Search Results for: ସୁବର୍ଣ୍ଣପୁର

ଭାଷା ଓ ସାହିତ୍ୟ

ଉଷତ

ଲେଖା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାର “ଉଷତ ଵା ଉଷତ୍” ଏକ ନିଆରା ମୌଳିକ ଶବ୍ଦ । ବହୁ ପ୍ରାଚୀନକାଳରୁ ଏହି ଶବ୍ଦଟିର “କଥିତ ତଥା […]

ଇତିହାସ

ସମ୍ବଲପୁର

ଲେଖା: ଶିଶିର ସାହୁ ମନୋଜ ଏକଦା ସମ୍ବଲପୁର ଗଡ଼ଜାତ ରାଜ୍ୟ “ହୀରାଖଣ୍ଡ ସାମ୍ରାଜ୍ୟ” ନାମରେ ପରିଚିତ ଥିଲା । ଏଠାରୁ ପ୍ରାପ୍ତ “ହୀରା”ରୁ “ହୀରାଖଣ୍ଡ ସାମ୍ରାଜ୍ୟ”ର ସୃଷ୍ଟି

ଭାଷା ଓ ସାହିତ୍ୟ

ନରିହା

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓ କଵି ସନ୍ତୋଷ ପଟ୍ଟନାୟକ ପଶ୍ଚିମ ଓଡ଼ିଶାରେ ଗଉଡ଼ଶ୍ରେଣୀୟ ଗ୍ରାମସେଵକଙ୍କୁ ‛ନରିହା’ କୁହାଯାଉଥିଲା ଏଵଂ ଏ ଶବ୍ଦର ଓଡ଼ିଆ

ମେଳା ଓ ଯାନିଯାତ୍ରା, ପର୍ବ ପର୍ବାଣୀ

ଖଉଲ ଗାଡ଼

ଲେଖା: ଶିବାଶିଷ ମହାପାତ୍ର ତନ୍ତ୍ର, ମନ୍ତ୍ର, ଯନ୍ତ୍ରର ଏକ ପ୍ରମୁଖ ସ୍ଥାନ ସୁବର୍ଣ୍ଣପୁର ସହର । ଅଷ୍ଟଚଣ୍ଡୀ, ଅଷ୍ଟବିଷ୍ଣୁ, ଅଷ୍ଟଶମ୍ଭୁ ତଥା ଅଷ୍ଟମହାବୀରଙ୍କ ପୀଠ ବୋଲି ଏହା

ମେଳା ଓ ଯାନିଯାତ୍ରା, ପର୍ବ ପର୍ବାଣୀ

ଚେପଟା ଢ଼ୋଲ୍

ଲେଖା: ଶିବାଶିଷ ମହାପାତ୍ର ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଦେଖାଯାଏ ଦେବୀପୂଜା । କାହିଁ କେଉଁ ଆବହମାନ କାଳରୁ ଏଠାରେ ବାସ କରୁଥିବା ଆଦିମ ଅଧିବାସୀମାନେ ନିଜର

ପର୍ଯ୍ୟଟନ କ୍ଷେତ୍ର

କଣ୍ଟିଲୋ

ଲେଖା: କୁଳମଣି ଷଡ଼ଙ୍ଗୀ ମହାନଦୀକୁ ‘ଉତ୍କଳଗଙ୍ଗା’ ନାମରେ ନାମିତ କରିବାର ଯଥାର୍ଥତା ଅଛି। ଅମର କଣ୍ଟକରୁ ବାହାରି, ବହୁ ଦୀର୍ଘପଥ ଅତିକ୍ରମକରି ସିନ୍ଧୁରେ ବିଲୀନ ହେବା ଆଗରୁ

ମେଳା ଓ ଯାନିଯାତ୍ରା, ପର୍ବ ପର୍ବାଣୀ

ବାଉତି ଛତର୍ ଯାତ୍ରା

ଉପସ୍ଥାପନା: ଶିବାଶିଷ ମହାପାତ୍ର ହିନ୍ଦୁ ଧର୍ମରେ ମୃତ୍ୟୁ ପରେ ମଧ୍ୟ ଆତ୍ମାକୁ ଗୁରୁତ୍ବ ଦିଆଯାଇଛି । ପବିତ୍ର ମହାଳୟା ଦିନକୁ ଓଡ଼ିଆ ଶାସ୍ତ୍ରରେ ଏକ ସ୍ବତନ୍ତ୍ର ତଥା

ପର୍ଯ୍ୟଟନ କ୍ଷେତ୍ର

ସୋନପୁର ଜିଲ୍ଲାର ମେଟା ଲୁହୁରା ଓ ପଣତ କାନିର ଦେବୀ ମା’ ମେଟାକାନି 

ଲେଖା: ଶିବାଶିଷ ମହାପାତ୍ର ଉତ୍କଳ ଏପରି ଏକ ପ୍ରଦେଶ ଯାହା ନିଜର କଳା, ସଂସ୍କୃତି, ପରମ୍ପରା ତଥା ସ୍ଥାପତ୍ୟ ପାଇଁ ପରିଚିତ। ଓଡ଼ିଶାର କୋଣ ଅନୁକୋଣରେ ଏପରି

ମହାମନିଷୀଗଣ

ଓଡିଶା ସଙ୍ଗୀତ ଜଗତର ରାଣୀ ଡଃ ଶ୍ୟାମାମଣି ଦେଵୀ (Dr. Shyamamani Devi)

ପିଲାଟି ଦିନରୁ ସେ ଥିଲେ ସଙ୍ଗୀତ ପ୍ରତି ସମର୍ପିତ, ହେଲେ ରକ୍ଷଣଶୀଳ ସମାଜ କରିଥିଲା ତାଙ୍କର ପଥରୋଧ । ସେ କିନ୍ତୁ ଥିଲେ ଦୃଢନିଶ୍ଚିତ, ସଙ୍ଗୀତ ଥିଲା ତାଙ୍କ ଜୀବନ, ସେ ପଛକୁ ହଟିଥାନ୍ତେ ବା କେମିତି ! ପ୍ରବଳ ଆଗ୍ରହ ଓ ସଙ୍ଗୀତ ପ୍ରତି ନିଷ୍ଠା ସହିତ ଆଶୀର୍ବାଦ ହେଲା ପିତା ଏବଂ କକାଙ୍କ ସୁସମୟ ପ୍ରେରଣା । ଆଉ ଜୀବନରେ ପଛକୁ ଫେରି ନ ଥିବା ସେଇ ଛୋଟ ଝିଅଟି ଦିନେ ବନିଗଲା କେତେ କେତେ କଣ୍ଠଶିଳ୍ପୀଙ୍କ ପ୍ରେରଣା । ସେ ବନିଗଲା ଓଡିଶୀ ସଙ୍ଗୀତ, ପଲ୍ଲୀସଙ୍ଗୀତ ଏବଂ ଆଧୁନିକ ଓଡ଼ିଆ ସଙ୍ଗୀତଜଗତର ଏକ ଶ୍ରଦ୍ଧାଶୀଳ ନାମ . .

Scroll to Top