Search Results for ରାଧାନାଥ ରାୟ

ବାରବାଟୀ ଦୁର୍ଗ

ଲେଖା: ତେଜସ୍ବ ତ୍ରିପାଠୀ ~ ବାରବାଟୀ ~ “ବାରବାଟୀ” ଏ ନାମ ହିଁ ଯଥେଷ୍ଟ l ଏ ନାମ ନିଜେ ହିଁ ନିଜର ପରିଚୟ l ଏ ନାମ ଉଚ୍ଚାରଣ ମାତ୍ରେ ପ୍ରତି ଉତ୍କଳୀୟ ଧମନୀର ପ୍ରତି ରକ୍ତ ବିନ୍ଦୁରେ ଦେଶପ୍ରୀତି ଜାଗ୍ରତ ହୁଏ l ଆଉ ଶତ୍ରୁ ବୁକୁରେ ଖେଳିଯାଏ ଅଜଣା ଭୟର ଆତଙ୍କ…

କୁମାରେଶ୍ୱର ମହାଦେବ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଡେଲାଙ୍ଗ ବ୍ଲକ ଗ୍ରାମ ଇନ୍ଦିପୁର ଗ୍ରାମର କୁମାରେଶ୍ୱର ମହାଦେବ ମନ୍ଦିର ~ ଇତିହାସ ସହ କିଛିଟା ଅନ୍ତରଙ୍ଗ ହେବା ପାଇଁ, ଇତିହାସର କେତୋଟି ପୃଷ୍ଠା ଲେଉଟାଇ, ଫଗୁଣର ଏକ ଉଷ୍ମ ସକାଳେ “ଅନ୍ତରଙ୍ଗ କଳିଙ୍ଗ ଐତିହ୍ୟ ଯାତ୍ରା” ଆରମ୍ଭ କଲୁ କଟକ ପ୍ରେସ୍ ଛକ ନିକଟରୁ l ପୂର୍ବରୁ ଯୋଜନା…

ଭଞ୍ଜ

ଲେଖା: ନିରଞ୍ଜନ ସାହୁ ~ ଭଞ୍ଜ ପରିକ୍ରମା: ବହୁ ମତ, ସହସ୍ର ସମ୍ମତ, ସାମାନ୍ୟ ବିଦ୍ୱେଷ ~ “ପୁରା କବିନାଂ ଗଣନା ପ୍ରସଙ୍ଗେ, କନିଷ୍ଠିକାଧିଷ୍ଠିତ କାଳିଦାସଃ, ଅଦ୍ୟପି ତତ୍ତୁଲ୍ୟ କବେର ଭାବାତ୍, ଅନାମିକା ସାର୍ଥବତୀ ବଭୁବ ।” କୌଣସି କାବ୍ୟମର୍ମଜ୍ଞ ସମାଲୋଚକ ସଂସ୍କୃତ କବିମାନଙ୍କର ମୂଲ୍ୟାଙ୍କନ ପ୍ରସଙ୍ଗରେ ଆଲୋଚନା କରିବାକୁ ଯାଇ କାଳିଦାସଙ୍କୁ ଶ୍ରେଷ୍ଠ କବି…

ଅଭିରାମ ପରମହଂସ

ଲେଖା: ଅମ୍ବିକା ପଟ୍ଟନାୟକ  ~ ଉତ୍କଳେ ପ୍ରଣିପତ୍ୟ ସନ୍ଥ ଅଭିରାମ ପରମହଂସ ~ ପାଞ୍ଚ ମନଟି ଯାକୁ କହି l ପଞ୍ଚମ ଜର୍ଜ ସେ ଅଟଇ l ଗୋରା ପଲଟନଟି ଯେହି l ପଚିଶ ପ୍ରକୃତି ଅଟଇ l ଏହିଟି ବିଦେଶୀ ଅଟନ୍ତି l ସ୍ୱରାଜ୍ୟ ଉଜାଡିଣ ଦ୍ୟନ୍ତି l ଯେହୁ ଅଟେ ମହତ ଆତ୍ମା…

କବିସମ୍ରାଟ

ଲେଖା: ଦେଵ ତ୍ରିପାଠୀ ~ କବିସମ୍ରାଟ ପଦବୀ ~ ଦୀର୍ଘଦିନ ଧରି ଓଡ଼ିଶାର ସାହିତ୍ୟିକ ଓ ସାଂସ୍କୃତିକ ଜଳବାୟୁରେ ରାଜକବି ଉପେନ୍ଦ୍ରଭଞ୍ଜଙ୍କୁ #କବିସମ୍ରାଟ ଓ #ସଙ୍ଗୀତସମ୍ରାଟ ରୂପେ ପ୍ରମାଣିତ କରା ହୋଇଆସୁଛି ! ତେବେ କବି କ’ଣ ତାଙ୍କର ଜୀବଦ୍ଦଶାରେ ଉକ୍ତ ପଦବୀ ଗଜପତି ରାଜଦରବାରରୁ ଲାଭ କରିଥିଲେ ? କିଏ ଦେଇଥିଲେ ଏଇ କବିସମ୍ରାଟ ଉପାଧି…

