Search Results for: ଶ୍ରୀଚୈତନ୍ୟ

ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ ଓ ତତ୍କାଳୀନ ଉତ୍କଳର ରାଜନୀତିକ ଦୃଶ୍ୟପଟ (ଭାଗ ୧)

ଲେଖା: ଇଂ ବିଜୟ କେତନ ସାହୁ ଗଜପତି ପ୍ରତାପରୁଦ୍ରଦେବଙ୍କ ରାଜୁତି କାଳରୁହିଁ କଳିଙ୍ଗ ସାମ୍ରାଜ୍ୟର ପତନ ଆରମ୍ଭ ହୋଇଯାଇଥିଲା। ପ୍ରତାପରୁଦ୍ରଦେବଙ୍କ ଶାସନ ଅବଧି ତାଙ୍କ ପିତାମହ କପିଳେନ୍ଦ୍ରଦେବ […]

ଶ୍ରୀଜଗନ୍ନାଥ

ଝୁଲଣଯାତ୍ରା (Jhulana Jatra)

ଲେଖା: ବନ୍ଧନ ଦଳାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଲୀଳା ପୁରୁଷୋତ୍ତମ ଶ୍ରୀକୃଷ୍ଣ ରୂପରେ ସମ୍ବୋଧିତ। ଶ୍ରୀଚୈତନ୍ୟଙ୍କ ଦୃଷ୍ଟିରେ ମହାପ୍ରଭୁ ହେଉଛନ୍ତି ଶ୍ରୀରାଧା ଶ୍ରୀକୃଷ୍ଣଙ୍କର ମିଳିତ ବିଗ୍ରହ ପ୍ରେମ ପୁରୁଷ

ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଠିପାତ (ଭାଗ ୭)

ସୁଜଳା, ସୁଫଳା, ଶଶ୍ୟ-ଶ୍ୟାମଳା ସମନ୍ବିତ ସୁବର୍ଣ୍ଣ ଓଡିଶା ସାମ୍ରାଜ୍ୟ କ୍ରମଶଃ ଦରିଦ୍ରତା ଓ ପରାଧୀନତାର ଶୀକାର ହେବାକୁ ଯାଉଥିଲା। ଅର୍ଥନୈତିକ ସଙ୍କଟର ଫଳସ୍ୱରୂପ ଉକ୍ତ ସମୟରେ ଅନେକ ମଠ, ମନ୍ଦିର ଉପଯୁକ୍ତ ପ୍ରୋତ୍ସାହନ ପାଇପାରି ନଥିଲା। ହୁଏତ ପ୍ରୋତ୍ସାହନ ଅଭାବରୁ ଅତିବଡ଼ିଙ୍କ ଭାଗବତର ଏକାଦଶ ସ୍କନ୍ଦ ରଚନା ଅନେକ ବିଳମ୍ବ ହୋଇଥାଇପାରେ . .

ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଟିପାତ (ଭାଗ ୬)

ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ଅତିବଡ଼ି ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ତତ୍କାଳୀନ ଓଡ଼ିଶାରେ ଏକ ଚହଳ ସୃଷ୍ଟି କରିଥିଲା। ଅପୂର୍ବ ଆଧ୍ୟାତ୍ମିକ ଜାଗରଣ ଓ ନବୀନ ଉନ୍ମାଦନାର ସୂତ୍ରପାତ କରିଥିଲା ଏଇ ଓଡ଼ିଆ ଭାଗବତ। ଦୁର୍ବୋଧ୍ୟ ସଂସ୍କୃତ ଭାଗବତ ପରିବର୍ତ୍ତେ ସାଧାରଣ ଜନସମାଜ ଏହାକୁ ସହଜରେ ଆଦରି ନେଇଥିଲା। ଓଡ଼ିଶାର ପୁରପଲ୍ଲୀରେ ପ୍ରତିଷ୍ଠିତ ହୋଇଥିଲା ଭାଗବତ ଟୁଙ୍ଗୀ . .

ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଟିପାତ (ଭାଗ ୫)

ଶ୍ରୀଚୈତନ୍ୟଙ୍କୁ କେନ୍ଦ୍ର କରି ଦଳଗତ ଭାବରେ ଭାଗବତ ପାରାୟଣ, ନଗର କୀର୍ତ୍ତନ ଓ କୃଷ୍ଣନାମ ଭଜନ ଓ ମନନ ନିତ୍ୟ ପରିବେଷିତ ହେଉଥିଲା ଜଗନ୍ନାଥ ଦାସଙ୍କ ତତ୍ୱାବଧାନରେ। କୃଷ୍ଣନାମରେ ଭାବ ସମାଧୀସ୍ଥ ହୋଇଯାଉଥିଲେ ଶ୍ରୀଗୌରଙ୍ଗ। ଚେତନାଶୂନ୍ୟ ହୋଇ ଯାଉଥିଲେ ସେ। ଜଗନ୍ନାଥ ତାଙ୍କ କର୍ଣ୍ଣରେ କୃଷ୍ଣନାମ ଉଚ୍ଚାରଣ ପୂର୍ବକ ସ୍ୱଭାବିକ ଅବସ୍ଥାକୁ ଫେରାଇ ଆଣୁଥିଲେ . .

ସୃଷ୍ଟିସମଗ୍ର

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଟିପାତ (ଭାଗ ୪)

ଈଶ୍ୱରପ୍ରାପ୍ତିର ଲକ୍ଷ୍ୟ ଯଦି ଭକ୍ତି ହୁଏ, ଜ୍ଞାନ ହେଉଛି ତାହାର ଉପାୟ। ଭକ୍ତିର ଚରମ ସୋପାନରେ ପହଞ୍ଚିଲେ ଆଉ ଜ୍ଞାନର ଆବଶ୍ୟକ ନଥାଏ। ଭକ୍ତିର ଚରମ ସୋପାନରେ ଜୀବ କେବଳ କୃଷ୍ଣପ୍ରେମ ସୁଖ ସାଗରରେ ଭାସମାନ ଥାଏ . .

Scroll to Top