Physical Address
Sai Samarpanam, Satya Vihar, Bhubaneswar

~ ଉପକଣ୍ଠର କଟକ: ପୁରୁଷୋତ୍ତମପୁର ~ ଲେଖା: ଅମୃତେଶ ଖଟୁଆ ମେଘସୁନ୍ଦର ଶ୍ରାବଣର ଘନଭୂରୁ ତଳେ ଅଳସ ଭାଙ୍ଗିଲାଣି ଭୋଦୁଅର ସକାଳ । ପ୍ରକୃତିସ୍ଥ ପ୍ରଭାତରେ ସଜାଗ ପ୍ରଶାନ୍ତିକୁ ପାଥେୟ କରି ନିରନ୍ତର ଶାନ୍ତିକାମୀ ମଣିଷ ଓ କଲ୍ୟାଣକାମୀ ଜୀବଜଗତର ଚେତନାରେ ଅଫୁରନ୍ତ ଉଚ୍ଛ୍ଵାସର ଆବାହନ । ସକାଳର ପୂର୍ବସ୍ମୃତିରେ ଗତରାତିରୁ ହିଁ ସେହି ଅପେକ୍ଷାରତ…

~ ପ୍ରାଚୀ ଅଧିତ୍ୟକାରେ ଶିଶିରାବସର: ନିଆଳି ମାଧବ ~ ଲେଖା: ଅମୃତେଶ ଖଟୁଆ ସେଦିନ ପ୍ରଥମାଷ୍ଟମୀ । ମଗୁଶିର ବାର ପାହାନ୍ତି କାଳ ଆଗତ । ଶୀତାଭ ଋତୁର ଶ୍ୟାମାୟିତ ସ୍ପର୍ଶ ତଳେ ଖରାର କୋପ ଅନୁଭବଯୋଗ୍ୟ ମନେ ହୁଏନାହିଁ । ସେ ଯେ କାକର ଭିଜା ହରିତ ପଲ୍ଲବଦୋଳରେ ଆପଣା ବିଚ୍ଛୁରିତ ଶୋଭାକୁ ଲୋଟାଇ…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଦକ୍ଷିଣକାଳୀ ମନ୍ଦିର ଓ ଦୁର୍ଗାମାଧବ ମନ୍ଦିର ~ ଗ୍ରାମ ବୀରଗୋବିନ୍ଦପୁର ଶାସନ, ସତ୍ୟବାଦୀ, ଜିଲ୍ଲା ପୁରୀ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l କୋଣାନୁକୋଣରେ ତା’ର କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ…

ଲେଖା: ବନ୍ଧନ ଦଳେଇ ~ ଘୋଷଯାତ୍ରା ~ ଉତ୍କଳ ଜନଜୀବନର ପ୍ରାଣକେନ୍ଦ୍ର ହେଉଛନ୍ତି ଶ୍ରୀଜଗନ୍ନାଥ । ଶ୍ରୀଜଗନ୍ନାଥ ହେଉଛନ୍ତି ଉତ୍କଳୀୟ ସାମାଜିକ, ସାଂସ୍କତିକ ତଥା ଆଧ୍ୟାତ୍ମିକ ଜନପ୍ରାଣୀଙ୍କର ଧ୍ରୁବତାରା। ଆଷାଢ ଶୁକ୍ଲ ଦ୍ୱିତୀୟା ହେଉଛି ପବିତ୍ର ଦିନ ସବୁବର୍ଷ ଏହି ଶୁଭ ଲଗ୍ନରେ ନୀଳାଚଳ ଧାମ ଶ୍ରୀକ୍ଷେତ୍ରରେ ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରା (#ରଥଯାତ୍ରା) ପାଇଁ ବହୁ ପ୍ରସ୍ତୁତି ପର୍ଯ୍ୟାୟକ୍ରମେ ହୋଇଥାଏ। ଶ୍ରୀମନ୍ଦିର…

ଲେଖା: ତେଜସ୍ୱ ତ୍ରିପାଠୀ ~ ଶ୍ରୀକ୍ଷେତ୍ରର ନୃସିଂହ ମୂର୍ତ୍ତି ~ ଉତ୍କୃଷ୍ଟ କଳାର ଦେଶ ଉତ୍କଳ l ଉତ୍କଳର କଳା କାରିଗରୀ ଶିଳ୍ପ ଚାତୁରୀ ସ୍ୱତନ୍ତ୍ର ଓ ସର୍ବଶ୍ରେଷ୍ଠ l l କାଳକ୍ରମେ ଉତ୍କଳୀୟ ଭୂଖଣ୍ଡରେ ନାନା ମତବାଦର ପ୍ରଚାର ଓ ପ୍ରଚାର ହୋଇଛି l ଉତ୍କଳୀୟ ସଂକୃତିର ପ୍ରାଣକେନ୍ଦ୍ର ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଶ୍ରୀପୁରୁଷୋତ୍ତମ…

