷ୍ଠଭୂମି ~ ଉପସ୍ଥାପନା: ଦେଵ ତ୍ରିପାଠୀ “ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି (ଉଠୁ) ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି।” ସେ ସମୟ ଥିଲା ଯେମିତି ପ୍ରାଗୈତିହାସିକ ଅନ୍ଧକାରର ! ଚାରିଆଡେ ଦୁର୍ବିସହ ଅଜ୍ଞତା, ବରଫ-ଶୀତଳ ନିଶ୍ଚେତନା, ଶଶକ-ଗୋତ୍ରୀୟ ଭୀରୁତା, ସ୍ଥାଣୁ ଜୀବନ,…