Search Results for: ଉତ୍କଳ ସାହିତ୍ୟ

ମହାମନିଷୀଗଣ

କର୍ମବୀର ଗୌରୀଶଙ୍କର

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷ ତୃତୀୟାଂଶ ଓଡ଼ିଶାର ଜାତୀୟ ଜୀବନ ପକ୍ଷରେ ଏକ ନବଜାଗରଣର କାଳ । ନଅଙ୍କ ଦୁର୍ଭିକ୍ଷର ଆଘାତ, ପାଶ୍ଚାତ୍ୟ ଶିକ୍ଷା […]

ମହାମନିଷୀଗଣ

ଆଦିକବି ସାରଳା ଦାସ

ମାଟି ସହିତ ମାଟି ହୋଇ ଜୀଉଁଥିବା ଶ୍ରୀଅକ୍ଷର ବିବର୍ଜିତ ସେଇ ଯୁବକଟି ଦିନେ ଓଡ଼ିଆ ଭାଷା ସାହିତ୍ୟର ସ୍ବର୍ଣ୍ଣମୟ ସୌଭାଗ୍ୟକୁ ଡାକିଆଣିଲା; ଆଉ ସମଗ୍ର ଓଡ଼ିଆଜାତିର ପ୍ରତିନିଧିରୂପେ ଜଣେ ସେଇ ଜ୍ଞାନୀ, ସନ୍ଥ, ତତ୍ତ୍ଵଦର୍ଶୀ ଯୁବକବିର ସୃଜନୀ ପ୍ରତିଭା ହେଲା ଅନୁପ୍ରାଣିତ . .

ମହାମନିଷୀଗଣ

ସ୍ୱଭାବକବି ଗଙ୍ଗାଧର ମେହେର

ବିଶ୍ୱଭ୍ରାତୃପ୍ରେମର ଜୁଆର ତୋଳୁଥିବା ସେଇ ମହାନ କବିଙ୍କ କବିତାରେ ଛନ୍ଦର ଲାଳିତ୍ୟ, ମଧୁର ପଙ୍କ୍ତି, ପ୍ରକୃତିର ନୈସର୍ଗିକ ଶୋଭାବର୍ଣ୍ଣନା ଓ ଧ୍ୱନିରେ ସଙ୍ଗୀତର ସୁର ତାଙ୍କୁ ସ୍ୱଭାବକବିର ମାନ୍ୟତା ପ୍ରଦାନ କରିଆସିଛି I କେତେବେଳେ ସେ ଲେଖିଛନ୍ତି ପ୍ରଣୟର ବଲ୍ଲରୀ, ପୁଣି କେବେ ସରଳ ଗ୍ରାମ୍ୟ ଚିତ୍ରର ଲୋଟଣି ତାଙ୍କ କବିତାର କଲ୍ଲୋଳ I କେବେ ରାଧାନାଥ ଯୁଗୀୟ ପ୍ରକୃତି ବର୍ଣ୍ଣନା ତ କେବେ ପୁଣି ଭଗବତ ଭାବନାର ସମନ୍ୱୟ, କେବେ ପୁଣି ପୁରାତନ ଯୁଗୀୟ ଛନ୍ଦରେ ଛନ୍ଦମୟ, କେବେ ବିଶ୍ୱଭ୍ରାତୃପ୍ରେମର ଧାରା ତାଙ୍କ କବିତାର ଆଦର୍ଶ . .

ମହାମନିଷୀଗଣ

ସତ୍ୟବାଦୀ ବାଣୀମଞ୍ଚର ମନସ୍ବୀସ୍ରଷ୍ଟା ସନ୍ଥ ପଣ୍ଡିତ ନୀଳକଣ୍ଠ ଦାସ 

ଆନନ୍ଦ ଦାଶ ଓ ହାରାଦେବୀଙ୍କ କୋଳମଣ୍ଡନ କଲା ପୁତ୍ରସନ୍ତାନଟିଏ। ସାତଟି କନ୍ୟା ସନ୍ତାନର ଜନକଜନନୀ ବାଲିଆର ନୀଳକଣ୍ଠେଶ୍ଵର ମହାଦେବଙ୍କ ପାଖରେ ଅଧିଆ ପଡି ସନ୍ତାନଟିଏ ପାଇଥିବାରୁ ପୁଅର ନାଁ ସରାଗରେ ଦେଲେ ନୀଳକଣ୍ଠ । କିନ୍ତୁ ଦାଶ ଦମ୍ପତି କି ଜାଣିଥିଲେ ସେ ପିଲା ଦିନେ ନିଜ ନାମକୁ ସାର୍ଥକ କରି ‘ନୀଳକଣ୍ଠ’ ବନିଯିବ — ସମାଜର କଳୁଷପଙ୍କର ବିଷକୁ ପିଇ ପିଇ ! ସମାଜର ତାଡନା ସହି ସହି . .

Scroll to Top