ସୌରଭିତ ସୃଷ୍ଟି: ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ~ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଓଡିଶା ~ ପ୍ରାଚୀନ ଯୁଗରୁ ଓଡ଼ିଶା ଭୂଖଣ୍ଡ ଓଡ୍ର, ଓଡ୍ରବିଷୟ, ଉଡ୍ର, କଳିଙ୍ଗ, ଉତ୍କଳିଙ୍ଗ, ତୋଷଳ, ଓଡ଼ିଶା ପ୍ରଭୃତି ବହୁ ନାମରେ ପରିଚିତ ଥିଲା। ଉତ୍ତରରେ ପୁଣ୍ୟତୋୟା ଗଙ୍ଗା, ଦକ୍ଷିଣରେ ପାପନାଶିନୀ ଗୋଦାଵରୀ, ପୂର୍ଵରେ ମହାତୀର୍ଥ ମହୋଦଧି ଏବଂ ପଶ୍ଚିମରେ ଗିରିତୀର୍ଥ ଅମରକଣ୍ଟକ…

ଲେଖା: ତେଜସ୍ୱ ତ୍ରିପାଠୀ ~ ଦେଶୋ ନାସ୍ତି ମହୀତଳେ ~ ତୁଙ୍ଗ-ଶିଖରୀ, କୁଞ୍ଜ-କାନନ, ପୁଣ୍ୟ-ଜଳଧିର ତ୍ରିବେଣୀ ସଂଗମ ଆମ ଉତ୍କଳ l ପୂତ ପୟୋନିଧିର ପବିତ୍ରଜଳ ସ୍ପର୍ଶରେ ପ୍ରତି ଧୂଳି କଣା ଏହାର ପତିତପାବନୀ l ଏ ସେହି ଭୂମି ଯେଉଁଠାରେ ପାଦ ପକେଇ ଶିବଙ୍କ ବ୍ରହ୍ମହତ୍ୟା ପାପମୋଚନ ହୋଇଛି ଆଉ ଚଣ୍ଡା ଶୋକ ଧର୍ମାଶୋକ…

ଉପସ୍ଥାପନା: ପ୍ରଦୀପ କୁମାର ମହାନ୍ତି ~ ପରମ ତୀର୍ଥକ୍ଷେତ୍ର ପୁରୀ ~ ପୁରୀ ମଧ୍ୟ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ଶଙ୍ଖକ୍ଷେତ୍ର ନାମରେ ଖ୍ୟାତ। ଶ୍ରୀକ୍ଷେତ୍ର ପୁରୀରେ ଶ୍ରୀଜଗନ୍ନାଥ ହେଉଛନ୍ତି ଏହି କ୍ଷେତ୍ରର କେନ୍ଦ୍ର ଓ ମୁଖ୍ୟ । ଏହି କ୍ଷେତ୍ରରେ ଚାରିଗୋଟି ଆଶ୍ରମ ବା ଚତୁଃଶ୍ରମ, ପାଞ୍ଚଗୋଟି ତୀର୍ଥ ବା ପଞ୍ଚତୀର୍ଥ, ସାତଗୋଟି ବଟବୃକ୍ଷ ବା…

ଉପସ୍ଥାପନା: ତ୍ରିଲୋଚନ ସ୍ୱାଇଁ ~ ବାରଙ୍ଗ ଗୋସାଇଁ ~ ଓଡ଼ିଶା ସିଦ୍ଧ ସାଧୁସନ୍ଥଙ୍କର ଭୂଇଁ – ଅନାଦି କାଳରୁ ଶ୍ରୀଜଗନ୍ନାଥ ଓଡ଼ିଶା ଓ #ଜଗତର_ଦେବତା ରୂପେ ପୂଜା ପାଇ ଆସୁଛନ୍ତି । ତାଙ୍କୁ ଆଶ୍ରୟ କରି ବିଭିନ୍ନ ସମୟରେ ବହୁ ସିଦ୍ଧ ସାଧକ ଓ ଭକ୍ତ ତାଙ୍କର ମହିମା ଗାନ କରି ଯାଇଛନ୍ତି । ସେମାନଙ୍କର…

ଲେଖା: ଦେଵ ତ୍ରିପାଠୀ ~ କନିକା ~ ପୂର୍ବ ଆଲୋଚନା ଗୁଡ଼ିକରୁ ଆମେ ଜାଣିଛେ କନିକାର ବୀରଯୋଦ୍ଧାଗଣ ପ୍ରାୟ ଦୁଇଶହ ବର୍ଷ କାଳ ମୁସଲମାନ, ମୋଗଲ, ମରାଠାମାନଙ୍କ ସହ ଓ ଅର୍ଦ୍ଧ ଶତାବ୍ଦୀ କାଳ ବ୍ରିଟିଶ ଶକ୍ତି ବିରୁଦ୍ଧରେ ନିଜର ବିଜୟଯାତ୍ରା ବଜାୟ ରଖିଥିଲେ । କନିକାର ବଳ ଦମ୍ଭ ଅତୁଟ ରହିବାର କେତୋଟି ବଳିଷ୍ଠ…