ଶ୍ରୀବତ୍ସ ପଣ୍ଡା
ଲେଖା: ଦେଵ ତ୍ରିପାଠୀ ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆମ ରାଜ୍ୟର ଜାତୀୟ ଜୀବନରେ ସମାଜସଂସ୍କାର, ଅସ୍ପୃଶ୍ୟତା ନିବାରଣ, ନାରୀଶିକ୍ଷା, ଓଡ଼ିଆ ଭାଷାର ସୁରକ୍ଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, […]
ଲେଖା: ଦେଵ ତ୍ରିପାଠୀ ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆମ ରାଜ୍ୟର ଜାତୀୟ ଜୀବନରେ ସମାଜସଂସ୍କାର, ଅସ୍ପୃଶ୍ୟତା ନିବାରଣ, ନାରୀଶିକ୍ଷା, ଓଡ଼ିଆ ଭାଷାର ସୁରକ୍ଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, […]
ଲେଖା: ଦେବ ତ୍ରିପାଠୀ ଦିଗନ୍ତ ବିସ୍ତାରି ପାହାଡ଼ର ପହଣ୍ଡି ‘ଦିଗପହଣ୍ଡି’ । ଦିଗ ଓ ପୁଦିଆ ସର୍ଦ୍ଦାରଙ୍କ କିମ୍ବଦନ୍ତୀର ଗାଁ ଦିଗପହଣ୍ଡି । ଭୀମସେନ ପାଣିଗ୍ରାହୀଙ୍କ ‘ଖେମୁଣ୍ଡି
ଲେଖା: ସୁବ୍ରତ କୁମାର ନାୟକ ପ୍ରତି ମଣିଷ ନୂଆକରି ପୃଥିବୀକୁ ଅତିଥି ହୋଇ ଆସିଥିବା ସମୟରେ ତା’ର ପ୍ରଥମ ଶିକ୍ଷକ ମା’। ମା’ର ଭାଷା ମାତୃଭାଷା। ସମସ୍ତଙ୍କ
ଲେଖା: ସୁଚେତା ପ୍ରଧାନ ଚନ୍ଦ୍ରାକିତ ରଜନୀ। କୁହୁଡିର ମଳିନ ଆସ୍ତରଣ ତଳେ ରୂପେଲି ଜ୍ୟୋତ୍ସ୍ନା ସୃଷ୍ଟି କରୁଥାଏ ଏକ ଅପରୂପ ମାୟା। ରାତି ପାହିଲେ ମହା କାର୍ତ୍ତିକର
ବଙ୍ଗଳା, ବିହାର ଓ ତେଲେଙ୍ଗାମାନଙ୍କର ଓଡ଼ିଆ ଭାଷା ପ୍ରତି ଯେଉଁ ଅସୂୟା ଭାବ ଥିଲା, ତାହାକୁ ସେମାନଙ୍କ ଆଗରେ ବୀରଦର୍ପରେ ବଖାଣିବା ନିମନ୍ତେ ସେ ଓଡ଼ିଆ ଭାଷାର ସ୍ଥାୟିତ୍ୱ ଓ ଅବିନଶ୍ୱର ରୂପକୁ ପ୍ରତିଷ୍ଠିତ କରାଇଥିଲେ । ଏଇ ମାଟିର ଭାଷା ବଦଳରେ ସମ୍ବଲପୁରରେ ହିନ୍ଦୀଭାଷା ଏବଂ ଗଞ୍ଜାମରେ ତେଲୁଗୁଭାଷା ପ୍ରୟୋଗର ଘୋର ବିରୋଧ ତଥା ପତ୍ରିକା ମାଧ୍ୟମରେ ସଂଗ୍ରାମର ବାର୍ତ୍ତାପ୍ରେରଣ କରି ସେ ମଧ୍ୟ ଆକ୍ରୋଶର ଶିକାର ହୋଇଥିଲେ ହୀନମନା ହିନ୍ଦୀଭାଷୀ ଓ ତେଲେଙ୍ଗାମାନଙ୍କର । କେବଳ ଦେଶଗଠନ ପାଇଁ ଯେ ତାଙ୍କର ଭୂମିକା ଥିଲା ଗୁରୁତ୍ଵପୂର୍ଣ୍ଣ ତାହା ନୁହେଁ, ବ୍ରିଟିଶ ସରକାର ବିରୋଧରେ ପତ୍ରିକା ମାଧ୍ୟମରେ ରଣହୁଙ୍କାର ଦେଇ ଓ ଜନଜାଗରଣ ସୃଷ୍ଟି କରି ସେ ବ୍ରିଟିଶ ସରକାରର ବନିଯାଇଥିଲେ ମହାଶତ୍ରୁ . .
ଇତିହାସର ବହୁ ଚର୍ଚ୍ଚିତ ମହାତ୍ମା ଅବା ମହାନାୟକ ମାନଙ୍କୁ ମନେପକାଇବା ବେଳେ ଅନ୍ତରାଳେ ରହିଯାଏ ଭାରତୀୟ ସ୍ବାଧୀନତା ସଂଗ୍ରାମର କେତେ କେତେ ଅକୁହା କାହାଣୀ, ଦୁର୍ଗମ ପାହାଡ଼ ଜଙ୍ଗଲ ଘେରା ଶ୍ଵାପଦସଙ୍କୁଳ ରାସ୍ତାରେ ରାଷ୍ଟ୍ରୀୟ ଜୀବନ ଆଡ଼କୁ ଏହି ଅଳ୍ପଜ୍ଞାତ ମୁକ୍ତିସଂଗ୍ରାମର ସେତୁ ଯୋଡିଥିବା ନାୟକମାନଙ୍କ କାହାଣୀ ଓ ଗାଥା । ଆମେ ଭୁଲିଯାଉ ସେହି ବୀରପୁରୁଷଙ୍କ ଆତ୍ମୋତ୍ସର୍ଗ ଓ ଆହୂତିର ଅଭୁଲା ଆଲେଖ୍ୟ !