ପଣ୍ଡିତ କୃପାସିନ୍ଧୁ ମିଶ୍ର

ଲେଖା: ନିରଞ୍ଜନ ସାହୁ ~ ଐତିହାସିକ ପଣ୍ଡିତ କୃପାସିନ୍ଧୁ ମିଶ୍ର ~ ଇତିହାସ ଏକ ନିରବଚ୍ଛିନ୍ନ ଘଟଣା ପ୍ରବାହର ବର୍ଣ୍ଣନା । ଜାତି ପରେ ଜାତି, ବଂଶ ପରେ ବଂଶ ଓ ବ୍ୟକ୍ତି ପରେ ବ୍ୟକ୍ତିର କ୍ରମନ୍ଵୟତା ଓ ଘଟଣାର ଆବୃତ୍ତି, ପୁନରାବୃତ୍ତି ମଧ୍ୟରେ ସତ୍ୟ ଓ ପ୍ରାମାଣିକତା ହିଁ ଇତିହାସ । ଯୁଗ କ୍ରମରେ,…

ମୃଗତୃଷ୍ଣା

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ମୃଗତୃଷ୍ଣା ଶବ୍ଦ ଓ ଓଡ଼ିଆ ଭାଷା~  ମୃଗତୃଷ୍ଣା ଶବ୍ଦଟି ଓଡ଼ିଶାର ଅନେକ ଲୋକେ ଜାଣି ନଥାଇ ପାରନ୍ତି କିନ୍ତୁ ଯେଉଁମାନେ ସାହିତ୍ୟିକ ଵା ସାହିତ୍ୟ ସମ୍ବନ୍ଧରେ ଜ୍ଞାନ ରଖନ୍ତି ସେମାନେ ଏ ଶବ୍ଦକୁ ନିଶ୍ଚିତ ଭାବରେ ଜାଣିଥିବେ । ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ଅନୁସାରେ ମୃଗତୃଷ୍ଣା ଶବ୍ଦଟି…

ନନ୍ଦିକେଶ୍ଵରୀ

~ ନନ୍ଦିକେଶ୍ଵରୀ ~ ସୌରଭିତ ସୃଷ୍ଟି: କବିବର ରାଧାନାଥ ରାୟ ଊନବିଂଶ ଶତାବ୍ଦୀର ଉପୋଦ୍ଘାତରେ ଯେତେବେଳେ ଓଡ଼ିଆ ମାଟି ନବଜାଗରଣ ପର୍ଯ୍ୟାୟରେ ପଦକ୍ଷେପ ଜନିତ ସାରସ୍ଵତ ଓ ସାଂସ୍କୃତିକ ପୃଷ୍ଠଭୂମିରେ ଆବର୍ତ୍ତିତ ହେଉଥିଲା, ସେହି ସମୟରେ ଓଡ଼ିଆ ଜନପ୍ରାଣକୁ ପରମୁଖାପେକ୍ଷୀ ସତ୍ତାର କବଳିତ ଶାଙ୍କୋଳିରୁ ମୁକ୍ତି ଦେଇଥିଲେ ଆମ୍ଭର ପରମ ସଦାଶୟମାନଙ୍କ ସମୁଚ୍ଚୟୀ ପ୍ରଯତ୍ନର ସ୍ଵେଦଲଗା…

ଦିନବନ୍ଧୁ ଓ ଦୀନବନ୍ଧୁ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଦିନବନ୍ଧୁ ଓ ଦୀନବନ୍ଧୁ ~ ଓଡ଼ିଆ ସାହିତ୍ୟାକାଶରେ ବିଜୁଳି ଓ ଇନ୍ଦ୍ରଧନୁ କଳିର ସୁତ୍ରପାତ ହୋଇଯାଇଥାଏ । ଗୋଟିଏ ପଟେ ଇନ୍ଦ୍ରଧନୁରେ କଵିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସମର୍ଥନରେ ଲେଖା ବାହାରୁଥିଵା ବେଳେ ବିଜୁଳୀ ପକ୍ଷରୁ ଆଧୁନିକ ସାହିତ୍ୟିକ କଵିଵର ରାଧାନାଥ ରାୟଙ୍କ ସମର୍ଥନରେ ଲେଖା ପ୍ରକାଶିତ…

ଭ୍ରମଣକାରୀର ପତ୍ର

ସୌରଭିତ ସୃଷ୍ଟି: କଵିଵର ରାଧାନାଥ ରାୟ ୧୮୮୭ ମସିହାରେ କଵିଵର ରାଧାନାଥ ରାୟ ରଚିଥିଲେ ଭ୍ରମଣକାରୀର ପତ୍ର ! ‘ନବସମ୍ବାଦ’ରେ ତାଳଚେର, ବାମଣ୍ଡା, ପାଲଲହଡା, କେନ୍ଦୁଝର ଆଦି ସ୍ଥାନ ପରିଦର୍ଶନ ଜନିତ ଅନୁଭୂତିକୁ ପ୍ରକାଶ କରିଥିଲେ, ଏହି ଭ୍ରମଣକାରୀର ପତ୍ର ପ୍ରବନ୍ଧକୁ ଓଡ଼ିଆ ଭାଷାର ପ୍ରଥମ ଭ୍ରମଣ ରଚନା ବୋଲି ଗ୍ରହଣ କରାଯାଏ ! ~…