Physical Address
Sai Samarpanam, Satya Vihar, Bhubaneswar

ଲେଖା: ସନ୍ତୋଷ ପଟ୍ଟନାୟକ ଗଞ୍ଜାମରେ ଅଷ୍ଟାଦଶ ଶତାଦ୍ଦୀର ପଞ୍ଚମ ଦଶକରୁ ବିଂଶ ଶତାବ୍ଦୀର ମଧ୍ୟଭାଗ ଯାଏଁ ଲୋକନାଟକର ପଦଚିହ୍ନ ଥିଲା । ଏହି ସମୟକୁ ଗଞ୍ଜାମ ଲୋକନାଟକର ସୁବର୍ଣ୍ଣ ଯୁଗ ବୋଲି କୁହାଯାଇପାରେ । ସବୁ ଗାଁରେ ମଠମନ୍ଦିର ଥିଲା । ପୂଜାପାର୍ବଣ ଅନୁଷ୍ଠିତ ହେଉଥିଲା । ଧର୍ମୀୟ ଉତ୍ସବରେ ଲୋକନାଟ୍ୟ ପରିବେଷିତ ହେଉଥିଲା…

~ ନିତ୍ୟାନନ୍ଦ ଶତପଥୀ ~ ଲେଖା: ଅମୃତେଶ ଖଟୁଆ ୧୯୬୪ ମସିହାରେ ପୁରୀର ଅନ୍ନପୂର୍ଣ୍ଣା ‘ଏ’ ଗ୍ରୁପ ହଲ୍’ରେ ନିଖିଳ ଉତ୍କଳ ଯୁବ ଲେଖକ ସମ୍ମିଳନୀ। ଡିସେମ୍ବର ମାସରେ ଅନୁଷ୍ଠିତ ହୋଇଥାଏ, ପ୍ରଫେସର ଓ ସାଥିରେ ଧର୍ମପତ୍ନୀ ମଧ୍ୟ ଆସିଥାଆନ୍ତି। ଏହାର ମୁଖ୍ୟ ଆୟୋଜକ ଥାଆନ୍ତି ଆଡଭୋକେଟ୍ କୈଳାସ ଲେଙ୍କା, ସାମ୍ବାଦିକ ପ୍ରଫୁଲ୍ଲ ପଟ୍ଟନାୟକ, ବ୍ରଜନାଥ…

ଓଡ଼ିଶାରେ ଲୋକନାଟ୍ୟ, ନୃତ୍ୟ ପରମ୍ପରା ବହୁ ପୁରାତନ ଓ ପାରମ୍ପରିକ ଅଟେ।ଆମ ରାଜ୍ୟର ସଂସ୍କୃତି, କଳା ଓ ଧର୍ମଧାରଣାର ଏହା ଏକ ସମନ୍ୱିତ ରୂପବିଭବ। ସହସ୍ରାଧିକ ଲୋକମାନଙ୍କର ମନୋରଞ୍ଜନ ନିମନ୍ତେ ଉଦ୍ଦିଷ୍ଟ। ଗ୍ରାମବହୁଳ ଓଡ଼ିଶାର ଜୀବନଯାତ୍ରା ସହ ଜଡ଼ିତ ମେଳା ମହୋତ୍ସବ ମାନଙ୍କରେ ସାମୟିକ ଆନନ୍ଦ ପାଇଁ ଏହି ଲୋକନୃତ୍ୟ ମାନ ଅନୁଷ୍ଠିତ ହୋଇଥାଏ . .

ଗାଁରେ ତିନୋଟି ମନ୍ଦିର, ଗୋଟିଏ ପଟେ ମହାଦେବ, ଅନ୍ୟପଟେ ମହାବିଷ୍ଣୁ । ମନ୍ଦିର ଦୁଇଟିକୁ ଦେଖିଲେ ଗାଁଟିର ପ୍ରାଚୀନ ବାସ୍ତୁକଳାକୁ କାଳର ଅବକ୍ଷୟ ସ୍ପର୍ଶ କରି ନ ଥିବା ପରି ମନେହୁଏ । ହାତଗଣତି କେତୋଟି ପରିବାରକୁ ନେଇ ଗଢ଼ିଉଠିଥିବା ଲୋକସଂସ୍କୃତିର ମନ୍ଦିର "ପ୍ରହ୍ଲାଦନାଟକ ପୁଞ୍ଜା", ଏହା ହିଁ ସେ ଗାଁର ତୃତୀୟ ମନ୍ଦିର . .

ତଥ୍ୟ ସଂଗ୍ରହ ଓ ଉପସ୍ଥାପନା: ଶିଶିର ସାହୁ ଓ ସନ୍ତୋଷ ପଟ୍ଟନାୟକ ଆବାହମାନ କାଳରୁ ସାମାଜିକ ଜୀବନରେ ଲୋକନୃତ୍ଯ, ଲୋକସଙ୍ଗୀତ ଓ ଲୋକବାଦ୍ୟ ଇତ୍ୟାଦିର ସର୍ବଦା ବିଶେଷ ଭୂମିକା ନେଇଆସିଛି । ଏ ଦିଗରେ ଗଞ୍ଜାମ ବହୁ ଆଗରେ ରହିଆସିଛି । ଗଞ୍ଜାମ ଜିଲ୍ଲାର ମୌଳିକ ନୃତ୍ୟାନୁଷ୍ଠାନ ରୂପେ ଦାସକାଠୀ ସୁପରିଚିତ । ଜିଲ୍ଲାର ଅନ୍ୟ …

ଲେଖା: ଦେଵ ତ୍ରିପାଠୀ ଆମ ମାଟିର ସଂସ୍କୃତି, ପରମ୍ପରା, ଲୋକକଳା ଆଦି ବୁଡି ଯାଉଥିବା ଦେଖି ଆମେ ଓଡ଼ିଆଏ ଯେ କେତେ ଛାତି ଫଟାଇ କାନ୍ଦିବାର ଅଭିନୟ କରୁ, ସଂସ୍କୃତିର ଦାହ ସଂସ୍କାର କରୁ କରୁ କୁମ୍ଭୀର ଲୁହ ଝରାଇ ନିଜ ଓଡ଼ିଆମିର ପରିଚୟ ଦେଉ ! ସଂସ୍କୃତି, ଐତିହ୍ୟକୁ ଅଣଦେଖା କରିବାର ଦୋଷଟି ସରକାର…

ଲେଖା: ଦେଵ ତ୍ରିପାଠୀ ନିହାତି ପିଲାଦିନର କଥା । ଗାଁକୁ କେବେ ଯାତ୍ରା ଆସିଲେ ଘରେ ଘରେ ବନ୍ଧୁବାନ୍ଧବ ପହଞ୍ଚିଯା’ନ୍ତି । ଆମେ ପିଲାମାନେ ଖରାବେଳୁ ସଞ୍ଜ ନଇଁବା ଯାଏଁ ମାତିଯାଉ ବେଲୁନ ଆଉ କଣ୍ଢେଇ କିଣିବାରେ । ସଞ୍ଜ ନଇଁଗଲେ ସପମଶିଣା, ଚଟେଇ ଖଣ୍ଡେ କାଖରେ ଜାକି ଧାଇଁ ଯାଉ ଯାତ୍ରାପଡିଆକୁ, ପରିବାର ଲୋକ…

ଲେଖା: ଦେଵ ତ୍ରିପାଠୀ ରେଶମନଗରୀ ବ୍ରହ୍ମପୁର ଠାରୁ ପ୍ରାୟ ୭୫କି.ମି. ଦୂରରେ ଅବସ୍ଥିତ ମନୋମୁଗ୍ଧକର ପ୍ରାକୃତିକ ପରିବେଶ, ନୈସର୍ଗିକ ଶୋଭା ଏବଂ ପ୍ରାଚୀନ ଐତିହାସିକ କୀର୍ତ୍ତିରାଜି ବିମଣ୍ଡିତ କ୍ଷୁଦ୍ର ସହର ବୁଗୁଡ଼ା । ସମଗ୍ର ଦେଶରେ ଯେଉଁ ମନ୍ଦିର ପାଇଁ ଏହା ସୁଖ୍ୟାତି ଅର୍ଜନ କରିଛି ତାହା ହେଉଛି ବିରାଟ ରଥସଦୃଶ ସମ୍ପୂର୍ଣ୍ଣ କାଷ୍ଠନିର୍ମିତ ବୁଗୁଡ଼ା…

ଲେଖା: ତରୁଣ କୁମାର ରଥ ପିଲାଙ୍କୁ ‘ଗାଁ’ର ଚିତ୍ର ଆଙ୍କିବା ପାଇଁ ମାଷ୍ଟ୍ରେ କହିଛନ୍ତି। କାଗଜ ଉପରେ ରଙ୍ଗ ପେନ୍ସିଲରେ ଆଙ୍କି ହେଇ ଯାଉଛି ଛବି। କୁଞ୍ଚୁକୁଞ୍ଚିଆ ପାହାଡ଼ ଖୋଲରୁ ଉଇଁ ଆସୁଛି ସୂର୍ଯ୍ୟ,ପାହାଡ଼ ତଳେ ଆମ୍ବ ତୋଟାକୁ ଭିଜେଇ ଅଙ୍କା ବଙ୍କା ଗତିରେ ବହି ଯାଉଛି କ୍ଷୀଣକାୟା ଜୋରଟିଏ, ଜୋର ପରେ ମନ୍ଦିର, ମନ୍ଦିରକୁ…